ଫୁଟ୍ବଲ: ଟିଚର୍ସ କଲୋନି ଚାମ୍ପିୟନ
ରାଉରକେଲା,୩୧।୩(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୬ସ୍ଥିତ ଇସ୍ପାତ ଷ୍ଟାଡିୟମ୍ଠାରେ ମା’ ସମଲେଶ୍ୱରୀ ୟୁଥ୍ କ୍ଲବ ଆନୁକୂଲ୍ୟରେ ସ୍ବର୍ଗତ ଜାତୀୟ ଫୁଟବଲ୍ ଖେଳାଳି ନୀନା ପଟ୍ଟନାୟକ ଓ କିଶୋର ଦାସଙ୍କ ସ୍ମୃତିରେ ପ୍ରଥମ ବାର୍ଷିକ ଫୁଟବଲ୍ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…
ପୁଣି ଶାମି ସିଲଭା ସଭାପତି
କଲମ୍ବୋ,୩୧ା୩: ଶ୍ରୀଲଙ୍କା କ୍ରିକେଟ (ଏସ୍ଏଲ୍ସି)ର ସୋମବାର ଅନୁଷ୍ଠିତ ୬୪ତମ ବାର୍ଷୀକ ସାଧାରଣ ବୈଠକରେ ଶାମି ସିଲଭା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେ କ୍ରମାଗତ ଚତୁର୍ଥ ଥର ପାଇଁ ବୋର୍ଡର ସଭାପତି ଦାୟିତ୍ୱ ସମ୍ଭାଳିବାକୁ ଯାଉଛନ୍ତି। ସେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ…
ହାର୍ଦ୍ଦିକଙ୍କ ପରେ ରାଜସ୍ଥାନ ଅଧିନାୟକଙ୍କୁ ୧୨ ଲକ୍ଷ ଜରିମାନା
ଗୁଆହାଟୀ, ୩୧ା୩: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ବିପକ୍ଷରେ ୬ରନ ବିଜୟ ମ୍ୟାଚରେ ଏକ ଶ୍ଲୋ ଓଭର ରେଟ୍ ପାଇଁ ରାଜସ୍ଥାନ ରୟାଲ୍ସ ଅଧିନାୟକ ର଼୍ୟାନ ପରାଗଙ୍କୁ ୧୨ଲକ୍ଷ ଟଙ୍କା ଜରିମାନା ହୋଇଛି। ରବିବାର…
IPL 2025ରେ ସୁପରଫ୍ଲପ୍ ସାବ୍ୟସ୍ତ ହେଲେ ୨୭ କୋଟି ଟଙ୍କାର ଖେଳାଳି
ନୂଆଦିଲ୍ଲୀ,୩୧।୩: ଆଇପିଏଲ ୨୦୨୫ ରିଷଭ ପନ୍ତଙ୍କ ପାଇଁ ଭଲ ଚାଲିନାହିଁ। ଏପର୍ଯ୍ୟନ୍ତ ସେ ଦୁଇଟି ମ୍ୟାଚ ଖେଳି ସାରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ବ୍ୟାଟ ରନ ସ୍କୋର କରିବାରେ ବିଫଳ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚ୍ରେ ତାଙ୍କର…
Video: ହାରିବା ସତ୍ତ୍ୱେ ହୃଦୟ ଜିତିଲେ ଧୋନୀ: ପଡ଼ିଆରେ କଲେ ଏମିତି କାମ, ଦେଖନ୍ତୁ ଭିଡିଓ
ଚେନ୍ନାଇ,୩୧।୩: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ଲଗାତାର ଦ୍ୱିତୀୟ ପରାଜୟ ବରଣ କରିଛି। ରାଜସ୍ଥାନ ରୟାଲ୍ସ ସିଏସକେକୁ ୬ ରନର ନିକଟତମ ବ୍ୟବଧାନରେ ପରାସ୍ତ କରିଥିଲା। ଏହି ପରାଜୟ ସତ୍ତ୍ୱେ ଧୋନୀ ପଡିଆରେ ହୃଦୟ ଜିତିଥିଲେ। ରାଜସ୍ଥାନ ରୟାଲ୍ସ ଦଳର…
ନମ୍ବର-୯ରେ ବ୍ୟାଟିଂ କରିବାକୁ ଆସି ଟ୍ରୋଲ ହେଉଛନ୍ତି ଧୋନି, CSK କୋଚ ଖୋଲିଲେ ଏହା ପଛର ରହସ୍ୟ
ନୂଆଦିଲ୍ଲୀ,୩୧।୩: ଏମଏସ ଧୋନି ଆଇପିଏଲ ୨୦୨୫ରେ ୯ ନମ୍ବରରେ ବ୍ୟାଟିଂ କରିବାକୁ ଆସୁଛନ୍ତି। ଏହି ବ୍ୟାଟିଂ ପୋଜିସନକୁ ଆସିବା ପରେ, ଧୋନିଙ୍କୁ ବହୁତ ଟ୍ରୋଲ କରାଯାଉଛି। ରାଜସ୍ଥାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ମାହି ୧୬ ରନ କରିବା ପରେ ସନ୍ଦୀପ ଶର୍ମାଙ୍କ…
