ଖେଳ

ପୂର୍ବାଞ୍ଚଳ ଶିବିରରେ ଶୁଭକାନ୍ତ ଫିଜିଓ

କଟକ ଅଫିସ,୨୨ା୫- ଜୁନ ୨୪ରୁ ଜୁଲାଇ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ କିଟ ଷ୍ଟାଡିୟମରେ ୧୬ବର୍ଷରୁ କମ୍‌ ପୂର୍ବାଞ୍ଚଳ ଦଳ କ୍ରିକେଟ ଶିବିର ଅନୁଷ୍ଠିତ ହେବ। ଉକ୍ତ ଶିବିରରେ ଓଡ଼ିଶାର ଶୁଭକାନ୍ତ ସାହୁ ଫିଜିଓ ଭାବେ ନିଯୁକ୍ତ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ଜାତୀୟ…

ଧୋନୀଙ୍କ ପ୍ରମୁଖ ଭୂମିକା ରହିବ

ମୁମ୍ବାଇ, ୨୨ା୫ (ପି.ଟି.)- ଆଇସିସି ବିଶ୍ୱକପ୍‌ରେ ମହେନ୍ଦ୍ର ସିଂ ଧୋନୀ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ପ୍ରକାଶ କରିଛନ୍ତି। ଜଣେ କିପର ହିସାବରେ ସେ ବର୍ଷ ବର୍ଷ ଧରି ତାଙ୍କର ଦକ୍ଷତା…

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗୋମତୀ

ନୂଆଦିଲ୍ଲୀ, ୨୨ା୫ (ପି.ଟି.)-ଗତମାସରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ ୮୦୦ମିଟର ରେସ୍‌ରେ ସ୍ବର୍ଣ୍ଣ ଜିତିଥିବା ଗୋମତୀ ମାରିମୁଥୁ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ତାଙ୍କୁୁ ମଙ୍ଗଳବାର ତୁରନ୍ତ ସସ୍‌ପେଣ୍ଡ କରାଯାଇଛି। ତାମିଲନାଡୁର ଏହି ୩୦ବର୍ଷୀୟା ମହିଳା ଆଥ୍‌ଲେଟଙ୍କର ଦୋହାରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌…

ଦୂତୀଙ୍କ ପାଇଁ ମୁଁ ଗର୍ବିତ: ଡିଜେନେରେସ

ନୂଆଦିଲ୍ଲୀ,୨୨।୫- ଦୂତୀ ଚାନ୍ଦଙ୍କ ସପକ୍ଷରେ ବାହାରିଛନ୍ତି ଆଉ ଜଣେ ବିଶ୍ୱସ୍ତରୀୟ ତାରକା। ସେ ହେଉଛନ୍ତି ହଲିଉଡ ଲୋକପ୍ରିୟ କମେଡିଆନ ତଥା ଜଣାଶୁଣା ଟକ୍‌ ଶୋ’ ଉପସ୍ଥାପିକା ଏଲେନ ଡିଜେନେରେସ। ଦୂତୀଙ୍କୁ ନେଇ ମୁଁ ଗର୍ବିତ ବୋଲି ସେ ଟୁଇଟ୍‌ କରିଛନ୍ତି। ଭାରତର…

ବଡ଼ଭଉଣୀ ବ୍ଲାକମେଲ କରୁଛନ୍ତି: ଦୂତୀ

ଭୁବନେଶ୍ୱର,୨୨।୫ (ସ୍ପୋଟର୍‌ସ ବ୍ୟୁରୋ)- ଦେଶର ଦ୍ରୁତତମ ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ନିଜ ସମଲିଙ୍ଗୀ ସମ୍ପର୍କକୁ ନେଇ ମୁହଁ ଖୋଲିବା ପରେ କେବଳ ରାଜ୍ୟ ନୁହଁ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି। ଏପରିକି ଲୋକେ ଦେଶରେ ଶେଷ…

୨୧ ବର୍ଷରୁ କମ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି: ସୁମନ ଦେବୀଙ୍କୁ ଭାରତୀୟ ଦଳର ନେତୃତ୍ୱ

ନୂଆଦିଲ୍ଲୀ, ୨୧।୫(ପି.ଟି.)- ଆୟର୍ଲାଣ୍ଡର ଡବ୍‌ଲିନଠାରେ ଚଳିତ ମାସ ୩୧ରୁ ଆରମ୍ଭ ହେବାକୁ ଥିବା ୨୧ ବର୍ଷରୁ କମ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ଟୁର୍ନାମେଣ୍ଟ ପାଇଁ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରାଯାଇଛି। ସୁମନ ଦେବୀ ଥୋଦମ୍‌ଙ୍କୁ ଭାରତୀୟ ଦଳର ନେତୃତ୍ୱ ପ୍ରଦାନ…

