ଖେଳ

ଶୁଟିଂ ବିଶ୍ୱକପ୍‌: ମନୁ ଭାକର ୭ମ ଭାରତୀୟ

ମ୍ୟୁନିକ୍‌, ୩୦।୫(ପି.ଟି.)- ଦେଶର ୭ମ ଶୁଟର ଭାବେ ମନୁ ଭାକର ୨୦୨୦ ଟୋକିଓ ଅଲିମ୍ପିକ୍‌କୁ ଯୋଗ୍ୟତା ଅର୍ଜନ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ୧୦ ମିଟର ମହିଳା ଏୟାର ପିସ୍ତଲ ଇଭେଣ୍ଟରେ ୧୭ ବର୍ଷୀୟା ମନୁ…

ଫ୍ରେଞ୍ଚ୍‌ ଓପନ ଟେନିସ: ନାଡାଲ, ଫେଡରର ତୃତୀୟ ରାଉଣ୍ଡରେ

ପ୍ୟାରିସ, ୩୦।୫(ଏଏଫପି)- ସ୍ପେନର ରାଫାଲ ନାଡାଲ ଓ ସୁଇଜରଲାଣ୍ଡର ରୋଜର ଫେଡରର ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। କ୍ଲେ-କୋର୍ଟର ରାଜାଭାବେ ପରିଚିତ ନାଡାଲ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଜର୍ମାନୀର ୟାନିକ୍‌…

କୁଜୁରଙ୍କ ଗୋଲରେ ଭାରତ ବିଜୟୀ

ଡବଲିନ(ଆୟର୍ଲାଣ୍ଡ), ୩୦।୫- ଶାର୍ମିଳା ଦେବୀ ଓ ଓଡ଼ିଶାର ମାରିଆନା କୁଜୁରଙ୍କ ଗୋଲ ବଳରେ ଭାରତୀୟ ଜୁନିୟର ମହିଳା ହକି ଦଳ ବୁଧବାର ୨-୦ ଗୋଲରେ ପ୍ରତିପକ୍ଷ କାନାଡ଼ାକୁ ପରାସ୍ତ କରିଛି। ମେ ୩୧ରୁ ଜୁ ୪ ପର୍ଯ୍ୟନ୍ତ ହେବାକୁଥିବା କାଣ୍ଟର ଫିଜ୍‌ଗେରାଲ୍ଡ…

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ, ୨୯।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ା ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର…

ଭାରତୀୟ ମହିଳା ହକି ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୨୯।୫(ପିଟି): ଆସନ୍ତା ୧୫ ତାରିଖରୁ ଜାପାନର ହିରୋଶିମାଠାରେ ଏଫ୍‌ଆଇଏଚ୍‌ ମହିଳା ସିରିଜ୍‌ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଖେଳାଯିବ। ଏଥିଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ବୁଧବାର ରାଣୀ ରାମ୍‌ପାଲଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ରାଣୀଙ୍କୁ ଗୋଲକିପର…

ହାରିଲା ଭାରତୀୟ ଜୁନିୟର ମହିଳା ହକି ଦଳ

ଡବଲିନ(ଆୟର୍ଲାଣ୍ଡ),୨୯।୫(ପିଟି)- ଶର୍ମିଲା ଦେବୀଙ୍କ ଗୋଲ ସତ୍ତ୍ୱେ ଭାରତୀୟ ମହିଳା ଜୁନିୟର ହକି ଦଳ ୧-୪ ଗୋଲର ପରାଜୟ ସହ ଆୟର୍ଲାଣ୍ଡ ଅଭିଯାନ ଆରମ୍ଭ କରିଛି। ହେଲେ ଭାରତୀୟ ଜୁନିୟର ମହିଳା ଦଳକୁ ପରାସ୍ତ କରିଛି ବିଶ୍ୱକପ୍‌ରେ ରୌପ୍ୟ ହାସଲ କରିଥିବା ଆୟର୍ଲାଣ୍ଡର…

