ଖେଳ

ବିଜୟ ସହ ପାକିସ୍ତାନର ଅଭିଯାନ ଶେଷ: ସେମିଫାଇନାଲରେ ନ୍ୟୁଜିଲାଣ୍ଡ

ଲଣ୍ଡନ,୬।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ବିଜୟୀ ହୋଇ ଅଭିଯାନ ଶେଷ କରିଛି। ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ପାକିସ୍ତାନ ୯୪ ରନରେ ବାଂଲାଦେଶକୁ ପରାସ୍ତ କରିଛି। ସାନ୍ତ୍ୱନାମୂଳକ ବିଜୟ…

ଏଟିକେରୁ ଖେଳିବେ ଆନାସ

କୋଲକାତା, ୫।୭ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍‌ର ଆସନ୍ତା ସିଜନ ପାଇଁ ପୂର୍ବତନ ଚାମ୍ପିୟନ ଏଟିକେ ଶୁକ୍ରବାର ପୂର୍ବତନ ଭାରତୀୟ ଡିଫେଣ୍ଡର ଆନାସ ଏଦାଥୋଡିକାଙ୍କୁ ଅନୁବନ୍ଧିତ କରିଛି। ଆନାସଙ୍କ ଯୋଗଦାନ ପରେ ଏଟିକେର ଡିଫେନ୍ସ ଲାଇନ୍‌ ଅଧିକ ଶକ୍ତିଶାଳୀ ହୋଇପାରିଛି। ତାଙ୍କ…

ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତୀୟ ସମ୍ଭାବ୍ୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଜୁଲାଇ ୭ରୁ ଅହମ୍ମଦାବାଦର ଏକା ଆରେନାଠାରେ ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟ ହେବ। ଏଥିଲାଗି ଭାରତୀୟ ଫୁଟ୍‌ବଲ ଟିମ୍‌ କୋଚ୍‌ ଇଗୋର ଷ୍ଟିମାକ୍‌ ଶୁକ୍ରବାର ୨୫ ଜଣିଆ ସମ୍ଭାବ୍ୟ ଫୁଟ୍‌ବଲ ଟିମ୍‌ ଘୋଷଣା କରିଛନ୍ତି। ପ୍ରଥମ ଦିବସରେ ଗତଥରର ଚାମ୍ପିୟନ…

ଜୁଭେଣ୍ଟସ ଫେରିଲେ କିମ୍ବଦନ୍ତୀ ବଫନ

ରୋମ,୫।୭- ପୂର୍ବତନ ଇଟାଲିଆନ ଗୋଲକିପର ଗିଆନଲୁଇଗି ବଫନ ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ସହ ଏକ ବର୍ଷୀୟା ଚୁକ୍ତି ଶେଷ କରିବା ପରେ ଜୁଭେଣ୍ଟସ କ୍ଲବକୁ ଫେରିଛନ୍ତି। ଏ ନେଇ କ୍ଲବ ପକ୍ଷରୁ ସୂଚନା ଦିଆଯାଇଛି। ୪୧ ବର୍ଷୀୟ ଗୋଲକିପର ପୂର୍ବରୁ…

ଭାବବିହ୍ବଳ ବିଦାୟ ଲାଗି ପ୍ରସ୍ତୁତ ତାହିର

ମାଞ୍ଚେଷ୍ଟର,୫।୭- ଦକ୍ଷିଣ ଆଫ୍ରିକା ଲେଗ୍‌ ସ୍ପିନର ଇମ୍ରାନ ତାହିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେବା ଲାଗି ପ୍ରସ୍ତୁତ। ଶନିବାର ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ ମୁକାବିଲା ତାଙ୍କ କ୍ୟାରିୟରର ୧୦୭ତମ ଓ ଅନ୍ତିମ ଦିନିକିଆ ମ୍ୟାଚ୍‌ ହେବ। ପାକିସ୍ତାନରେ ଜନ୍ମିତ…

‘ଧୋନୀ ଆଉ ଦୁଇ ବର୍ଷ ଖେଳିବା ଉଚିତ’