ଅକ୍ଟୋବର ୨୨ରେ ବିସିସିଆଇ ନିର୍ବାଚନ 

ନୂଆଦିଲ୍ଲୀ, ୨୧ା୫ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବହୁ ପ୍ରତିକ୍ଷୀତ କର୍ମକର୍ତ୍ତା ନିର୍ବାଚନ ଅକ୍ଟୋବର ୨୨ରେ ହେବ। ପ୍ରଶାସକ କମିଟି (ସିଓଏ) ମଙ୍ଗଳବାର ଏହା ଘୋଷଣା କରିଛି। ଲୋଧା ପ୍ୟାନେଲର ସଂସ୍କାରମୂଳକ ପ୍ରସ୍ତାବଗୁଡ଼ିକର କିପରି ସୂଚାରୁରୂପେ କାର୍ଯ୍ୟକାରୀ ହେବ ତାହା…

ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୂଆ ଅଧିନାୟକ

ଗୁଆହାଟୀ,୨୧ା୫(ପି.ଟି.)- ଦଳର ନେତୃତ୍ୱ ଭାର ବିଫଳତାଠାରୁ ଆରମ୍ଭ କରି ପ୍ରଶାସନିକ ବିବାଦ ଯୋଗୁ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ଦଳକୁ ବିଶ୍ୱକପ୍‌ରେ କେବଳ ଚମତ୍କାର ହିଁ ବଞ୍ଚାଇପାରିବ। ଡାର୍କ ହର୍ସ ଭାବେ ବିବେଚିତ ହେଉଥିବା ଦଳ ସର୍ବଦା ବିଶ୍ୱ ସ୍ତରୀୟ ଇଭେଣ୍ଟରେ ଭଲ…

ସୁଦିରମାନ କପ୍‌:ପରାଜୟରୁ ଭାରତର ଅଭିଯାନ ଆରମ୍ଭ

ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ଡି’ର ପ୍ରଥମ ମ୍ୟାଚ୍‌ରେ ଭାରତ ୨-୩ ବ୍ୟବଧାନରେ ମାଲେସିଆଠାରୁ ପରାସ୍ତ ହୋଇଛି। ମିକ୍ସଡ୍‌ ଡବଲ୍ସ ବର୍ଗରେ ସାତ୍ତ୍ୱିକସାଇରାଜ ରାନ୍‌କିରେଡ୍ଡୀ ଓ…

ଇଂଲଣ୍ଡ ବିଶ୍ୱକପ୍‌ ଦଳରେ ଆର୍ଚର

ଲଣ୍ଡନ,୨୧ା୫- ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରେ ଷ୍ଟାଣ୍ଡ ବାଇ ଭାବେ ରଖାଯାଇଥିବା ଜୋର୍ଫା ଆର୍ଚରଙ୍କୁ ବିଶ୍ୱକପ୍‌ ଲାଗି ମଙ୍ଗଳବାର ଘୋଷିତ ଇଂଲଣ୍ଡ ଦଳରେ ସ୍ଥାନ ମିଳିଛି। ତେବେ ତାଙ୍କୁ ବାମହାତୀ ପେସର ଡେଭିଡ ଓ୍ବିଲିଙ୍କ ସ୍ଥାନରେ ନିଆଯାଇଛି। ସେ ଏପର୍ଯ୍ୟନ୍ତ ମାତ୍ର…

ଫର୍ମୁଲା ଓ୍ବାନ୍‌ ଷ୍ଟାର ଡ୍ରାଇଭର ଲୌଡ଼ାଙ୍କ ପରଲୋକ

ଲଣ୍ଡନ, ୨୧ା୫- କିମ୍ବଦନ୍ତୀ ଫର୍ମୁଲା ଓ୍ବାନ୍‌ ଡ୍ରାଇଭର ନିକି ଲୌଡ଼ାଙ୍କ ମୃତ୍ୟୁ ଘଟିଛି। ଅଷ୍ଟ୍ରିଆ ଡ୍ରାଇଭରଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ପରିବାର ସଦସ୍ୟ ମଙ୍ଗଳବାର ସୂଚନା ଦେଇଛନ୍ତି। ଆମେ ବହୁତ ଦୁଃଖିତ। ୭୦ ବର୍ଷୀୟ ନିକି ସୋମବାର ପ୍ରାଣ ହରାଇଛନ୍ତି। ୮…

କାନ୍ଧରେ ଅସ୍ତ୍ରୋପଚାର କରାଇବେ ମାରାଡୋନା

ବୁଏନ୍‌ସ ଏରିଜ,୨୧ା୫- ଆର୍ଜେଣ୍ଟିନା ଫୁଟ୍‌ବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ବାମ କାନ୍ଧରେ ଅସ୍ତ୍ରୋପଚାର କରାଇବେ। ଏ ନେଇ ୫୮ ବର୍ଷୀୟ ପୂର୍ବତନ ଷ୍ଟାର ଆର୍ଜେଣ୍ଟିନା ରାଜଧାନୀ ବୁଏନ୍‌ସ ଏରିଜ ଗସ୍ତ କରିବେ। ଅସ୍ତ୍ରୋପଚାର ସମ୍ପର୍କରେ ସୂଚନା ଦେଇଛନ୍ତି। ମେକ୍ସିକୋରେ ସେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?