ଖେଳ

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଶନିବାର ଶେଷ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଚାମ୍ପିୟନ ହୋଇଛି। ଶନିବାର ଅନୁଷ୍ଠିତ ଫାଇନାଲରେ ଭାରତ ୫-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ବରୁଣ କୁମାର ଓ…

ଜୁନିୟର ହକି : ସଞ୍ଜୟଙ୍କ ଡବଲ ଗୋଲ୍‌, ଅଷ୍ଟ୍ରିଆକୁ ହରାଇଲା ଭାରତ

ମାଡ୍ରିଡ୍‌, ୧୫ା୬ (ପି.ଟି.): ସଞ୍ଜୟଙ୍କ ଡବଲ୍‌ ଗୋଲ ସହାୟତାରେ ଭାରତୀୟ ଜୁନିୟର ପୁରୁଷ ଦଳ ଏଠାରେ ଚାଲିଥିବା ୮-ରାଷ୍ଟ୍ରୀୟ ୨୧ ବର୍ଷରୁ କମ୍‌ ଆମନ୍ତ୍ରଣୀୟ ହକି ଟୁର୍ନାମେଣ୍ଟରେ ଅଷ୍ଟ୍ରିଆକୁ ୪-୨ ଗୋଲରେ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ଭାରତ…

ମହିଳା ହକି : ବିଜୟ ସହ ଭାରତର ଅଭିଯାନ

ହିରୋସୀମା, ୧୫ା୬(ପି.ଟି.): ଉରୁଗୁଏ ବିପକ୍ଷରେ ପ୍ରଭାବୀ ୪-୧ ଗୋଲ୍‌ରେ ବିଜୟ ସହ ଭାରତୀୟ ମହିଳା ହକି ଦଳ ଏଠାରେ ଚାଲିଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହିରୋସୀମା ୨୦୧୯ରେ ଏହାର ଅଭିଯାନ ଆରମ୍ଭ କରିଛି। ବିଶ୍ୱର ୯ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତ ତରଫରୁ…

ଭାରତୀୟ ମହିଳା କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ ପଦକ

ଡେନ ବୋସ୍କ(ଦ ନେଦରଲାଣ୍ଡ୍ସ),୧୫।୬(ପିଟି): ଏଠାରେ ଚାଲିଥିବା ତୀରନ୍ଦାଜ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ଜିତିଛି। ଜ୍ୟୋତି ସୁରେଖା ଭେନ୍ନାମ, ମୁସ୍କାନ କିରାର ଓ ରାଜ କୌରଙ୍କୁ ନେଇ ଗଠିତ ଭାରତୀୟ ଦଳ ମୁକାବିଲା ଆରମ୍ଭରୁ ପଛୁଆ…

ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା

ସାଉଥାମ୍ପଟନ,୧୫।୬(ପିଟି): ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କାର୍ଲୋସ ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା କରାଯାଇଛି। ଏଠାରେ ଶୁକ୍ରବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ସେ ଅମ୍ପାୟରଙ୍କୁ ଖରାପ ବ୍ୟବହାର କରିଥିଲେ। ଫଳରେ ବ୍ରାଥଓ୍ବେଟ ଖେଳାଳିଙ୍କ ଲାଗି ଉଦ୍ଦିଷ୍ଟ ଆଇସିସି ନିୟମ ଭଙ୍ଗ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଦଳ…

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ବର୍ଷା ହେଲେ କ୍ଷତି ହେବ ୧୩୭ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୬: ହଠାତ୍‌ ମାଡ଼ିଆସିଥିବା କଳା ବାଦଲ ଯୋଗୁ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ ହୋଇସାରିଛି। ଏଥିଯୋଗୁ ବିମା କମ୍ପାନୀକୁ କ୍ଷତି ସହିବାକୁ ପଡ଼ୁଛି। ଏପର୍ଯ୍ୟନ୍ତ ବାତିଲ ହୋଇଥିବା ୪ ମ୍ୟାଚ୍‌ ଯୋଗୁ ବିମା କମ୍ପାନୀ ୨୦୦ରୁ…

ମହିଳା ଫିଫା ବିଶ୍ୱକପ୍‌:ପ୍ରିକ୍ୱାର୍ଟରରେ ଇଂଲଣ୍ଡ, ଇଟାଲି

ଲେ ହାରେର(ଫ୍ରାନ୍ସ),୧୫।୬(ଏଏଫ୍‌ପି): ଇଂଲଣ୍ଡ ଓ ଇଟାଲି ଏଠାରେ ଚାଲିଥିବା ମହିଳା ଫିଫା ବିଶ୍ୱକପ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ୧-୦ ଗୋଲରେ ଆର୍ଜେଣ୍ଟିନାକୁ ହରାଇଥିବାବେଳେ ଇଟାଲି ୫-୦ ବ୍ୟବଧାନରେ ଜାମାଇକାକୁ ପରାସ୍ତ କରିଛି। ଇଂଲଣ୍ଡ ପାଇଁ ଯୋଡି ଟେଲର ଏକମାତ୍ର…

ଭାରତ-ପାକିସ୍ତାନ ମ୍ୟାଚ୍‌ ଭାରତ ଆର୍ମି ପାଇଁ ସ୍ବତନ୍ତ୍ର

ମାଞ୍ଚେଷ୍ଟର,୧୫।୬: ଭାରତୀୟ କ୍ରିକେଟ ଦଳକୁ ଦେଶ ଓ ବିଦେଶରେ ସମର୍ଥନ କରୁଥିବା ପ୍ରଶଂସକଙ୍କ ଗ୍ରୁପ ଭାରତ ଆର୍ମି ଟିମ୍‌ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇଭୋଲଟେଜ ମ୍ୟାଚ୍‌ ପୂର୍ବରୁ ଏକ ମେସେଜ ଦେଇଛନ୍ତି। ଏହା କେବଳ ଏକ ମ୍ୟାଚ୍‌।…

ରୟ, ମୋର୍ଗାନ ଆହତ

ସାଉଥାମ୍ପଟନ,୧୫।୬(ପି.ଟି.): ଇଂଲଣ୍ଡ ଦଳର ଅଧିନାୟକ ଇଅନ ମୋର୍ଗାନ ଓ ଓପନର ଜାସନ ରୟ ଆହତ ହୋଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟଙ୍କ ମାଂସପେଶୀ ଟାଣି ହୋଇଯାଇଥିବାବେଳେ ମୋର୍ଗାନ ପିଠିରେ ଆଘାତ ଲାଗିଛି। ଦୁଇ ଗୁରୁତ୍ୱପୂର୍ଣ୍ଣ ଖେଳାଳି ଆହତ ହୋଇଥିଲେ…

ଅସାଧାରଣ ପାଣିପାଗ: ସନ୍ଦେହରେ ଭାରତ- ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୧୫।୬: ଏଠାରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲଟେଜ ମ୍ୟାଚ୍‌ ଉପରେ ଅସାଧାରଣ ପାଣିପାଗ ଯୋଗୁ ସଙ୍କଟ ଦେଖାଦେଇଛି। କଳା ବାଦଲ ଲାଗି ଚଳିତ ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ…

ମହାମୁକାବିଲା ପୂର୍ବରୁ ଭାରତ-ପାକିସ୍ତାନ ଭିତରେ ବିଜ୍ଞାପନ ଯୁଦ୍ଧ: ଭାରତ ନେଲା ଅଭିନନ୍ଦନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୫।୬: ଭାରତ-ପାକିସ୍ତାନ ମଧ୍ୟରେ ବହୁ ପ୍ରତିକ୍ଷୀତ ଆଇସିସି ଓ୍ବାଲ୍ଡ କପ୍‌ ମ୍ୟାଚ ରବିବାର ମେଞ୍ଚଷ୍ଟାରରେ ଅନୁଷ୍ଠିତ ହେବାକୁ ଯାଉଛି। ହେଲେ ଗ୍ରାଉଣ୍ଡ ଫ୍ଲୋରରେ ମୁହାଁମୁହିଁ ହେବା ପୂର୍ବରୁ ଦୁଇ ଦେଶ ମଧ୍ୟରେ ବିଜ୍ଞାପନ ଜରିଆରେ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି। ସୋସିଆଲ…

ଅରୁଣାଚଳ ପ୍ରଦେଶର ଏକତରଫା ବିଜୟ

କଟକ ଅଫିସ,୧୫ା୬- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶେନ (ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚ୍‌ରେ ଅରୁଣାଚଳପ୍ରଦେଶ ୧୧-୧ ଗୋଲ୍‌ରେ ଆନ୍ଧ୍ରପ୍ରଦେଶକୁ ଏକତରଫା ଭାବେ ପରାସ୍ତ କରିଛି। ଅରୁଣାଚଳପ୍ରଦେଶ ପକ୍ଷରୁ ପ୍ରଥମାର୍ଦ୍ଧରେ ୯ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?