ଖେଳ

କଟା ହାତ ସତ୍ତ୍ୱେ ଫୁଟ୍‌ବଲକୁ ଫେରିଲେ ଜ୍ୱିରେକ୍ୱି

ହରାରେ, ୨୦ା୬ (ଏଏଫ୍‌ପି)-ହାତ କଟି ଯାଇଥିଲେ ମଧ୍ୟ ଫୁଟ୍‌ବଲ ପଡ଼ିଆକୁ ଫେରିଛନ୍ତି ଜିମ୍ବୋଓ୍ବେ ଖେଳାଳି ହାର୍ଡଲାଇଫ୍‌ ଜ୍ୱିରେକ୍ୱି। ଜିମ୍ବାଓ୍ବେ ଫୁଟ୍‌ବଲ ଦଳର ଜଣେ ନିୟମିତ ସଦସ୍ୟ ହେଉଛନ୍ତି ଜ୍ୱିରେକ୍ୱି। ଗତବର୍ଷ ଏକ କାର୍‌ ଦୁର୍ଘଟଣାରେ ତାଙ୍କ ହାତ କଟିଯାଇଥିଲା। ଦୃଢମନା, ସଂକଳ୍ପ,…

ପିସିବି କ୍ରିକେଟ କମିଟି ମୁଖ୍ୟଙ୍କ ଇସ୍ତଫା

କରାଚୀ,୨୦।୬(ପି.ଟି.)- ପୂର୍ବତନ ଟେଷ୍ଟ କ୍ରିକେଟର ମୋହସିନ ହାସନ ଖାନ୍‌ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର କ୍ରିକେଟ କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସେ ଗୁରୁବାର ପଦ ତ୍ୟାଗ କରିବା ଲାଗି ପିସିବି ଅଧ୍ୟକ୍ଷ ଈସାନ ମାନିଙ୍କୁ ଅନୁରୋଧ କରିଥିଲେ। ବର୍ତ୍ତମାନଠାରୁ…

କେନ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ

ବର୍ମିଂହାମ,୨୦।୬(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଅଧିନାୟକ କେନ ଓ୍ବିଲିୟମସନଙ୍କ ଅପରାଜିତ ଶତକ ବଳରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଛି। କିନ୍ତୁ ଓ୍ବିଲିୟମସନଙ୍କ ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଖେଳାଳି ପଲ…

ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଭିନ୍ନ ରଙ୍ଗର ଜର୍ସି ପିନ୍ଧିପାରେ

ଲଣ୍ଡନ,୨୦।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ କିଛି ମ୍ୟାଚ୍‌ରେ ଭିନ୍ନ ରଙ୍ଗର ଜର୍ସି ପରିଧାନ କରିବ। ୩୦ ତାରିଖରେ ଇଂଲଣ୍ଡ ବିପକ୍ଷରେ ମ୍ୟାଚ୍‌ରେ ନୂଆ ଜର୍ସି ବ୍ୟବହାର କରିବାର ବିଶେଷ ସମ୍ଭାବନା ରହିଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଭାରତୀୟ ଦଳ କିମ୍ବା…

କୋପା ଆମେରିକା: ପଏଣ୍ଟ ଖାତା ଖୋଲିଲା ଆର୍ଜେଣ୍ଟିନା

ବେଲୋ ହରାଇଜଣ୍ଟ,୨୦।୬(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଆର୍ଜେଣ୍ଟିନା ପଏଣ୍ଟ ଖାତା ଖୋଲିବାକୁ ସକ୍ଷମ ହୋଇଛି। ପ୍ରଥମ ମ୍ୟାଚ୍‌ରେ କଲମ୍ବିଆଠାରୁ ପରାଜୟ ବରଣ କରିଥିବା ଆର୍ଜେଣ୍ଟିନା ଏଠାରେ ଖେଳାଯାଇଥିବା ପାରାଗୁଏ ବିପକ୍ଷ ମ୍ୟାଚ୍‌କୁ ୧-୧ ଗୋଲରେ ଅମୀମାଂସିତ ରଖି ଏକ…

ଆଉ ଜଣେ ଭାରତୀୟ ଖେଳାଳି ଆହତ

ସାଉଥାମ୍ପଟନ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ସମସ୍ୟା ବଢ଼ିବାରେ ଲାଗିଛି। ଓପନର ଶିଖର ଧାଓ୍ବନ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଥିବା ବେଳେ ଭୁବନେଶ୍ୱର କୁମାର ଆହତ ସମସ୍ୟା ଯୋଗୁ କିଛି ମ୍ୟାଚ୍‌ରେ ଖେଳିପାରିବେ ନାହିଁ ବୋଲି ଦଳୀୟ ମ୍ୟାନେଜମେଣ୍ଟ ପକ୍ଷରୁ କୁହାଯାଇଛି। ଆଉ…

