ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…
ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ୱାଶିଂଟନ ସୁନ୍ଦର…
ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍ ଜାଣିଲେ ଉଡ଼ିଯିବ ହୋଶ୍
ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯ କୋଟିରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି। ଆପାର୍ଟମେଣ୍ଟଟି ଅନ୍ଧେରୀ ୱେଷ୍ଟର ଏକ ପ୍ରିମିୟମ…
ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ
ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ ସମରିନ କୌରଙ୍କ ସହ ଫଟୋ ଶେୟାର କରି ଆନୁଷ୍ଠାନିକ ଭାବରେ ତାଙ୍କ ସମ୍ପର୍କ…
ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ, ସେ ଗସ୍ତର ମୁଖ୍ୟ କୋଚ ଭିଭିଏସ ଲକ୍ଷ୍ମଣଙ୍କଠାରୁ ଚେତାବନୀ ମିଳିଛି। ସିରିଜ ଶେଷ…
‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଜିମ୍ବାୱେ ବିପକ୍ଷରେ କ୍ଲିନ ସୁଇପ ହାସଲ କରିଥିଲା। ଏହି ସିରିଜ ବିଜୟର ନାୟକ…
ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ
ଗ୍ଲାସ୍ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି। ଏହା ତାଙ୍କର କ୍ରମାଗତ ତୃତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ। ବର୍ଷୀୟା ମୀରାବାଈ…
ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍
ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ୩୫ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ…
ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ
ଗ୍ଲାସ୍ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି ଲିଫ୍ଟର ମୋଟ ୨୬୪ (୧୨୧+ ୧୪୩) କେଜି ଭାର ଉଠାଇଥିଲେ। ସ୍ନାଚ୍ରେ ସେ…
ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ
ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ ବ୍ୟାଟରେ ପ୍ରଭାବ ପକାଇପାରିଲେ ନାହିଁ, ୮ ବଲରେ ୮ ରନ କରିବା ପରେ…
ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍ ଆଗୁଆ
ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଫଳରେ ଦୁଇ ବିଜୟ ସହ ଭାରତ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ୨-୦ରେ…
ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ
ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍ଓ୍ବେଟ୍ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏଥିସହିତ ସେ ଏକ ନୂଆ ୟୁରୋପିଆନ ରେକର୍ଡ ପ୍ରତିଷ୍ଠା…
ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍
ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର ୱିକେଟକିପର-ବ୍ୟାଟସମ୍ୟାନ ଜୋସ ବଟଲର୍ ଏକ ସ୍ବତନ୍ତ୍ର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଭାରତୀୟ…

