ଖେଳ

ମହିଳା ହକି: ସୋମବାରଠାରୁ କୋରିଆ ବିପକ୍ଷ ସିରିଜ

ବେଙ୍ଗାଲୁରୁ, ୧୯ା୫ (ପି.ଟି.)-ଭାରତୀୟ ମହିଳା ହକି ଦଳ କୋରିଆ ବିପକ୍ଷରେ ୩ ମ୍ୟାଚ ବିଶିଷ୍ଟ ସିରିଜ ଖେଳିବ। ସୋମବାର ଜିନ୍‌ଚୁନ୍‌ଠାରେ ପ୍ରଥମ ମ୍ୟାଚ ଖେଳାଯିବ। ଦଳ ଶନିବାର ସକାଳେ କୋରିଆ ଅଭିମୁଖେ ଯାତ୍ରା କରିଛି। ଏହି ସିରିଜ ସଂଘର୍ଷପୂର୍ଣ୍ଣ ହେବ ବୋଲି…

ବିଶ୍ୱକପ୍‌: କୋହଲିଙ୍କ ଲାଗି ନେତୃତ୍ୱର ପରୀକ୍ଷା

ନୂଆଦିଲ୍ଲୀ,୧୯।୫(ପି.ଟି.)- ବିରାଟ କୋହଲି ବିଶ୍ୱ କ୍ରିକେଟରେ ସୁପରଷ୍ଟାର ମାନ୍ୟତା ପାଇଛନ୍ତି। ବ୍ୟାଟିଂରେ କ୍ରମାଗତଭାବେ ସ୍ଥିର ପ୍ରଦର୍ଶନ କରି ସେ ଜଣେ ମହାନ୍‌ ବ୍ୟାଟ୍ସମ୍ୟାନର ମାନ୍ୟତା ମଧ୍ୟ ପାଇସାରିଛନ୍ତି। କିନ୍ତୁ ଆଉ କିଛି ଦିନ ପରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଥିବା ବିଶ୍ୱକପ୍‌ରେ…

କୋଣ୍ଟାଙ୍କ ଚମକପ୍ରଦ ବିଜୟ

ରୋମ୍‌, ୧୮ା୫ (ଏଏଫ୍‌ପି)-କିକି ବର୍ଟେନ୍ସଙ୍କ ବିପକ୍ଷରେ ଚମକପ୍ରଦ ବିଜୟ ସହ ବ୍ରିଟେନ୍‌ର ଜୋହାନା କୋଣ୍ଟା ଇଟାଲିଆନ ଓପନ୍‌ ଟେନିସ ପ୍ରତିଯୋଗିତାର ମହିଳା ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୪୨ ର଼୍ୟାଙ୍କିଙ୍ଗପ୍ରାପ୍ତ କୋଣ୍ଟା ପ୍ରଥମ ସେଟ୍‌ରେ ୫-୭ ପଛୁଆ ରହିବା ପରେ ପରବର୍ତ୍ତୀ…

ସୁଦିରମାନ କପ୍‌ରେ ପଦକ ଲକ୍ଷ୍ୟରେ ଭାରତ

ନାନ୍ନିଙ୍ଗ (ଚାଇନା), ୧୮।୫(ପି.ଟି.)- ଚାଇନାର ନାନ୍ନିଙ୍ଗଠାରେ ରବିବାରଠାରୁ ସୁଦିରମାନ କପ୍‌ର ୧୬ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତର ପି.ଭି. ସିନ୍ଧୁ, ସାଇନା ନେହ୍ବାଲ, କିଡାମ୍ବୀ ଶ୍ରୀକାନ୍ତଙ୍କ ପରି ଟପ୍‌ ଶଟ୍‌ଲରଙ୍କୁ ନେଇ ଗଠିତ ଭାରତୀୟ ଦଳ ଏହି ସମ୍ମାନଜନକ ବ୍ୟାଡ୍‌ମିଣ୍ଟନ…

ସେମିରେ ନାଡାଲ, ଜୋକୋଭିଚ୍‌

ରୋମ,୧୮।୫(ଏଏଫ୍‌ପି)- ବିଶ୍ୱର ଶୀର୍ଷ ର଼୍ୟାଙ୍କଧାରୀ ପୁରୁଷ ସିଙ୍ଗଲ୍ସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ୮ ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ଇଟାଲିଆନ ଓପନର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଜୋକୋଭିଚ୍‌ ୩ ସେଟ୍‌ ବିଶିଷ୍ଟ କ୍ୱାର୍ଟର ଫାଇନାଲରେ ୟୁଏସ୍‌ ଚାମ୍ପିୟନ…

