Jasprit Bumrah IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିବ ବଡ଼ ଝଟକା! ଫିଟ ହେବା ପରେ ବି ଖେଳିବେ ନାହିଁ ବୁମରା?
ନୂଆଦିଲ୍ଲୀ,୨।୪: ଜସପ୍ରିତ ବୁମରା ଆଘାତ ଯୋଗୁଁ ପଡ଼ିଆ ବାହାରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ଭାରତର ଅଷ୍ଟ୍ରେଲିଆ ଗସ୍ତ ପରେ ବୁମରା ଏପର୍ଯ୍ୟନ୍ତ ପଡ଼ିଆକୁ ଫେରିପାରିନାହାଁନ୍ତି। ଏହି ସମୟରେ ଆଉ ଏକ ଖବର ମିଳିଛି।…
ଦିନେ ଗୁପଚୁପ ବିକ୍ରି କରୁଥିବା Yashasvi Jaiswal ଯେଉଁ ଟିମ ପାଇଁ ହୋଇଥିଲେ ସୁପରଷ୍ଟାର, ଆଜି ଛାଡିବାକୁ ଯାଉଛନ୍ତି ସେହି ଟିମକୁ…
ନୂଆଦିଲ୍ଲୀ,୨।୪: ମୁମ୍ବାଇ ଦଳର ଓପନର ଯଶସ୍ବୀ ଜୟସୱାଲ ମଙ୍ଗଳବାର ମୁମ୍ବାଇ କ୍ରିକେଟ ଆସୋସିଏସନକୁ ଏକ ମେଲ ଲେଖିଥିଲେ। ଇଣ୍ଡିଆନ ଏକ୍ସପ୍ରେସର ରିପୋର୍ଟ ଅନୁଯାୟୀ, ଯଶସ୍ବୀ ଜୟସୱାଲ ଖୁବ ଶୀଘ୍ର ମୁମ୍ବାଇ ଦଳ ଛାଡି ଗୋଆ ଦଳରେ ଯୋଗ ଦେବାକୁ ଯାଉଛନ୍ତି। ଏହି…
ରାଜ୍ୟସ୍ତରୀୟ ଅସ୍ମିତା ହକି ପ୍ରତିଯୋଗିତାରେ ଦେବଗଡ ଦଳର ସଫଳତା: ଖେଳାଳିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଦେବଗଡ,୨।୪(ଶଶାଙ୍କ ଶେଖର ଝାଙ୍କର):ରାଉରକେଲାସ୍ଥିତ ବୀର୍ସା ମୁଣ୍ଡା ହକି ଷ୍ଟାଡିୟମ ଠାରେ ଗତ ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ରାଜ୍ୟ ସ୍ତରୀୟ ଅସ୍ମିତା ହକି ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଦେବଗଡ ଜିଲାର ସବ-ଜୁନିଅର ବାଳିକା ହକି ଦଳକୁ ଜିଲା ବିଜେଡି…
ଭଡ଼ା ଘରେ ରହୁଛନ୍ତି ବାପା-ମା’: ଆଇପିଏଲରେ ଚମତ୍କାର କଲେ ପୁଅ
ନୂଆଦିଲ୍ଲୀ,୧।୪: ପ୍ରିୟାଂଶ ଆର୍ଯ୍ୟା ଆଇପିଏଲରେ ଡେବ୍ୟୁ କରିଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍ରେ ଏହି ଖେଳାଳି ଦ୍ରୁତ ୪୭ ରନ କରି ପଞ୍ଜାବ କିଙ୍ଗସକୁ ଏକ ଚମତ୍କାର ବିଜୟ ଦେଇଥିଲେ। ଏବେ ପ୍ରିୟାଂଶଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଖେଳାଳି…
IPL 2025: ରୋହିତ ଶର୍ମାଙ୍କୁ ଇଗନୋର କଲେ ନୀତା ଅମ୍ବାନୀ, ସୋସିଆଲ ମିଡିଆରେ ଭିଡ଼ିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୧।୪: ରୋହିତ ଶର୍ମାଙ୍କ ପାଇଁ ଆଇପିଏଲ ୨୦୨୫ କିଛି ଖାସ୍ ହୋଇନାହିଁ। ପ୍ରଥମ ତିନୋଟି ମ୍ୟାଚରେ ହିଟମ୍ୟାନଙ୍କ ପ୍ରଦର୍ଶନ ବହୁତ ଲଜ୍ଜାଜନକ ଥିଲା। ଏହି କାରଣରୁ ଏହି ଖେଳାଳିଙ୍କୁ କଡ଼ା ସମାଲୋଚନା କରାଯାଉଛି। ରୋହିତ କେକେଆର ବିପକ୍ଷରେ ଶେଷ ମ୍ୟାଚରେ ଜଣେ…
କୋହଲି ଦେଲେ ଖୁସି ଖବର, ଭିଡିଓ ଜାରି କହି କହିଲେ…
ନୂଆଦିଲ୍ଲୀ,୧।୪: କ୍ରିକେଟର କିଙ୍ଗ୍ ବିରାଟ କୋହଲି ତାଙ୍କ ଫ୍ୟାନ୍ସଙ୍କୁ ଏକ ଖୁସି ଖବର ଦେଇଛନ୍ତି। ୧୫ସେକେଣ୍ଡର ଏକ ଭିଡିଓ ଶେୟାର କରି ସେ ସମସ୍ତଙ୍କୁ ଖୁସି କରି ଦେଇଛନ୍ତି। ଅର୍ଥାତ୍ ତାଙ୍କ ଅବସରକୁ ନେଇ ସେ ବଡ଼ ଖୁଲାସା କରିଛନ୍ତି। ଚାମ୍ପିଅନ୍ସ…
