ଖେଳ

ପିଇବା ପାଣିରେ କାର୍‌ ଧୋଇ ଦଣ୍ଡିତ କୋହଲି

ନୂଆଦିଲ୍ଲୀ, ୮ା୬- ପିଇବା ପାଣି ନଷ୍ଟ କରିବାରୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଜରିମାନା ଦେବାକୁ ପଡ଼ିଛିି। ଗୁରୁଗ୍ରାମସ୍ଥିତ ବାସଭବନ ଡିଏଲ୍‌ଏଫ୍‌ ଫେଜ ଓ୍ବାନରେ ପାଇପ୍‌ ଯୋଗେ କାର ଧୋଇଥିଲେ। ତାଙ୍କୁ ଜରିମାନା ବାବଦକୁ ୫୦୦ ଟଙ୍କା ଦେବାକୁ…

ଏମ୍‌ପି ପଦ ପାଇବା ପରେ ଏବେ କମେଣ୍ଟ୍ରି କରିବେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୬: କ୍ରିକେଟ ପଡ଼ିଆରୁ ରାଜନୀତିରେ ପାଦ ଦେଇଥିବା କ୍ରିକେଟର ଗୌତମ ଗମ୍ଭୀର ଏବେ କମେଣ୍ଟ୍ରି କରିବେ। ଜୁନ୍‌ ୯ ରବିବାର ଭାରତ-ଅଷ୍ଟ୍ରେଲିଆ ମ୍ୟାଚରେ ସେ ଷ୍ଟାର ସ୍ପୋଟର୍ସ ଇଣ୍ଡିଆ ପକ୍ଷରୁ କମେଣ୍ଟ୍ରି କରିବେ। ଏହି ମ୍ୟାଚ୍‌ ଲଂଣ୍ଡନର ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ…

ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଉଦ୍‌ଯାପିତଇତୁରିଜାଗା ବୋନେଲି ଚାମ୍ପିୟନ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)-ଦ୍ୱାଦଶ ଅର୍ନ୍ତଜାତୀୟ କିଟ୍‌ ଚେସ୍‌ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇତୁରିଜାଗା ବୋନେଲି ଏଡୁଆର୍ଡୋ (୮ ପଏଣ୍ଟ) ‘ଏ’ କାଟେଗୋରୀରେ ଚାମ୍ପିୟନ ହୋଇଛନ୍ତି। ତାଙ୍କୁ ଟ୍ରଫି ସହ ୨ ଲକ୍ଷ ଟଙ୍କା ପୁରସ୍କାର ଆକାରରେ ପ୍ରଦାନ…

ଜାତୀୟ ସବ୍‌ଜୁନିୟର ବାଳିକା ଫୁଟବଲ ଆରମ୍ଭ

କଟକ ଅଫିସ, ୮ା୬-ଅଲ୍‌ ଇଣ୍ଡିଆ ଫୁଟବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକର ବାରବାଟୀ ଓ ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପ୍‌। ଉଦ୍‌ଘାଟନୀ ଦିବସରେ ୩ଟି ମ୍ୟାଚ ଖେଳାଯାଇଥିଲା। ଏଥିରେ ଝାଡ଼ଖଣ୍ଡ ୪-୧ ଗୋଲରେ ହରିୟାଣାକୁ,…

ଜୁନିୟର ମହିଳା ହକି: ଆୟର୍ଲାଣ୍ଡଙ୍କୁ ହରାଇଲା ଭାରତ

ଡବ୍‌ଲିନ୍‌ (ଆୟର୍ଲାଣ୍ଡ), ୮ା୬ (ପି.ଟି.)-ଭାରତୀୟ ଜୁନିୟର ମହିଳା ହକି ଦଳ ଏଠାରେ ଏକ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୩-୧ ଗୋଲରେ ପରାସ୍ତ କରିଛି। ଲାଲରିଣ୍ଡିକି, ଇଶିକା ଚୌଧାରୀ ଏବଂ ମମ୍‌ତାଜ ଖାଁ ଗୋଟିଏ ଲେଖାଏଁ ଗୋଲ ସ୍କୋର କରିଥିଲେ। ଏହି ବିଜୟ ସହ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆ ୧୨, ଉଜ୍‌ବେକିସ୍ତାନ ୧କଳିଙ୍ଗରେ ଗୋଲ ରେକର୍ଡ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଗୋଲ ବର୍ଷା ଜାରି ରହିଛି। ଗୁରୁବାର ଭାରତ ୧୦-୦ ଗୋଲରେ ରୁଷିଆକୁ ହରାଇଥିବାବେଳେ ଶୁକ୍ରବାର ରୁଷିଆ ୧୨-୧ ଗୋଲରେ ଉଜ୍‌ବେକିସ୍ତାନକୁ ପରାସ୍ତ କରିଛି। ଫଳରେ ପ୍ରଥମ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ପୋଲାଣ୍ଡକୁ ହରାଇ ଭାରତ ସେମିର ନିକଟତର