ନୂଆଦିଲ୍ଲୀ,୫।୭- ଧିମା ବ୍ୟାଟିଂ ଲାଗି ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। ସେ ଚଳିତ ବିଶ୍ୱକପ୍‌ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ ବୋଲି କେତେକ ପୂର୍ବତନ ଖେଳାଳି ଓ…

ଏକାଠି ସମୟ ବିତାଉଛନ୍ତି ବିରୁଷ୍କା

ନୂଆଦିଲ୍ଲୀ,୩।୭- ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଇଂଲଣ୍ଡରେ ଅଛନ୍ତି। ଶନିବାର ଖେଳାଯିବାକୁ ଥିବା ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପତ୍ନୀ ଅନୁଷ୍କା (ବିରୁଷ୍କା) ଏକାଠି ସମୟ ବିତାଉଛନ୍ତି। ଉଭୟେ…

ଧୋନୀଙ୍କ ବ୍ୟାଟ୍‌ରେ ଭିନ୍ନ ଲୋଗୋ

ନୂଆଦିଲ୍ଲୀ,୫।୭- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କଦାପି ନିଜ ପ୍ରଶଂସକଙ୍କୁ ଚକିତ କରିବାକୁ ଭୁଲନ୍ତି ନାହିଁ। ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଅନ୍ତିମ ଓଭର ଯୋଗିନ୍ଦର ଶର୍ମାଙ୍କୁ ବୋଲିଂ ଦେବା ହେଉ କି ୨୦୧୧ ବିଶ୍ୱକପ୍‌ ଫାଇନାଲରେ ବ୍ୟାଟିଂ…

ସଙ୍କଟରେ ୩ ବିଶ୍ୱ ରେକର୍ଡ

ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ ହେବାର ସୁଯୋଗ ରହିଛି। ରୋହିତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ୯୦.୬୬ ଆଭରେଜରେ ୪ ଶତକ ସହ…

କ୍ୱାର୍ଟରରେ କାଶ୍ୟପ, ସୌରଭ

କାଲଗାରି, ୫।୭(ପି.ଟି.)- ଭାରତୀୟ ଶଟଲର ପାରୁପାଲ୍ଲୀ କାଶ୍ୟପ ଓ ସୌରଭ ବର୍ମା ଏଠାରେ ଚାଲିଥିବା ୭୫ ହଜାର ଆମେରିକୀୟ ଡଲାର କାନାଡା ଓପନ ସୁପର ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୂର୍ବତନ ରାଜ୍ୟଗୋଷ୍ଠୀ ଚାମ୍ପିୟନ କାଶ୍ୟପ ୨୩-୨୧,…

ମାର୍ଶ ବାଦ୍‌, ଅଷ୍ଟ୍ରେଲିଆ ଦଳରେ ହାଣ୍ଡସ୍କମ୍ବ

ଲିଡ୍ସ, ୫।୭- ଟପ୍‌ ଅର୍ଡର ବାମହାତୀ ବ୍ୟାଟ୍ସମ୍ୟାନ ଶନ ମାର୍ଶ ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଦଳରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ପିଟର ହାଣ୍ଡସ୍କମ୍ବଙ୍କୁ ଦଳରେ ସାମିଲ କରାଯାଇଛି। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ ବୋର୍ଡ (ଆଇସିସି) ପକ୍ଷରୁ…

ସଚିନଙ୍କ ରେକର୍ଡ ଭାଙ୍ଗିଲେ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ

ଲିଡ୍ସ,୫।୭- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି ଆଫାଗାନିସ୍ତାନ ଓପନର ଇକ୍ରାମ ଅଲିଖିଲ। ସେ ବିଶ୍ୱକପ୍‌ ଇତିହାସରେ ସର୍ବକନିଷ୍ଠ ଖେଳାଳି ଭାବେ ୮୦ରୁ ଊର୍ଦ୍ଧ୍ୱ ରନ୍‌ କରିଛନ୍ତି। ତାଙ୍କ ବୟସ ଏବେ ୧୮ ବର୍ଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?