ଧୋନି ଆଉଟ ହେବା ପରେ କ୍ୟୁଟ ଗର୍ଲଙ୍କ ଖୁବ ହେଉଛି ଚର୍ଚ୍ଚା, ଗୋଟିଏ ରିଆକ୍ସନରେ ପାଲଟିଗଲେ ସୋସିଆଲ ମିଡିଆ ଷ୍ଟାର
ନୂଆଦିଲ୍ଲୀ,୩୧।୩: ଚେନ୍ନାଇ ସୁପର କିଙ୍ଗସ IPL ୨୦୨୫ରେ ଲଗାତାର ଦ୍ୱିତୀୟ ପରାଜୟ ବରଣ କରିଛି। ଗୁଆହାଟୀରେ ଖେଳାଯାଇଥିବା IPL ୨୦୨୫ର ୧୧ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସିଏସକେକୁ ୬ରନରେ ପରାସ୍ତ କରିଛି। ଏହି ମ୍ୟାଚରେ CSKକୁ ଜିତିବା ପାଇଁ ଶେଷ…
ଆଜିଠୁ ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍
ପୁରୀ,୩୧ା୩(ଅଜିତ୍ କୁମାର ମହାନ୍ତି): ଖୋ ଖୋ ଫେଡେରେଶନ ଅଫ୍ ଇଣ୍ଡିଆ ଏବଂ ଓଡ଼ିଶା ଖୋ ଖୋ ଆସୋସିଏଶନର ମିଳିତ ସହଯୋଗରେ ୫୭ତମ ସିନିୟର ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍ ପ୍ରଥମଥର ପାଇଁ ଓଡ଼ିଶାରେ ଆୟୋଜନ ହେବାକୁ ଯାଉଛି। ଏହା ସୋମବାରଠାରୁ ଏପ୍ରିଲ୍…
ଧୋନିଙ୍କ ବଡ଼ ଦୃଦୟ, ଆଶାବାଡ଼ି ଧରି ଚାଲୁଥିବା ରାହୁଲ ଦ୍ରାବିଡଙ୍କୁ ଭେଟି ପଚାରିଲେ…
ନୂଆଦିଲ୍ଲୀ,୩୧।୩: ଆଇପିଏଲ ୨୦୨୫ରେ ଚେନ୍ନାଇ ସୁପର କିଙ୍ଗସ ଲଗାତାର ଦ୍ୱିତୀୟ ପରାଜୟ ବରଣ କରିଛି। ଗତ ରବିବାର, ରାଜସ୍ଥାନ ରୟାଲ୍ସ ସିଏସକେକୁ ୬ ରନର ନିକଟତମ ବ୍ୟବଧାନରେ ପରାସ୍ତ କରିଥିଲା। ଏବେ ରାହୁଲ ଦ୍ରାବିଡଙ୍କୁ ଭେଟିବା ପାଇଁ ଧୋନିଙ୍କ ଗସ୍ତ ଆଲୋଚନାର…
ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ
ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ରବିବାର ଅନୁଷ୍ଠିତ ରୋମାଞ୍ଚକ ମ୍ୟାଚରେ ଏହି ଦଳ ଚେନ୍ନାଇ ସୁପର କିଙ୍ଗ୍ସକୁ…
୧୦,୦୦୦ ମିଟର ରେସ୍ରେ ଗୁଲ୍ବୀରଙ୍କ ଜାତୀୟ ରେକର୍ଡ
ନୂଆଦିଲ୍ଲୀ,୩୦ା୩: କାଲିଫର୍ନିଆର ସାନ୍ ଜୁଆନ କାପିଷ୍ଟ୍ରାନୋଠାରେ ଓ୍ବାଲର୍ଡ ଆଥ୍ଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ଅନ୍ତର୍ଗତ ଦି ଟେନ୍ ଟ୍ରାକ୍ ଫେଷ୍ଟିଭାଲ ଇଭେଣ୍ଟର ୧୦, ୦୦୦ ମିଟର ରେସ୍ରେ ଭାରତର ଲଙ୍ଗ ଡିଷ୍ଟାନ୍ସ ରନର ଗୁଲ୍ବୀର ସିଂ ତାଙ୍କ ନାମରେ ରହିଥିବା ଜାତୀୟ ରେକର୍ଡକୁ…
IPL 2025: ଦ୍ୱିତୀୟ ବିଜୟ ସହ ୨ୟରେ ଦିଲ୍ଲୀ, ଷ୍ଟାର୍କଙ୍କୁ ୫ ଉଇକେଟ
ବିଶାଖାପାଟଣା, ୩୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୭ ଉଇକେଟରେ ସନ୍ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଶକ୍ତିଶାଳୀ ବ୍ୟାଟିଂ ଲାଇନ୍ଅପ୍ ଯୋଗୁ ଚର୍ଚ୍ଚାରେ ରହିଥିବା ସନ୍ରାଇଜର୍ସ କ୍ରମାଗତ ଦ୍ୱିତୀୟ ଥରପାଇଁ…
Archives


