ଖେଳ

ରୋହିତ-ରାହୁଲଙ୍କ ରେକର୍ଡ ଓପନିଂ ଭାଗୀଦାରି

ଲିଡ୍ସ,୭।୭- ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୭ ଉଇକେଟରେ ହରାଇ ପଏଣ୍ଟ ତାଲିକାରେ ଶୀର୍ଷ ସ୍ଥାନ ଅଧିକାର କରିଛି। ଏହି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ…

ତାହିର, ଡୁମିନିଙ୍କ ଅବସର

ମାଞ୍ଚେଷ୍ଟର,୭।୭- ଭେଟେରାନ ସ୍ପିନର ଇମ୍ରାନ ତାହିର ଓ ଜେପି ଡୁମିନି ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେଇଛନ୍ତି। ଏଠାରେ ଖେଳାଯାଇଥିବା ଚଳିତ ବିଶ୍ୱକପ୍‌ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୧୦ ରନ୍‌ରେ ହରାଇ ଦକ୍ଷିଣ ଆଫ୍ରିକା ସାନ୍ତ୍ୱନାମୂଳକ ବିଜୟ ହାସଲ କରିଛି।…

୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇବା ପରେ ଧୋନୀଙ୍କ ଜନ୍ମ ଦିନ ପାଳନ ହୋଇଥିଲା। ଏହି ଅବସରରେ ଦଳୀୟ…

ଅବସର ନେଇ ସ୍ପଷ୍ଟ କଲେ ସୋଏବ ମଲିକ

ଲଣ୍ଡନ,୭।୭(ଏଏଫ୍‌ପି)- ପାକିସ୍ତାନ ଅଭିଜ୍ଞ ବ୍ୟାଟ୍ସମ୍ୟାନ ସୋଏବ ମଲିକ୍‌ ଅବସର ନେଇ ସୂଚନା ଦେଇଛନ୍ତି। ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଚଳିତ ବିଶ୍ୱକପ୍‌ରେ ସେ ଦଳରୁ ବାଦ୍‌ ପଡିଥିଲେ। ପାକିସ୍ତାନ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ…

ସେରେନା, ନାଡାଲ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୭ା୭ (ଏଏଫ୍‌ପି)-ସାତ ଥର ଚାମ୍ପିୟନ ସେରେନା ଓ୍ବିଲିୟମ୍ସ ଏବଂ ବିଶ୍ୱର ନମ୍ବର ଓ୍ବାନ ଆଶଲେ ବାର୍ଟି ଓ୍ବିମ୍ବେଲଡନ ଓପନ ଟେନିସ୍‌ ଚାମ୍ପିୟନଶିପ୍‌ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ବିଶ୍ୱର ୨ନମ୍ବର ମାନ୍ୟତାପ୍ରାପ୍ତ ସ୍ପେନର ରାଫାଲ ନାଡାଲ…

ରୋହିତ୍‌ଙ୍କ ବିଶ୍ୱରେକର୍ଡ

ଲିଡ୍ସ, ୭।୭ (ପି.ଟି.)- ଶ୍ରେଷ୍ଠ ଫର୍ମରେ ଥିବା ତାରକା ଓପନର୍‌ ରୋହିତ୍‌ ଶର୍ମା ଏବଂ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଭାରତ ଚଳିତ ଆଇସିସି ବିଶ୍ୱକପର ଶନିବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ…

ଧୋନୀଙ୍କୁ ଆଇସିସିର ଭୂୟସୀ ପ୍ରଶଂସା

ଲିଡ୍ସ,୭।୭(ପି.ଟି.)- ଭାରତୀୟ ପୂର୍ବତନ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନଙ୍କ ପ୍ରଶଂସାରେ ଶତମୁଖ ହୋଇଛି ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି)। ଧୋନୀ ଭାରତୀୟ କ୍ରିକେଟର ରୂପରେଖରେ ସକାରାତ୍ମକ ପରିବର୍ତ୍ତନ ଆଣିଛନ୍ତି ବୋଲି ଆଇସିସି ତରଫରୁ କୁହାଯାଇଛି। ଜଣେ…

ଭାରତର ସହଜ ବିଜୟ

ଭାରତର ସହଜ ବିଜୟଲିଡ୍ସ, ୬।୭(ପି.ଟି.)- ଦୁଇ ଓପନର ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଶତକ ସହାୟତାରେ ଚଳିତ ବିଶ୍ୱକପ୍‌ରେ ଭାରତ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯ଟି ବଲ ବାକି ରଖି ୭ ଉଇକେଟରେ ପରାସ୍ତ କରିଛି। ଏଥିସହ…

ମଲିକଙ୍କ ପାଇଁ ସାନିଆ ଗର୍ବିତ

କରାଚୀ,୬।୭: ଭେଟେରାନ ପାକିସ୍ତାନ ଅଲ୍‌ରାଉଣ୍ଡର ଶୋଏବ ମଲିକ ଅନ୍ତର୍ଜାତୀୟ ଦିନିକିଆରୁ ଅବସର ନେଇଛନ୍ତି। ଲଡର୍‌ସଠାରେ ପାକିସ୍ତାନ ତା’ର ଅନ୍ତିମ ମ୍ୟାଚ୍‌ରେ ବାଂଲାଦେଶକୁ ହରାଇବା ପରେ ମଲିକ ଏହି ଘୋଷଣା କରିଛନ୍ତି। ତାଙ୍କ ପତ୍ନୀ ତଥା ଭାରତୀୟ ଷ୍ଟାର ଟେନିସ ଖେଳାଳି ସାନିଆ…

ଡାଇମଣ୍ଡ ଲିଗ୍‌: ଅନୁ ରାଣୀଙ୍କୁ ୭ମ ସ୍ଥାନ

ଲାଉସାନେ, ୬।୭ (ପି.ଟି.): ଜାତୀୟ ରେକର୍ଡର ଅଧିକାରିଣୀ ଜାଭେଲିନ ଥ୍ରୋୟର ଅନୁ ରାଣୀ ନିଜର ପ୍ରଥମ ଡାଇମଣ୍ଡ ଲିଗ ପ୍ରତିଯୋଗିତାରେ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି। ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ରେ ୭ମ ସ୍ଥାନ ହାସଲ କରିଛନ୍ତି। ମହିଳା ଜାଭେଲିନ୍‌ ଥ୍ରୋ’ର ୩ୟ…

ଉଡିଲା ଭାରତ ବିରୋଧୀ ବ୍ୟାନର

ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍‌ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ବେଳେ ଏକ ଅଜଣା ବିମାନ ଷ୍ଟାଡିୟମ ଉପରେ ଉଡ଼ିଥିଲା। ସେଥିରେ କଶ୍ମୀର ପାଇଁ ନ୍ୟାୟ ବୋଲି ଲିଖିତ…

ଅମ୍ପାୟର ଇଆନ ଗୋଲ୍ଡଙ୍କ ଅବସର

ଲିଡ୍ସ,୬।୭(ପିଟି)- ଇଂଲିଶ ଅମ୍ପାୟର ଇଆନ ଗୋଲ୍ଡ ଏଠାରେ ଚାଲିଥିବା ଭାରତ ଓ ଶ୍ରୀଲଙ୍କା ମ୍ୟାଚ୍‌ ପରେ ଅବସର ନେବେ। ଏ ନେଇ ଆଇସିସି ପକ୍ଷରୁ ଶନିବାର କୁହାଯାଇଛି। ଗୋଲ୍ଡ ଅମ୍ପାୟରିଂ କ୍ୟାରିୟରରେ ୭୪ ଟେଷ୍ଟ ଓ ଭାରତ-ଶ୍ରୀଲଙ୍କା ମ୍ୟାଚ୍‌କୁ ମିଶାଇ ୧୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?