ଖେଳ

ଧୋନୀଙ୍କୁ କୋହଲିଙ୍କ ଭୂୟସୀ ପ୍ରଶଂସା

ମାଞ୍ଚେଷ୍ଟର,୨୮।୬ (ପି.ଟି.)- ବିଶ୍ୱକପ୍‌ରେ ଗତ କେତୋଟି ମ୍ୟାଚ୍‌ରେ ମନ୍ଥର ବ୍ୟାଟିଂ କରି ବେଶ୍‌ ସମାଲୋଚିତ ହୋଇଥିବା ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କୁ କିନ୍ତୁ ଅଧିନାୟକ ବିରାଟ କୋହଲି ସମର୍ଥନ କରି ଭୂୟସି ପ୍ରଶଂସା କରିଛନ୍ତି। ଧୋନୀ କ୍ରିକେଟର ଜଣେ କିମ୍ବଦନ୍ତୀ ବୋଲି…

ଚହଲ, କୁଲଦୀପ ଆଗକୁ ଆହୁରି ପ୍ରଭାବୀ ସାବ୍ୟସ୍ତ ହେବେ: ହସି

ମୁମ୍ବାଇ,୨୮।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଆଗକୁ ଭାରତର ଦୁଇ ରିଷ୍ଟ ସ୍ପିନର କୁଲଦୀପ ଯାଦବ ଓ ୟୁଜବେନ୍ଦ୍ର ଚହଲ ଆହୁରି ଭଲ ପ୍ରଦର୍ଶନ କରି ପ୍ରଭାବୀ ସାବ୍ୟସ୍ତ ହେବେ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ମାଇକେଲ ହସି କହିଛନ୍ତି। ଆଗକୁ ପିଚ୍‌ଗ୍‌ୁଡିକ ଆହୁରି…

ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ରୁଟ୍‌ଙ୍କ ପରାମର୍ଶ

ବର୍ମିଂହାମ,୨୮।୬(ପି.ଟି.)- ଆସନ୍ତା ରବିବାର ଏଠାରେ ଖେଳାଯିବାକୁ ଥିବା ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ ସାଥୀ ଖେଳାଳିମାନଙ୍କୁ କିଛିଟା ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାବପ୍ରବଣତାକୁ ନିୟନ୍ତ୍ରଣରେ ରଖିବାକୁ ସେ କହିଛନ୍ତି। ଯଦି ଏହି…

ଆଇସିସି ବିଶ୍ୱକପ୍‌: ଭାରତ ସେମିର ନିକଟତର

ମାଞ୍ଚେଷ୍ଟର,୨୮।୬(ପି.ଟି.) – ଆଇସିସି କ୍ରିକେଟ ବିଶ୍ୱକପ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ସେମିଫାଇନାଲର ନିକଟତର ହୋଇଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ଦମ୍‌ଦାର ବୋଲିଂ କରି ୧୨୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ବୃହତ୍‌ ବିଜୟ ହାସଲ…

ଆର୍ଥତ୍କ ସଂକଟରେ ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-କମର୍ସିଆଲ ପାର୍ଟନର ଆଇଏମ୍‌ଜି-ରିଲାଏନ୍ସ ଉପରେ ୨୫ କୋଟି ଟଙ୍କା ବାକି ପଡ଼ିଥିବାରୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛି। ଖବର ଅନୁସାରେ ମହାସଂଘର କମର୍ସିଆଲ ପାର୍ଟନର ଶେଷ ଦୁଇ କ୍ୱାର୍ଟର ପର୍ଯ୍ୟାୟ…

ପୂର୍ବତନ ବେଙ୍ଗଲ ରଣ୍‌ଜୀ ଅଧିନାୟକଙ୍କ ପରଲୋକ

କୋଲକାତା, ୨୭।୬(ପି.ଟି.): ବେଙ୍ଗଲ ରଣ୍‌ଜୀ ଦଳର ପୂର୍ବତନ ଅଧିନାୟକ ଶ୍ୟାମ ସୁନ୍ଦର ମିତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ହାର୍ଟଜନିତ ସମସ୍ୟା ଦେଇ ଗତି କରୁଥିଲେ। ସଲ୍ଟଲେକ୍‌ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ…

କୋହଲିଙ୍କ ବିଶ୍ୱ ରେକର୍ଡ

ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ…

ନିଶ୍ଚିତ ବିଜୟ ଲକ୍ଷ୍ୟରେ ଶ୍ରୀଲଙ୍କା

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୭।୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଶୁକ୍ରବାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଥିବା ଦକ୍ଷିଣ ଆଫ୍ରିକା ଓ ଏସୀୟ ରାଷ୍ଟ୍ର ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। ଶ୍ରୀଲଙ୍କା ଏହାର…

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ

ଆଜମଙ୍କୁ କୋହଲିଙ୍କ ସହ ତୁଳନା କରାଯାଇପାରିବ ବର୍ମିଂହାମ, ୨୭।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ରୋମାଞ୍ଚକ ମ୍ୟାଚ୍‌ରେ ବୁଧବାର ପାକିସ୍ତାନ ୬ ଉଇକେଟ୍‌ରେ ଟାଇଟଲ୍‌ ଦାବିଦାର ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡର ଅପରାଜେୟ ଧାରାରେ ପାକିସ୍ତାନ ରୋକ୍‌ ଲଗାଇବାରେ…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଭାରତ

ମାଞ୍ଚେଷ୍ଟର, ୨୭।୬:ଚଳିତ ବିଶ୍ୱକପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ ପର୍ଯ୍ୟାୟ ମ୍ୟାଚରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ…

ପାକିସ୍ତାନ ଜିତିବା ଖୁସିରେ ଟୁଇଟ୍‌ କରି ଟ୍ରୋଲ୍‌ ହେଲେ ସାନିଆ

ବର୍ମିଂହାମ,୨୭।୬:ଚଳିତ ବିଶ୍ୱକପର ୩୩ତମ ମ୍ୟାଚରେ ପାକିସ୍ତାନ ନ୍ୟୁଜିଲାଣ୍ଡକୁ ୬ ଓ୍ବିକେଟରେ ପରାସ୍ତ କରି ସେମିଫାଇନାଲ ଖେଳିବା ଆଶା ଉଜ୍ଜିବୀତ ରଖିଛି। ପାକିସ୍ତାନ ବିଜୟରେ ଖୁସି ବ୍ୟକ୍ତ କରି ଭାରତୀୟ ଟେନିସ୍‌ ଷ୍ଟାର୍‌ ସାନିଆ ମିର୍ଜା ଟୁଇଟ୍‌ କରି ପାକିସ୍ତାନ ଦଳକୁ ଅଭିନନ୍ଦନ…

୧୧୯ବର୍ଷ ପୁରୁଣା ଗାଡି ଚଳାଇଲେ ସଚିନ

ଲଣ୍ଡନ, ୨୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟର ବିଶ୍ୱକପରେ କମେଣ୍ଟ୍ରି କରୁଥିବା ନଜର ଆସିଛନ୍ତି ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ଏହି ଅବସରରେ ସେ ପୂରା ପରିବାର ସହ ଇଂଲଣ୍ଡରେ ବିଭିନ୍ନ ଯାଗା ବୁଲି ମଜା ମଧ୍ୟ ଉଠାଉଛନ୍ତି। ବୁଧବାର ୧୧୯ବର୍ଷ ପୁରୁଣା ଗାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?