ଖେଳ

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଭାରତ-ଜାପାନ ସେମିଫାଇନାଲ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ସେମିଫାଇନାଲରେ ଏସୀୟ ଚାମ୍ପିୟନ ଜାପାନକୁ ଭେଟିବ। ବୁଧବାର ଅନୁଷ୍ଠିତ ପ୍ରଥମ କ୍ରସ୍‌ ଓଭର ମ୍ୟାଚ୍‌ ପରେ ଏହା ସ୍ପଷ୍ଟ ହୋଇଛି। ଏହି ମ୍ୟାଚରେ ଜାପାନ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ବିଜୟ ସହ ମେକ୍ସିକୋ ୭ମ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ ବୁଧବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଉଜ୍‌ବେକିସ୍ତାନକୁ ୪-୩ ଗୋଲରେ ହରାଇ ୭ମ ସ୍ଥାନ…

ସିନିୟର ଏସିଆନ୍‌ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ: ଭାରତୀୟ ଦଳରେ ରାକେଶ ପାତ୍ର

ନୂଆଦିଲ୍ଲୀ, ୧୩।୬(ପି.ଟି.)- ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଜିମ୍ନାଷ୍ଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଜିଏଫ୍‌ଆଇ) ପକ୍ଷରୁ ଘୋଷିତ ଦଳରେ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆ ବିଦା, ଦକ୍ଷିଣ ଆଫ୍ରିକା ସେମିରେ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଆମେରିକା ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ୧୪ ତାରିଖରେ ଏହି ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଅନୁଷ୍ଠିତ ଦ୍ୱିତୀୟ କ୍ରସ୍‌ ଓଭର ମ୍ୟାଚ ପରେ ଏହା…

ଗୋଆ ଠାରୁ ହାରି ଓଡ଼ିଶା ବିଦା

କଟକ ଅଫିସ,୧୩ା୬- ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରୁ ଘରୋଇ ଓଡ଼ିଶା ଦଳ ବିଦାୟ ନେଇଛି। ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ୦-୨ ଗୋଲରେ ଗୋଆଠାରୁ ପରାସ୍ତ ହୋଇଛି। ଗୋଆ ପକ୍ଷରୁ…

ଆଇସିସି ବିଶ୍ୱକପ୍‌: ଟିମ୍‌ ଇଣ୍ଡିଆର ମିଶନ ନ୍ୟୁଜିଲାଣ୍ଡ

ନଟିଂହାମ,୧୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣରେ ଭାରତ ତା’ର ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବିଭିନ୍ନ ଦୃଷ୍ଟିକୋଣରୁ ନ୍ୟୁଜିଲାଣ୍ଡ ଅପେକ୍ଷା ଭାରତ ପାଇଁ ଗୁରୁତ୍ୱ…

ଆଇସିସି ବିଶ୍ୱକପ୍‌: ପାକିସ୍ତାନକୁ ହରାଇଲା ଅଷ୍ଟ୍ରେଲିଆ

ଟଣ୍ଟନ,୧୩।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ର ୧୭ତମ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୪୧ ରନରେ ପାକିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ କୁପର ଆସୋସିଏଟ କାଉଣ୍ଟି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି…

ବିଜୟ ସହ ମେକ୍ସିକୋ ୭ମ

ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ ବୁଧବାର ଅନୁଷ୍ଠିତ ପ୍ଲେସିଂ ମ୍ୟାଚରେ ଉଜ୍‌ବେକିସ୍ତାନକୁ ୪-୩ ଗୋଲରେ ହରାଇ ୭ମ ସ୍ଥାନ…

ଭାରତୀୟ ଜିମ୍ନାଷ୍ଟିକ ଦଳରେ ରାକେଶ ପାତ୍ର

ନୂଆଦିଲ୍ଲୀ, ୧୨।୬(ପି.ଟି.): ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଜିମ୍ନାଷ୍ଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ (ଜିଏଫ୍‌ଆଇ) ପକ୍ଷରୁ ଘୋଷିତ ଦଳରେ…

ପନ୍ତଙ୍କୁ ଡାକରା

ନୂଆଦିଲ୍ଲୀ, ୧୨।୬: ଦିଲ୍ଲୀ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବୁଧବାର ଇଂଲଣ୍ଡରେ ପହଞ୍ଚତ୍ଛନ୍ତି। ତାଙ୍କୁ ବ୍ୟାକ୍‌ଅପ ଖେଳାଳି ଭାବେ ଭାରତୀୟ ଦଳରେ ଯୋଗଦେବା ପାଇଁ ଡାକରା ଦିଆଯାଇଛି ବୋଲି ସୂତ୍ରରୁ ଜଣାପଡ଼ିଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନ…

‘ମୋତେ ପ୍ରସ୍ତୁତ ରହିବାକୁ କହିଛନ୍ତି ଶାସ୍ତ୍ରୀ’

ନୂଆଦିଲ୍ଲୀ,୧୨।୬: ନେଟ୍ସ ବୋଲର ଦାୟିତ୍ୱ ଶେଷ କରିଥିବା ପେସର ଦୀପକ ଚହର ଇଂଲଣ୍ଡରୁ ଫେରିବା ପୂର୍ବରୁ ସେ କୋଚ୍‌ ରବି ଶାସ୍ତ୍ରୀଙ୍କ ସମେତ ସମସ୍ତ ଖେଳାଳିଙ୍କୁ ଭେଟିଥିଲେ। ମୁଁ ଇଂଲଣ୍ଡ ଛାଡ଼ିବା ପୂର୍ବରୁ ସଭିଙ୍କୁ ଭେଟିଥିଲି। ମୋତେ ଦଳୀୟ କୋଚ୍‌ ଶାସ୍ତ୍ରୀ…

ସ୍ପଟ୍‌ ଫିକ୍ସିଂ ପରେ ଅମିରଙ୍କୁ ମାଡ଼ ମାରିଥିଲେ ଆଫ୍ରିଦୀ

କରାଚୀ,୧୨।୬(ପିଟି): ପାକିସ୍ତାନ ଦଳର ପୂର୍ବତନ ଦିନିକିଆ ଅଧିନାୟକ ଶାହିଦ ଆଫ୍ରିଦୀ ମାଡ଼ ମାରିବା ପରେ ମହମ୍ମଦ ଅମିର ସ୍ପଟ୍‌ ଫିକ୍ସିଂ ମାମଲାରେ ଜଡ଼ିତ ଥିବା ଦୋଷ ସ୍ବୀକାର କରିଥିଲେ ବୋଲି ପୂର୍ବତନ ଅଲରାଉଣ୍ଡର ଅବଦୁଲ ରଜାକ କହିଛନ୍ତି। ଆଫ୍ରିଦୀ ମୋତେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?