ଖେଳ

ଏୟାର ବ୍ୟାଡମିଣ୍ଟନକୁ ଭାରତୀୟ ତାରକାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯।୫ (ପି.ଟି.)- କ୍ରୀଡ଼ା ତଥା ବ୍ୟାଡମିଣ୍ଟନର ଏକ ନୂଆ ଫର୍ମାଟ ଏୟାର ବ୍ୟାଡମିଣ୍ଟନକୁ ସାଇନା ନେହ୍ବାଲଙ୍କ ସମେତ ଭାରତର କେତେକ ଆଗଧାଡ଼ିର ବ୍ୟାଡମିଣ୍ଟନ ଖେଳାଳି ସମର୍ଥନ ଜଣାଇଛନ୍ତି। ଅବସରପ୍ରାପ୍ତ ଖେଳାଳିଙ୍କୁ ଏୟାର ବ୍ୟାଡମିଣ୍ଟନ ଏକ ବିକଳ୍ପ କ୍ୟାରିୟର ପ୍ରଦାନ କରିପାରିବ ବୋଲି…

ଏଥର ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ୩୫ ପାର୍‌ କ୍ରିକେଟରଙ୍କ ଜଲଓ୍ବା

ଇଂଲଣ୍ଡ, ୧୯।୫: ବିଶ୍ୱର ଶ୍ରେଷ୍ଠ ୧୦ଟି ଟିମ୍‌କୁ ନେଇ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଛି କ୍ରିକେଟ ବିଶ୍ୱକପ୍‌। ମେ ୩୦ରୁ ଆରମ୍ଭ ହେଉଥିବା ଏହି ମହାକୁମ୍ଭରେ ଯୁବ କ୍ରିକେଟରଙ୍କ ପ୍ରତିଭାର ପ୍ରଦର୍ଶନ ତ ଦେଖିବାକୁ ମିଳିବ, ଏହାସହ ସେହି ଖେଳାଳିଙ୍କ ଦମ…

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ ଭାରତର…

ହେଭିେଓ୍ବଟ ଟାଇଟଲ ବଜାୟ ରଖିଲେ ଓ୍ବାଇଲ୍ଡର

ନୁ୍ୟୟର୍କ, ୧୯୫(ଏଏଫ୍ପି)- ଅାମରିକୀୟ ପେସାଦାର ବକ୍ସର ଡେଓଣ୍ଟେ ଓ୍ବାଇଲ୍ଡର ଓ୍ବାଲର୍ଡ ବକ୍ସିଂ କାଉନସିଲ (ଡବ୍ଲୁ୍ୟବିସି) ହେଭିେଓ୍ବଟ୍ ଟାଇଟଲ ବଜାୟ ରଖିଛନ୍ତି ଏଠାରେ ଅନୁଷ୍ଠିତ ମୁକାବିଲାରେ ୩୩ ବର୍ଷୀୟ ଓ୍ବାଇଲ୍ଡର ଦମ୍ଦାର ପ୍ରଦଶନ କରି ପ୍ରଥମରାଉଣ୍ଡରେ ହିଁ ନିଜ ଦେଶର ଅନ୍ୟତମ ପେସାଦାର…

ପ୍ଲିସ୍କୋଭା- କୋଣ୍ଟା ଟାଇଟଲ ମୁକାବିଲା

ରୋମ,୧୯।୫(ଏଏଫପି)- ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଫାଇନାଲ ମୁକାବିଲା ମଧ୍ୟ ସ୍ପଷ୍ଟି ହୋଇଛି। ଟାଇଟଲ ପାଇଁ ଫାଇନାଲରେ ଚେକ୍‌ ଗଣରାଜ୍ୟର କରୋଲିନ ପ୍ଲିସ୍କୋଭା ଓ ବ୍ରିଟେନର ଜୋହାନା କୋଣ୍ଟା ପରସ୍ପରକୁ ଭେଟିବେ। ଚତୁର୍ଥ ସିଡ ମାନ୍ୟତା ପାଇଥିବା ପ୍ଳିସ୍କୋଭା…

ଇଟାଲିଆନ ଓପନ୍‌ ଟେନିସ୍‌: ଜୋକୋଭିଚ୍‌- ନାଡାଲ ଫାଇନାଲ

ରୋମ,୧୯।୫(ଏଏଫ୍‌ପି)-ଏଠାରେ ଚାଲିଥିବା ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍‌ରେ ସର୍ବିଆର ନୋଭାକ ଜୋକୋଭିଚ୍‌ ଓ ସ୍ପେନ୍‌ର ରାଫେଲ ନାଡ଼ାଲ ପରସ୍ପରକୁ ଭେଟିବେ। ଏଥିସହ ନାଡ଼ାଲ ଓ ଜୋକୋଭିଚ୍‌ ୫୪ଥର…

