ଖେଳ

ଶ୍ରଦ୍ଧାଞ୍ଜଳି ଖେଲୋ ଇଣ୍ଡିଆର ଚୟନକର୍ତ୍ତା

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-ଭାରତରେ ଫୁଟବଲର ସର୍ବାଙ୍ଗୀନ ବିକାଶ ପାଇଁ ତୃଣମୂଳ ସ୍ତରରୁ ପ୍ରତିଭା ଚିହ୍ନଟ କରି ସେମାନଙ୍କୁ ପ୍ରୋତ୍ସାହନ ଦେବା ସହିତ କ୍ରୀଡ଼ାର ଅତ୍ୟାଧୁନିକ ଜ୍ଞାନକୌଶଳ ଯୋଗାଇ ଦେବାକୁ ଖେଲୋ ଇଣ୍ଡିଆ କର୍ତ୍ତୁପକ୍ଷ ଅଣ୍ଟା ଭିଡ଼ିଛନ୍ତି। ଏହି କ୍ରମରେ ଶୁକ୍ରବାରଠାରୁ କଟକରେ…

ପ୍ରଥମ ଦିନିକିଆରେ ଭାରତ-ଏ’କୁ ଜିତାଇଲେ ଋତୁରାଜ

ବେଲାଗାଭି (କର୍ନାଟକ), ୭।୬(ପି.ଟି.)- ଋତୁରାଜ ଗାଏକଓ୍ବାଡଙ୍କ ମାରାଥନ ଅପରାଜିତ ଶତକୀୟ ଇନିଂସ ବଳରେ ଭାରତ-ଏ ଗୁରୁବାର ଏଠାରେ ଅନୁଷ୍ଠିତ ପ୍ରଥମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା-ଏ’କୁ ୪୮ ରନରେ ପରାସ୍ତ କରିଛି। ଏହି ବିଜୟ ସହ ଇଶାନ କିସାନଙ୍କ ନେତୃତ୍ୱାଧୀନ ଭାରତ-ଏ…

ଜୋକୋଭିଚ୍‌ ସେମିଫାଇନାଲରେ

ପ୍ୟାରିସ, ୭ା୬-ସର୍ବିୟାର ନୋଭାକ ଜୋକୋଭିଚ୍‌ ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପୁରୁଷ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଜୋକୋଭିଚ୍‌ ୨୦୧୬ ପରେ ପ୍ରଥମ ଥର ଫ୍ରେଞ୍ଚ୍‌ ଓପନ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସର୍ବିୟାର ଏହି ୩୨ବର୍ଷୀୟ ଖେଳାଳି ବର୍ଷାରେ ବିଳମ୍ବିତ ଏକ…

ଅଷ୍ଟ୍ରେଲିଆର ଦ୍ୱିତୀୟ ବିଜୟ

ନଟିଂହାମ୍‌, ୭ା୬ (ପି.ଟି.)-ଷ୍ଟିଭ୍‌ ସ୍ମିଥ୍‌ ଓ ନାଥାନ କୁଲ୍‌ଟର ନାଇଲଙ୍କ ପ୍ରଭାବୀ ବ୍ୟାଟିଂ ଯୋଗୁ ସ୍ଥାନୀୟ ଟ୍ରେଣ୍ଟବ୍ରିଜ୍‌ଠାରେ ଗୁରୁବାର ଖେଳାଯାଇଥିବା ଆଇସିସି ବିଶ୍ୱକପ୍‌ ମ୍ୟାଚରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୧୫ ରନରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ୨୮୯ ରନର ବିଜୟ ଲକ୍ଷ୍ୟକୁ…

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ: ରୁଷିଆକୁ ୧୦-୦ ହରାଇଲା ଭାରତ

ଭୁବନେଶ୍ୱର, ୭।୬(କ୍ରୀଡ଼ା ପ୍ରତିନିଧି)-କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏଫଆଇଏଚ୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ଗୋଲ ବର୍ଷା କରି ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛି। ଅନୁକୂଳ ପାଗ, ମନୋରମ ପରିିବେଶ ଓ ଦର୍ଶକଙ୍କ ଉପସ୍ଥିତିରେ ଆରମ୍ଭରୁ ଉତ୍ସାହୀ…

ପୋଲାଣ୍ଡ ୪, ଉଜ୍‌ବେକିସ୍ତାନ ୦

ଭୁବନେଶ୍ୱର, ୬।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସର ଦ୍ୱିତୀୟ ମ୍ୟାଚରେ ପୋଲାଣ୍ଡ ୪-୦ ଗୋଲରେ ଉଜ୍‌ବେକିସ୍ତାନକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅଧିନାୟକ ପାୱେଲ ବ୍ରାଟକ୍ବସ୍କି ୫ମ ଓ ୩୬ତମ ମିନିଟରେ ୨ଟି…

