ଖେଳ

ରେସ୍ତୋରାରେ  ବାସନ ମାଜୁଛନ୍ତି ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକଧାରୀ

ନୂଆଦିଲ୍ଲୀ,୨୯।୬- ସକାଳେ ଖବରକାଗଜ ବିକନ୍ତି। ଅପରାହ୍ନରେ ଦିଲ୍ଲୀର ସଦର ବଜାରଠାରେ ନକଲି ଗହଣା କିଣିବା ଲାଗି ଗରାଖକୁ ମନାନ୍ତି। ଏକଦା ସେ ଆମେରିକାରେ ଏକ ଭାରତୀୟ ରେସ୍ତୋରାରେ ଦୈନିକ ୧୦ରୁ ୧୨ ଘଣ୍ଟା ବାସନ ମାଜୁଥିଲେ। କାଲିଫର୍ନିଆର ସାନ୍‌ଜୋସଠାରେ ଫିଗର ସ୍କେଟିଂ…

ଫାଇନାଲରେ ପ୍ଲିସ୍କୋଭା-କର୍ବର

ଇଷ୍ଟବୋର୍ନ(ଇଂଲଣ୍ଡ),୨୯।୬(ଏଏଫ୍‌ପି)- ଏଠାରେ ଚାଲିଥିବା ଇଷ୍ଟବୋର୍ନ ଡବ୍ଲ୍ୟୁଟିଏ ଟେନିସ ଟୁର୍ନାମେଣ୍ଟ ଫାଇନାଲରେ ବିଶ୍ୱର ୩ୟ ର଼୍ୟାଙ୍କ ମହିଳା ସିଙ୍ଗଲ୍ସ ଖେଳାଳି କାରୋଲିନା ପ୍ଲିସ୍କୋଭା ଓ ଓ୍ବିମ୍ବେଲଡନ ଓପନ ଚାମ୍ପିୟନ ଆଞ୍ଜେଲିକ କର୍ବର ପରସ୍ପରକୁ ଭେଟିବେ। ଚେକ୍‌ ଗଣତନ୍ତ୍ରର ଖେଳାଳି ପ୍ଲିସ୍କୋଭା ୬-୧, ୬-୨…

ମହିଳା ଫିଫା ବିଶ୍ୱକପ୍‌: ସେମିରେ ଆମେରିକା-ଇଂଲଣ୍ଡ

ପ୍ୟାରିସ,୨୯।୬(ଏଏଫ୍‌ପି)- ମେଗନ ରାପିନୋଙ୍କ ଡବଲ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା ୨-୧ ଗୋଲରେ ଫ୍ରାନ୍ସକୁ ହରାଇ ଦେଇଛି। ପାର୍କ ଡେସ ପ୍ରିନ୍ସେସ ଷ୍ଟାଡିୟମରେ ଆୟୋଜିତ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ଆରମ୍ଭରୁ ଆମେରିକା ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିଥିଲା। ଦଳକୁ ୫ମ…

ନୂଆ ଜର୍ସିରେ ବିରାଟ ବାହିନୀ

ବର୍ମିଂହାମ,୨୯।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ପ୍ରଥମ ଥର ଲାଗି ନୂଆ ଜର୍ସି ପରିଧାନ କରିଛନ୍ତି। ରବିବାର ଏଠାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ…

ଓ୍ବିମ୍ବେଲଡନ ଓପନ୍‌ ଟେନିସ୍‌: ପ୍ରଜନେଶ ପ୍ରଥମ ରାଉଣ୍ଡରେ ରାଓନିକ୍‌ଙ୍କୁ ଭେଟିବେ

ଲଣ୍ଡନ, ୨୮ା୬ (ପି.ଟି.)-ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ଡ୍ର’ ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଭାରତ ଟପ୍‌ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ପ୍ରଥମ ରାଉଣ୍ଡରେ ବିଶ୍ୱର ୧୭ନମ୍ବର ମାନ୍ୟତାପ୍ରାପ୍ତ ଖେଳାଳି କାନାଡ଼ାର ମିଲୋସ…

ଚେନ୍ନାଇ ଏଫ୍‌ସିକୁ ମିଳିଲା ପୁରସ୍କାର ରାଶି

ଚେନ୍ନାଇ, ୨୯ା୬ (ପି.ଟି.)- ସିଜନ ୨୦୧୮-୧୯ ଆଇ-ଲିଗ୍‌ ଚାମ୍ପିୟନ ଚେନ୍ନାଇ ସିଟି ଏଫ୍‌ସିକୁ ଶେଷରେ ପୁରସ୍କାର ରାଶି ମିଳିଛି। କ୍ଲବ ତରଫରୁ ଏ ବିଷୟରେ ଘୋଷଣା କରାଯାଇଛି। ଇଷ୍ଟବେଙ୍ଗଲକୁ ପଛରେ ପକାଇ ଚେନ୍ନାଇ ସିଟି ଏଫ୍‌ସି ପ୍ରଥମ ଥର ଆଇ-ଲିଗ୍‌ ଚାମ୍ପିୟନ…

