ଖେଳ

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଦମ୍‌ ଦେଖାଇଲା ଦକ୍ଷିଣ ଆଫ୍ରିକା

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଦମ୍‌ ଦେଖାଇଛି ଦକ୍ଷିଣ ଆଫ୍ରିକା। ପ୍ରଥମ ୨ଟି ମ୍ୟାଚରେ ପରାଜୟ ସତ୍ତ୍ବେ ଏହି ଦଳ ସଫଳ ପ୍ରତ୍ୟାବର୍ତ୍ତନ କରି କ୍ରମାଗତ ୩ ମ୍ୟାଚ ଜିତିବା ସହ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆକୁ ୫ମ ସ୍ଥାନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ରୁଷିଆ ୫ମ ସ୍ଥାନ ଅଧିକାର କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଏହି ଦଳ ୩-୨ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ପୁଲ୍‌ ପର୍ଯ୍ୟାୟରେ ମଧ୍ୟ…

ପେନାଲ୍ଟି କର୍ନର: ହରମନପ୍ରୀତଙ୍କ ଶତକ ମ୍ୟାଚ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଜାପାନ ବିପକ୍ଷ ସେମିଫାଇନାଲରେ କ୍ୟାରିୟରର ୧୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି ଭାରତର ହରମନପ୍ରୀତ ସିଂ। ଏହି ଡ୍ରାଗ୍‌ ଫ୍ଲିକର କେବଳ ଶତକ ମ୍ୟାଚ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବ। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ୨-୧ ଗୋଲରେ ଆମେରିକାକୁ ହରାଇଥିବାବେଳେ…

ଆଇସିସି ବିଶ୍ୱକପ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଦକ୍ଷିଣ ଆଫ୍ରିକା, ଆଫଗାନିସ୍ତାନ

କାର୍ଡିଫ,୧୫।୬(ପି.ଟି.)-ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ବିଜୟର ସ୍ବାଦ ଚାଖିନଥିବା ଦକ୍ଷିଣ ଆଫ୍ରିକା ଓ ଆଫଗାନିସ୍ତାନ ଶନିବାର ଦ୍ୱିତୀୟ ମ୍ୟାଚ୍‌ରେ ମୁହଁାମୁହିଁ ହେବେ। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ବିଶ୍ୱକପ୍‌ର ୨୧ତମ ମ୍ୟାଚ ଜିତି ଉଭୟ ଦଳ ବିଜୟ ଅଭିଯାନ ଆରମ୍ଭ କରିବା ଲକ୍ଷ୍ୟରେ ରହିଛନ୍ତି। ଟୁର୍ନାମେଣ୍ଟରେ…

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆ- ଶ୍ରୀଲଙ୍କା ମୁକାବଲା

ଲଣ୍ଡନ,୧୫।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୨୦ତମ ମ୍ୟାଚ୍‌ରେ ଶନିବାର ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବେ। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବକୁ ଥିବା ଏହି ମ୍ୟାଚ୍‌ ଶ୍ରୀଲଙ୍କା ପାଇଁ ଅପେକ୍ଷାକୃତ ଅଧିକ ଗୁରୁତ୍ୱ…

ରୁଟ୍‌ଙ୍କ ଶତକ: ଇଂଲଣ୍ଡର ସହଜ ବିଜୟ

ସାଉଥାମ୍ପଟନ,୧୫।୬(ପି.ଟି.)- ପ୍ରଥମେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ପରେ ତାରକା ଓପନର ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଆୟୋଜକ ତଥା ଫେଭରାଇଟ୍‌ ଇଂଲଣ୍ଡ ଚଳିତ ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ େଓଷ୍ଟଇଣ୍ଡିଜକୁ ୧୦୧ଟି ବଲ ବାକି ରଖି ୮ ଉଇକେଟରେ…

ମହିଳା ହକି: ଭାରତ-ବେଲାରୁଷ ମ୍ୟାଚ ଡ୍ର

ବାରାନୋଭିଚି (ବେଲାରୁଷ), ୧୪।୬ (ପି.ଟି.)- ଭାରତର ଜୁନିୟର ମହିଳା ହକି ଦଳ ଏଠାରେ ଶୁକ୍ରବାର ଖେଳାଯାଇଥିବା ବେଲାରୁଷର ସିନିୟର ମହିଳା ଦଳ ବିପକ୍ଷ ମ୍ୟାଚକୁ ୧-୧ରେ ଅମୀମାଂସିତ ରଖିଛି। ଏହି ଡ୍ର ଦ୍ୱାରା ବେଲାରୁଷ ଚଳିତ ୫ ମ୍ୟାଚ ବିଶିଷ୍ଟ ସିରିଜରେ…

ଫିଫା ର଼୍ୟାଙ୍କିଙ୍ଗ: ଭାରତକୁ ୧୦୧ତମ ସ୍ଥାନ

ନୂଆଦିଲ୍ଲୀ, ୧୪।୬ (ପି.ଟି.)-ଶୁକ୍ରବାର ଫିଫା (ଫେଡେରେଶନ ଅଫ୍‌ ଇଣ୍ଟରନ୍ୟାଶନାଲ ଫୁଟ୍‌ବଲ ଆସୋସିଏଶନ୍ସ) ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଭାରତ ୧୦୧ତମ ସ୍ଥାନ ବଜାୟ ରଖିଛି। ଭାରତ ନିକଟରେ ଥାଇଲାଣ୍ଡରେ ଅନୁଷ୍ଠିତ କିଙ୍ଗ୍ସ କପ୍‌ରେ ତୃତୀୟ ସ୍ଥାନ ଅଧିକାର କରିଥିଲା। ଫିଫା…

ପାକିସ୍ତାନରେ ଜନ୍ମିତ ପ୍ରଶଂସକଙ୍କୁ ଟିକେଟ୍‌ ଦେଲେ ଧୋନୀ

ନୂଆଦିଲ୍ଲୀ,୧୪।୬(ପି.ଟି.): ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ଚାଚା ସିକାଗୋ ନାମରେ ପରିଚିତ କରାଚୀରେ ଜନ୍ମିତ ମହମ୍ମଦ ବାଶିରଙ୍କ ବନ୍ଧୁତ୍ୱ ୨୦୧୧ ବିଶ୍ୱକପ୍‌ ସେମିଫାଇନାଲଠାରୁ ମଜଭୁତ ହୋଇଯାଇଛି। ରବିବାର ଖେଳାଯିବାକୁ ଥିବା ହାଇଭୋଲଟେଜ ମ୍ୟାଚ୍‌ର ଟିକେଟ୍‌ ନ ଥାଇ…

ଅଷ୍ଟ୍ରେଲିଆ ବ୍ୟାଟ୍‌ କମ୍ପାନୀ ବିରୋଧରେ ମକଦ୍ଦମା ଦାୟକ କଲେ ସଚିନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଏକ ବ୍ୟାଟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦଓ୍ବୋନୀ ମକଦ୍ଦମା ଦାୟର କରିଛନ୍ତି। ଉକ୍ତ କମ୍ପାନୀ ବ୍ୟାଟ୍‌ ବିକ୍ରି କରିବା ପାଇଁ ସଚିନଙ୍କ ନାମ ଓ ଫଟୋ ବ୍ୟବହାର କରିଛି। କିନ୍ତୁ ପରେ…

ବାଲକୋନିରୁ ଧୋନୀଙ୍କ ଜର୍ସି ଦେଖାଇଲେ ଶାସ୍ତ୍ରୀ

ନୂଆଦିଲ୍ଲୀ,୧୪।୬: ଟ୍ରେଣ୍ଟବ୍ରିଜଠାରେ କ୍ରମାଗତ ବର୍ଷା ଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ୍‌ ଖେଳାଯାଇ ପାରି ନ ଥିଲା। ଏଥିଯୋଗୁ ଷ୍ଟାଡିୟମ୍‌ରେ ଉପସ୍ଥିତ ଦର୍ଶକ ପଡ଼ିଆରେ ନିଜ ଫେଭରାଇଟ୍‌ ଖେଳାଳିଙ୍କୁ ଦେଖିବାକୁ ସୁଯୋଗ ପାଇ ନ ଥିଲେ। କିନ୍ତୁ ପ୍ରଶଂସକଙ୍କୁ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?