ଖେଳ

ଟୋମିକ୍‌ଙ୍କୁ ପୁରସ୍କାର ରାଶି ମିଳିବ ନାହିଁ

ଲଣ୍ଡନ, ୪ା୭ (ଏଏଫ୍‌ପି)-ଅଷ୍ଟ୍ରେଲୀୟ ଟେନିସ୍‌ ଖେଳାଳି ବର୍ନାଡ ଟୋମିକ୍‌ ତାଙ୍କ ଓ୍ବିମ୍ବେଲଡନ ପୁରସ୍କାର ରାଶି ହରାଇବେ। ମଙ୍ଗଳବାର ଫ୍ରାନ୍ସର ଜୋ ଓ୍ବିଲ୍‌ଫ୍ରେଡ୍‌ ସୋଙ୍ଗାଙ୍କ ବିପକ୍ଷ ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ସେ ତାଙ୍କ ପୂରା ଦକ୍ଷତା ଅନୁସାରେ ଖେଳି ନ ଥିବା ଅଭିଯୋଗ…

ହିମା ଦାସଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୪।୭(ପିଟି)- ଭାରତୀୟ ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ପୋଲାଣ୍ଡରେ ଅନୁଷ୍ଠିତ ପୋଜନାନ ଆଥ୍‌ଲେଟିକ୍ସ ଗ୍ରାଁ ପ୍ରି ଟୁର୍ନାମେଣ୍ଟର ୨୦୦ ମିଟର ଦୌଡ଼ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ଦୌଡ଼କୁ ୨୩.୬୫ ସେକେଣ୍ଡରେ ଶେଷ କରିଥିଲେ। ଚଳିତ ବର୍ଷ ଏହା…

ଆଶେସ ସିରିଜ ଲାଗି ଅଷ୍ଟ୍ରେଲିଆ ଦଳର ମେଣ୍ଟର ଓ୍ବ

ସିଡ୍‌ନୀ,୪।୭(ଏଏଫ୍‌ପି)- ଇଂଲଣ୍ଡରେ ୧୮ ବର୍ଷ ପରେ ଅଷ୍ଟ୍ରେଲିଆ ଦଳ ଆଶେସ ସିରିଜ୍‌ ଜିତିବା ଲକ୍ଷ୍ୟ ରଖିଛି। ଏଥିଲାଗି ପୂର୍ବତନ ଅଧିନାୟକ ଷ୍ଟିଭ ଓ୍ବଙ୍କୁ ଦଳର ମେଣ୍ଟର ଦାୟିତ୍ୱ ଦିଆଯାଇଛି। ଓ୍ବଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ୨୦୦୧ରେ ଅନ୍ତିମ ଥର ଇଂଲଣ୍ଡରେ ଆଶେସ ସିରିଜ୍‌…

ପ୍ରିକ୍ୱାର୍ଟର ଫାଇନାଲରେ କାଶ୍ୟପ, ସୌରଭ

କାଲଗାରୀ,୪।୭(ପି.ଟି.)- ପୂର୍ବତନ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଓ ଜାତୀୟ ଚାମ୍ପିୟନ ସୌରଭ ବର୍ମା ୭୫ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ କାନାଡା ଓପନ ସୁପର ୧୦୦ ଟୁର୍ନାମେଣ୍ଟର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। କାଶ୍ୟପ ୨୧-୧୨, ୨୧-୧୭…

ମହିଳା ଫିଫା ବିଶ୍ୱକପ୍‌:ଫାଇନାଲରେ ନେଦରଲାଣ୍ଡ-ଆମେରିକା

ଲିଓନ,୪।୭(ଏଏଫ୍‌ପି)- ଏଠାରେ ଖେଳାଯାଇଥିବା ସ୍ବିଡେନ ବିପକ୍ଷ ସେମିଫାଇନାଲକୁ ଜ୍ୟାକି ଗ୍ରୋନେନଙ୍କ ଗୋଲ ଯୋଗୁ ନେଦରଲାଣ୍ଡ ୧-୦ ବ୍ୟବଧାନରେ ଜିତିନେଇଛି। ଏହି ବିଜୟ ସହ ଚଳିତ ମହିଳା ଫିଫା ବିଶ୍ୱକପ୍‌ରେ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଯାଇଛି। ୩ ଥର ତଥା ଡିଫେଣ୍ଡିଂ ଚାମ୍ପିୟନ…

କୋପା ଆମେରିକା: ଫାଇନାଲରେ ପେରୁ

ପୋର୍ଟୋ ଆଲେଗ୍ରେ, ୪।୭(ଏଏଫ୍‌ପି)- ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଚିଲିକୁ ୦-୩ ଗୋଲରେ ହରାଇ ପେରୁ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ଦୀର୍ଘ ୪୪ ବର୍ଷର ବ୍ୟବଧାନ ପରେ ପେରୁ ଏହି ସମ୍ମାନଜନକ ଇଭେଣ୍ଟର ଫାଇନାଲରେ…