ସୁଜୁକାରେ ଭାରତର ରାଜୀବ ଶ୍ରେଷ୍ଠ ୧୦ର ନିକଟତର

ଭୁବନେଶ୍ୱର,୨୯।୬(ସ୍ପୋଟର୍‌ସବ୍ୟୁରୋ)- ଜାପାନର ସୁୁଜୁକାରେ ଅନୁଷ୍ଠିତ ଏଫ୍‌ଆଇଏମ୍‌ ଏସିଆ ରୋଡ୍‌ ରେସିଂ ଚାମ୍ପିଆନ୍‌ଶିପ୍‌ (ଏଆରସିସି)ର ଚତୁର୍ଥ ରାଉଣ୍ଡ ରେସ୍‌ରେ ଇଡେମିତ୍‌ସୁ ହୋଣ୍ଡା ଇଣ୍ଡିଆ ରେସିଂ ଟିମ୍‌ର ଚାଳକ ରାଜୀବ ସେଥୁ ଓ ସେନ୍ଥିଲ କୁମାର ଆକର୍ଷଣୀୟ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଶ୍ରେଷ୍ଠ ଲ୍ୟାପ୍‌…

କୋପା ଆମେରିକା: ସେମିରେ ବ୍ରାଜିଲ

ପୋର୍ତୋ ଆଲେଗ୍ରେ,୨୯।୬- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ପ୍ରଥମ ଦଳଭାବେ ବ୍ରାଜିଲ ସେମିଫାଇନାଲରେ ପ୍ରବେଶ କରିଛି। କ୍ୱାର୍ଟର ଫାଇନାଲରେ ଏହି ଦଳ ଶୁଟ୍‌ଆଉଟ୍‌ ଜରିଆରେ ପାରାଗୁଏକୁ ପରାସ୍ତ କରିଛି। ୨୦୧୧ ଓ ୨୦୧୫ ସଂସ୍କରଣରେ ପାରାଗୁଏ କ୍ୱାର୍ଟର ଫାଇନାଲରେ ସମାନ…

ପାକିସ୍ତାନ ଲାଗି କର ବା ମର ସ୍ଥିତି

ଲିଡ୍ସ,୨୯।୬ (ପି.ଟି.)- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରିଥିବା ପାକିସ୍ତାନ ଶନିବାର ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ଭେଟିବ। ଆରମ୍ଭରୁ ୩ଟି ପରାଜୟ ଓ ଗୋଟିଏ ବିନା ଫଳଫଳା ସହ ପାକିସ୍ତାନ ଲିଗ୍‌ ପର୍ଯ୍ୟାରୁ ବାଦ୍‌ ପଡିବା…

ଆଇସିସି ବିଶ୍ୱକପ୍‌ : ଦକ୍ଷିଣ ଆଫ୍ରିକାର ସହଜ ବିଜୟ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୮।୬- ଚଳିତ ଆଇସିସି ବିଶ୍ୱକପ୍‌ରେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡିସାରିଥିବା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ ଅନୁଷ୍ଠିତ ଟୁର୍ନାମେଣ୍ଟର ୩୫ତମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ଟି ବଲ୍‌ ବାକି ରଖି ୯…

ଆଇସିସି ବିଶ୍ୱକପ୍‌: ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ଫେଭରାଇଟ

ଲଣ୍ଡନ, ୨୯।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍‌ରେ ଦୁଇ ପଡୋଶୀ ଦେଶ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ସେମିଫାଇନାଲରେ ପ୍ରବେଶ କରିସାରିଥିବା ଅଷ୍ଟ୍ରେଲିଆ ଫେଭରାଇଟ…

ଗୋପୀଚାନ୍ଦଙ୍କୁ ଡକ୍ଟୋରେଟ୍‌ ଉପାଧି

ନୂଆଦିଲ୍ଲୀ, ୨୮ା୬ (ପି.ଟି.)-ଭାରତର ମୁଖ୍ୟ ବ୍ୟାଡ୍‌ମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦଙ୍କୁ ଡକ୍ଟୋରେଟ୍‌ ଉପାଧିରେ ସମ୍ମାନିତ କରାଯାଇଛି। ଆଇଆଇଟି କାନପୁରର ୫୨ତମ ସମାବର୍ତ୍ତନ ଉତ୍ସବ ଅବସରରେ ଶୁକ୍ରବାର ଇସ୍ରୋ ଚେୟାରମ୍ୟାନ ଏବଂ ଆଇଆଇଟି କାନପୁର ବୋର୍ଡ ଅଫ୍‌ ଗଭର୍ନର୍ସ ଚେୟାରମ୍ୟାନ ପ୍ରଫେସର କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?