ଖେଳ

ଆଇସିସି ବିଶ୍ୱକପ: ପ୍ରତିଶୋଧ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା

ବର୍ମିଂହାମ, ୧୯।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଓ ଗତଥରର ଫାଇନାଲିଷ୍ଟ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ନ୍ୟୁଜିଲାଣ୍ଡ ଅପେକ୍ଷ ଦକ୍ଷିଣ…

ଆଫଗାନିସ୍ତାନକୁ ହରାଇ ଶୀର୍ଷରେ ଇଂଲଣ୍ଡ

ମାଞ୍ଚେଷ୍ଟର, ୧୯।୬(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ମଙ୍ଗଳବାର ଖେଳାଯାଇଥିବା ବିଶ୍ୱକପ୍‌ର ୨୪ତମ ମ୍ୟାଚ୍‌ରେ ଅପେକ୍ଷାକୃତ ଦୁର୍ବଳ ଆଫଗାନିସ୍ତାନକୁ ବୃହତ୍‌ ୧୫୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୬…

ଆନ୍ତଃ ରାଜ୍ୟ ଆଥଲେଟ୍‌ ମିଟ୍‌ ଲକ୍ଷ୍ନୌରେ

ନୂଆଦିଲ୍ଲୀ, ୧୮ା୬ (ପି.ଟି.)- ଅଗଷ୍ଟ ୨୭ରୁ ୩୦ ପର୍ଯ୍ୟନ୍ତ ଜାତୀୟ ଆନ୍ତଃ ରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଲକ୍ଷ୍ନୌରେ ଅନୁଷ୍ଠିତ ହେବ। ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ପ୍ରକୃତରେ ଏହି ଇଭେଣ୍ଟ ଜୁଲାଇ ୧୪ରୁ…

ଇଂଲଣ୍ଡ ଅଧିନାୟକ ମୋର୍ଗାନଙ୍କ ରେକର୍ଡ: ଗୋଟିଏ ଇନିଂସରେ ମାରିଲେ ୧୭ ଛକା

ମାଞ୍ଚେଷ୍ଟର, ୧୮।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ୧୭ଟି ଛକା ମାରି ଏକ ବିରଳ ସଫଳତା ହାସଲ କରିଛନ୍ତି। ୭୧ଟି…

ଏଟିକେ ଦଳରେ ଫିଜି ଷ୍ଟ୍ରାଇକର

କୋଲକାତା,୧୮।୬(ପିଟି)- ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ପୂର୍ବତନ ଚାମ୍ପିୟନ ଆଟଲେଟିକୋ ଡେ କୋଲକାତା ପରବର୍ତ୍ତୀ ସିଜନ ଲାଗି ପ୍ରସ୍ତୁତି ଆରମ୍ଭ କରିଛି। ମଙ୍ଗଳବାର ଫିଜିଆନ ଫରଓ୍ବାର୍ଡ ରୟ କ୍ରିଷ୍ଣାଙ୍କୁ ଦଳରେ ସାମିଲ କରିଥିବା ଦଳ ପକ୍ଷରୁ ଘୋଷଣା କରାଯାଇଛି। କ୍ରିଷ୍ଣା ଷ୍ଟ୍ରାଇକର…

‘ରାହୁଲ, ମୁଁ ବୁଝାମଣାର ଚ୍ୟାଲେଞ୍ଜ ବାଧା ଅତିକ୍ରମ କରିବାକୁ ପ୍ରସ୍ତୁତ’

ସାଉଥାମ୍ପଟନ,୧୮।୬(ପିଟି)- ରୋହିତ ଶର୍ମା ଓ ଶିଖର ଧାଓ୍ବନ ବର୍ତ୍ତମାନ ଦିନିକିଆ କ୍ରିକେଟର ସଫଳତମ ଓପନିଂ ଯୋଡ଼ି। ଉଭୟଙ୍କ ମଧ୍ୟରେ ଥିବା ଭଲ ବୁଝାମଣା ଏହାର କାରଣ। ଭାରତୀୟ ଦଳର ଉପଅଧିନାୟକ ରୋହିତ ସମାନ ସ୍ତରର ବୁଝାମଣା ଲୋକେଶ ରାହୁଲଙ୍କ ସହ ଆରମ୍ଭ…

ପୂର୍ବତନ ୟୁଫା ମୁଖ୍ୟଙ୍କୁ ପଚରାଉଚରା

ପ୍ୟାରିସ,୧୮।୬(ପିଟି)- ପୂର୍ବତନ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ ମୁଖ୍ୟ ମାଇକେଲ ପ୍ଲାଟିନିଙ୍କୁ ଫ୍ରାନ୍ସ ପୋଲିସ ଗିରଫ କରିବା ସହ କାତାରରେ ହେବାକୁ ଯାଉଥିବା ପରବର୍ତ୍ତୀ ଫିଫା ବିଶ୍ୱକପ୍‌ ଆୟୋଜନ ଅଧିକାର ଦେବା ନେଇ ମଙ୍ଗଳବାର ପଚରାଉଚରା କରିଛି। ପୂର୍ବତନ ଫ୍ରାନ୍ସ ଅଧିନାୟକଙ୍କୁ ପୋଲିସ…

