ଖେଳ

ଏନ୍‌ସିଏ ଦାୟିତ୍ୱ ନେଇ ନାହାନ୍ତି ଡ୍ରାଭିଡ

ନୂଆଦିଲ୍ଲୀ, ୨ା୭ (ଏଏଫ୍‌ପି)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଜନିତ ସମସ୍ୟା ଯୋଗୁ ରାହୁଲ ଡ୍ରାଭିଡ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍‌ସିଏ)ର କ୍ରିକେଟମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିପାରୁ ନାହାନ୍ତି। ସେ ଜୁଲାଇ ୧ରେ ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଥାନ୍ତେ। ଡ୍ରାଭିଡ ବର୍ତ୍ତମାନ…

ତୃତୀୟ ସନ୍ତାନର ପିତା ହେଲେ ଓ୍ବାର୍ନର

ଲଣ୍ଡନ, ୨।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ ମଝିରେ ବିସ୍ଫୋରକ ଅଷ୍ଟ୍ରେଲୀୟ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନରଙ୍କ ପାଇଁ ଖୁସି ଖବର ଆସିଛି। ସେ ତୃତୀୟ ସନ୍ତାନର ପିତା ହୋଇଛନ୍ତି। ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ ରବିବାର ରାତିରେ ଏକ କନ୍ୟା ସନ୍ତାନ…

ବାଲାଂଦେଶ ବିପକ୍ଷରେ ଶତକ ମାରି ଗାଙ୍ଗୁଲିଙ୍କ ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପରେ ପୁଣି ଥରେ ଶତକ ଅର୍ଜନ କରିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। ବାଲାଂଦେଶ ବିପକ୍ଷରେ ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଉଥିବା ମ୍ୟାଚରେ ସେ ମାତ୍ର ୯୦ଟି ବଲରୁ ଶତକ ପୂରଣ କରିଛନ୍ତି। ବିଶ୍ୱକପରେ ରୋହିତ ତାଙ୍କର ଚତୁର୍ଥ…

ୟୁରୋ ଟି୨୦ ସ୍ଲାମ ଲିଗ୍‌ ଖେଳିବେ ଷ୍ଟେନ୍‌

ନୂଆଦିଲ୍ଲୀ, ୨।୭(ପି.ଟି.)- ଆଘାତଜନିତ ସମସ୍ୟା ଲାଗି ଚଳିତ ଆଇସିସି ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଥିବା ଦକ୍ଷିଣ ଆଫ୍ରିକା ଷ୍ଟାର୍‌ ବୋଲର ଡେଲ୍‌ ଷ୍ଟେଇନ୍‌ ୟୁରୋ ଟି୨୦ ସ୍ଲାମ ଲିଗ୍‌ର ଉଦ୍‌ଘାଟନୀ ସଂସ୍କରଣରେ ଖେଳିବେ। ଜଣେ ମର୍‌କ୍ୟୁ ଖେଳାଳିଭାବେ ଷ୍ଟେଇନ୍‌ ଏହି ୬ ଦଳୀୟ…

ପ୍ରଥମ ଦିନିକିଆରେ ଜିମ୍ବାଓ୍ବେକୁ ହରାଇଲା ଆୟର୍ଲାଣ୍ଡ

ବ୍ରେଡି (ଆୟର୍ଲାଣ୍ଡ), ୨।୭- ସୀମିତ ଓଭର ସିରିଜ ଖେଳିବା ଲାଗି ଆୟର୍ଲାଣ୍ଡ ଗସ୍ତରେ ଯାଇଥିବା ଜିମ୍ବାଓ୍ବେ କ୍ରିକେଟ୍‌ ଦଳ ପରାଜୟରୁ ଏହାର ଅଭିଯାନ ଆରମ୍ଭ କରିଛି। ଦୁଇ ଦେଶ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଘରୋଇ ଆୟର୍ଲାଣ୍ଡ ୪ ଉଇକେଟ୍‌ରେ…

ବାଂଲାଦେଶ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନେଲା ଭାରତ

ବର୍ମିଂହାମ, ୨।୭: ବିଶ୍ୱକପରେ ଏଜବାଷ୍ଟନରେ ଚାଲିଥିବା ଭାରତ ଓ ବାଂଲାଦେଶ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। କେଦାର ଯାଦବ ଏବଂ କୁଳଦୀପ ଯାଦବଙ୍କ ସ୍ଥାନରେ ଭୁବନେଶ୍ୱର କୁମାର ଏବଂ…

ଗୋଟିଏ ବି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳି ନ ଥିବା ମୟଙ୍କ ଅଗ୍ରଓ୍ବାଲଙ୍କୁ ବିଶ୍ୱକପ୍‌ ଦଳରେ କାହିଁକି ମିଳିଲା ସ୍ଥାନ, ଜାଣନ୍ତୁ

