ଖେଳ

ଶେଷ ୩୦ ବଲରେ ମାତ୍ର ୪୦ ରନ୍‌:ଧୋନୀ, ଯାଦବଙ୍କ ଉପରେ ଦୋଷ ଲଦିଲେ ପୂର୍ବତନ ଖେଳାଳି

ବର୍ମିଂହାମ, ୧।୭:୨୦୧୯ ଆଇସିସି ବିଶ୍ୱକପରେ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ଯଦିଓ ଏହି ପରାଜୟ ଦଳ ପାଇଁ ବେଶୀ କିଛି ପ୍ରଭାବ ପକାଇ ନାହିଁ ତଥାପି ଶେଷ ଓଭର ଆଡକୁ ଭାରତୀୟ ଦଳର ସ୍ଲୋ ବ୍ୟାଟିଂକୁ ପୂର୍ବତନ ଖେଳିମାନେ ନାପସନ୍ଦ…

ଅଧିନାୟକ ଭାବେ କୋହଲି ହାସଲ କଲେ ଏହି ‘ବିରାଟ’ ରେକର୍ଡ

ବର୍ମିଂହାମ, ୧।୭: ଚଳିତ ଆଇସିସି ବିଶ୍ୱକପରେ ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ‘ବିରାଟ’ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ବିଶ୍ୱକପରେ ଲଗାତାର ପାଞ୍ଚଟି ଅର୍ଦ୍ଧଶତକ ମାରିବାରେ ସେ ବିଶ୍ୱର ପ୍ରଥମ ଅଧିନାୟକ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷ ୫୯ ବଲରେ…

ହାରିଗଲା ଭାରତ, ଫଶିଲା ପାକିସ୍ତାନ

ବର୍ମିଂହାମ, ୧।୭:ଚଳିତ ଆଇସିସି ବିଶ୍ୱକପରେ ଫେଭରାଇଟ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରିଛି। ଇଂଲଣ୍ଡଠାରୁ ଭାରତ ପରାସ୍ତ…

ଜର୍ସି ଯୋଗୁ ଭାରତ ହାରିଲା: ମେହବୁବା ମୁଫତି

ଶ୍ରୀନଗର, ୧।୭:ଆଇସିସି ବିଶ୍ୱକପରେ ଭାରତର ବିଜୟ ରଥକୁ ରୋକିବାରେ ସମର୍ଥ ହୋଇଛି ଆୟୋଜକ ଇଂଲଣ୍ଡ। ରବିବାର ବର୍ମିଂହାମରେ ଖେଳାଯାଇଥିବା ଏକ ମ୍ୟାଚ୍‌ ଭାରତକୁ ୩୧ରନରେ ପରାସ୍ତ କରି ଘରୋଇ ଦଳ ସେମିଫାଇନାଲ ଖେଳିବା ଆଶା ଉଜ୍ଜୀବିତ କରିଛି। ଭାରତ ପରାସ୍ତ ହେବା…

ସ୍କୁଲ ଚେସ: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧।୭(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ ଆସୋସିଏଶନ(ଓଏସସିଏ) ଓ ଟିଏଏସ ଇନ୍ସପିରେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ସ୍କୁଲ ଓପନ ଚେସ ଚାମ୍ପିୟନଶିପରେ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ମ୍ୟାଚରେ ହର୍ଷିତ ପୁରା ୭…

ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ସାଲଭାଡର, ୧।୭- ଏକ ରୋମାଞ୍ଚକ ମ୍ୟାଚ୍‌ରେ ଶୁଟ୍‌ଆଉଟ୍‌ରେ ଉରୁଗୁଏକୁ ପରାସ୍ତ କରିବା ପରେ ପେରୁ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି। ଏଥିସହ ଟୁର୍ନାମେଣ୍ଟର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା…

ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ…

ରୋହିତଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଫେଭରାଇଟ୍‌ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚ୍‌ରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରି ପ୍ରତ୍ୟାବର୍ତ୍ତନ…

ବାରବାଟୀ ଷ୍ଟାଡିୟମରେ ଇସାକ

କଟକ ଅଫିସ,୧।୭- ଓଡ଼ିଶା ଗସ୍ତରେ ଆସିଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ)ର ବୈଷୟିକ ନିର୍ଦ୍ଦେଶକ ଇସାକ ଦୋରୁ ରବିବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତାଙ୍କ ସହ ଏକ…

ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍‌ ଲକ୍ଷ୍ୟ ନେଇ କ୍ରିଜ୍‌କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍‌ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲି…

ପଞ୍ଚମ ଓ୍ବିମ୍ବେଲଡନ୍‌ ଟାଇଟଲ୍‌ ଲକ୍ଷ୍ୟରେ ଜୋକୋଭିଚ୍‌

ଲଣ୍ଡନ, ୩୦।୬(ଏଏଫ୍‌ପି)- ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ସୋମବାରଠାରୁ ସ୍ଥାନୀୟ ଅଲ୍‌ ଇଂଲଣ୍ଡ ଲନ୍‌ ଟେନିସ କ୍ଲବଠାରେ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ପ୍ରତିଯୋଗିତାର ଏହା ହେବ ୧୩୩ତମ ସଂସ୍କରଣ। ସର୍ବିୟା ଟେନିସ ତାରକା ନୋଭାକ…

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ସେମି ଦୌଡ଼ାରୁ ବାଦ୍‌ ପଡିସାରିଥିବା ଓ୍ବେଷ୍ଟଇଣ୍ଡିଜକୁ ଭେଟିବ। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ ଟୁର୍ନାମେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?