ହରମନପ୍ରୀତ୍ ଆନ୍ତର୍ଜାତିକ କ୍ରିକେଟରୁ ବ୍ରେକ୍ ନେବାକୁ ଚାହୁଁଥିଲେ
ନୂଆଦିଲ୍ଲୀ,୨୪।୫(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍ରେ ଖେଳାଯାଇଥିବା ବିଶ୍ୱକପ୍ ଟି୨୦ ବିବାଦ ପରେ ଆନ୍ତର୍ଜାତିକ କ୍ରିକେଟରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ରେକ୍ ବା ବିଶ୍ରାମ ନେବାକୁ ଚାହୁଁଥିଲେ ବୋଲି ଭାରତୀୟ ଅଧିନାୟିକା ହରମନପ୍ରୀତ କୌର କହିଛନ୍ତି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସିନିୟର ଖେଳାଳି ମିଥାଲି ରାଜଙ୍କୁ…
ଦୁଃସାହସର ଅନ୍ୟନାମ କଳ୍ପନା
ଭୁବନେଶ୍ୱର,୨୪।୫(ସ୍ପୋଟର୍ସ ବ୍ୟୁରୋ)- (୧୯୬୬ ଜୁଲାଇ ୭ରୁ ୨୦୧୯ ମେ ୨୩) ଓଡ଼ିଶା କ୍ରୀଡ଼ା ପାଇଁ ଗୁରୁବାର ଆସିଛି ଏକ ଖରାପ ଖବର। ଦୁଃସାହସିକ କ୍ରୀଡ଼ାରେ ଓଡ଼ିଶା କ୍ରୀଡ଼ାବିତ୍ଙ୍କ ଆଦର୍ଶ ପାଲଟିଥିବା ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାସ ଦ୍ୱିତୀୟଥର ପାଇଁ ଏହି ଉଦ୍ୟମ…
‘କେଦାର ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ’
ମୁମ୍ବାଇ, ୨୪।୫(ପି.ଟି.)- ଇଂଲଣ୍ଡରେ ଚଳିତମାସ ୩୦ରୁ ଆରମ୍ଭ ହେବାକୁ ଯାଉଥିବା କ୍ରିକେଟ ବିଶ୍ୱକପରେ କେଦାର ଯାଦବ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଅନୁଭବ କରୁଛନ୍ତି ପୂର୍ବତନ ଭାରତୀୟ ଉଇକେଟ କିପର ଚନ୍ଦ୍ରକାନ୍ତ ପଣ୍ଡିତ । ପଣ୍ଡିତ ୨୩…
ବ୍ରୋଞ୍ଜ ପଦକ ପାଇଁ ଲଢିବ ଭାରତୀୟ କମ୍ପାଉଣ୍ଡ ଟିମ୍
ଆଣ୍ଟାଲ୍ୟା (ତୁର୍କୀ), ୨୪ା୫ (ପି.ଟି.)-ଭାରତୀୟ ପୁରୁଷ ଓ ମହିଳା କମ୍ପାଉଣ୍ଡ ଟିମ୍ ଏଠାରେ ଚାଲିଥିବା ଆର୍ଚେରୀ ଓ୍ବାଲର୍ଡ କପ୍ ଷ୍ଟେଜ୍-୩ ବ୍ରୋଞ୍ଜ୍ ପଦକ ପ୍ଲେ-ଅଫ୍ରେ ପ୍ରବେଶ କରିଥିବା ବେଳେ ଭାରତର ଉଭୟ ପୁରୁଷ ଓ ମହିଳା ରିକର୍ଭ ଦଳ ଦ୍ୱିତୀୟ ରାଉଣ୍ଡରୁ…
ମହିଳା ପର୍ବତାରୋହୀ କଳ୍ପନା ଦାଶ ମୃତ
ଭୁବନେଶ୍ୱର,୨୪।୫(ସ୍ପୋଟର୍ସ ବ୍ୟୁରୋ)- ସାରା ଭାରତରେ ନିର୍ବାଚନୀ ଉଷ୍ମତା ଛାଇ ରହିଥିବାବେଳେ ଓଡ଼ିଶା କ୍ରୀଡ଼ା ପାଇଁ ଆସିଛି ଏକ ଦୁଃଖଦ ଖବର। ରାଜ୍ୟର ପ୍ରଥମ ଏଭରେଷ୍ଟ ଆରୋହଣକାରୀ କଳ୍ପନା ଦାଶଙ୍କର ଗୁରୁବାର ପରଲୋକ ଘଟିଛି। ୪୯ ବର୍ଷୀୟା ମହିଳା ପର୍ବତାରୋହୀ କଳ୍ପନା ବିଶ୍ୱର…
ନୂଆ ଇନିଂସରେ ଗମ୍ଭୀରଙ୍କ ଦମ୍ଦାର ପ୍ରଦର୍ଶନ
ନୂଆଦିଲ୍ଳୀ,୨୪।୫(ପି.ଟି.)- ଭାରତୀୟ ପୂର୍ବତନ ଓପନର ଗୌତମ ଗମ୍ଭୀର ନୂଆ ଇନିଂସରେ ଦମ୍ଦାର ପ୍ରଦର୍ଶନ କରିଛନ୍ତି। ପ୍ରଥମଥର ପାଇଁ ସଂସଦୀୟ ନିର୍ବାଚନରେ ଅଂଶଗ୍ରହଣ କରି ସେ ଜବରଦସ୍ତ ବିଜୟ ହାସଲ କରିଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ଟିକେଟରୁ ସେ ଇଷ୍ଟ ଦିଲ୍ଲୀ…
