ଖେଳ

ବିଶ୍ୱକପ୍‌: କରୁଣାରତ୍ନେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୧୮।୪(ପି.ଟି.)- ଆଗାମୀ ବିଶ୍ୱକପ୍‌ ପାଇଁ ଗୁରୁବାର ଶ୍ରୀଲଙ୍କା ଦଳ ଘୋଷଣା କରାଯାଇଛି। ତେବେ ଦଳ ଘୋଷଣା ହେବା ପୂର୍ବରୁ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗାଙ୍କଠାରୁ ନେତୃତ୍ୱ କାଢିନିଆଯାଇଛି। ତାଙ୍କ ସ୍ଥାନରେ ଟେଷ୍ଟ ଅଧିନାୟକ ଦିମୁଥ କରୁଣାରତ୍ନେ ଦଳର ଅଧିନାୟକ ନିଯୁକ୍ତ…

ହାଇଦ୍ରାବାଦ ବିପକ୍ଷରେ ଧୋନୀଙ୍କୁ ବିଶ୍ରାମ

ହାଇଦ୍ରାବାଦ, ୧୭।୪ (ପି.ଟି.)- ୨୦୧୦ ପରଠାରୁ ପ୍ରଥମଥର ପାଇଁ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇନାହାନ୍ତି। ବୁଧବାର ଖେଳାଯାଇଥିବା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ ତାଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ଅନୁପସ୍ଥିତିରେ…

ପାକିସ୍ତାନ ହକି ମହାସଂଘକୁ ଏଫ୍‌ଆଇଏଚ୍‌ର ଜରିମାନା

କରାଚୀ, ୧୮ା୪ (ପି.ଟି.)- ପ୍ରତିଶ୍ରୁତି ଦେଇ ମଧ୍ୟ ପ୍ରୋ-ଲିଗ୍‌  ମ୍ୟାଚ ପାଇଁ  ଦଳ ପଠାଇ ନ ଥିବାରୁ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପାକିସ୍ତାନ ହକି ମହାସଂଘକୁ ୧୭୦,୦୦୦ ୟୁରୋ ଜରିମାନା କରିଛି।  ପାକିସ୍ତାନ ଏହାର ପ୍ରୋ-ଲିଗ୍‌ ମ୍ୟାଚଗୁଡ଼ିକ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ…

ପନ୍ତଙ୍କୁ ଉପେକ୍ଷା: ପଣ୍ଟିଂ ଚକିତ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ସ୍ଥାନ ନ ମିଳିବା ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ତଥା ଦିଲ୍ଲୀ କ୍ୟାପିଟାଲ୍ସ ହେଡ କୋଚ୍‌ ରିକି ପଣ୍ଟିଂକୁ ଚକିତ କରିଛି। ଅନ୍ତିମ ଏକାଦଶରେ ପନ୍ତ ଏକ୍ସ ଫ୍ୟାକ୍ଟର…

ଏସିଆନ ଚାମ୍ପିୟନଶିପ୍‌ ଭାରତୀୟ ଦଳରେ ଦୂତୀ, ପୂର୍ଣ୍ଣିମା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-ଦୋହାଠାରେ ଏପ୍ରିଲ ୨୧ରୁ ଆରମ୍ଭ ହେବାକୁଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଚୂଡ଼ାନ୍ତ ୪୩ ଜଣିଆ ଦଳ ଘୋଷଣା କରାଯାଇଛି।  ଏଥିରେ ଓଡ଼ିଶାର ଦୂତୀ ଚାନ୍ଦ ଓ ପୂର୍ଣ୍ଣିମା ହେମ୍ବ୍ରମ ସ୍ଥାନ ପାଇଛନ୍ତି। ଦୂତୀ ମହିଳା ୧୦୦…

ଟିକସ ଫାଙ୍କି ମାମଲାରେ କୋଷ୍ଟା

ମାଡ୍ରିଡ, ୧୮ା୪ (ଏଏଫ୍‌ପି)- ସଦ୍ୟତମ ଫୁଟ୍‌ବଲ ଷ୍ଟାର ଖେଳାଳି ହିସାବରେ ଆଟ୍‌ଲେଟିକେ ମାଡ୍ରିଡ୍‌ ଷ୍ଟ୍ରାଇକର ଡିଏଗୋ କୋଷ୍ଟା ଟିକସ ଫାଙ୍କି ମାମଲାରେ ଫସିଛନ୍ତି।  ‘ଇମେଜ୍‌-ରାଇଟ୍‌’ ବାବଦରେ ସେ ଯେତିକି ଟିକସ ଦେବା କଥା ତାହାର ସେ ଖିଲାପ କରିଛନ୍ତି।  ସେ ୨୦୧୪ରୁ…

