ବିସିସିଆଇ ଘରୋଇ କାର୍ଯ୍ୟସୂଚୀ ଘୋଷିତ
ନୂଆଦିଲ୍ଲୀ, ୪।୭(ପି.ଟି.)- ଆଗାମୀ ଘରୋଇ ସେସନ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବୁଧବାର ତା’ର ଘରୋଇ କାର୍ଯସୂଚୀ ଘୋଷଣା କରିଛି। ଏହି କାର୍ଯ୍ୟସୂଚୀରେ ସାମନ୍ୟ ପରିବର୍ତ୍ତନ କରାଯାଇ ସୁଧାର ଅଣାଯାଇଛି। ଏଥର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳି…
ଆଇସିସି ବିଶ୍ୱକପ୍: ଆଫଗାନିସ୍ତାନ- ଓ୍ବେଷ୍ଟଇଣ୍ଡିଜ ସମ୍ମାନ ଲଢ଼େଇ
ଲିଡ୍ସ,୪।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ସେମିଫାଇନାଲ ଦୌଡ଼ରୁ ବାଦ୍ ପଡିସାରିଥିବା ଦୁଇ ଦଳ ଓ୍ବେଷ୍ଟଇଣ୍ଡିଜ ଓ ଆଫଗାନିସ୍ତାନ ସେମାନଙ୍କ ଶେଷ ଲିଗ୍ ମ୍ୟାଚ୍ରେ ଗୁରୁବାର ପରସ୍ପରକୁ ଭେଟିବେ। ଲିଡ୍ସର ହେଡିଂଲେ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଟୁର୍ନାମେଣ୍ଟର ଏହି ୪୨ତମ ମ୍ୟାଚ୍ରେ ଆଫଗାନିସ୍ତାନ…
ଭାରତ ଏ’ ଦଳରେ ଋତୁରାଜ, ଅନମୋଲପ୍ରୀତ, ଇଶାନ
ନୂଆଦିଲ୍ଲୀ,୪।୭(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଭାରତ ଏ’ ଦଳ ଘୋଷଣା କରିଛି। ଏହି ଦଳରେ କେତୋଟି ପରିବର୍ତ୍ତନ କରାଯାଇଛି। ଆଗାମୀ ଓ୍ବେଷ୍ଟଇଣ୍ଡିଜ ଏ’ ଗସ୍ତ ପାଇଁ ବୁଧବାର ଏକ ୧୫ଜଣିଆ ଦଳ ଘୋଷଣା କରାଯାଇଛି। ମହାରାଷ୍ଟ୍ରର ୨୨ ବର୍ଷୀୟ…
ବାଂଲାଦେଶକୁ ୩୧୬ ରନରେ ହରାଇଲେ ସେମିରେ ପହଞ୍ଚିବ ପାକିସ୍ତାନ
ଚେଷ୍ଟର-ଲି-ଷ୍ଟ୍ରିଟ୍, ୪।୭- ବିଶ୍ୱକପ୍ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍ରେ ଆୟୋଜକ ଇଂଲଣ୍ଡ ୧୧୯ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୩ୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି। ଇଂଲଣ୍ଡର ଏହି ବିଜୟ ଏବେ ପାକିସ୍ତାନର ସେମିଫାଇନାଲ ଖେଳିବା ଆଶାକୁ ଏକପ୍ରକାର ମଉଳାଇ…
ଓ୍ବିମ୍ବେଲଡନ ଓପନ ଟେନିସ: ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟିକଲେ ଓପେଲ୍କା
ଲଣ୍ଡନ, ୪।୭(ଏଏଫପି)- ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ଷ୍ଟାନ୍ ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ରିଲି ଓପେଲ୍କା। ୩ ଥର କ୍ୱାର୍ଟର ଫାଇନାଲିଷ୍ଟ ୩୪ ବର୍ଷୀୟ ଓ୍ବାରିଙ୍କାଙ୍କୁ ୬ ଫୁଟ ୧୧ ଇଞ୍ଚ୍ ଉଚ୍ଚତା ବିଶିଷ୍ଟ…
ସେହ୍ବାଗଙ୍କ ଦରଦ
