ଖେଳ

ଗାଙ୍ଗୁଲି, ଲକ୍ଷ୍ମଣଙ୍କୁ ଦୁଇଟି ବିକଳ୍ପ

ନୂଆଦିଲ୍ଲୀ,୨୧।୬- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏଥିକ୍ସ ଅଫିସର ଡି.କେ. ଜୈନ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଓ ଭି.ଭି.ଏସ୍‌. ଲକ୍ଷ୍ମଣଙ୍କୁ ଉପଦେଷ୍ଟା କମିଟି (ସିଏସି)ର ସଦସ୍ୟ ଏବଂ ଆଇପିଏଲ ଫ୍ରାଞ୍ଚାଇଜର ମେଣ୍ଟର ଦାୟିତ୍ୱ ମଧ୍ୟରୁ ଗୋଟିଏ ବାଛିବାକୁ…

ମହିଳା ଫିଫା ବିଶ୍ୱକପ୍‌:ନକ୍‌ଆଉଟ୍‌ ପର୍ଯ୍ୟାୟରେ କାମେରୁନ

ପ୍ୟାରିସ,୨୧।୬(ଏଏଫ୍‌ପି)- ମ୍ୟାଚ୍‌ର ଅତିରିକ୍ତ ମିନିଟ୍‌ରେ ଆଜାରା ନଚଟଙ୍କ ଗୋଲ ଯୋଗୁ କାମେରୁନ ୨-୧ ଗୋଲରେ ନ୍ୟୁଜିଲାଣ୍ଡକୁ ହରାଇ ଦେଇଛି। ଏହି ରୋମାଞ୍ଚକ ବିଜୟ ସହ କାମେରୁନ ଦଳ ଚଳିତ ମହିଳା ଫିଫା ବିଶ୍ୱକପ୍‌ର ନକ୍‌ଆଉଟ୍‌ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ଧାର୍ଯ୍ୟ ୯୦…

ୟୁଏସ୍‌ଏର ଏମ୍‌ଏଲବିରେ ଖେଳିବେ ଭାରତୀୟ ବଂଶୋଦ୍ଭବ କ୍ରିକେଟର

ନୂଆଦିଲ୍ଲୀ,୨୧।୬- ଦୀର୍ଘ ୩୫ ପୂର୍ବେ ୧୬ ବର୍ଷୀୟ କୁଲଦୀପ ପଟେଲ ଉତ୍ତର କାରୋଲିନାରୁ ମାମୁଙ୍କ ରେସ୍ତୋରଁା ଚଳାଇବାରେ ସାହାଯ୍ୟ କରିବାକୁ ମୁମ୍ବାଇ ଆସିଥିଲେ। ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଦେଶର ସବୁଠୁ ଲୋକପ୍ରିୟ ଖେଳ ବେସବଲରେ କ୍ୟାରିୟର କରିବାକୁ ଇଚ୍ଛୁକ ନ…

ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଖେଳିଲେ କୋହଲି

ସାଉଥାମ୍ପଟନ,୨୧।୬- ସ୍ଥାନୀୟ ସ୍ପ୍ରିଙ୍ଗହିଲ ସ୍କୁଲର ୩୦ ଛାତ୍ରୀଛାତ୍ରଙ୍କ ଲାଗି ଗୁରୁବାର ଥିଲା ସ୍ବତନ୍ତ୍ର ଦିନ। କାରଣ ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ନଂ ୧ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ସେମାନଙ୍କ ସହ ଖେଳିଥିଲେ। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ…

ବିପଦରେ ସଚିନଙ୍କ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୧।୬- କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ରେକର୍ଡକୁ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରମାଗତ ଭାବେ ଭାଙ୍ଗି ଚାଲିଛନ୍ତି। ଗତ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆରେ ୧୧ ହଜାର ରନ୍‌ ପୂରଣ କରିଥିବା କୋହଲିଙ୍କ ନିକଟରେ…

ପିସିବି କ୍ରିକେଟ କମିଟି: ମହସିନଙ୍କ ସ୍ଥାନରେ ଆକ୍ରମ ହେବେ ଚେୟାରମ୍ୟାନ

କରାଚୀ, ୨୧ା୬ (ପି.ଟି.)-ପୂର୍ବତନ ଟେଷ୍ଟ କ୍ରିକେଟର ମହସିନ ଖାଁ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) କ୍ରିକେଟ କମିଟି ଚେୟାରମ୍ୟାନ ପଦବୀରୁ ଓହରିଯାଇଛନ୍ତି। ବୋର୍ଡର ପରିଚାଳନା ନିର୍ଦ୍ଦେଶକ ଓ୍ବାସିମ ଆକ୍ରମ କମିଟିର ନୂତନ ମୁଖ୍ୟ ହେବେ। କ୍ରିକେଟ କମିଟିରୁ ତାଙ୍କୁ ଅବ୍ୟାହତି ଦେବା ଲାଗି…

