ଖେଳ

କାର୍ଲୋଭିକ୍‌ ବୟୋଜ୍ୟେଷ୍ଠ ଖେଳାଳି

ପ୍ୟାରିସ,୨୯ା୫- କ୍ରୋଏସିଆର ଇଭୋ କାର୍ଲୋଭିକ୍‌ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ ଟୁର୍ନାମେଣ୍ଟରେ ବୟୋଜ୍ୟେଷ୍ଠ ଖେଳାଳି ଭାବେ ବିଜୟ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ରାଉଣ୍ଡ ମ୍ୟାଚ୍‌ରେ ସେ ସ୍ପେନର ଫେଲିସିଆନୋ ଲୋପେଜଙ୍କୁ ପରାସ୍ତ କରି ଏହି ସଫଳତା…

ବ୍ୟାଟିଂ ବେଳେ ଫିଲ୍ଡ ସେଟ୍‌ କଲେ ଧୋନୀ

କାର୍ଡିଫ,୨୯ା୫- କ୍ରିକେଟରେ ଏମିତି କିଛି ନାହିଁ, ଯାହା ମହେନ୍ଦ୍ର ସିଂ ଧୋନୀ କରିପାରିବେ ନାହିଁ। ଭେଟେରାନ ଭାରତୀୟ କ୍ରିକେଟର ବିଶ୍ୱର ଶ୍ରେଷ୍ଠ ଉଇକେଟକିପର ନିଜର ଫିନିଶିଂ ଦକ୍ଷତା ଓ ନେତୃତ୍ୱ ଶ୍ରେଳୀ ପାଇଁ ବିଶ୍ୱରେ ପରିଚିତ। ପୂର୍ବତନ ଅଧିନାୟକ ଏଠାରେ ବାଂଲାଦେଶ…

ବୋପ୍ପାନା-କୋପିଲ ଯୋଡ଼ି ବିଜୟୀ

ପ୍ୟାରିସ, ୨୯ା୫ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ତାଙ୍କ ରୋମାନିଆନ ପାର୍ଟନର ମାରିଅସ୍‌ କୋପିଲ ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ବିଜୟ ଲାଭ କରିଛନ୍ତି। ମଙ୍ଗଳବାର ଏହି ଅଣସିଡ୍‌ ଯୋଡ଼ି ୬ଷ୍ଠ ସିଡ୍‌ ଦକ୍ଷିଣ ଆଫ୍ରିକା…

ଜେଭ୍‌ରେଭ୍‌ଙ୍କ ସଂଘର୍ଷପୂର୍ଣ୍ଣ ବିଜୟ

ପ୍ୟାରିସ, ୨୯ା୫ (ଏଏଫ୍‌ପି)- ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ୫ମ ସିଡ୍‌ ତଥା ଜର୍ମାନ ଖେଳାଳି ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ ସଂଘର୍ଷପୂର୍ଣ୍ଣ ବିଜୟ ସହ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ପୁରୁଷ ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମ୍ୟାଚରେ…

ବେସ୍‌ କ୍ୟାମ୍ପରେ ପହଞ୍ଚିଲା କଳ୍ପନାଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର, ୨୯ା୫(ସ୍ପୋଟର୍‌ସ ବ୍ୟୁରୋ)- ଏଭରେଷ୍ଟ ଶୃଙ୍ଗରେ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀରର ସନ୍ଧାନ ଓ ଉଦ୍ଧାରକାର୍ଯ୍ୟରେ ଶେର୍ପା ଦଳ ସକ୍ଷମ ହୋଇଛନ୍ତି। ସେମାନେ ମଙ୍ଗଳବାର ମରଶରୀରକୁ ବେସ୍‌ କ୍ୟାମ୍ପ-୪କୁ ଆଣିଛନ୍ତି। ଲୁକ୍‌ଲାସ୍ଥିତ ବେସ୍‌ କ୍ୟାମ୍ପରେ ଆବଶ୍ୟକ ଔପଚାରିକତା ପରେ ବୁଧବାର ଏହାକୁ…

କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ ୩୧ରୁ: ଦେବାଶିଷ ଭାରତୀୟ ଚ୍ୟାଲେଞ୍ଜର ନେତୃତ୍ୱ ନେବେ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି)- କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲର ଦ୍ୱାଦଶ ସଂସ୍କରଣ ଚଳିତମାସ ୩୧ ତାରିଖରୁ ଆରମ୍ଭ ହେବ। କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଏହା ଜୁନ ୭ ପର୍ଯ୍ୟନ୍ତ ଚାଲିବ। ଭେନେଜୁଏଲା ଗ୍ରାଣ୍ଡମାଷ୍ଟର ଇଟୁରିଜାଗା ବୋନେଲି ଏଡୁଆର୍ଡୋ (୨୬୩୭ ଏଲୋ ରେଟିଂ)…

ଓ୍ବାର୍ମ- ଅପ୍‌: ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ୍‌ ବିଜୟ

ବ୍ରିଷ୍ଟଲ,୨୯।୫(ଏଏଫ୍‌ପି)- ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ବିଶ୍ୱକପ୍‌ର ଅନ୍ୟ ଏକ ହାଇସ୍କୋରିଂ ଅଭ୍ୟାସ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୯୧ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ସାଇ ହୋପ୍‌ଙ୍କ ୧୦୧ରନର ଶତକୀୟ ପାଳି…

ରାହୁଲ, ଧୋନୀଙ୍କ ଶତକ: ବିଜୟ ସହ ଭାରତ ଓ୍ବାର୍ମଅପ୍‌

କାର୍ଡିଫ, ୨୯।୫- ଲୋକେଶ ରାହୁଲ ଓ ମହେନ୍ଦ୍ର ସିଂ ଧୋନୀଙ୍କ ଶତକ ପରେ ବୋଲରମାନଙ୍କ ଭଲ ପ୍ରଦର୍ଶନ ବଳରେ ଭାରତ ୯୫ ରନରେ ବାଂଲାଦେଶକୁ ହରାଇ ବିଶ୍ୱକପ ପାଇଁ ଓ୍ବାର୍ମଅପ୍‌ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ଓ୍ବାର୍ମଅପ୍‌ ମ୍ୟାଚରେ ଭାରତ ପକ୍ଷରୁ ଧାର୍ଯ୍ୟ…

ଦଳରେ ସନ୍ତୁଳନ ରହିଛି: କୋଚ୍‌ ଗ୍ରାହମ ରିଡ୍‌

ଭୁବନେଶ୍ୱର,୨୮।୫(ସ୍ପୋଟର୍‌ସ ବ୍ୟୁରୋ)- ଏହି ଟୁର୍ନାମେଣ୍ଟରେ ଭାରତ ଭଲ ପ୍ରଦର୍ଶନ କରି ଶୀର୍ଷରେ ରହିବ ବୋଲି ହେଡ୍‌ କୋଚ୍‌ ଗ୍ରାହମ ରିଡ୍‌ କହିଛନ୍ତି। କୋଚ୍‌ ହିସାବରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟରେ ଭୂମିକା ନିର୍ବାହ କରିବାକୁ ଯାଉଛି। ୨୦୨୦ ଅଲିମ୍ପିକ୍ସ ଲାଗି ଏହି…

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏହି ଦୁଇଜଣଙ୍କୁ ବ୍ୟାକ୍‌-ଅପ୍‌ ଖେଳାଳି ଭାବେ ଦଳ ସହ ଇଂଲଣ୍ଡରେ…

ଇଂଲଣ୍ଡ ଫୁଟ୍‌ବଲ ଦଳରେ କେନ୍‌ ସାମିଲ

ଲଣ୍ଡନ, ୨୮ା୫ (ଏଏଫ୍‌ପି)-ଆସନ୍ତା ମାସରେ ଖେଳାଯିବାକୁଥିବା ନେଶନ୍ସ ଲିଗ୍‌ ଫାଇନାଲ୍ସର ସେମିଫାଇନାଲ ମ୍ୟାଚ ପାଇଁ ଘୋଷଣା କରାଯାଇଥିବା ଇଂଲଣ୍ଡର ୨୩ ଜଣିଆ ଦଳରେ ହ୍ୟାରି କେନ୍‌ଙ୍କୁ ସାମିଲ କରାଯାଇଛି। କିନ୍ତୁ ତାଙ୍କ ଟୋଟେନହାମ୍‌ ହଟ୍ସପୁର ଟିମ୍‌ମେଟ୍‌ ହ୍ୟାରି ଓ୍ବିଙ୍କ୍ସ ଏବଂ କରାନ…

ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?