ଖେଳ

୪୭ ବର୍ଷର ରେକର୍ଡ ଭାଙ୍ଗିଦେଲେ ଜସପ୍ରୀତ ବୁମ୍‌ରା

ସିଡନୀ,୪।୧୨: ଜସପ୍ରୀତ ବୁମ୍‌ରା କ୍ରିକେଟରେ ତାଙ୍କ ନାମରେ ଆଉ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଖେଳାଯାଇଥିବା କୌଣସି ଟେଷ୍ଟ ସିରିଜରେ ସର୍ବାଧିକ ଉଇକେଟ ନେଇଥିବା ଭାରତୀୟ ବୋଲର ହୋଇପାରିଛନ୍ତି। ସେ ସ୍ପିନ ବୋଲିଂରେ ଭାରତୀୟ...

ଜାତୀୟ ଖୋ ଖୋ ଟିମ୍‌ର ପ୍ରଯୋଜକ ହେବେ ଓଡ଼ିଶା ସରକାର

ଭୁବନେଶ୍ୱର, ୩।୧: ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ...

କ୍ୟାଚ୍‌ ଧରିବାକୁ ଦୌଡୁଥିବା ବେଳେ ପରସ୍ପର ସହ ପିଟି ହୋଇଗଲେ ୨ ଅଷ୍ଟ୍ରେଲିୟ ଖେଳାଳି, ଚେତା ହରାଇଲେ…

କାନ୍‌ବେରା,୩।୧: କ୍ୟାଚ୍‌ ନେବାକୁ ଚେଷ୍ଟା କରୁଥିବା ବେଳେ ପରସ୍ପର ସହ ଧକ୍କା ହୋଇଗଲେ ଦୁଇ କ୍ରିକେଟର। ଏହା ଏତେ ଜୋର୍‌ ଥିଲା ଯେ ଉଭୟ ଖେଳାଳି ଚେତା ହରାଇବା ସ୍ଥିତି ଉପୁଜିଥିଲା। ଶେଷରେ ତାଙ୍କୁ ଡାକ୍ତରଖାନା ନିଆଯାଇଛି। ବିଗ ବ୍ୟାସ୍‌...

ରୋହିତଙ୍କ ପାଇଁ ପନ୍ତଙ୍କ ଆଖିରେ ଲୁହ, କହିଲେ-ଆମେ ତାଙ୍କୁ ଲିଡ୍‌ର ଭାବେ…

ସିଡନୀ,୩।୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ମ ଟେଷ୍ଟ ସିଡନୀରେ ଆରମ୍ଭ ହୋଇଛି। ଏହି ଟେଷ୍ଟରୁ ରୋହିତ ଶର୍ମା ବାଦ ପଡ଼ିଥିବା ବେଳେ ଜସପ୍ରିତ ବୁମ୍‌ରାଙ୍କ ନେତୃତ୍ୱରେ ଖେଳୁଛି ଦଳ। ଏବେ ରୋହିତଙ୍କୁ ଦଳରୁ ବାଦ୍‌ ପଡ଼ିବାକୁ ନେଇ ଋଷଭ ପନ୍ତଙ୍କ ବୟାନ...

ସିଡନୀ ଟେଷ୍ଟ ପରେ ସନ୍ନ୍ୟାସ ନେବେ ଏହି ଖେଳାଳି…

ସିଡନୀ,୩।୧: ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା କ୍ରମାଗତ ଭାବେ ଖରାପ ଫର୍ମ ଏବଂ ଅଧିନାୟକତ୍ୱକୁ ନେଇ ସଂଘର୍ଷ କରୁଛନ୍ତି। ଏହି କାରଣରୁ ସେ ନିଜକୁ ସିଡନୀ ଟେଷ୍ଟରୁ ଡ୍ରପ୍‌ କରିଛନ୍ତି। ଏହି ଟେଷ୍ଟ ପରେ ରୋହିତ ଟେଷ୍ଟ କ୍ରିକେଟରୁ...

ଡାଇଭ୍‌ ମାରି ବଲ୍‌ ରୋକିବା ବେଳେ ଭାଙ୍ଗିଲା ଗୋଡ଼! ମଇଦାନରୁ ହ୍ବିଇଲ୍‌ ଚେୟାରରେ ଡାକ୍ତରଖାନା ଗଲେ…

କେପଟାଉନ୍‌,୩।୧: ଦକ୍ଷିଣ ଆଫ୍ରିକା ଏବଂ ପାକିସ୍ତାନ ମଧ୍ୟରେ କେପ୍‌ଟାଉନ୍‌ରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦୁଃଖଦ ଘଟଣା ଘଟିଛି। ଫିଲ୍ଡିଂ ସମୟରେ ସାଇମ୍‌ ଆୟୁବ୍‌ ଆହତ ହୋଇଛନ୍ତି। ପାକିସ୍ତାନ ବୋଲିଂର ସପ୍ତମ ଓଭରରେ ଏହି ଦୁର୍ଘଟଣା ଘଟିଛି। କ୍ରିକେଟର ଅବ୍ବାସଙ୍କ...

