ଖେଳ

କମନୱେଲଥ ଟିଟି: କ୍ରୀଡ଼ା ସଚିବଙ୍କ ସ୍ଥିତି ଅନୁଧ୍ୟାନ; ଆସିବେ ୧୬ ଦେଶର ଖେଳାଳି

କଟକ ଅଫିସ,୨୩।୬- କମନୱେଲଥ ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍‌ର ୨୦୧୯ ସଂସ୍କରଣ ଜୁଲାଇ ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ହେବ। ବିଶ୍ୱ ଟେବୁଲ ଟେନିସ କ୍ରୀଡ଼ାର ମହାକୁମ୍ଭ ଭାବେ ପରିଚିତ ଏହି ଅନ୍ତର୍ଜାତୀୟସ୍ତରୀୟ ଟୁର୍ନାମେଣ୍ଟ…

ବିଶ୍ୱକପ୍‌ରେ ଭାରତର ୫୦ତମ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ଏହାର ୫୦ତମ ମ୍ୟାଚ୍‌ ବିଜୟ ଲାଭ କରିଛି। ଶନିବାର ଆଫଗାନିସ୍ତାନକୁ ରୋମାଞ୍ଚକ ଭାବେ ୧୧ ରନରେ ପରାସ୍ତ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଏହି କୃତୀତ୍ୱ ହାସଲ କରିଛି। ୧୯୭୫ ମସିହାରୁ ବିଶ୍ୱକପ୍‌ ଆରମ୍ଭ…

ନ୍ୟୁଜିଲାଣ୍ଡର ରୋମାଞ୍ଚକ ବିଜୟ

ମାଞ୍ଚେଷ୍ଟର, ୨୩ା୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ରେ ଅଧିତ୍ନାୟକ କେନ୍‌ ଓ୍ବିଲିୟମସନଙ୍କ କ୍ୟାରିୟର ଶ୍ରେଷ୍ଠ ୧୪୮ ରନ ସହାୟତାରେ ନ୍ୟୁଜିଲାଣ୍ଡ ୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଏହି ରୋମାଞ୍ଚକ ମ୍ୟାଚରେ କାର୍ଲୋସ ବ୍ରାଥଓ୍ବେଟଙ୍କ ଆକର୍ଷଣୀୟ…

ଫିଚର ଫର୍ମୁଲା-୩ ରେସ୍‌ ଜିତିଲେ ଦାରୁବାଲା

ଲି କ୍ୟସ୍‌ଲେଟ୍‌ (ଫ୍ରାନ୍ସ), ୨୨ା୬ (ପି.ଟି.): ଭାରତର ଭବିଷ୍ୟତ ଫର୍ମୁଲା-୧ ଡ୍ରାଇଭର ବୋଲି କୁହାଯାଉଥିବା ଜେହାନ ଦାରୁବାଲା ଏଫ୍‌ଆଇଏ ଫର୍ମୁଲା-୩ ଚାମ୍ପିୟନଶିପ୍‌ରେ ଦ୍ୱିତୀୟ ଥର ଟାଇଟଲ ବିଜୟୀ ହୋଇଛନ୍ତି। ମୁମ୍ବାଇର ଏହି ଡ୍ରାଇଭର ପ୍ରଥମ ଥର ଚାମ୍ପିୟନଶିପ୍‌ରେ ଫିଚର ରେସ୍‌ ଜିତିଛନ୍ତି।…

ଡୋପ୍‌ ଟେଷ୍ଟରେ ବିଫଳ: ସଞ୍ଜିବନୀ ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଗତବର୍ଷ ଡୋପ୍‌ ଟେଷ୍ଟରେ ବିଫଳ ହୋଇଥିବାରୁ ଭାରତର ଲଙ୍ଗ୍‌ ଡିଷ୍ଟାନ୍ସ ଧାବିକା ସଞ୍ଜିବନୀ ଯାଦବଙ୍କୁ ସାମୟିକ ସସ୍‌ପେଣ୍ଡ କରାଯାଇଛି। ଗତବର୍ଷ ନଭେମ୍ବରରେ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଡୋପ୍‌ ଟେଷ୍ଟ ହୋଇଥିଲା। ସଞ୍ଜିବନୀଙ୍କଠାରୁ ସଂଗ୍ରହ କରାଯାଇଥିବା ସାମ୍ପଲରୁ…

ଭାରତୀୟ ମହିଳା ରଗ୍‌ବୀ ଦଳର ଐତିହାସିକ ବିଜୟ

ନୂଆଦିଲ୍ଲୀ,୨୨।୬: ଭାରତୀୟ ମହିଳା ରଗ୍‌ବୀ ଦଳ ଇତିହାସ ସୃଷ୍ଟି କରିଛି। ଦଳ ଶନିବାର ତା’ର ପ୍ରଥମ ଅନ୍ତର୍ଜାତୀୟ ୧୫ଏସ୍‌ ବିଜୟ ହାସଲ କରିଛି। ଭାରତୀୟ ଦଳ ଏସିଆ ରଗ୍‌ବୀ ମହିଳା ଚାମ୍ପିୟନଶିପ୍‌ ଡିଭିଜନ ଓ୍ବାନରେ ସିଙ୍ଗାପୋରକୁ ହରାଇଛି। ଅନ୍ତିମ ମିନିଟ୍‌ରେ ସୁମିତ୍ରା…

୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଓହରିପାରେ ଆଇଓଏ

ନୂଆଦିଲ୍ଲୀ,୨୨।୬: ୨୦୨୨ରେ ବର୍ମିଂହାମଠାରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ଓହରିଯାଇପାରେ। ପ୍ରତିଯୋଗିତାର ଇଭେଣ୍ଟ ତାଲିକାରେ ଶୁଟିଂ ଓ ଆର୍ଚେରି (ରିକର୍ଭ) ସାମିଲ ହେଉନାହିଁ। ଏହାକୁ ବିରୋଧ କରି ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହଟା ଓହରିବାକୁ…

ସେମିରେ ଫେଡ୍‌ରର

ହାଲେ (ଜର୍ମାନୀ),୨୨।୬(ଏଏଫ୍‌ପି): ରୋଜର ଫେଡ୍‌ରର ଏକ ତିନି ସେଟ୍‌ ବିଶିଷ୍ଟ ମ୍ୟାଚ୍‌କୁ ଜିତି ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୬-୩, ୪-୬, ୬-୪ ସେଟ୍‌ରେ ରବର୍ଟୋ ବୌତିସ୍ତା ଅଗୁତଙ୍କୁ ହରାଇ ଦେଇଛନ୍ତି। ବିଶ୍ୱର…

କୋପା ଆମେରିକା: କ୍ୱାର୍ଟରରେ ଚିଲି

ସାଲ୍‌ଭାଡର (ବ୍ରାଜିଲ),୨୨।୬(ଏଏଫ୍‌ପି): ଆଲେକ୍ସିସ ସାଞ୍ଚେଜଙ୍କ ଗୋଲ ବଳରେ ଚିଲି ୨-୧ ଗୋଲରେ ଇକ୍ୱେଡରକୁ ହରାଇ ଦେଇଛି। ବିଜୟ ସହ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ପୂର୍ବତନ ଚାମ୍ପିୟନ ଚିଲି ପାଇଁ ମ୍ୟାଚ୍‌ର ୮ମ ମିନିଟ୍‌ରେ…

ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ଯୋଗ୍ୟତା

ହିରୋଶିମା,୨୨।୬(ପିଟି): ଭାରତୀୟ ମହିଳା ହକି ଦଳ ଶନିବାର ଟୋକିଓ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଫାଇନାଲ ରାଉଣ୍ଡରେ ସ୍ଥାନ ପକ୍କା କରିଛି। ଶନିବାର ଏଠାରେ ଖେଳାଯାଇଥିବା ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ୍ସର ସେମିଫାଇନାଲରେ ଭାରତୀୟ ଦଳ ନିମ୍ନ ର଼୍ୟାଙ୍କ ଚିଲକିୁ ୪-୨ ବ୍ୟବଧାନରେ ହରାଇ ଦେଇଛି।…

ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ବାସନ୍ଦ

ହାରରେ,୨୨।୬(ଏପି): ଦୁର୍ନୀତି ଅଭିଯୋଗ ଆସିବା ପରେ ଦେଶରେ କ୍ରୀଡ଼ା ପରିଚାଳନା କରୁଥିବା ସରକାରୀ ସଂସ୍ଥା ପକ୍ଷରୁ ଜିମ୍ବାଓ୍ବେ କ୍ରିକେଟ୍‌ (ଜେଡ୍‌ସି) ବୋର୍ଡକୁ ବାସନ୍ଦ କରାଯାଇଛି। ସ୍ପୋଟର୍‌ସ ଓ ରିକ୍ରିଏଶନ କମିଶନ (ଏସ୍‌ଆରସି)ର ନିର୍ଦ୍ଦେଶକୁ ଅବହେଳା କରିଥିବାରୁ ଜେଡ୍‌ସିକୁ ଏଭଳି ସ୍ଥିତିର ସମ୍ମୁଖୀନ…

ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା

ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ୪ ଉଇକେଟ ନେଇ ବିଶ୍ୱକପ୍‌ ଇତିହାସରେ ୫୦ ଉଇକେଟ ପୂରଣ କରିଛନ୍ତି। ସେ ବିଶ୍ୱର ୪ର୍ଥ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?