ଖେଳ

୪ ସପ୍ତାହରେ ଫିଟ୍‌ ହେବେ ନେମାର

ପ୍ୟାରିସ୍‌,୯ା୬(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆସନ୍ତା ୪ ସପ୍ତାହ ମଧ୍ୟରେ ଗୋଇଠି ସମସ୍ୟାରୁ ମୁକ୍ତ ହେବେ ବୋଲି ଆଶା କରାଯାଉଛି। ତାଙ୍କ ସମସ୍ୟାରେ ଅସ୍ତ୍ରୋପଚାରର ଆବଶ୍ୟକତା ନାହିଁ ବୋଲି ପ୍ୟାରିସ୍‌ ସେଣ୍ଟ ଜର୍ମେନ (ପିଏସ୍‌ଜି) ଦଳର ଡକ୍ଟର କହିଛନ୍ତି।…

ସ୍ବତନ୍ତ୍ର କ୍ଲବରେ ରୋହିତ-ଧାଓ୍ବନ

ଲଣ୍ଡନ,୯ା୬: ଭାରତୀୟ କ୍ରିକେଟ ଦଳର ଓପ୍‌ନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ଶିଖର ଧାଓ୍ବନ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଯୋଡ଼ି ଏଠାରେ ଅଷ୍ଟ୍ରେଲିଆ ବିପକ୍ଷ ଖେଳାଯାଇଥିବା ମ୍ୟାଚ୍‌ରେ ୧୨୭ ରନ୍‌ର ଭାଗୀଦାରି କରିଛନ୍ତି। ଆଇସିସି ଟୁର୍ନାମେଣ୍ଟରେ…

ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ

ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍‌ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଶତକୀୟ ଇନିଂସ ବେଳେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ମ୍ୟାଚ୍‌ ପୂର୍ବରୁ ତାଙ୍କୁ ଏଥିନେଇ…

ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଲେ ବିଜୟ ମାଲ୍ୟା

ଲଣ୍ଡନ, ୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଓଭାଲରେ ଚାଲିଥିବା ବିଶ୍ୱକପ ମ୍ୟାଚ୍‌ ଦେଖିବାକୁ ଯାଇଛନ୍ତି ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା। ଭାରତର ବିଭିନ୍ନ ବ୍ୟାଙ୍କ୍‌ରୁ ୯ ହଜାର କୋଟି ଟଙ୍କା ନେଇ ଲଣ୍ଡନ ପଳାଇଥିବା ମାଲ୍ୟଙ୍କୁ ପ୍ରତ୍ୟର୍ପଣ ପାଇଁ ଚେଷ୍ଟା…

ତେନ୍ଦୁଲକରଙ୍କୁ ପଛରେ ପକାଇଲେ ରୋହିତ

ଲଣ୍ଡନ,୯ା୬: ଭାରତୀୟ ଦଳର ଓପନର ରୋହିତ ଶର୍ମା ନିର୍ଦ୍ଦିଷ୍ଟ ଦଳ ବିପକ୍ଷରେ ଦୁଇ ହଜାର ରନ୍‌ କରିବାରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଛନ୍ତି। ରୋହିତ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ୫୭ ରନ୍‌ କରିବା ସହ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇହଜାର…

ଓ୍ବାର୍ନରଙ୍କ ବ୍ୟାଟ୍‌ରେ ସେନ୍‌ସର

ଲଣ୍ଡନ,୯ା୬(ପି.ଟି.): ଅଷ୍ଟ୍ରେଲିଆ ଓପନର ଡେଭିଡ୍‌ ଓ୍ବାର୍ନର ବିଶ୍ୱକପ୍‌ରେ ଘାତକ ବୋଲରଙ୍କ ସମ୍ମୁଖୀନ ହେବା ପାଇଁ ବ୍ୟାଟ୍‌ରେ ଏକ ନୂଆ ଯନ୍ତ୍ରର ବ୍ୟବହାର କରିଛନ୍ତି। ସେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବୁର ବ୍ୟାଟ୍‌ରେ ସେନ୍‌ସର ଲଗାଇ ଅଭ୍ୟାସ କରିଥିଲେ। ଏହି ସେନ୍‌ସରରେ ବ୍ୟାଟ୍‌ର…

