ଖେଳ

ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତ ପ୍ରଥମେ ତାଜିକିସ୍ତାନକୁ ଭେଟିବ

ନୂଆଦିଲ୍ଲୀ, ୧୦ା୬ (ପି.ଟି.)- ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଭାରତ ଏଥିରେ ତାଜିକିସ୍ତାନ ବିପକ୍ଷରେ ଏହା ଓପନିଂ ମ୍ୟାଚ ନୂଆ କୋଚ୍‌ ଇଗୋର ଷ୍ଟିମାକ୍‌ଙ୍କ ଅଧୀନରେ ଖେଳିବ। ଭାରତ…

ହାମିଲଟନ ଜିତିଲେ କାନାଡିଆନ୍‌ ଗ୍ରାଁପ୍ରି

ମଣ୍ଟ୍ରିଲ, ୧୦ା୬ (ଏଏଫ୍‌ପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ କନାଡିଆନ୍‌ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଗ୍ରାଁ ପ୍ରି ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୫ ସେକେଣ୍ଡ ପେନାଲ୍ଟି ଯୋଗୁ ଫେରାରିର ସେବାଷ୍ଟିଆନ ଭେଟେଲ ବିଜୟରୁ ବଞ୍ଚତ୍ତ ହୋଇଥିଲେ। ୫୦ତମ ଲାପ୍‌ରେ…

ପର୍ତ୍ତୁଗାଲ ନେଶନ୍ସ ଲିଗ୍‌ ଚାମ୍ପିୟନ

ପୋର୍ଟୋ,୧୦।୬- କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଦଳ ନେଶନ୍ସ ଲିଗ୍‌ ଉଦ୍‌ଘାଟନୀ ସଂସ୍କରଣରେ ଚାମ୍ପିୟନ ହୋଇଛି। ଫାଇନାଲରେ ପର୍ତ୍ତୁଗାଲ ୧-୦ ଗୋଲରେ ନେଦରଲାଣ୍ଡକୁ ହରାଇ ଦେଇଛି। ମ୍ୟାଚ୍‌ରେ ବିଜୟୀ ଦଳ ପକ୍ଷରୁ ଗୋଙ୍କାଲୋ ଗେଦେସ (୬୦ତମ ମିନିଟ୍‌) ଗୋଲ ଦେଇଥିଲେ। ମ୍ୟାଚ୍‌ ପରେ…

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରିସାରିଛନ୍ତି ଯୁବରାଜ

କର୍କଟକୁ ଜିତି ପୁଣି କ୍ରିକେଟ ପଡ଼ିଆକୁ ଜବରଦସ୍ତ ଏଣ୍ଟ୍ରି ମାରିଥିବା ଯୁବରାଜ ସିଂହ ସୋମବାର କ୍ରିକେଟକୁ ଅଲବିଦା କହିଛନ୍ତି। କ୍ରିକେଟ ଜଗତର ଏହି ବାମହାତୀ ବ୍ୟାଟ୍ସମ୍ୟାନ୍‌ କ୍ରିକେଟରେ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚିତ। ଖାସ୍‌ ଭାବେ…

ହାରିଲା ଭାରତୀୟ ଜୁନିୟର ମହିଳା ହକି ଦଳ

ବାରନୋଭିଚି(ବେଲାରୁସ),୧୦।୬(ପି.ଟି.)- ଭାରତୀୟ ଜୁନିୟର ମହିଳା ହକି ଦଳ ୧-୪ ଗୋଲରେ ବେଲାରୁଷ୍‌ ସିନିୟର ଦଳଠାରୁ ହାରିଯାଇଛି। ୨୧ ବର୍ଷରୁ କମ୍‌ ଅନ୍ତର୍ଜାତୀୟ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଜିତିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହ ପଡ଼ିଆକୁ ଓହ୍ଲାଇଥିଲା। ମ୍ୟାଚ୍‌ର ପ୍ରଥମ ମିନିଟ୍‌ରେ ଟିମ୍‌…

ଏଲ୍‌ଇଡି ବେଲକୁ କୋହଲି, ଫିଞ୍ଚଙ୍କ ବିରୋଧ

ଲଣ୍ଡନ,୧୦।୬(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ପ୍ରତିପକ୍ଷ ଅଧିନାୟକ ଆରୋନ ଫିଞ୍ଚ୍‌ ଏଲ୍‌ଇଡି ବେଲକୁ ନେଇ ଖୁସି ନୁହନ୍ତି। ଏଥିରେ ବଲ କିମ୍ବା କିଛି ବାଜିବା ପରେ ଆଲୋକିତ ହେଉଛି, ଯାହା ଟିଭି ଅମ୍ପାୟରଙ୍କ କାର୍ଯ୍ୟକୁ ସହଜ କରୁଛି।…

