ଖେଳ

ଆମ୍ବପୁର ପ୍ରିମିୟର ଲିଗ୍‌, ଡେୟାରଡେଭିଲ୍ସ ଚାମ୍ପିୟନ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଆମ୍ବପୁର ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ଆମ୍ବପୁର ପ୍ରିମିୟର ଲିଗ୍‌ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଗ୍ରାମର ମୃତ ଯୁବକ ରୁଦ୍ର ପ୍ରଧାନଙ୍କ ସ୍ମୃତିରେ ଏହି ମ୍ୟାଚ ଆରମ୍ଭ ହୋଇଥିଲା। ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ମ୍ୟାଚ…

ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ପୁରସ୍କାର ରାଶି

ବହୁଦିନର ପ୍ରତୀକ୍ଷା ପରେ କ୍ରିକେଟର ମହାକୁମ୍ଭ ଆଇସିସି ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହୋଇଯାଇଛି। ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ମେଗା ଇଭେଣ୍ଟ ବିଶ୍ୱର ଲୋକପ୍ରିୟ କ୍ରୀଡ଼ା ମଧ୍ୟରୁ ଅନ୍ୟତମ। ତେବେ ବିଶ୍ୱକପ୍‌ର ମୋଟ୍‌ ପୁରସ୍କାର ରାଶି ଉପରେ…

କାଠମାଣ୍ଡୁରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଢେଙ୍କାନାଳ ଅଫିସ/ଭୁବନେଶ୍ୱର,୩୦।୪(ବ୍ୟୁରୋ): ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ସନ୍ଧାନ ଓ ଉଦ୍ଧାର କାର୍ଯ୍ୟ ସଫଳ ହୋଇଛି। ଗୁରୁବାର ତାଙ୍କ ମରଶରୀରକୁ ବେସ୍‌ କ୍ୟାମ୍ପ-୪ରୁ ସ୍ବତନ୍ତ୍ର ହେଲିକାପ୍ଟର ଯୋଗେ କାଠମାଣ୍ଡୁ ଅଣାଯାଇଛି। ସେଠାରେ କଳ୍ପନାଙ୍କ ପ୍ରାର୍ଥିବ ଶରୀରକୁ ପରିବାରକୁ ହସ୍ତାନ୍ତର କରାଯିବା ପରେ…

ଆଜିଠୁ ବିଶ୍ୱକପ୍‌: ଦେଖନ୍ତୁ ୧୯୭୫ରୁ ୨୦୧୯ ମଧ୍ୟରେ କେମିତି ବଦଳିଛି ଟିମ୍‌ ଇଣ୍ଡିଆର ଜର୍ସି

ନୂଆଦିଲ୍ଲୀ, ୩୦।୫: ମେ ୩୦ ଅର୍ଥାତ୍‌ ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଛି। ବିଶ୍ୱକପ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆର ଜର୍ସି ଉନ୍ମୋଚିତ ହୋଇଥିଲା। ଟିମ୍‌ ଇଣ୍ଡିଆର ଜର୍ସି ପ୍ରତି ବିଶ୍ୱକପରେ ବଦଳାଯାଏ। ଏହି ପରମ୍ପରା ୧୯୮୫ରୁ…

ଆରମ୍ଭ ହେଲା ବିଶ୍ୱକପ୍‌: ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ଲଣ୍ଡନ, ୩୦।୫- ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ମୁକାବିଲାରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁ ପ୍ଲେସି ଟସ୍‌ ଜିତି ପ୍ରଥମେ ଘରୋଇ ଇଂଲଣ୍ଡକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି।…

ପଦାର୍ପଣ ପାଇଁ ସଚିନ ପ୍ରସ୍ତୁତ

ମୁମ୍ବାଇ, ୩୦।୫(ପି.ଟି.)- ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଲଣ୍ଡନର ଦି ଓଭାଲ ଗ୍ରାଉଣ୍ଡରେ ହେବାକୁ ଥିବା ଏହି ମ୍ୟାଚ୍‌ରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ…

ପାକିସ୍ତାନକୁ ୨୦୨୦ ଏସିଆ କପ୍‌ ଟି୨୦ ଆୟୋଜନ ଅଧିକାର

ନୂଆଦିଲ୍ଲୀ, ୩୦।୫(ପି.ଟି.)- ୨୦୨୦ ଏସିଆ କପ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ ଅଧିକାର ପାକିସ୍ତାନକୁ ପ୍ରଦାନ କରାଯାଇଛି। ସିଙ୍ଗାପୁରରେ ଅନୁଷ୍ଠିତ ହୋଇଥିବା ଏସିଆନ କ୍ରିକେଟ କାଉନସିଲ୍‌ (ଏସିସି) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତାବର୍ଷ ଖେଳାଯିବାକୁ ଥିବା ଏସିଆ କପ୍‌ର ଏହା…

୨୭ ବର୍ଷ ପରେ କୋଣ୍ଟା

ପ୍ୟାରିସ, ୩୦।୫- ବ୍ରିଟେନ ଟେନିସ ଷ୍ଟାର୍‌ ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଚଳିତ ବର୍ଷର ୨ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସର ୩ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଦ୍ୱିତୀୟ ରାଉଣ୍ଡର ଏକ ମୁକାବିଲାରେ ୨୮ ବର୍ଷୀୟା କୋଣ୍ଟା ୬-୩,…

ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ 

ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ,୩୦।୫(ଏଏଫ୍‌ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ ୪…

ଲର୍ଡସରେ କୋହଲିଙ୍କ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ

ଲଣ୍ଡନ,୩୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଶୁଭାରମ୍ଭ ଅବସରରେ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ ସୁପରଷ୍ଟାର ବିରାଟ୍‌ କୋହଲିଙ୍କ ମହମ ପ୍ରତିମୂର୍ତ୍ତୀ ଉନ୍ମୋଚନ କରାଯାଇଛି। ଜଣାଶୁଣା ଓ୍ବାକ୍ସ ମ୍ୟୁଜିୟମ ମ୍ୟାଡମ ତୁସାଦ ଏହାର ଉନ୍ମୋଚନ କରିଛି। ଗୁରୁବାରଠାରୁ ଜୁଲାଇ ୧୫…

୮ ଲକ୍ଷ ଟଙ୍କା ନ ଦେଲେ ରେସଲର ରୀନା ଆଜୀବନ ବାସନ୍ଦ ହେବେ

ନୂଆଦିଲ୍ଲୀ,୩୦।୫(ପି.ଟି.)- ୮ ଲକ୍ଷ ଟଙ୍କା ନ ଦେଲେ ଭାରତୀୟ ମହିଳା ରେସଲର ରୀନା ଆଜୀବନ ବାସନ୍ଦ ହେବେ। ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଜରିମାନା ଅର୍ଥ ୧୬ ଲକ୍ଷ ଟଙ୍କାର ଅଧା ଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?