ପ୍ରଥମେ ବ୍ୟାଟିଂ କରିବ ଭାରତ

ଲଣ୍ଡନ,୯ା୬: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପିଚ୍‌ରେ ଘାସ ଥିବାରୁ ପ୍ରଥମେ ବ୍ୟାଟିଂ କରିବାରେ ସୁବିଧା ହେବା ବୋଲି ଏଭଳି ନିଷ୍ପତ୍ତି ନେଇଛନ୍ତି ବିରାଟ…

୨୦୩୨ ଅଲିମ୍ପିକ୍ସ ବିଡ୍‌ ଦାଖଲ କରିବ ଭାରତ

ବେଙ୍ଗାଲୁରୁ,୯ା୬: ୨୦୩୨ ଅଲିମ୍ପିକ୍ସ ପାଇଁ ଭାରତ ବିଡ୍‌ ଦାଖଲ କରିବାକୁ ନିଷ୍ପତ୍ତି ନେଇଛି। କେବଳ ମୁମ୍ବାଇ ଓ ନୂଆଦିଲ୍ଲୀ ନୁହେଁ ବରଂ ବେଙ୍ଗାଲୁରୁ ମଧ୍ୟ ଏହି ମେଗା ଇଭେଣ୍ଟ ଆୟୋଜନ କରିବ ବୋଲି ଭାରତୀୟ ଅଲିମ୍ପିକ୍ସ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର…

ସୁସ୍ଥ ଅଛନ୍ତି ରସିଦ ଖାଁ

ଟଣ୍ଟନ,୯ା୬: ଆଫଗାନିସ୍ତାନ ଲେଗ୍‌ ସ୍ପିନର ରସିଦ ଖାଁ ଏବେ ଫିଟ୍‌ ଅଛନ୍ତି। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଲୋକି ଫର୍ଗୁସନଙ୍କ ଏକ ଶଟ୍‌ ପିଚ ବଲ ରସିଦଙ୍କ ହେଲମେଟରେ ବାଜିଥିଲା। ଏହାପରେ ସେ ମ୍ୟାଚ୍‌ରେ ଅଂଶଗ୍ରହଣ କରି ନ ଥିଲେ।…

ଆସ୍‌ଲେ ବାର୍ଟିଙ୍କୁ ଆଇସିସିର ଶୁଭେଚ୍ଛା

ଦୁବାଇ,୯ା୬: ଦୀର୍ଘ ୪୬ ବର୍ଷର ବ୍ୟବଧାନ ପରେ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ଟାଇଟଲ ହାତେଇଥିବା ପ୍ରଥମ ଅଷ୍ଟ୍ରେଲିଆନ ଆସ୍‌ଲ ବାର୍ଟିଙ୍କୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଶୁଭେଚ୍ଛା ଦିଆଯାଇଛି। ତୁମେ କ୍ରିକେଟରୁ ଆଥ୍‌ଲେଟଙ୍କୁ ନେଇପାରିବ। ହେଲେ ଉକ୍ତ ଆଥ୍‌ଲେଟଙ୍କଠାରୁ…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡର ସହଜ ବିଜୟ

କାର୍ଡିଫ, ୯ା୬- ସ୍ଥାନୀୟ ସୋଫିଆ ଗାର୍ଡେନଠାରେ ଚଳିତ ଆଇସିସି ବିଶ୍ୱକପ୍‌ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଜାସନ ରୟଙ୍କ ଆକର୍ଷଣୀୟ ୧୫୩ ରନ ଏବଂ ଜୋସ୍‌ ବଟଲରଙ୍କ ଷ୍ଟ୍ରୋକ୍‌ଭରା ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ୧୦୬ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଶନିବାର ଖେଳାଯାଇଥିବା…

ବାର୍ଟିଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ

ପ୍ୟାରିସ, ୯ା୬ (ଏଏଫ୍‌ପି)- ଫ୍ରେଞ୍ଚ ଓପନ୍‌ ସିଙ୍ଗଲ୍ସ ଟାଇଟଲ ଜିତି ଆସଲେ ବାର୍ଟି ଅଷ୍ଟ୍ରେଲିଆର ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ପରିସମାପ୍ତି ଘଟାଇଛନ୍ତି। ଶନିବାର ଏକ ଏକତରଫା ମହିଳା ସିଙ୍ଗଲ୍ସ ଫାଇନାଲରେ ସେ ଚେକ୍‌ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?