କୋହଲିଙ୍କ ‘ବିରାଟ’ ଫ୍ୟାନ୍‌

ଇସଲମାବାଦ୍‌, ୧୦।୬: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ଦେଶ ବାହାରେ ମଧ୍ୟ ଅଛନ୍ତି। ନିକଟରେ କୋହଲିଙ୍କ ଜଣେ ବିରାଟ ପ୍ରଶଂସକ ପଡୋଶୀ ଦେଶ ପାକିସ୍ତାନରେ ଦେଖିବାକୁ ମିଳିଥିଲା। ସେ ସବୁଜ ରଙ୍ଗର ଟି-ଶାର୍ଟ…

ହେଜେଲ୍‌ଙ୍କ ପୁର୍ବରୁ ୬ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ଯୁବରାଜ

ମୁମ୍ବାଇ: ଭାରତୀୟ କ୍ରିକେଟର ଯୁବରାଜ ସିଂ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ଏହି ଖେଳାଳିଙ୍କ ଲଭ୍‌ ଲାଇଫ୍‌ ଉପରେ ଯଦି ନଜର ପକାଇବା ତେବେ ବଲିଉଡ୍‌ ସହ ତାଙ୍କର ଖୁବ୍‌ ଭଲ ସମ୍ପର୍କ ଥିବା ଦେଖିବାକୁ ମିଳିବ। ୩…

ବଲ ଟ୍ୟାମ୍ପରିଂ କରି ନାହାନ୍ତି ଜାମ୍ପା

ଲଣ୍ଡନ,୧୦।୬- ଭାରତ ବିପକ୍ଷ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଲେଗ୍‌ ସ୍ପିନର ଆଡାମ ଜାମ୍ପାଙ୍କ କାର୍ଯ୍ୟ ଉପରେ ବହୁତ ପ୍ରଶ୍ନ ଉଠିଛି। ମ୍ୟାଚ୍‌ ବେଳେ ସେ ବୋଲିଂ କରିବା ପୂର୍ବରୁ ପକେଟରୁ କିଛି ବାହାର କରି ବଲ ଉପରେ ଘଷିଥିଲେ। ବାରମ୍ବାର ଏଭଳି କରିଥିଲେ।…

ଅନ୍ତର୍ଜାତୀୟ କ୍ରିକେଟରୁ ଯୁବିଙ୍କ ଅଲ୍‌ବିଦା

ମୁମ୍ବାଇ,୧୦।୬- କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି) ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ୨୦୧୧ ଆଇସିସି ବିଶ୍ୱକପ୍‌ ଓ ୨୦୦୭ ଟି୨୦ ବିଶ୍ୱକପ୍‌ ହିରୋ ମୁମ୍ବାଇଠାରେ ଏକ ଖବରଦାତାଙ୍କ ସମ୍ମିଳନୀ ଡକାଇ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ଆଇସିସି ସ୍ବୀକୃତିପ୍ରାପ୍ତ…

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ରେକର୍ଡ

ଲଣ୍ଡନ,୧୦।୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡର ଅଧିକାରୀ ହୋଇଛି। ବିଶ୍ୱକପ୍‌ ଇତିହାସରେ ଟିମ୍‌ ଇଣ୍ଡିଆ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ବିପକ୍ଷରେ ୩୫୦ ରନ୍‌ରୁ ଊର୍ଦ୍ଧ୍ୱ ସ୍କୋର କରିପାରିଛି। ଏଥିପୂର୍ବରୁ କୌଣସି ଦଳ ବିଶ୍ୱକପ୍‌ରେ…

ସ୍ମିଥ୍‌ଙ୍କୁ ଗାଳି ଦେଉଥିଲେ ଦର୍ଶକ, କ୍ଷମା ମାଗିଲେ ବିରାଟ

ଓଭାଲ, ୧୦।୬: ଆଇସିସି ବିଶ୍ୱକପରେ ରବିବାର ଅନୁଷ୍ଠିତ ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଥିଲା। ବଲ୍‌ ଟ୍ୟାମ୍ପରିଂ ଅଭିଯୋଗରେ ଦଣ୍ଡିତ ହୋଇ ପୁଣି କ୍ରିକେଟକୁ ଫେରିଥିବା ଅଷ୍ଟ୍ରେଲିଆ କ୍ରିକେଟର୍‌ ଷ୍ଟିଭ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?