ମହିଳା ଫିଫା ବିଶ୍ୱକପ୍‌:ସ୍କଟଲାଣ୍ଡକୁ ବିଦା କଲା ଆର୍ଜେଣ୍ଟିନା

ପାରିସ,୨୦।୬(ଏଏଫ୍‌ପି)- ଚଳିତ ମହିଳା ଫିଫା ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ଓ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଗ୍ରୁପ୍‌ ଡି’ର ଏକ ରୋମାଞ୍ଚକ ମ୍ୟାଚ୍‌ ଡ୍ର’ ସହ ଶେଷ ହୋଇଛି। ମ୍ୟାଚ୍‌ର ୭୪ ମିନିଟ୍‌ ପର୍ଯ୍ୟନ୍ତ ୩-୦ ଗୋଲରେ ପଛୁଆ ଥିବା ପରେ ମଧ୍ୟ ଆର୍ଜେଣ୍ଟିନା…

ଦୁଇବର୍ଷ ବାସନ୍ଦ ହେଲେ ମୁମ୍ବାଇ ଇଣ୍ଡିଆନ୍ସ କ୍ରିକେଟର

ମୁମ୍ବାଇ,୨୦।୬- ମୁମ୍ବାଇ ଇଣ୍ଡିଆନ୍ସ ଓ ଜମ୍ମୁ-କଶ୍ମୀର ପେସର ରାସିଖ ସଲାମଙ୍କୁ ବିସିସିଆଇ ଦୁଇବର୍ଷ ଲାଗି ବାସନ୍ଦ କରିଛି। ସେ ତ୍ରୁଟିପୂର୍ଣ୍ଣ ଜନ୍ମ ପ୍ରମାଣପତ୍ର ବୋର୍ଡରେ ଦାଖଲ କରିଥିବା ଜଣାପଡ଼ିବା ପରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ କଡ଼ା କାର୍ଯ୍ୟାନୁଷ୍ଠାନ କରିଛି। ଇଂଲଣ୍ଡ…

ମା’ଙ୍କ ପାଇଁ ଯନ୍ତ୍ରଣା ସହି କ୍ରିକେଟ ମୈଦାନରେ ଖେଳି ଚାଲିଥିଲେ ଏହି ଖେଳାଳି

ମାଞ୍ଚେଷ୍ଟର, ୨୦।୬: ଆୟୋଜକ ଇଂଲଣ୍ଡ ବିଶ୍ୱକପର ୨୪ତମ ମ୍ୟାଚରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୩୯୭ ରନ ବିଶାଳ ଲକ୍ଷ୍ୟକୁ ପିଛା କରି ଆଫଗାନିସ୍ତାନ ୮…

ଧାଓ୍ବନଙ୍କ ଭାବବିହ୍ବଳ ଟୁଇଟ୍‌

ସାଉଥାମ୍ପ୍‌ଟନ,୨୦।୬:ଭାରତୀୟ ଦଳର ଓପନର୍‌ ଶିଖର ଧାଓ୍ବନ ଚଳିତ ବିଶ୍ୱକପରୁ ବାଦ ପଡିଛନ୍ତି। ବୁଢ଼ାଆଙ୍ଗୁଠି ଭାଙ୍ଗିଯିବା ଫଳରେ ସେ ବିଶ୍ୱକପରେ ବାକି ମ୍ୟାଚ୍‌ ଖେଳିପାରିବେ ନାହିଁ। ବିଶ୍ୱକପରୁ ବାଦ୍‌ ହେବା ପରେ ଟୁଇଟରରେ ଏକ ଭାବବିହ୍ବଳ ସନ୍ଦେଶ ଦେଇଛନ୍ତି। ସେ କହିଛନ୍ତି,ଆଘାତ ସମସ୍ୟାରେ…

ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ

କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍‌ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍‌, ହେଡ୍‌ କୋଚ୍‌ ମିକି ଆର୍ଥରଙ୍କ ପ୍ରଦର୍ଶନକୁ ନେଇ ପିସିବି ଏବେ ତର୍ଜମା କରିବ। ବିଶ୍ୱକପ୍‌…

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆ- ବାଂଲାଦେଶ ମୁକାବିଲା

ନଟିଂହାମ,୨୦।୬(ପି.ଟି.)- ଚଳିତ ବିଶ୍ୱକପ୍‌ର ୨୬ତମ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଦମ୍‌ଦାର ପ୍ରଦର୍ଶନ କରୁଥିବା ବାଂଲାଦେଶ ପରସ୍ପରକୁ ଭେଟିବେ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ବେଶ୍‌ ଗୁରୁତ୍ୱ ଦେବ। ଆରୋନ ଫିଞ୍ଚ୍‌ଙ୍କ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?