ଶ୍ରୀଲଙ୍କା-ସ୍କଟ୍‌ଲାଣ୍ଡ ମ୍ୟାଚ୍‌ ବାତିଲ

ଏଡିନବର୍ଗ, ୧୯।୫- ଶ୍ରୀଲଙ୍କା ଓ ଘରୋଇ ସ୍କଟ୍‌ଲାଣ୍ଡ ମଧ୍ୟରେ ଶନିବାରଠାରୁ ଆରମ୍ଭ ହୋଇଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ମ୍ୟାଚ୍‌ ଆରମ୍ଭରୁ ପ୍ରବଳ ବର୍ଷା ହେବାରୁ ଗୋଟିଏ ବି ବଲ୍‌ ବୋଲିଂ କରିବା ସମ୍ଭବପର ହୋଇ…

ସୁଦିରମାନ କପ୍‌ରେ ପଦକ ଲକ୍ଷ୍ୟରେ ଭାରତ

ନାନ୍ନିଙ୍ଗ (ଚାଇନା), ୧୮।୫(ପି.ଟି.)- ଚାଇନାର ନାନ୍ନିଙ୍ଗଠାରେ ରବିବାରଠାରୁ ସୁଦିରମାନ କପ୍‌ର ୧୬ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତର ପି.ଭି. ସିନ୍ଧୁ, ସାଇନା ନେହ୍ବାଲ, କିଡାମ୍ବୀ ଶ୍ରୀକାନ୍ତଙ୍କ ପରି ଟପ୍‌ ଶଟ୍‌ଲରଙ୍କୁ ନେଇ ଗଠିତ ଭାରତୀୟ ଦଳ ଏହି ସମ୍ମାନଜନକ ବ୍ୟାଡ୍‌ମିଣ୍ଟନ…

ପାକିସ୍ତାନ ବିଶ୍ୱର ପ୍ରଥମ ଟିମ୍‌

ନଟ୍ଟିଂହାମ, ୧୯।୫- ବିଶ୍ୱର ପ୍ରଥମ ଟିମ୍‌ ଭାବେ ପାକିସ୍ତାନ ଲଗାତର ୩ଟି ୫୦ ଓଭର ବିଶିଷ୍ଟ ମ୍ୟାଚ୍‌ରେ ୩୪୦ କିମ୍ବା ଏହାଠାରୁ ଊର୍ଦ୍ଧ୍ୱ ରନ କରିବାର ରେକର୍ଡ ସ୍ଥାପନ କରିଛି। ଏଠାରେ ଘରୋଇ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ୪ର୍ଥ ଦିନିକିଆ ମ୍ୟାଚ୍‌…

ସର୍ତ୍ତରେ ହରଭଜନଙ୍କୁ ହରାଇଲେ ଅଂଶୁମାନ ରଥ

ନୂଆଦିଲ୍ଲୀ, ୧୯।୫- ହଂକଂ କ୍ରିକେଟ ଦଳର ଅଧିନାୟକ ତଥା ଓଡ଼ିଆ କ୍ରିକେଟର ଅଂଶୁମାନ ରଥ ଏକ ସର୍ତ୍ତରେ ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ହରଭଜନ ସିଂଙ୍କୁ ହରାଇ ଦେଇଛନ୍ତି। ଏଥିସହ ଅଂଶୁମାନ ସର୍ତ୍ତ ବାବଦରେ ରଖାଯାଇଥିବା ୧୦୦ ଟଙ୍କା ଦେବାକୁ ହରଭଜନଙ୍କୁ…

ସାଂଘାଇ ଡାଇମଣ୍ଡ ଲିଗ୍‌: କୋଲମ୍ୟାନଙ୍କୁ ପଛରେ ପକାଇଲେ ଲାଇଲ୍ସ

ସାଂଘାଇ, ୧୮ା୫ (ଏଏଫ୍‌ପି)- ନୋଆ ଲାଇଲ୍ସ ଏଠାରେ ଚାଲିଥିବା ସାଂଘାଇ ଡାଇମଣ୍ଡ ଲିଗ୍‌ ୧୦୦ ମିଟର ରେସ୍‌ ଜିତିଛନ୍ତି। ଆମେରିକାର ଖ୍ରିଷ୍ଟିଆନ କୋଲମ୍ୟାନଙ୍କୁ ୦.୦୦୬ ସେକେଣ୍ଡ ବ୍ୟବଧାନରେ ପଛରେ ପକାଇ ସେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଲାଇଲ୍ସ ୯.୮୬ ସେକେଣ୍ଡ…

ଅଂଶୁ କୁମାର ରନର୍ସଅପ୍‌

ଭୁବନେଶ୍ୱର, ୧୯ା୫ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ମେଣ୍ଢାଶାଳସ୍ଥିତ ଗୁରୁକୁଳ ରିସୋଟର୍‌ସ ଟେନିସ୍‌ କମ୍ପ୍ଲେକ୍ସଠାରେ ଗୁରୁକୁଳ ଏଆଇଟିଏ-ଓଟିଏ ପୁରୁଷ ୧ ଲକ୍ଷ ଟେନିସ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଟପ୍‌ ସିଡ, ଅଲ୍‌ ଇଣ୍ଡିଆ ୨୭ ର଼୍ୟାଙ୍କିଙ୍ଗପ୍ରାପ୍ତ ଓଡ଼ିଶାର ଅଂଶୁ କୁମାର ଭୂୟଁା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?