ବାସନ୍ଦ ହୋଇପାରନ୍ତି କୋହଲି

ନୂଆଦିଲ୍ଲୀ,୪।୭- ଏକ ରୋମାଞ୍ଚଭରା ମ୍ୟାଚ୍‌ରେ ଭାରତୀୟ ଦଳ ୨୮ ରନ୍‌ରେ ବାଂଲାଦେଶକୁ ହରାଇ ଚଳିତ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ଭାରତୀୟ ଦଳ ବିଶ୍ୱକପ୍‌ ଜିତିବା ନେଇ ପ୍ରଶଂସକମାନେ ଆଲୋଚନା କରୁଥିବାବେଳେ ସେମିଫାଇନାଲ ପୂର୍ବରୁ ବିରାଟ କୋହଲିଙ୍କୁ ଚିନ୍ତା କରିବାକୁ ପଡ଼ିବ।…

ସୁନାରେ ବିଶ୍ୱକପ୍‌ ଟ୍ରଫି ନିର୍ମାଣ କଲେ ଜଣେ ଭାରତୀୟ ଫ୍ୟାନ: ୟୁଜର୍ସ କହିଲେ, ପାକିସ୍ତାନ ପଠେଇଦିଅ

ବେଙ୍ଗାଲୁରୁ, ୪।୭: ୨୦୧୯ ଆଇସିସି ବିଶ୍ୱକପ୍‌ ସେମିଫାଇନାଲ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ସେତିକି ବଢିବାରେ ଲାଗିଛି। ବିଶ୍ୱକପରେ ଭାରତୀୟ ଦଳ ମଧ୍ୟ ଜବରଦସ୍ତ ପ୍ରଦର୍ଶନ କରି ସେମିଫାଇନାଲକୁ ଉନ୍ନୀତ ହୋଇଛି। ଏଥିପାଇଁ ଭାରତୀୟ ଦର୍ଶକଙ୍କ…

ମ୍ୟାଚ୍‌ ଚାଲିଥିଲାବେଳେ ହଠାତ୍‌ ପଡିଆରେ ପଶି ଏମିତି କାଣ୍ଡ ରଚିଲେ ଏହି ବ୍ୟକ୍ତି

ଚେଷ୍ଟର-ଲି- ଷ୍ଟିଟ, ୪।୭: ଚଳିତ ଆଇସିସି ବିଶ୍ୱକପରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଟରେ ଖେଳାଯାଉଥିବା ଏକ ମ୍ୟାଚ୍‌ବେଳେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ଦ୍ୱିତୀୟ ଇନିଂଶରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରୁଥିବାବେଳେ ହଠାତ୍‌ ଜଣେ ବ୍ୟକ୍ତି…

ପଡିଆରେ ଚାଲିଥିଲା ମ୍ୟାଚ୍‌: ଏହି ଖେଳାଳିଙ୍କ ନାକରୁ ଅଚାନକ ବାହାରିଲା ରକ୍ତ

ଚେଷ୍ଟର-ଲି- ଷ୍ଟିଟ, ୪।୭: ଚଳିତ ଆଇସିସି ବିଶ୍ୱକପରେ ଦୁଇ ଫେଭରାଇଟ ଦଳ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କର ବା ମର ମ୍ୟାଚରେ ଇଂଲଣ୍ଡ ବାଜିମାତ୍‌ କରିଛି। ବୁଧବାର ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଟରେ ଏହି ଦୁଇ ହାଇପ୍ରୋଫାଇଲ ଦଳ ସେମାନଙ୍କ ଅନ୍ତିମ…

ପିତା କରିଥିଲେ ଆତ୍ମହତ୍ୟା, ଏବେ ପୁଅ ବିଶ୍ୱକପରେ ରଚିଲେ ଇତିହାସ

ଚେଷ୍ଟର-ଲି- ଷ୍ଟିଟ, ୪।୭:ଚଳିତ ଆଇସିସି ବିଶ୍ୱକପରେ ଆୟୋଜକ ଇଂଲଣ୍ଡ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡର ଇନଫର୍ମ ଓପନର ବେୟାରଷ୍ଟୋ ୯୯ଟି ବଲର ସମ୍ମୁଖୀନ ହୋଇ ୧୫ ଚୌକା ଓ ୧ ଛକା ସହାୟତାରେ ୧୦୬ ରନର ଶତକୀୟ…

‘ଆପଣଙ୍କ ଫାଲ୍‌ତୁ କଥା ବହୁତ ଶୁଣିଲି’

ବର୍ମିଂହାମ, ୪।୭ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଭାରତୀୟ କ୍ରିକେଟ୍‌ ଦଳର ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ବୁଧବାର ପ୍ରାକ୍ତନ କ୍ରିକେଟର୍‌ ତଥା ଭାଷ୍ୟକାର ସଞ୍ଜୟ ମଞ୍ଜରେକରଙ୍କ ଉପରେ ଖୁବ୍‌ ବର୍ଷିଛନ୍ତି। ନିକଟରେ ଇଂଲଣ୍ଡ ନିକଟରୁ ପରାଜୟବରଣ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?