କଣ୍ଟ୍ରୋଲ କରିପାରୁ ନାହାଁନ୍ତି ବିରାଟ, ସୁଧୁରୁ ନାହାଁନ୍ତି କିଙ୍ଗ, ଏଥରବି ରାଗିଗଲେ ଅନୁଷ୍କା

ନୂଆଦିଲ୍ଲୀ,୩।୧: ଖରାପ ଫର୍ମ ହେତୁ ରୋହିତ ଶର୍ମା ସିଡନୀ ଟେଷ୍ଟ ମ୍ୟାଚରୁ ନିଜକୁ ବାଦ ଦେଇଛନ୍ତି, କିନ୍ତୁ ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ଟେଷ୍ଟ ମ୍ୟାଚରେ ବିରାଟ କୋହଲିଙ୍କ ରନର ମରୁଡ଼ି ଜାରି ରହିଛି। ଆହୁରି ଆଶ୍ଚର୍ଯ୍ୟଜନକ କଥା ହେଉଛି କୋହଲି...

ହାର୍‌ ମାନିଲେନି ରିଷଭ ପନ୍ତ: ଭାଙ୍ଗିଲେ ସଚିନ-ରୋହିତଙ୍କ ରେକର୍ଡ

ସିଡନୀ,୩।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ୧୮୫ ରନରେ ଟିମ ଇଣ୍ଡିଆ ଅଲଆଉଟ ହୋଇଥିଲା। ରିଷଭ ପନ୍ତ ୪୦ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଏହି ଇନିଂସରେ ପନ୍ତ ଗୁରୁତର ଆହତ ହୋଇଥିଲେ। କିନ୍ତୁ ସେ ହାର ମାନି...

ଅଷ୍ଟ୍ରେଲିଆ ବୋଲର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌: ୧୮୫ରେ ଅଲଆଉଟ୍‌

ସିଡନୀ,୩।୧: ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ଆରମ୍ଭ ହୋଇଥିବା ମ୍ୟାଚରେ ଟିମ ଇଣ୍ଡିଆ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ...

ଟିମ୍‌ ଇଣ୍ଡିଆରେ ବଢୁଛି ଫାଟ! ହୋଟେଲରୁ ବାହାରୁ ନାହାନ୍ତି ଗମ୍ଭୀର, ଗ୍ରୁପ୍‌ ହୋଇ ବୁଲୁଛନ୍ତି ଖେଳାଳି

ନୂଆଦିଲ୍ଲୀ,୩।୧: ଭାରତୀୟ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ବଢିବାରେ ଲାଗିଛି। ଏପରିକି ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ଅନେକ ସପ୍ତାହ ଧରି ବିବାଦ ଲାଗି ରହିଛି। ଏସବୁ ମଧ୍ୟରେ ଅଧିନାୟକ ରୋହିତ ନିଜକୁ ସିଡନୀ...

ଅଲୋଡା ରେକର୍ଡ କଲେ ରୋହିତ ଶର୍ମା: ପ୍ରଥମ ଭାରତୀୟ ଅଧିନାୟକ ଭାବେ ସିରିଜ୍‌ ମଝିରୁ ପଡ଼ିଲେ ବାଦ୍‌

ସିଡନୀ,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚ ପାଇଁ ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। ଟେଷ୍ଟରେ ଶୁଭମାନ ଗିଲଙ୍କୁ...

ପନ୍ତଙ୍କ ମୁଣ୍ଡରେ ବାଜିଲା ବଲ୍‌, ତା’ପରେ ଯାହା ଘଟିଲା ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସିଡନୀ,୩।୧: ସିଡନୀ ଟେଷ୍ଟରେ ରିଷଭ ପନ୍ତଙ୍କ ମୁଣ୍ଡରେ ବଳ୍‌ ବାଜିଛି। ମିଚେଲ ଷ୍ଟାର୍କ ପ୍ରଥମ ଦିନର ଦ୍ୱିତୀୟ ଅଧିବେଶନରେ ବୋଲିଂ କରିବାକୁ ଆସିଥିଲେ। ତାଙ୍କ ବଲ ଙ୍‌ପନ୍ତଙ୍କ ହେଲମେଟ୍ର ବାଜିଥିଲା। ଏହା ବ୍ୟତୀତ ଏକ ବଲ ମଧ୍ୟ ତାଙ୍କ ହାତରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri