ଖେଳ

ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍‌ରେ ବର୍ଷା ସାଜିପାରେ ବାଧକ

ନଟ୍ଟିଂହାମ, ୧୧।୬(ପି.ଟି.)- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଆଇସିସି ବିଶ୍ୱକପ୍‌ରେ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ଭେଟିବ। ଏହି ମ୍ୟାଚ୍‌ ଗୁରୁବାର ଟ୍ରେଣ୍ଟବ୍ରିଜଠାରେ ଖେଳାଯିବ। ତେବେ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌ରେ ବର୍ଷା ବାଧକ ସାଜିପାରେ ବୋଲି ସ୍ଥାନୀୟ ଗଣମାଧ୍ୟମରେ…

ସ୍ବଦେଶ ଫେରିବେ ମାଲିଙ୍ଗା

ବ୍ରିଷ୍ଟଲ, ୧୧।୬- ଶ୍ରୀଲଙ୍କା କ୍ରିକେଟ ଦଳର ଭେଟେରାନ ଦ୍ରୁତ ବୋଲର ଲସିଥ୍‌ ମାଲିଙ୍ଗା ଚଳିତ ଆଇସିସି ବିଶ୍ୱକପ୍‌ ମଝିରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। ମଙ୍ଗଳବାର ଏଠାରେ ବାଂଲାଦେଶ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ପରେ ମାଲିଙ୍ଗା ଶାଶୁଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ…

କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ ଯୁବରାଜ

ଚଣ୍ଡିଗଡ, ୧୧।୬: ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ଯୁବରାଜ ସିଂହ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷ ଧରି କ୍ରିକେଟ ଜଡିତ ଥିବା ୟୁବି କ୍ରିକେଟରୁ ଅବସର ନେବା ପରେ ଏବେ କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ…

ପ୍ରଥମଥର ପାଇଁ ଏହି ରାଜ୍ୟରେ ସବୁ ଖେଳର ନାଁ, ନିୟମ ସଂସ୍କୃତରେ ଲେଖାଯିବ

ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି…

ଭାରତୀୟ ଦଳକୁ ଝଟକା: ୩ ସପ୍ତାହ ପର୍ଯ୍ୟନ୍ତ ଖେଳିପାରିବେନି ଧାଓ୍ବନ

ଲଣ୍ଡନ, ୧୧।୬: ଇଂଲଣ୍ଡରେ ଚାଲିଥିବା ବିଶ୍ୱକପରେ ଭାରତୀୟ ଦଳକୁ ବଡ ଝଟକା ଲାଗିଛି। ଦଳର ଓପନର୍‌ ଶିଖର ଧାଓ୍ବନ ଆହତ ଯୋଗୁ ୩ ସପ୍ତାହ ପର୍ଯ୍ୟନ୍ତ କ୍ରିକେଟ ପାରିବେନି ବୋଲି ଜଣପଡିଛି। ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରୁଥିବାବେଳେ ନାଥନ କୁଲଟର୍‌…

ଯୁବରାଜ କ୍ରିକେଟର ଜଣେ ଯୋଦ୍ଧା: ଅମିତ ଶାହ

ନୂଆଦିଲ୍ଲୀ, ୧୧।୬: ଭାରତୀୟ କ୍ରିକେଟ ଦଳର ବାମହାତୀ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହ ସୋମବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କୁ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର୍‌ ଏବଂ ରାଜନେତା ତାଙ୍କୁ ଭବିଷ୍ୟତ ଶୁଭକାମନା ଜଣାଇଛନ୍ତି।…

ମିସବାଙ୍କ ଭବିଷ୍ୟବାଣୀ: ଏହି ଦୁଇ ଟିମ୍‌ଙ୍କ ମଧ୍ୟରେ ହେବ ବିଶ୍ୱକପ୍‌ ଫାଇନାଲ୍‌

ଇସଲମାବାଦ୍‌, ୧୧।୬: ପାକିସ୍ତାନର ପୂର୍ବତନ ଅଧିନାୟକ ମିସବା ଉଲ୍‌ ହକ୍‌ ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପକୁ ନେଇ ବଡ ଭବିଷ୍ୟବାଣୀ କରିଛନ୍ତି। ଏଥର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ ଫାଇନାଲ ଖେଳାଯିବ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଭାରତ ଏବଂ…

ସର୍ବଭାରତୀୟ ଫିଡ଼େ ରେଟିଂ ଚେସ: ଧୀମନଙ୍କୁ ଟାଇଟଲ୍‌

କଟକ ଅଫିସ,୧୧ା୬- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ ପିଲାର ଅଫ ୱିଜଡମ ଠାରେ ଟ୍ରିପଲ ସି ଚେସ୍‌ କ୍ଲବ ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଫିଡ଼େ ରେଟିଂ (୧୬୦୦ରୁ କମ୍‌) ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି । ୯ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ…

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ:ଆମେରିକା-ଜାପାନ ମ୍ୟାଚ ଡ୍ର

ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ମ୍ୟାଚରେ ଆମେରିକା ଓ ଜାପାନ ପଏଣ୍ଟ ଭାଗ କରିଛନ୍ତି। ମ୍ୟାଚ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ୨-୨ ଗୋଲରେ ଡ୍ର ରହିଥିଲା।…

ମ୍ୟାଚ ବାତିଲ:ଦକ୍ଷିଣ ଆଫ୍ରିକାକୁ ପ୍ରଥମ ପଏଣ୍ଟ

ସାଉଥାମ୍ପଟନ, ୧୧ା୬ (ପି.ଟି.)-ସୋମବାର ଏଠାରେ ଦକ୍ଷିଣ ଆଫ୍ରିକା ବନାମ ଓ୍ବେଷ୍ଟଇଣ୍ଡିଜ ବିଶ୍ୱକପ୍‌ ମ୍ୟାଚ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଖେଳ ସ୍ଥଗିତ ରଖାଯିବା ବେଳକୁ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୮ ଓଭରରେ ୨ ଉଇକେଟ ବିନିମୟରେ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ:ଦକ୍ଷିଣ ଆଫ୍ରିକା ୬-୦ରେ ବିଜୟୀ

ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ଶେଷ ଲିଗ୍‌ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬-୦ ଗୋଲରେ ଦୁର୍ବଳ ମେକ୍ସିକୋକୁ ପରାସ୍ତ କରିଛି। ଫଳରେ ୩ ମ୍ୟାଚରୁ ୧ ବିଜୟ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସଭାରତ,ଆମେରିକା ସେମିରେ

ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ପ୍ରଭାବୀ ପ୍ରଦର୍ଶନ ସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ପୁଲ ‘ଏ’ ଶେଷ ଲିଗ୍‌ ମ୍ୟାଚରେ ଦଳ ୧୦-୦ ଗୋଲରେ ଉଜ୍‌ବେକିସ୍ତାନକୁ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?