ଅହମ୍ମଦାବାଦରେ ହେବ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌

ନୂଆଦିଲ୍ଲୀ,୧୮।୫(ପି.ଟି.)- ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଅନ୍ତର୍ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣ ଅହମ୍ମଦାବାଦସ୍ଥିତ ଟ୍ରାନ୍ସଷ୍ଟାଡିୟା ଏରିନାଠାରେ ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ନେଇ ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌) ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ପୂର୍ବରୁ…

ନୌକା ଚାଳକ ଭୋକନାଲଙ୍କ ନାମରେ ମାମଲା

ନାଶିକ,୧୮।୫- ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ନୌକା ଚାଳକ ଦତ୍ତୁ ଭୋକାନାଲଙ୍କ ବିରୋଧରେ ନାଶିକର ଜଣେ ମହିଳା କନଷ୍ଟେବଳ ଠକାମି ଓ ଉତ୍ପୀଡନା ମାମଲା ଦାଏର କରିଛନ୍ତି। ଉକ୍ତ କନଷ୍ଟେବଳ ଦାବି କରିଛନ୍ତି ଯେ ଦତ୍ତୁ ଦୁଇ ବର୍ଷ ପୂର୍ବେ ତାଙ୍କୁ ଲୁଚି ବିବାହ…

ସିରିଜ୍‌ ଜିତିଲା ଇଂଲଣ୍ଡ

ନଟିଂହାମ,୧୮।୫- ଏଠାରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ୪ର୍ଥ ମ୍ୟାଚ୍‌ରେ ଇଂଲଣ୍ଡ ଦଳ ୩ ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ଘରୋଇ ଇଂଲଣ୍ଡ ଦଳ ୩-୦ ବ୍ୟବଧାନରେ ଜିତି ନେଇଛି। ତେବେ ସିରିଜର ପୂର୍ବ…

ବିସିସିଆଇ ନିୟମ ଭାଙ୍ଗିଛନ୍ତି ଇର୍ଫାନ

ମୁମ୍ବାଇ,୧୮।୫- କାରବିୟାନ ପ୍ରିମିୟର ଲିଗ୍‌ (ସିପିଏଲ)ରେ ଖେଳିବା ପାଇଁ ଉପଲବ୍ଧ ଥିବା ଦର୍ଶାଇବା ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନଙ୍କୁ ବିଚିତ୍ର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ବିଦେଶ ଲିଗ୍‌ରେ ଖେଳିବା ଲାଗି ବ୍ୟାକୁଳ ହେଉଥିବା ପଠାନ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର…

ଅଭ୍ୟାସ ନୁହେଁ, ବିଶ୍ରାମ ନେଉଛନ୍ତି ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୧୮।୫- ଆଇସିସି ବିଶ୍ୱକପ୍‌ ଭଳି ବୃହତ୍‌ ଟୁର୍ନାମେଣ୍ଟ ଲାଗି ଭାରତୀୟ ଖେଳାଳିମାନେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛନ୍ତି। ସେମାନେ ଅଭ୍ୟାସ କରିବା ବଦଳରେ ବିଶ୍ରାମ ନେଉଛନ୍ତି। ମିଳିଥିବା ରିପୋର୍ଟ ଅନୁଯାୟୀ ଚଳିତ ମାସ ୨୧ ତାରିଖରେ ଏକାଠି ହେବା ପୂର୍ବରୁ ବିଶ୍ୱକପ୍‌…

ବିଶ୍ୱକପ୍‌ ଲାଗି କେଦାର ଫିଟ୍‌

ମୁମ୍ବାଇ,୧୮।୫- ଭାରତୀୟ ଦଳର ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ ଓ କାମଚଳା ସ୍ପିନର କେଦାର ଯାଦବଙ୍କ ବିଶ୍ୱକପ୍‌ରେ ଖେଳିବା ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ହୋଇଛି। ତାଙ୍କୁ ଶନିବାର ଫିଟ୍‌ ଘୋଷିତ କରାଯାଇଛି। ଫଳରେ ଆସନ୍ତା ୨୨ ତାରିଖରେ ବଳକା ଭାରତୀୟ ଦଳର…

ଜାତୀୟ ସବ୍‌ଜୁନିୟର ହକି: ହକି ଗାଙ୍ଗପୁର ବିଜୟୀ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରରେ ଚାଲିଥିବା ୯ମ ଜାତୀୟ ସବ୍‌ଜୁନିୟର ହକି(ଡିଭିଜନ-ଏ) ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହକି ଗାଙ୍ଗପୁର ଓଡ଼ିଶା ୪-୨ ଗୋଲରେ ରାଜସ୍ଥାନକୁ ପରାସ୍ତ କରିଛି। ପୁଲ୍‌ ‘ଡି’ ମ୍ୟାଚରେ ହକି ଗାଙ୍ଗପୁର ପ୍ରାଧାନ୍ୟ ବିସ୍ତାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?