ଖେଳ

କମେଣ୍ଟ୍ରି ବକ୍ସରେ ଭାରତୀୟ କ୍ରିକେଟର ତ୍ରିମୂର୍ତ୍ତି

ଲଣ୍ଡନ,୩୧।୫- ଏଠାରେ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ବିଶ୍ୱକପ୍‌ ପ୍ରଥମ ମ୍ୟାଚ୍‌ରେ ପ୍ରଶଂସକମାନେ ଏକ ଭିନ୍ନ ମଜା ପାଇଛନ୍ତି। ଭାରତୀୟ କ୍ରିକେଟର ତ୍ରିମୂର୍ତ୍ତି କୁହାଯାଉଥିବା ସଚିନ ତେନ୍ଦୁଲକର, ସୌରଭ ଗାଙ୍ଗୁଲି ଓ ବୀରେନ୍ଦ୍ର ସେହ୍ବାଗ କମେଣ୍ଟ୍ରି ବକ୍ସରେ…

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ ଏବେ ଟ୍ରୋଲ ହେବାକୁ ପଡ଼ିଛି। ସୂଚନାଯୋଗ୍ୟ ଆଇସିସ ଓ୍ବାଲ୍ଡ କପ୍‌ ସମାରୋହ ପୂର୍ବରୁ ଅନ୍ତର୍ଜାତୀୟ…

ଅତୁଟ ୩ ଭାରତୀୟ ରେକର୍ଡ

କ୍ରିକେଟର ମହାକୁମ୍ଭ ଆଇସିସି ବିଶ୍ୱକପ୍‌ ଆରମ୍ଭ ହୋଇଯାଇଛି। ଆଗାମୀ ଦେଢ଼ମାସ ଧରି ଗ୍ରେଟ୍‌ ବ୍ରିଟେନର ୧୧ଟି ଷ୍ଟାଡିୟମରେ ବିଶ୍ୱକପ୍‌ ଟ୍ରଫି ଲାଗି ୧୦ ଦଳ ମଧ୍ୟରେ ମୁକାବିଲା ହେବ। ଟୁର୍ନାମେଣ୍ଟ ଉପରେ ନଜର ପକାଇଲେ ଭାରତ ଅନ୍ୟତମ ସଫଳ ଦଳର ମାନ୍ୟତା…

ଇଂଲଣ୍ଡ ଫେଭରାଇଟ୍‌, ଭାରତ ଦୃଢ଼ ଦାବିଦାର

ଘରୋଇ ପରିବେଶ, ପିଚ୍‌ ଏବଂ ଟିମ୍‌ କମ୍ବିନେଶନ ଦୃଷ୍ଟିରୁ କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣରେ ଇଂଲଣ୍ଡ ହଟ୍‌ ଫେଭରାଇଟ ଭାବେ ଉଭା ହେବ। ତେବେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମଧ୍ୟ ଦୃଢ଼ ଦାବିଦାର। ଷ୍ଟିଭ୍‌ ସ୍ମିଥ ଓ ଡେଭିଡ…

ଲାଞ୍ଚ ଦେଇ ମ୍ୟାଚ୍‌ ଦେଖିଥିଲେ ବାଂଲାଦେଶ ଟାଇଗର

ଢାକା,୩୦।୫(ଏଏଫ୍‌ପି)- ବାଂଲାଦେଶ କ୍ରିକେଟ ଦଳର ସୁପରଫ୍ୟାନ ଭାବେ ପରିଚିତ ଶୋୟାବ ଅଲି ବିଶ୍ୱର ବିଭିନ୍ନ ଦେଶ ଭ୍ରମଣ କରି ଜାତୀୟ ଦଳକୁ ସମର୍ଥନ କରନ୍ତି। ଦେହ ଓ ମୁହଁରେ ବାଘ ଭଳି ରଙ୍ଗ କରି ମ୍ୟାଚ୍‌ ଦେଖୁଥିବା ୩୧ ବର୍ଷୀୟ କାର…

ଓସାକା, ଥିମ୍‌, ସେରେନା, ଜୋକୋଭିଚ୍‌ଙ୍କ ବିଜୟ

ପ୍ୟାରିସ, ୩୧ା୫ (ଏଏଫ୍‌ପି)-ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସରେ ଗୁରୁବାର ଟପ୍‌ ସିଡ୍‌ ନାଓମି ଓସାକା ଓ ୨୪ତମ ଗ୍ରାଣ୍ଡସ୍ଲାମ ରେକର୍ଡ ଟାଇଟଲ ସମକକ୍ଷ ଲକ୍ଷ୍ୟରେ ଥିବା ସେରେନା ଓ୍ବିଲିୟମ୍ସ ସେମାନଙ୍କ ମ୍ୟାଚରେ ବିଜୟ ହାସଲ କରିଛନ୍ତି। ସେହିପରି…

ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ: ଟିକେଟ ବିକ୍ରି ଅର୍ଥ ଓଡ଼ିଶା ସରକାରଙ୍କୁ ଦିଆଯିବ

