ଖେଳ

ଗୋଆ ଅନ୍ତର୍ଜାତୀୟ କରାଟେରେ ଜାହିଦଙ୍କ ସଫଳତା

କଟକ ଅଫିସ,୨୭ା୫- ଗୋଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ କରାଟେ ଚାମ୍ପିୟନଶିପ୍‌ରେ କଟକର ମହମ୍ମଦ ଜାହିଦ ସଫଳତା ପାଇଛନ୍ତି । ଜାହିଦ ଗୋଟିଏ ଲେଖାଏ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ଏହି ସଫଳତା ନିମନ୍ତେ ଜାହିଦ ସେନସେଇ ଶତ୍ରୁଜିତ…

ଇଞ୍ଜାମାମଙ୍କ ଆଶା

ଆଇସିସି କ୍ରିକେଟ ବିଶ୍ୱକପରେ ପାକିସ୍ତାନ ଏପର୍ଯ୍ୟନ୍ତ ଭାରତକୁ ମୋଟ ୬ ଥର ଭେଟିଛି ଏବଂ ସବୁଥର ହାରିଛି। ଏଥର କିନ୍ତୁ ପାକିସ୍ତାନ ପରାଜୟ ଧାରା ଭାଙ୍ଗିପାରିବ ବୋଲି ଅନୁଭବ କରୁଛନ୍ତି ପୂର୍ବତନ ଅଧିନାୟକ ତଥା ଚୟନ କମିଟି ମୁଖ୍ୟ ଇଞ୍ଜାମାମ-ଉଲ୍‌-ହକ୍‌। ଆସନ୍ତା…

ହାମିଲଟନ ଜିତିଲେ ମୋନାକୋ ଗ୍ରାଁ ପ୍ରି

ମୋନାକୋ, ୨୭ା୫-ମର୍ସିଡିଜର ଲୁଇସ୍‌ ହାମିଲଟନ ମୋନାକୋ ଫର୍ମୁଲା ଓ୍ବାନ ଗ୍ରଁାପ୍ରି ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଏହି ଘଟଣାବହୁଳ ରେସ୍‌ରେ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ତାଙ୍କୁ କଡ଼ା ଟକ୍କର ଦେଇଥିଲେ। ଏପରି କି ତାଙ୍କ ସହ ଏକ ସମ୍ଭାବ୍ୟ ଦୁର୍ଘଟଣାକୁ…

ସୁଦିରମାନ କପ୍‌: ଚାଇନା ଚାମ୍ପିୟନ

ନାନ୍ନିଂ(ଚାଇନା), ୨୬।୫(ଏଏଫ୍‌ପି)-ବିଶ୍ୱର ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ପୁରୁଷ ସିଙ୍ଗଲ୍ସ ଖେଳାଳି କେଣ୍ଟୋ ମୋମୋଟାଙ୍କ ବିପକ୍ଷରେ ଶି ୟୁକିଙ୍କ ଚମକପ୍ରଦ ବିଜୟ ହାସଲ କରିଥିବା ବେଳେ ଚାଇନା ୧୧ତମ ସୁଦିରମାନ କପ୍‌ ଟାଇଟଲ ଜିତିଛି। କଦାପି ବିଶ୍ୱର ଦଳଗତ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଜିତି ପାରି…

ମହେଶଙ୍କୁ ସେକିସୁଇ ଓପନ୍‌ ସ୍କ୍ବାଶ ଟାଇଟଲ

କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍‌ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍‌ଏ ଚ୍ୟାଲେଞ୍ଜର ଟୁର୍‌ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ମନ୍‌ଗଁାକାର ୧୧-୯, ୩-୧୧, ୧୧-୫, ୧୧-୫ ଗେମ୍‌ରେ ସ୍ପାନିଶ ଖେଳାଳି ବର୍ନାଟ ଜେଉମ୍‌ଙ୍କୁ ହରାଇ…

ଜେଭରେଭଙ୍କୁ ଜେନେଭା ଓପନ ଟାଇଟଲ

ଜେନେଭା,୨୬।୫- ଜର୍ମାନୀର ଆଲେକଜାଣ୍ଡର ଜେଭରେଭ ଏଠାରେ ଚାଲିଥିବା ଜେନେଭା ଓପନ ଟାଇଟଲ ଜିତି ଆଗାମୀ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସୂଚନା ଦେଇଛନ୍ତି। ବର୍ଷା ବାଧାପ୍ରାପ୍ତ ଫାଇନାଲରେ ଚିଲିର ନିକୋଲାସ ଜେରିଙ୍କୁ ୬-୩, ୩-୬, ୭-୬(୮/୬)…

ପ୍ରଥମ ରାଉଣ୍ଡରୁ କର୍ବର ବିଦାୟ

ପ୍ୟାରିସ,୨୬।୫(ଏଏଫ୍‌ପି)- ଜର୍ମାନୀ ୫ମ ସିଡ୍‌ ତଥା ଓ୍ବିମ୍ବେଲଡନ ଓପନ ଚାମ୍ପିୟନ ଆଞ୍ଜେଲିକ୍‌ କର୍ବର ଏଠାରେ ଆରମ୍ଭ ହୋଇଥିବା ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। କର୍ବରଙ୍କୁ ରୁଷିଆର ଟିନଏଜ ଆନାଷ୍ଟାସିଆ ପୋଟାପୋଭା ୬-୪, ୬-୨ ସେଟ୍‌ରେ ପରାସ୍ତ…