ଉଇକେଟ କିପିଂ ଲାଗି ଅମୁମତି ମାଗିଲେ ସଞ୍ଜୁ
ନୂଆଦିଲ୍ଲୀ,୧।୪: ରାଜସ୍ଥାନ ରୟାଲ୍ସ(ଆର୍ଆର୍) ଅଧିନାୟକ ସଞ୍ଜୁ ସାମସନ ଆଇପିଏଲ୍ରେ ଉଇକେଟ କିପିଂ ଦାୟିତ୍ୱ ତୁଲାଇବା ଲାଗି ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ (ସିଓଇ)ଠାରୁ ଅନୁମତି ମାଗିଛନ୍ତି। ଡାହାଣ ହାତ ବିଶି ଆଙ୍ଗୁଠିରେ ଅସ୍ତ୍ରୋପଚାର ପରେ ତାଙ୍କୁ କେବଳ ଖେଳିବା ପାଇଁ ସାମୟିକ…
Watch: ପ୍ରେମରେ ଉବୁଟୁବୁ ହାର୍ଦ୍ଦିକ ପାଣ୍ଡ୍ୟା: ଷ୍ଟାଡିୟମରେ ବସି ଚିୟର୍ କରୁଛନ୍ତି ଗର୍ଲଫ୍ରେଣ୍ଡ
ମୁମ୍ବାଇ,୧।୪: କୋଲକାତା ନାଇଟ ରାଇଡର୍ସକୁ ୮ ଉଇକେଟରେ ପରାସ୍ତ କରି ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ଏକ ବଡ଼ ଲମ୍ଫ ମାରିଛି। ଦଳି ଦଶମ ସ୍ଥାନରୁ ଷଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଅଶ୍ୱିନୀ କୁମାର ତାଙ୍କର ଆଇପିଏଲ ଡେବ୍ୟୁ ମ୍ୟାଚ ଖେଳୁଥିବା…
ଡେବ୍ୟୁ ମ୍ୟାଚ୍ରେ ରେକର୍ଡ ବର୍ଷା କଲେ ଅଶ୍ୱିନୀ କୁମାର: ପ୍ରଥମ ବଲ୍ରେ ମିଳିଲା ଉଇକେଟ୍
ମୁମ୍ବାଇ,୧।୪: ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଅଶ୍ୱିନୀ କୁମାର କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ତାଙ୍କ ପ୍ରଦର୍ଶନରେ ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି ଏବଂ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଏହି ମ୍ୟାଚ ସହିତ ଅଶ୍ୱିନୀ ତାଙ୍କର ଆଇପିଏଲ ଡେବ୍ୟୁ କରିଥିଲେ…
ପୁଣି ପ୍ରେମରେ ପଡ଼ିଛନ୍ତି ମଲାଇକା: ଏହି କ୍ରିକେଟର୍ଙ୍କୁ ସହ ଫଟୋ ହେଉଛି ଭାଇରାଲ୍
ନୂଆଦିଲ୍ଲୀ,୧।୪: ପୁଣି ପ୍ରେମରେ ପଡ଼ିଛନ୍ତି ବଲିଉଡ୍ ହଟ୍ ଷ୍ଟର୍ ମଲାଇକା ଆରୋରା। ଅଭିନେତା ଅର୍ଜୁନ କପୁରଙ୍କ ସହ ବ୍ରେକ୍ଅପ୍ ପରେ ମଲାଇକା ଜଣେ କ୍ରିକେଟର୍ଙ୍କ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହେଉଛି। ନିକଟରେ ଏକ ଆଇପିଏଲ୍ ମ୍ୟାଚ୍ ସମୟରେ ତାଙ୍କୁ ଶ୍ରୀଲଙ୍କାର…
ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ
ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ) ୮ ଉଇକେଟରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ଏହି ବିଜୟ ସହ ମୁମ୍ବାଇ ତା’ର ପଏଣ୍ଟ ଖାତା ଖୋଲିଛି।…
Video: ଇଦ୍ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି
ଇସଲାମାବାଦ୍,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ତ୍ରୀ ଶନାୟାରାଙ୍କ ସହିତ ନଜର ଆସିଛନ୍ତି। ଭିଡିଓରେ ଆକ୍ରମ…
Archives