ଏହି ଖେଳାଳିଙ୍କୁ ଟିମ୍‌ ଇଣ୍ଡିଆରେ ମିଳିଲାନି ଏଣ୍ଟ୍ରି : ମୁହଁ ଖୋଲିଲେ ଗମ୍ଭୀର

ଇଂଲଣ୍ଡରେ ହେବାକୁ ଥିବା ଆଗାମୀ ବିଶ୍ୱକପ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା ହୋଇଛି। ଲଗାତାର ଟିମ୍‌ରେ ଖେଳି ଆସୁଥିବା ରିଷଭ୍‌ ପନ୍ତ ଏବଂ ଅବନ୍ତି ରାୟଡୁଙ୍କୁ ଦଳରୁ ବାହାର କରି ଦିଆଯାଇଛି। ଏହି ଦୁଇ ଖେଳାଳିଙ୍କୁ ନେଇ ଖେଳପ୍ରେମୀଙ୍କ ମଧ୍ୟରେ ଜୋର…

ଜିମ୍ବାଓ୍ବେର କ୍ଲିନସୁଇପ୍‌

ହରାରେ, ୧୭।୪- ଭ୍ରମଣକାରୀ ୟୁଏଇ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୪ର୍ଥ ଦିନିକିଆ ମ୍ୟାଚ୍‌କୁ ଜିମ୍ବାଓ୍ବେ ୩ ଉଇକେଟ୍‌ରେ ଜିତିନେଇଛି। ପ୍ରଥମେ ବ୍ୟାଟିଂ କରି ୟୁଏଇ ୧୭୫ ରନ ଅଲ୍‌ଆଉଟ୍‌ ହୋଇଥିଲା। ତେବେ ବର୍ଷା କାରଣରୁ ଜିମ୍ବାଓ୍ବେ ୩୦…

କୁମାର ଭରତ ‘ଭୁବନେଶ୍ୱର କୁମାର’

ପୁରୁଣା ଭୁବନେଶ୍ୱର, ୧୭।୪(ଡି.ଏନ.ଏ.)- ରାମେଶ୍ୱର କ୍ଲବ ଆନୁକୂଲ୍ୟରେ ‘ଭୁବନେଶ୍ୱର କୁମାର’ ଜିଲା ସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱରର ବିଭିନ୍ନ ଜିମ୍ନାସିୟମ ଓ କ୍ଲବର ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ସଭାନେତ୍ରୀ ସୁମିତ୍ରା ତ୍ରିପାଠୀ,…

ଜାତୀୟ ଜୁନିୟର ବାଳିକା ଫୁଟବଲ: ସଙ୍ଗୀତା ଓଡ଼ିଶା ଦଳର ନେତୃତ୍ୱ ନେବେ

ଭୁବନେଶ୍ୱର, ୧୭।୪(କ୍ରୀଡ଼ା ପ୍ରତିନିଧି)- ମହାରାଷ୍ଟ୍ରର କୋହ୍ଲାପୁରଠାରେ ଜାତୀୟ ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ ଚଳିତମାସ ୨୦ରୁ ମେ ୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ମଙ୍ଗଳବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଭୁବନେଶ୍ୱର ସ୍ପୋଟର୍‌ସ ହଷ୍ଟେଲର ସଙ୍ଗୀତା ଦାସ…

ଏଏଫସି କପ୍‌ ଉପରେ ଚେନ୍ନାଇନ୍‌ର ନଜର

ଅହମ୍ମଦାବାଦ, ୧୭।୪(ପି.ଟି.)- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ସୁପର କପ୍‌ ଫୁଟବଲ ଟାଇଟଲକୁ ଅଳ୍ପକେ ହାତଛଡ଼ା କରିଥିବା ଚେନ୍ନାଇନ୍‌ ଏଫସି ଏବେ ଏଏଫସି କପ୍‌ ଉପରେ ନଜର ପକାଇଛି ।ଦଳ  ବୁଧବାର ଏଠାରେ ନିଜର ଦ୍ୱିତୀୟ ଗ୍ରୁପ୍‌ ମ୍ୟାଚରେ ନେପାଳି ଦଳ…

ଆଇପିଏଲ୍‌: ପଞ୍ଜାବ ୧୨ ରନରେ ବିଜୟୀ

ମୋହାଲି,୧୭।୪(ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କିଙ୍ଗ୍ସ ଇଭେଭେନ ପଞ୍ଜାବ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୨ତମ ମ୍ୟାଚ୍‌ରେ  ରାଜସ୍ଥାନ ରୟାଲ୍ସକୁ ୧୨ ରନରେ ପରାସ୍ତ କରିଛି। ଏଥିସହିତ ପଞ୍ଜାବ ୯ଟି ମ୍ୟାଚ୍‌ ଖେଳି ୫ ବିଜୟ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri