୨୦୧୧ରେ କ୍ରିକେଟ ପଡ଼ିଆରେ ଘଟିଥିଲା ଏମିତି ଘଟଣା : ଯାହା ଦେଖି ଡରି ଯାଇଥିଲେ ଦର୍ଶକ
କାର୍ଲିଫର୍ନିଆ: ଆସନ୍ତା ୩୦ ତାରିଖରେ ଆରମ୍ଭ ହେବ ବିଶ୍ୱକପ୍ ୨୦୧୯। ବିଶ୍ୱକପ୍କୁ ନେଇ ସମସ୍ତ କ୍ରିକେଟପ୍ରେମୀ ବେଶ୍ ଉତ୍ସାହିତ ଅଛନ୍ତି। ଖାସ୍ ଏଥିପାଇଁ କ୍ରିକେଟ ସହିତ ଯୋଡ଼ା ହୋଇଥିବା କିଛି ଘଟଣାକୁ ମନେ ପକାଇବା। ୨୦୧୧ ରେ କାର୍ଲିଫର୍ନିଆ ରୋଜ୍ ବାଉଲରେ…
କ୍ରମାଗତ ପରାଜୟ ଧାରା ଭାଙ୍ଗିଲା ଶ୍ରୀଲଙ୍କା
ଲଣ୍ଡନ,୨୨।୫(ଏଏଫ୍ପି)- କ୍ରମାଗତ ୮ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ହାରିବା ପରେ ଶ୍ରୀଲଙ୍କା ବିଶ୍ୱକପ୍ ପୂର୍ବରୁ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଏଡିନ୍ବର୍ଗଠାରେ ସ୍କଟଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ମ୍ୟାଚ୍କୁ ଶ୍ରୀଲଙ୍କା ଦଳ ୩୫ ରନ୍ରେ ଜିତି ନେଇଛି। ସିରିଜ୍ର ପ୍ରଥମ…
ବିଶ୍ୱକପ୍ ‘ସବୁଠୁ ଚ୍ୟାଲେଞ୍ଜିଂ’ ରହିବ: କୋହଲି
ମୁମ୍ବାଇ, ୨୨।୫(ପି.ଟି.)- ଆଇସିସି ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଚଳିତ ମାସ ଶେଷ ଭାଗରେ ଗ୍ରେଟ୍ ବ୍ରିଟେନରେ ଆରମ୍ଭ ହେବାକୁ ଯାଉଛି। ରାଉଣ୍ଡ ରବିନ ଫର୍ମାଟ୍ ଭିତ୍ତିକ ଏହି ଟୁର୍ନାମେଣ୍ଟରେ ଭାରତ ବିଶ୍ୱର ଶ୍ରେଷ୍ଠ ଦଳ ଗୁଡ଼ିକୁ ଭେଟିବାର କାର୍ଯ୍ୟକ୍ରମ ରହିଥିବାରୁ ଆଗାମୀ…
ଶାହାଜାଦ୍ଙ୍କ ଶତକ: ସିରିଜ ଡ୍ର’ କଲା ଆଫଗାନିସ୍ତାନ
ବେଲ୍ଫାଷ୍ଟ, ୨୨।୫- ଘରୋଇ ଆୟର୍ଲାଣ୍ଡ ବିପକ୍ଷରେ ମଙ୍ଗଳବାର ଏଠାରେ ଖେଳାଯାଇଥିବା ଅନ୍ତିମ ତଥା ୨ୟ ଦିନିକିଆ ମ୍ୟାଚ୍କୁ ଆଫଗାନିସ୍ତାନ ୧୨୬ ରନରେ ଜିତିନେଇଛି। ଏଥିସହ ଦୁଇ ଦଳ ମଧ୍ୟରେ ଚାଲିଥିବା ୨ ମ୍ୟାଚ୍ବିଶିଷ୍ଟ ଦିନିକିଆ ସିରିଜ ୧-୧ରେ ସମାପ୍ତ ହୋଇଛି। ପୂର୍ବରୁ…
ଫାଇନାଲରେ ହକି ଓଡ଼ିଶା
କଟକ ଅଫିସ,୨୨ା୫- ହକି ଇଣ୍ଡିଆ ଆନୁକୂଲ୍ୟରେ ଛତିଶଗଡ଼ର ରାୟପୁରଠାରେ ଚାଲିଥିବା ୯ମ ସବ୍ଜୁନିୟର ବାଳକ ଜାତୀୟ ଚାମ୍ପିୟନଶିପ-୨୦୧୯ (ଡିଭିଜନ-ଏ)ରେ ହକି ଓଡ଼ିଶା ଦଳ ଫାଇନାଲରେ ପ୍ରବେଶ କରିଛି। ବୁଧବାର ଉତ୍ତରପ୍ରଦେଶ ବିପକ୍ଷରେ ହକି ଓଡ଼ିଶା ଫାଇନାଲ ମ୍ୟାଚ୍ ଖେଳିବ। ମଙ୍ଗଳବାର ଖେଳାଯାଇଥିବା…
ପୂର୍ବାଞ୍ଚଳ ଶିବିରରେ ଶୁଭକାନ୍ତ ଫିଜିଓ
କଟକ ଅଫିସ,୨୨ା୫- ଜୁନ ୨୪ରୁ ଜୁଲାଇ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ କିଟ ଷ୍ଟାଡିୟମରେ ୧୬ବର୍ଷରୁ କମ୍ ପୂର୍ବାଞ୍ଚଳ ଦଳ କ୍ରିକେଟ ଶିବିର ଅନୁଷ୍ଠିତ ହେବ। ଉକ୍ତ ଶିବିରରେ ଓଡ଼ିଶାର ଶୁଭକାନ୍ତ ସାହୁ ଫିଜିଓ ଭାବେ ନିଯୁକ୍ତ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ଜାତୀୟ…
ଧୋନୀଙ୍କ ପ୍ରମୁଖ ଭୂମିକା ରହିବ
ମୁମ୍ବାଇ, ୨୨ା୫ (ପି.ଟି.)- ଆଇସିସି ବିଶ୍ୱକପ୍ରେ ମହେନ୍ଦ୍ର ସିଂ ଧୋନୀ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ପ୍ରକାଶ କରିଛନ୍ତି। ଜଣେ କିପର ହିସାବରେ ସେ ବର୍ଷ ବର୍ଷ ଧରି ତାଙ୍କର ଦକ୍ଷତା…
ଡୋପ୍ ଟେଷ୍ଟରେ ବିଫଳ ହେଲେ ଗୋମତୀ
ନୂଆଦିଲ୍ଲୀ, ୨୨ା୫ (ପି.ଟି.)-ଗତମାସରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍ ୮୦୦ମିଟର ରେସ୍ରେ ସ୍ବର୍ଣ୍ଣ ଜିତିଥିବା ଗୋମତୀ ମାରିମୁଥୁ ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି। ତାଙ୍କୁୁ ମଙ୍ଗଳବାର ତୁରନ୍ତ ସସ୍ପେଣ୍ଡ କରାଯାଇଛି। ତାମିଲନାଡୁର ଏହି ୩୦ବର୍ଷୀୟା ମହିଳା ଆଥ୍ଲେଟଙ୍କର ଦୋହାରେ ଏସିଆନ ଆଥ୍ଲେଟିକ୍ସ ଚାମ୍ପିୟନଶିପ୍…
ଦୂତୀଙ୍କ ପାଇଁ ମୁଁ ଗର୍ବିତ: ଡିଜେନେରେସ
ନୂଆଦିଲ୍ଲୀ,୨୨।୫- ଦୂତୀ ଚାନ୍ଦଙ୍କ ସପକ୍ଷରେ ବାହାରିଛନ୍ତି ଆଉ ଜଣେ ବିଶ୍ୱସ୍ତରୀୟ ତାରକା। ସେ ହେଉଛନ୍ତି ହଲିଉଡ ଲୋକପ୍ରିୟ କମେଡିଆନ ତଥା ଜଣାଶୁଣା ଟକ୍ ଶୋ’ ଉପସ୍ଥାପିକା ଏଲେନ ଡିଜେନେରେସ। ଦୂତୀଙ୍କୁ ନେଇ ମୁଁ ଗର୍ବିତ ବୋଲି ସେ ଟୁଇଟ୍ କରିଛନ୍ତି। ଭାରତର…
ବଡ଼ଭଉଣୀ ବ୍ଲାକମେଲ କରୁଛନ୍ତି: ଦୂତୀ
ଭୁବନେଶ୍ୱର,୨୨।୫ (ସ୍ପୋଟର୍ସ ବ୍ୟୁରୋ)- ଦେଶର ଦ୍ରୁତତମ ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ନିଜ ସମଲିଙ୍ଗୀ ସମ୍ପର୍କକୁ ନେଇ ମୁହଁ ଖୋଲିବା ପରେ କେବଳ ରାଜ୍ୟ ନୁହଁ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି। ଏପରିକି ଲୋକେ ଦେଶରେ ଶେଷ…
୨୧ ବର୍ଷରୁ କମ୍ ଚତୁଃରାଷ୍ଟ୍ରୀୟ ମହିଳା ହକି: ସୁମନ ଦେବୀଙ୍କୁ ଭାରତୀୟ ଦଳର ନେତୃତ୍ୱ
ନୂଆଦିଲ୍ଲୀ, ୨୧।୫(ପି.ଟି.)- ଆୟର୍ଲାଣ୍ଡର ଡବ୍ଲିନଠାରେ ଚଳିତ ମାସ ୩୧ରୁ ଆରମ୍ଭ ହେବାକୁ ଥିବା ୨୧ ବର୍ଷରୁ କମ୍ ଚତୁଃରାଷ୍ଟ୍ରୀୟ ମହିଳା ହକି ଟୁର୍ନାମେଣ୍ଟ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରାଯାଇଛି। ସୁମନ ଦେବୀ ଥୋଦମ୍ଙ୍କୁ ଭାରତୀୟ ଦଳର ନେତୃତ୍ୱ ପ୍ରଦାନ…
ଅକ୍ଟୋବର ୨୨ରେ ବିସିସିଆଇ ନିର୍ବାଚନ
ନୂଆଦିଲ୍ଲୀ, ୨୧ା୫ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବହୁ ପ୍ରତିକ୍ଷୀତ କର୍ମକର୍ତ୍ତା ନିର୍ବାଚନ ଅକ୍ଟୋବର ୨୨ରେ ହେବ। ପ୍ରଶାସକ କମିଟି (ସିଓଏ) ମଙ୍ଗଳବାର ଏହା ଘୋଷଣା କରିଛି। ଲୋଧା ପ୍ୟାନେଲର ସଂସ୍କାରମୂଳକ ପ୍ରସ୍ତାବଗୁଡ଼ିକର କିପରି ସୂଚାରୁରୂପେ କାର୍ଯ୍ୟକାରୀ ହେବ ତାହା…
Archives