ବର୍ମିଂହମ୍‌, ୨।୭: ଭାରତୀୟ ଦଳର ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ବିଶ୍ୱକପର ବାକି ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ କର୍ନାଟକ ବ୍ୟାଟ୍ସମ୍ୟାନ୍‌ ମୟଙ୍କ ଅଗ୍ରଓ୍ବାଲଙ୍କୁ ଦଳରେ ଯୋଗ ଦେବା ପାଇଁ ଡାକରା ମିଳିଛି। ବିଶ୍ୱକପରେ ଦଳରେ ମୟଙ୍କଙ୍କୁ ନେବା…

କ୍ରିକେଟ୍‌ ଅଧିନାୟକଙ୍କ ନାଁରେ ସୋସିଆଲ ମିଡିଆରେ ଲେଖିବାରୁ ଡାକ୍ତରଙ୍କ ବଦଳି

ଢାକା, ୨।୭: ବାଲାଂଦେଶ କ୍ରିକେଟ ଦଳର ଅଧିନାୟକ ମାଶ୍ରାଫି ମୋର୍ତ୍ତାଜାଙ୍କ ବିରୋଧରେ ଲେଖିବାରୁ ଜଣେ ଜଣାଶୁଣା ଡାକ୍ତରଙ୍କୁ ଏକ ଦୁର୍ଗମ ଅଞ୍ଚଳକୁ ବଦଳି କରାଯାଇଛି। ଶିଶୁ କ୍ୟାନସର ବିଶେଷଜ୍ଞ ଥିବା ରିଜାଉଲ କରିମ ମାଶ୍ରାଫିଙ୍କ ନାଁରେ ଏଭଳି ଅଭିଯୋଗ ଆଣିଛନ୍ତି। ଯେଉଁ…

କ୍ରିକେଟ ପରେ ଏବେ ଏହି ଖେଳରେ କ୍ୟାରିୟର ଗଢିବାକୁ ଚାହୁଁଛନ୍ତି ବ୍ରାଭୋ

ଚେନ୍ନାଇ, ୨।୭: ଓ୍ବେଷ୍ଟଇଣ୍ଡିଜ ଦଳର ଅଲରାଉଣ୍ଡର ଓ୍ବେନ ବ୍ରାଭୋ କ୍ରିକେଟ ଜଗତରୁ ଅବସର ନେଇସାରିଛନ୍ତି। ଏବେ ସେ କ୍ରିକେଟ ଛାଡି ଶୁଟିଂରେ କ୍ୟାରିୟର ଗଢିବାକୁ ଚାହୁଁଛନ୍ତି ବ୍ରାଭୋ। ଏବେ ଚେନ୍ନାଇରେ ଛୁଟି କାଟୁଥିବା ବ୍ରାଭୋ ସେଠାରେ ଥିବା ଏକ ଶୁଟିଂ ରେଞ୍ଜରେ…

ଧୋନୀଙ୍କ ସମର୍ଥନରେ ବାହାରିଲେ ଭାରତୀୟ ଦଳର ବ୍ୟାଟିଂ କୋଚ

ବର୍ମିଂହମ, ୨।୭: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂକୁ ନେଇ ଚାଲିଥିବା ଆଲୋଚନାରେ ମୁହଁ ଖୋଲିଛନ୍ତି ଭାରତୀୟ ଦଳର ବ୍ୟାଟିଂ କୋଚ ସଞ୍ଜୟ ବାଙ୍ଗର। ଧୋନୀଙ୍କ ଭଳି ବ୍ୟାଟ୍ସମ୍ୟାନଙ୍କ ଉପରେ ପ୍ରଶ୍ନ ଉଠାଇବା ତାଙ୍କୁ ଆଶ୍ଚର୍ଯ୍ୟ…

ପ୍ରଥମ ରାଉଣ୍ଡରୁ ପ୍ରଜନେଶଙ୍କ ବିଦାୟ

ଲଣ୍ଡନ, ୧।୭ (ପି.ଟି.)- ଭାରତର ଟପ୍‌ ସିଡ୍‌ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରମ ଏଠାରେ ଚାଲିଥିବା ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ଓ୍ବିମ୍ବେଲଡନ ଚାମ୍ପିୟନଶିପ୍‌ର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ସୋମବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ…

ହାରିବାରେ ଶ୍ରୀଲଙ୍କା ସମକକ୍ଷ ହେଲା ଭାରତ

ବର୍ମିଂହାମ, ୨।୭- ଚଳିତ ଆଇସିସି ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ହାଇସ୍କୋରିଂ ମ୍ୟାଚ୍‌ରେ ଭାରତ ୩୧ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଟୁର୍ନାମେଣ୍ଟରେ ଏକମାତ୍ର ଦଳ ଭାବେ ଅପରାଜେୟ ରହିଥିବା ବିରାଟ ବାହିନୀ ଏଥିସହ ବିଶ୍ୱକପ୍‌ରେ ପ୍ରଥମ ପରାଜୟ ସ୍ବାଦ ଚାଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?