ବ୍ରେନ୍‌ କ୍ୟାନ୍ସର ସହ ସଂଘର୍ଷ କରୁଛନ୍ତି ଅଷ୍ଟ୍ରେଲିଆନ କ୍ରିକେଟର

ସିଡ୍‌ନୀ,୨୯।୫(ପିଟି)- ପୂର୍ବତନ ଅଷ୍ଟ୍ରେଲିଆନ ଅଫ୍‌ ସ୍ପିନର ଗାବିନ ରବର୍ଟସନ ଏବେ ମସ୍ତିଷ୍କ କର୍କଟ ରୋଗରେ ପୀଡ଼ିତ। ଜୀବନ ପ୍ରତି ବିପଦ ଥିବା ରୋଗରୁ ବର୍ତ୍ତିବା ପାଇଁ ସେ କେମୋ ଓ ରାଡିଏଶନ ଥେରାପି ନେବାକୁ ଯାଉଛନ୍ତି ବୋଲି ବୁଧବାର ପ୍ରକାଶ କରିଛନ୍ତି।…

ପୋଲାର୍ଡଙ୍କୁ ଶୁଭେଚ୍ଛା ଜଣାଇଲା ମୁମ୍ବାଇ ଇଣ୍ଡିଆନ୍ସ

ବାରବାଡସ,୨୯।୫(ପିଟି)- ଇଣ୍ଡିଜ ଅଲରାଉଣ୍ଡର କିରନ ପୋଲାର୍ଡ ବୁଧବାର ୩ୟ ଥର ପାଇଁ ବାପା ହୋଇଛନ୍ତି। ଏ ସମ୍ପର୍କରେ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ପୋଲାର୍ଡ ସୂଚନା ଦେଇଛନ୍ତି। ଏହି ଅବସରରେ ତାଙ୍କ ଆଇପିଏଲ ଦଳ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଶୁଭେଚ୍ଛା ଦିଆଯାଇଛି।…

ବର୍ଷା ସତ୍ତ୍ୱେ ଧାଡ଼ିରେ ଛିଡ଼ା ହେଲେ ପ୍ରଶଂସକ

ଭିଏନ୍ନା,୨୯।୫- ଶହ ଶହ ପ୍ରଶଂସକ ବର୍ଷାରେ ଧାଡ଼ିରେ ଛିଡ଼ା ହୋଇ କିମ୍ବଦନ୍ତୀ ଫର୍ମୁଲା ଓ୍ବାନା ଡ୍ରାଇଭର ନିକି ଲୌଡ଼ାଙ୍କ ଶେଷ ଦର୍ଶନ କରିଛନ୍ତି। ୩ ଥର ବିଶ୍ୱ ଚାମ୍ପିୟନଙ୍କ ମରଶରୀରକୁ ତାଙ୍କ ସହର ଭିଏନ୍ନାସ୍ଥିତ ସେଣ୍ଟ ଷ୍ଟିଫେନ୍ସ କାଥେଡ୍ରାଲରେ ଅନ୍ତିମ ଦର୍ଶନ…

କେଏଲ୍‌ ରାହୁଲଙ୍କୁ ଡେଟ୍‌ କରୁଥିବା କଥାକୁ ଅସ୍ବୀକାର କଲେ ସୋନଲ୍‌

ମୁମ୍ବାଇ: ବଲିଉଡ ନାୟିକାଙ୍କ ସହ ଭାରତୀୟ କ୍ରିକେଟ ଦଳର ଖେଳାଳୀଙ୍କ ସମ୍ପର୍କ କଥା କିଛି ନୂଆ ନୁହେଁ। ଅନୁଷ୍କା ଶର୍ମା-ବିରାଟ କୋହଲୀ, ସାଗରିକା ଘାଟକେ-ଜାହୀର ଖାନ୍‌, ହରଭଜନ ସିଂ-ଗୀତା ବସ୍ରାଙ୍କ ଭଳି ଅନେକ ଯୋଡ଼ି ପ୍ରେମ କରି ସଫଳ ହୋଇଛନ୍ତି। ଏବେ…

ନେମାର ଆହତ

ରିଓ ଡି ଜେନେରିଓ, ୨୯ା୫- ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆହତ ହୋଇଛନ୍ତି। କୋପା ଆମେରିକା ଟୁର୍ନାମେଣ୍ଟ ଲାଗି ବ୍ରାଜିଲ ଦଳର ପ୍ରଥମ ଅଭ୍ୟାସ ସେସନ ବେଳେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଛି। ୨୭ ବର୍ଷୀୟ ଖେଳାଳି ଯନ୍ତ୍ରଣା ଅନୁଭବ…

ଦୂର ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡର ସମସ୍ୟା

କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଲୋକେଶ ରାହୁଲ ଶତକୀୟ ଇନିଂସ ଖେଳି ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?