ନୂଆଦିଲ୍ଲୀ,୩।୭: ଭାରତୀୟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଅବସର ନେବା ପରେ ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ରାୟୁଡୁଙ୍କୁ ସହାନୁଭୂତି ଜଣାଇଛନ୍ତି। ବିଶ୍ୱକପ୍ରୁ ବାଦ୍ ପଡିବା ରାୟୁଡୁଙ୍କ ପାଇଁ ନିଶ୍ଚିତ ଭାବେ ଯନ୍ତ୍ରଣାଦାୟକ। ଚଳିତ ବିଶ୍ୱକପ୍ରେ ତାଙ୍କୁ ଦୁଇଥର ଅଣଦେଖା…
ଧୋନୀଙ୍କ ସପକ୍ଷରେ ସଚିନ
ବର୍ମିଂହାମ, ୩।୭ (ପି.ଟି.): ବାଂଲାଦେଶ ବିପକ୍ଷ ମ୍ୟାଚ୍ରେ ଭେଟେରାନ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂରେ କୌଣସି ତ୍ରୁଟି ଦେଖିବାକୁ ମିଳି ନ ଥିଲା ବୋଲି କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକର କହିଛନ୍ତି। ନିକଟରେ ସଚିନ କିନ୍ତୁ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍…
ବିଶ୍ୱକପ୍ରେ ଟିମ୍ ଇଣ୍ଡିଆର ଅନ୍ତିମ ମ୍ୟାଚ୍ରେ ହୋଇପାରେ ଧୋନୀଙ୍କ କ୍ୟାରିୟରର ଶେଷ
ବର୍ମିଂହାମ,୩।୭(ପିଟି)- ଚଳିତ ବିଶ୍ୱକପ୍ରେ ଭାରତୀୟ ଦଳର ଅନ୍ତିମ ମ୍ୟାଚ୍ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇପାରେ। ଯଦି ଭାରତୀୟ ଦଳ ଫାଇନାଲକୁ ଉନ୍ନୀତ ହୁଏ ଓ ବିଶ୍ୱକପ୍ ଜିତେ, ତେବେ ଏହା କିମ୍ବଦନ୍ତୀ ଭାରତୀୟ…
ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍ ଦେବେ କୋହଲି
ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ ଉତ୍ସାହିତ କରିଥିଲେ। ଚାରୁଲତାଙ୍କୁ ଭାରତୀୟ ଦଳର ବଳକା ବିଶ୍ୱକପ୍ ମ୍ୟାଚ୍ ଲାଗି ବିରାଟ କୋହଲି…
କୋପା ଆମେରିକା ସେମିରେ ବ୍ରାଜିଲ;ଫେଲ୍ ମାରିଲେ ମେସି
ବେଲୋ ହରିଜୋଣ୍ଟେ,୩।୭(ଏଏଫ୍ପି)- ଚଳିତ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର ଟାଇଟଲ ମୁକାବିଲାରେ ବ୍ରାଜିଲ ପ୍ରବେଶ କରିଛି। ଗାବ୍ରିଏଲ ଜିସସ ଓ ରବର୍ଟ ଫିର୍ମିନୋଙ୍କ ଗୋଟିଏ ଲେଖାଏ ଗୋଲ ବଳରେ ଆୟୋଜକ ଦଳ ତା’ର ଚିରପ୍ରତିଦ୍ୱନ୍ଦ୍ୱୀ ଆର୍ଜେଣ୍ଟିନାକୁ ୨-୦ ଗୋଲରେ ହରାଇ ଦେଇଛି।…
ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା
ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍ଏସ୍କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର ୫ ଜଣ ସଦସ୍ୟ ମିଳିତ ଭାବେ ସେତିକି ରନ୍ କରିନାହାନ୍ତି, ଯେତିକି ରାୟୁଡୁଙ୍କ ନାମରେ…
ଫୁଟ୍ବଲ ଖେଳୁଥିବା ଗାଈ ଭିଡିଓ ଭାଇରାଲ
ପଣଜୀ,୩।୭(ଏଏଫ୍ପି)- ଗୋଆରେ କ୍ରିକେଟ ଅପେକ୍ଷା ଫୁଟ୍ବଲର ଲୋକପ୍ରିୟତା ଅଧିକ। ଏହା କାହାକୁ ଅଜଣା ନାହିଁ। ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଏକ ଗାଈ ଫୁଟ୍ବଲ ଖେଳୁଥିବାର ଦେଖିବାକୁ ମିଳିଛି। ଭିଡିଓ ଗୋଆର କୌଣସି ଏକ ଅଞ୍ଚଳରେ…