ଶ୍ରୀଲଙ୍କା ବିଶ୍ୱକପ୍‌ ପ୍ରସ୍ତାବକୁ ଜୟବର୍ଦ୍ଧନେଙ୍କ ଅଗ୍ରାହ୍ୟ

କଲମ୍ବୋ,୨୬।୫- ଶ୍ରୀଲଙ୍କା ବିଶ୍ୱକପ୍‌ ଦଳରେ ଭୂମିକା ଗ୍ରହଣ କରିବାକୁ ଦିଆଯାଇଥିବା ପ୍ରସ୍ତାବକୁ ପୂର୍ବତନ ଅଧିନାୟକ ମାହେଲା ଜୟବର୍ଦ୍ଧନେ ପ୍ରତ୍ୟାଖ୍ୟାନ କରିଛନ୍ତି। ଦୁଇ ଥର ଆଇପିଏଲ ଚାମ୍ପିୟନ କୋଚ୍‌ଙ୍କୁ ପୂର୍ବରୁ ଶ୍ରୀଲଙ୍କାର ଘରୋଇ କ୍ରିକେଟ୍‌ରେ ପରିବର୍ତ୍ତନ ଲାଗି ପ୍ରସ୍ତାବ ଦିଆଯାଇଥିଲା, ଯାହାକୁ ସେ…

ଭାରତୀୟ ବ୍ୟାଡ୍‌ମିଣ୍ଟନ ମୁଖ୍ୟ ହିମନ୍ତ ବିଏସି ଉପସଭାପତି

ନୂଆଦିଲ୍ଲୀ,୨୬।୫(ପିଟି)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଏଆଇ)ର ସଭାପତି ହିମନ୍ତ ବିଶ୍ୱଶର୍ମା ବ୍ୟାଡ୍‌ମିଣ୍ଟନ ଏସିଆ କାଉନସିଲ(ବିଏସି)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୦ ବର୍ଷୀୟ କ୍ରୀଡ଼ା ପ୍ରଶାସକ ମୋଟ ୪୦ରୁ ୩୫ ଖଣ୍ଡ ଭୋଟ ପାଇଥିଲେ। ହିମନ୍ତ କାଉନ୍‌ସିଲ କମିଟିର ସଦସ୍ୟ…

ଦ୍ୱନ୍ଦ୍ୱରେ ଇଂଲଣ୍ଡ

ସାଉଥମ୍ପଟନ,୨୬।୫(ଏଏଫ୍‌ପି)- ପେସର ମାର୍କ ଉଡ୍‌ ଆହତ ସମସ୍ୟା ନେଇ ଇଂଲଣ୍ଡ ଦଳ ଦ୍ୱନ୍ଦ୍ୱରେ ରହିଛି। ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଖେଳାଯାଇଥିବା ପ୍ରଥମ ଅଭ୍ୟାସ ମ୍ୟାଚ୍‌ରେ ତାଙ୍କ ପାଦରେ ଆଘାତ ଲାଗିଥିଲା। ଏହାପରେ ସେ ଆଉ ମ୍ୟାଚ୍‌ରେ ବୋଲିଂ କିମ୍ବା ଫିଲ୍ଡିଂ କରି…

କାର୍ତ୍ତିକଙ୍କୁ ଉଇକେଟକିପିଂ ଦାୟିତ୍ୱ ଦେଇ ଫିଲ୍ଡିଂ କଲେ ଧୋନୀ

ଲଣ୍ଡନ,୨୬।୫- ବର୍ତ୍ତମାନ କ୍ରିକେଟର ଶ୍ରେଷ୍ଠ ତଥା ଦ୍ରୁତତମ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ଅଂଶ। ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ କେଳାଯାଇଥିବା ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଧାନୀଙ୍କୁ ଉଇକେଟ କିପିଂ କରିବା ପରିବର୍ତ୍ତେ ଫିଲ୍ଡିଂ…

ମେସିଙ୍କ ଗୋଲ ସତ୍ତ୍ୱେ ହାରିଲା ବାର୍ସିଲୋନା

ସେଭିଲେ,୨୬।୫- ଚାମ୍ପିୟନ୍ସ ଲିଗ୍‌ ସେମିଫାଇନାଲ ପରାଜୟକୁ ଭୁଲିବା ପାଇଁ ବାର୍ସିଲୋନା କୋପା ଡେଲରେ କପ୍‌ ଜିତିବାକୁ ଲକ୍ଷ୍ୟ ରଖିଥିଲା। ହେଲେ ଫାଇନାଲରେ ବାର୍ସିଲୋନା ୨-୧ ଗୋଲରେ ଭାଲେନସିଆଠାରୁ ପରାସ୍ତ ହୋଇଛି। ଲିଓନେଲ ମେସିଙ୍କ ଗୋଲ ମଧ୍ୟ ଲା ଲିଗା ଲିଗ୍‌ ଚାମ୍ପିୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?