ହାଲେପ୍‌ଙ୍କୁ ହରାଇଲେ ଆନିସିମୋଭା

ପ୍ୟାରିସ, ୬ା୬- ଗତଥରର ଚାମ୍ପିୟନ ରୋମାନିଆର ସିମୋନା ହାଲେପ୍‌ଙ୍କୁ ପରାସ୍ତ କରି ଆମେରିକାର ସ୍ବଳ୍ପ ବୟସ୍କା ଆମାଣ୍ଡା ଆନିସିମୋଭା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲରେ ଏହି ୧୭ ବର୍ଷୀୟା…

ଖୁବ ଶୀଘ୍ର ସ୍ଥିତି ବଦଳିବ- ବାତ୍ରା

ନୂଆଦିଲ୍ଲୀ, ୬।୬(ପି.ଟି.)- ଭାରତୀୟ ଅଲିମ୍ପିକ୍‌ କମିଟି (ଆଇଓଏ) ଉପରେ ଲାଗିଥିବା ବ୍ୟାନ ଯୋଗୁ ଚଳିତ ବର୍ଷ ଫେବୃୟାରୀଠାରୁ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ହୋଇ ପାରୁନାହିଁ। ଏ ସମ୍ପର୍କରେ ଆଇଓଏ ସଭାପତି ନରିନ୍ଦର ବାତ୍ରା ନବନିଯୁକ୍ତ କ୍ରୀଡ଼ାମନ୍ତ୍ରୀ କିରନ ରିଜିଜୁଙ୍କ…

ବୁମରାଙ୍କୁ କେମିତି ଖେଳିବେ ଡାହାଣହାତୀ ବ୍ୟାଟ୍ସମ୍ୟାନ

ସାଉଥମ୍ପ୍‌ଟନ, ୬।୬(ପି.ଟି.)- ଭାରତୀୟ ପେସର ଯଶପ୍ରୀତ୍‌ ବୁମରାଙ୍କ ସମ୍ମୁଖୀନ ହେବା ଯେକୌଣସି ବ୍ୟାଟ୍ସମ୍ୟାନ୍‌ଙ୍କ ପକ୍ଷେ କଷ୍ଟକର ହେଉଛି। ଏଥିଲାଗି ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍‌ କେଭିନ ପିଟରସନ୍‌ କେବଳ ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ଙ୍କ ନିମନ୍ତେ ଉପାୟ ବାହାର କରିଛନ୍ତି। ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ମାନେ ଅଫ୍‌ ଷ୍ଟମ୍ପ୍‌ରେ…

ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ:ଭାରତର ଅଭିଯାନ ଶେଷ

ସିଡ୍‌ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍‌ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍‌ ଓ ବିଶ୍ୱ ଚାମ୍ପିୟନଶିପ୍‌ ରୌପ୍ୟ ପଦକଧାରୀ ପି.ଭି. ସିନ୍ଧୁ ସିଧାସଳଖ ସେଟ୍‌ରେ ପରାସ୍ତ ହୋଇଛନ୍ତି। ତାଙ୍କ ପୂର୍ବରୁ ପୁରୁଷ ସିଙ୍ଗଲ୍ସ…

ବିଶ୍ୱକପ୍‌ ଖେଳିବା ପ୍ରସ୍ତାବ ଦେଇଥିଲେ ଡି’ଭିଲର୍ସ

ଜୋହାନ୍ସବର୍ଗ, ୬।୬- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଚଳିତ ବିଶ୍ୱକପ୍‌ ଖେଳିବା ପାଇଁ ପ୍ରସ୍ତାବ ଦେଇଥିଲେ। ହେଲେ କ୍ରିକେଟ ଦକ୍ଷିଣ ଆଫ୍ରିକା ଏହାକୁ ପ୍ରତ୍ୟାଖ୍ୟାନ କରିଥିଲା। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋ ଅନୁଯାୟୀ ପୂର୍ବତନ…

ରୋନାଲ୍ଡୋଙ୍କ ହ୍ୟାଟ୍ରିକ: ଫାଇନାଲରେ ପର୍ତ୍ତୁଗାଲ

ମାଡ୍ରିଡ୍‌, ୬।୬- ଷ୍ଟାର ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ହ୍ୟାଟ୍ରିକ ଗୋଲ ବଳରେ ପର୍ତ୍ତୁଗାଲ ୩-୧ ଗୋଲରେ ସୁଇଜରଲାଣ୍ଡକୁ ହରାଇ ଦେଇଛି। ଏହି ବିଜୟ ସହ ପର୍ତ୍ତୁଗାଲ ପ୍ରଥମ ୟୁଫା ନ୍ୟାଶନ୍ସ ଲିଗ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ୍‌ର ୨୫ତମ ମିନିଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?