ଟୋକିଓ ଅଲିମ୍ପିକ୍ସ: ମିଳିତ କୋରିଆ ମହିଳା ହକି ଦଳ ଗଠନ ସମ୍ଭବ ହେଲାନି
ସିଓଲ, ୨୩ା୫ (ଏଏଫ୍ପି)-୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଉତ୍ତର କୋରିଆ ସହ ମିଳିତ ମହିଳା ଫିଲ୍ଡ ହକି ଦଳ ପଠାଇବା ଯୋଜନାରୁ ଓହରିଯାଇଛି ଦକ୍ଷିଣ କୋରିଆ। ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ପରିବର୍ତ୍ତନ ଯୋଗୁ ଏପରି ହୋଇଛି। ୨୦୧୮ରେ ଦକ୍ଷିଣ…
ବୃହତ୍ ବିଜୟ ଅଭିମୁଖେ ଗମ୍ଭୀର
ନୂଆଦିଲ୍ଲୀ, ୨୩।୫- କ୍ରିକେଟ ପଡ଼ିଆରୁ ରାଜନୀତିରେ ପ୍ରବେଶ କରିଥିବା ପ୍ରାକ୍ତନ ଭାରତୀୟ ଓପନର ଗୌତମ ଗମ୍ଭୀର ନିଜର ରାଜନୀତି କ୍ୟାରିୟରର ପ୍ରାରମ୍ଭରୁ ବୃହତ ବିଜୟ ଦିଗରେ ଅଗ୍ରସର ହେଉଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ଟିକେଟ୍ରୁ ଇଷ୍ଟ ଦିଲ୍ଲୀ ଲୋକସଭା ଆସନରୁ…
ବ୍ରେଟ୍ ଲି’ଙ୍କ ଟପ୍-୩ ଦ୍ରୁତ ବୋଲର ଲିଷ୍ଟରେ ବୁମ୍ରା
ମେଲବୋର୍ନ, ୨୩।୫(ପି.ଟି.)- ଚଳିତ ମାସ ୩୦ରୁ ବ୍ରିଟେନରେ ଆଇସିସି ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏଥିପୂର୍ବରୁ ପ୍ରାକ୍ତନ ଅଷ୍ଟ୍ରେଲୀୟ ମହାନ ବୋଲର ବ୍ରେଟ୍ ଲି ଆସନ୍ତା ବିଶ୍ୱକପ୍ରେ ପ୍ରଭାବୀ ପ୍ରଦର୍ଶନ କରିବାକୁ ଥିବା ଟପ୍-୩ ଦ୍ରୁତ ବୋଲର ତାଲିକା…
ନଟ୍ଟିଂହାମଶାୟର ସହ ଅଶ୍ୱିନଙ୍କ ଚୁକ୍ତି
ନୂଆଦିଲ୍ଲୀ, ୨୩।୫- ପ୍ରମୁଖ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କାଉଣ୍ଟି କ୍ରିକେଟ୍ କ୍ଲବ ନଟ୍ଟିଂହାମଶାୟର ସହ ଚୁକ୍ତି କରିଛନ୍ତି। ଜୁନ୍ରେ ସେ ନଟ୍ଟିଂହାମଶାୟର ଦଳ ସହ ଯୋଗ ଦେଇ ୬ଟି କାଉଣ୍ଟି ଚାମ୍ପିୟନଶିପ୍ ମ୍ୟାଚ୍ ଖେଳିବେ ବୋଲି ଜଣାପଡ଼ିଛି। ଜୁନ ୩୦ରେ…
ଉସମାନ ଖ୍ବାଜା ବିପଦମୁକ୍ତ
ସାଉଥମ୍ପଟନ, ୨୩।୫(ପି.ଟି.)- ମୁଣ୍ଡରେ ବଲ୍ ବାଜି ଆଘାତପ୍ରାପ୍ତ ହୋଇଥିବା ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ବିପଦମୁକ୍ତ ଥିବା ଗୁରୁବାର ଘୋଷଣା କରାଯାଇଛି। ବୁଧବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଓ୍ବାର୍ମଅପ୍ ମ୍ୟାଚ୍ରେ ବ୍ୟାଟିଂ କରୁଥିବାବେଳେ ଆନ୍ଦ୍ରେ ରସେଲଙ୍କ ଏକ ବାଉନ୍ସର ବଲ୍ ଖ୍ବାଜାଙ୍କ ହେଲ୍ମେଟ୍ରେ…
ଆଇଓସି ସଦସ୍ୟ ହେଲେ ବାତ୍ରା
ନୂଆଦିଲ୍ଲୀ, ୨୩।୫- ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଏହାର କାର୍ଯ୍ୟକାରୀ ବୋର୍ଡ ଲାଗି ୧୦ ଜଣ ନୂତନ ସଦସ୍ୟଙ୍କ ନାମ ଘୋଷଣା କରିଛି। ଯେଉଁଥିରେ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଓ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ସଭାପତି ତଥା ହକି…