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୧ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଫଳରେ କ୍ରମାଗତ ଦ୍ୱିତୀୟ ବିଜୟ ସହ ଭାରତ ସେମିଫାଇନାଲର ନିକଟତର ହୋଇଛି।…

ଆସନ୍ତାବର୍ଷ ଟିମ୍‌ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ

ଓ୍ବେଲିଂଟନ,୮।୬(ପି.ଟି.)- ଆସନ୍ତାବର୍ଷ ପ୍ରାରମ୍ଭରେ ଭାରତୀୟ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଗସ୍ତ କରିବ। ଏହି ଗସ୍ତରେ ଭାରତ ପ୍ରଥମେ ଏକ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଖେଳିବ ଓ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳି ଗସ୍ତ ଶେଷ କରିବ।…

ଗୋପାଳସ୍ବାମୀ ବିସିସିଆଇ ନିର୍ବାଚନ ଅଧିକାରୀ

ମୁମ୍ବାଇ,୮।୬(ପି.ଟି.)- ଆସନ୍ତା ଅକ୍ଟୋବର ୨୨ ତାରିଖରେ ଆୟୋଜନ ହେବାକୁଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ପାଇଁ ପ୍ରାକ୍‌ ପସ୍ତୁତି ଆରମ୍ଭ ହୋଇଛି। ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଏନ୍‌. ଗୋପାଳସ୍ବାମୀ ଏହି ହାଇପ୍ରୋଫାଇଲ ନିର୍ବାଚନର ସୁପରିଚାଳନା ତଥା ତଦାରଖ…

ବର୍ଷା ଯୋଗୁ ମ୍ୟାଚ୍‌ ବାତିଲ: ପଏଣ୍ଟ ଭାଗ କଲେ ପାକିସ୍ତାନ, ଶ୍ରୀଲଙ୍କା

ବ୍ରିଷ୍ଟଲ,୮।୬(ପି.ଟି.)- ସ୍ଥାନୀୟ କାଉଣ୍ଟି କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ର ୧୧ତମ ମ୍ୟାଚ୍‌ ପ୍ରବଳ ବର୍ଷା ଯୋଗୁ ବାତିଲ ହୋଇଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାର କାର୍ଯ୍ୟକ୍ରମ ଥିଲା। ଅତ୍ୟଧିକ ବର୍ଷା କାରଣରୁ ଖେଳ ସମ୍ଭବ…

ବାର୍ଟି-ଭାଣ୍ଡ୍ରୋସୋଭା ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଫାଇନାଲ ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି ଏବଂ ଚେକ୍‌ ରିପବ୍ଲିକର ସ୍ବଳ୍ପ ବୟସ୍କା ମାର୍କେଟା ଭୋଣ୍ଡ୍ରୋସୋଭାଙ୍କ ମଧ୍ୟରେ ହେବ। ଶୁକ୍ରବାର ଅନୁଷ୍ଠିତ ଏକ ସେମିଫାଇନାଲ ମ୍ୟାଚରେ ବାର୍ଟି ଆମେରିକାର ୧୭ ବର୍ଷୀୟା…

ଫେଡରରଙ୍କୁ ହରାଇଲେ ନାଡାଲ

ପ୍ୟାରିସ, ୭ା୬-ସ୍ପେନର ଷ୍ଟାର ଖେଳାଳି ରାଫାଲ ନାଡାଲ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଏଠାରେ ସେ ତାଙ୍କ ଦ୍ୱାଦଶ ଟାଇଟଲଠାରୁ ଆଉ ମାତ୍ର ଗୋଟିଏ ପାଦ ପଛରେ ରହିଛନ୍ତି। ଶୁକ୍ରବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?