ଭୁବନେଶ୍ୱର,୩୧।୫(ସ୍ପୋଟର୍‌ସ ବ୍ୟୁରୋ)- ଏଠାରେ ଆୟୋଜନ ହେବାକୁଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସର ଟିକେଟ ବିକ୍ରିରୁ ଉପାର୍ଜିତ ହେବାକୁଥିବା ଅର୍ଥ ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯିବ ବୋଲି ହକି ଇଣ୍ଡିଆ ତରଫରୁ କୁହାଯାଇଛି। ମହାବାତ୍ୟା ଫନୀ ଦ୍ୱାରା ରାଜ୍ୟରେ ବିପୁଳ କ୍ଷୟକ୍ଷତି ହୋଇଛି।…

ତାହିର ପ୍ରଥମ ସ୍ପିନର

ଲଣ୍ଡନ,୩୧।୫(ପି.ଟି.)- ଦକ୍ଷିଣ ଆଫ୍ରିକା ଅଭିଜ୍ଞ ସ୍ପିନର ଇମ୍ରାନ ତାହିର ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ପ୍ରଥମ ସ୍ପିନର ଭାବେ କୌଣସି ବିଶ୍ୱକପ୍‌ର ପ୍ରଥମ ଓଭର ବୋଲିଂ କରିଛନ୍ତି। ଗୁରୁବର ଆୟୋଜକ ଇଂଲଣ୍ଡ ବିପକ୍ଷ ଉଦ୍‌ଘାଟନୀ ମ୍ୟାଚ୍‌ରେ ଲେଗ୍‌ ସ୍ପିନର…

ବିଶ୍ୱକପ ଶୁଭାରମ୍ଭ କଲେ ପ୍ରୀନ୍ସ ହ୍ୟାରି

ଲଣ୍ଡନ,୩୧।୫(ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାର ଆରମ୍ଭ ହୋଇଛି। ବ୍ରିଟେନ ପ୍ରିନ୍ସ ହ୍ୟାରୀ ଆନୁଷ୍ଠାନିକ ଭାବେ ଟୁର୍ନାମେଣ୍ଟ ଶୁଭାରମ୍ଭ ହେଲା ବୋଲି ଘୋଷଣା କରିବା ପରେ ଉଦ୍‌ଘାଟନୀ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା…

ବୃହତ୍‌ ବିଜୟ ସହ ଇଂଲଣ୍ଡର ଅଭିଯାନ

ଲଣ୍ଡନ, ୩୧।୫(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ବୃହତ୍‌ ବିଜୟ ସହ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଅଭିଯାନ ଆରମ୍ଭ କରିଛି। ଇଅନ ମୋର୍ଗାନଙ୍କ ନେତୃତ୍ୱରେ ଇଂଲଣ୍ଡ ଉଦ୍‌ଘାଟନୀ ମ୍ୟାଚ୍‌ରେ ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ବୃହତ୍‌ ୧୦୪ ରନରେ ପରାସ୍ତ…

ଟ୍ରଫି ଉପରେ ଗୋଡ଼ ପ୍ରସଙ୍ଗ:କ୍ଷମାପ୍ରର୍ଥନା କଲା ଦକ୍ଷିଣ କୋରିଆ

ସାଙ୍ଘାଇ,୩୦।୫(ଏଏଫ୍‌ପି)- ୧୮ ବର୍ଷରୁ କମ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଦକ୍ଷିଣ କୋରିଆ ଦଳ ଜିତିବା ପରେ ଉଲ୍ଲସିତ ହୋଇ ପାଣ୍ଡା କପ୍‌ ଉପରେ ଗୋଡ଼ ରଖି ଫଟୋ ଉଠାଇଥିଲେ। ଏଥିନେଇ ଚାମ୍ପିୟନ ଦକ୍ଷିଣ କୋରିଆ ଦଳ ଚାଇନାବାସୀଙ୍କୁ କ୍ଷମାପ୍ରାର୍ଥନା କରିଛନ୍ତି। ଅନ୍ତର୍ଜାତୀୟ ଯୁବ…

ରିଙ୍କୁଙ୍କୁ ସସ୍‌ପେଣ୍ଡ କଲା ବିସିସିଆଇ

ନୂଆଦିଲ୍ଲୀ, ୩୦ା୫ (ପି.ଟି.)-ଉତ୍ତର ପ୍ରଦେଶର ବାମହାତୀ ଖେଳାଳି ରିଙ୍କୁ ସିଂଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୩ ମାସ ସସ୍‌ପେଣ୍ଡ କରିଛି। ସ୍ବୀକୃତି ପାଇ ନ ଥିବା ଆବୁଧାବି ଟି୨୦ ଲିଗ୍‌ରେ ଖେଳିଥିବାରୁ ତାଙ୍କୁ ଏହି ଦଣ୍ଡବିଧାନ କରାଯାଇଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?