ଅରୁଣାଚଳପ୍ରଦେଶକୁ ହରାଇ ଝାଡ଼ଖଣ୍ଡ ଚାମ୍ପିୟନ

କଟକ ଅଫିସ,୨୧ା୬- ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଝାଡ଼ଖଣ୍ଡ ଚାମ୍ପିୟନ ହୋଇଛି। ଗୁରୁବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଝାଡ଼ଖଣ୍ଡ ୪-୦ ଗୋଲରେ ଅରୁଣାଚଳପ୍ରଦେଶକୁ ହରାଇ ଦେଇଛି। ଏକତରଫା ଭାବେ ଝାଡ଼ଖଣ୍ଡ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଶ୍ରୀଲଙ୍କା ମୁକାବିଲା

ଲିଡ୍ସ,୨୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଶୁକ୍ରବାର ସ୍ଥାନୀୟ ହେଡିଂଲି ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଟୁର୍ନାମେଣ୍ଟର ଏହି ୨୭ତମ ମ୍ୟାଚ୍‌ ଶ୍ରୀଲଙ୍କା ପାଇଁ କର ବା ମର…

ଅଭ୍ୟାସ ବେଳେ ବିଜୟ ଶଙ୍କର ଆହତ: ଛାଡ଼ିବାକୁ ପଡିଲା ଟ୍ରେନିଂ ସେସନ

ସାଉଥାମ୍ପଟନ,୨୧।୬(ପି.ଟି.)- ଟିମ୍‌ ଇଣ୍ଡିଆର ଆଘାତ ସମସ୍ୟା ବଢ଼ିବାରେ ଲାଗିଛି। ଏହାର ସଦ୍ୟତମ ଶିକାର ହୋଇଛନ୍ତି ଅଲରାଉଣ୍ଡର ବିଜୟ ଶଙ୍କର। ବୁଧବାର ଅଭ୍ୟାସ ଅବସରରେ ସେ ଆହତ ହୋଇଛନ୍ତି। ବର୍ଷା ପ୍ରଭାବିତ ଏହି ଅଭ୍ୟାସ ସେସନରେ ବ୍ୟାଟିଂ କରୁଥିବା ବେଳେ ଯଶପ୍ରୀତ ବୁମ୍‌ରାଙ୍କ…

ଧାଓ୍ବନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା

ନୂଆଦିଲ୍ଲୀ,୨୧।୬(ପି.ଟି.)- ତାରକା ତଥା ଅଭିଜ୍ଞ ଓପନର ଶିଖର ଧାଓ୍ବନ ଇଞ୍ଜୁରି କାରଣରୁ ଭାରତୀୟ ବିଶ୍ୱକପ୍‌ ଦଳରୁ ବାଦ ପଡିଛନ୍ତି। ଫଳରେ ଭାରତର ବିଶ୍ୱକପ୍‌ ଅଭିଯାନକୁ ଜବରଦସ୍ତ ଝଟ୍‌କା ଲାଗିଛି। ଧାଓ୍ବନ ମଧ୍ୟ ଏଥିରେ ନିରାଶ ହୋଇଛନ୍ତି। ଏଥିପାଇଁ ତାଙ୍କୁ ସବୁଆଡୁ ସମବେଦନାର…

ଅଷ୍ଟ୍ରେଲିଆ ସେମିଫାଇନାଲ ନିକଟତର

ନଟିଂହାମ,୨୧।୬ (ପି.ଟି.)- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ ଦଳ ଅଷ୍ଟ୍ରେଲିଆ ଗୁରୁବାର ଅନୁଷ୍ଠିତ ଟୁର୍ନାମେଣ୍ଟର ୨୬ତମ ମ୍ୟାଚ୍‌ରେ ବାଂଲାଦେଶକୁ ୪୮ ରନରେ ପରାସ୍ତ କରିଛି। ଟ୍ରେଣ୍ଟ ବିଜ୍‌ରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ଅଭିଜ୍ଞ…

ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍‌:ଫାଇନାଲରେ ପ୍ରଣତୀ ଭଲ୍ଟ

ନୂଆଦିଲ୍ଲୀ, ୨୦ା୬ (ପି.ଟି.)- ମଙ୍ଗୋଲିଆର ଉଲାନବାଟାରଠାରେ ଚାଲିଥିବା ଏସିଆନ ସିନିୟର ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସରେ ଭାରତର ପ୍ରଣତୀ ନାୟକ ୧୩.୩୫ ସ୍କୋର ସହ ୬ଷ୍ଠ ସ୍ଥାନ ଅଧିକାର କରି ଭଲ୍ଟ ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ବିଭାଗରେ ରାକେଶ କୁମାର ପାତ୍ର ରିଙ୍ଗ୍ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?