ନିଜକୁ ପ୍ରମାଣ କଲେ ଅର୍ଜୁନ ତେନ୍ଦୁଲକର

ନୂଆଦିଲ୍ଲୀ,୧୮।୬- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ପୁଣି ଥରେ ନିଜକୁ ପ୍ରମାଣ କରି ଦେଖାଇଛନ୍ତି। ବର୍ତ୍ତମାନ ଇଂଲଣ୍ଡରେ ଏମ୍‌ସିସି ୟଙ୍ଗ କ୍ରିକେଟର୍ସ ଦଳ ପକ୍ଷରୁ ଖେଳୁଥିବା ଅର୍ଜୁନ ଦ୍ୱିତୀୟ ଏକାଦଶ ଚାମ୍ପିୟନଶିପ୍‌ ମ୍ୟାଚ୍‌ରେ ସଭିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।…

ଏଫ୍‌ଆଇଏଚ୍‌ ମହିଳା ହକି ସିରିଜ ଫାଇନାଲ:ସେମିଫାଇନାଲରେ ଭାରତ

ହିରୋଶୀମା,୧୮।୬(ପିଟି)- ଏଠାରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ସିରିଜ୍‌ ଫାଇନାଲ୍ସ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବୃହତ୍‌ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି। ଗୁର୍‌ଜୀତ କୌରଙ୍କ ୪ ଗୋଲ ବଳରେ ଭାରତୀୟ ଦଳ ୧୧-୦ ବ୍ୟବଧାନରେ ଫିଜିକୁ ହରାଇ ଦେଇଛି। ଗୁର୍‌ଜୀତଙ୍କ…

ବିରାଟ କୋହଲିଙ୍କ ଦରମା ଯେତିକି, ୩୨ ଜଣ ପାକିସ୍ତାନ ଖେଳାଳିଙ୍କ ଦରମା ସେତିକି

ନୂଆଦିଲ୍ଲୀ, ୧୮।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ବୃହତ୍‌ ପରାଜୟକୁ ସହଜରେ ଗ୍ରହଣ କରିପାରି ନାହଁି ପାକିସ୍ତାନ। ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନ ମିଡିଆଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିଙ୍କ ପର୍ଯ୍ୟନ୍ତ ସମେସ୍ତ ଦଳ ଉପରେ କ୍ଷୁବ୍ଧ…

ମା’ ଦୁର୍ଗାଙ୍କ ଜଣେ ବଡ ଭକ୍ତ ଏହି ବାଂଲାଦେଶୀ କ୍ରିକେଟର

ଲଣ୍ଡନ, ୧୮।୬: ଚଳିତ ବିଶ୍ୱକପରେ ବିପର୍ଯ୍ୟୟ ଘଟାଇଛି ବାଂଲାଦେଶ। ସୋମବାର ଅନୁଷ୍ଠିତ ହାଇ ସ୍କୋରିଂ ମ୍ୟାଚ୍‌ରେ ସାକିବ-ଅଲ-ହାସନଙ୍କ ଶତକ ଏବଂ ଲିଟନ ଦାସଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଓ୍ବେଷ୍ଟଇଣ୍ଡିଜକୁ ୭ ଓ୍ବିକେଟରେ ପରାସ୍ତ କରିଛି ବାଂଲାଦେଶ। ସାକିବ ୯୯ ବଲରେ ୧୨୪…

ପ୍ରଶଂସକଙ୍କୁ ଅମିର, ମଲିକଙ୍କ ନିବେଦନ

ମାଞ୍ଚେଷ୍ଟର,୧୮।୬(ପିଟି)- ଭାରତଠାରୁ ମିଳିଥିବା ପରାଜୟ ପରେ ପାକିସ୍ତାନ ଦଳର ପ୍ରଶଂସକମାନେ ନିଜ ଦଳକୁ ସମାଲୋଚନା କରିବା ସହ ଖେଳାଳିଙ୍କୁ ଓ ତାଙ୍କ ପରିବାରବର୍ଗଙ୍କୁ ଖରାପ ଭାଷାରେ ଗାଳି ଦେଉଛନ୍ତି। ଏଥିରୁ ବିରତ ରହିବାକୁ ପେସର ମହମ୍ମଦ ଅମିର ପ୍ରଶଂସକଙ୍କୁ ନିବେଦନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?