ଖେଳ

ଛକା, ଚୌକା ବର୍ଷା: କୋଲକାତା ବିଜୟୀ

କୋଲକାତା, ୨୯।୪- ଛକା, ଚୌକା ବର୍ଷା ମଧ୍ୟରେ କୋଲକାତା ନାଇଟ ରାଇଡର୍ସ ରବିବାର ଇଡେନ ଗାର୍ଡେନରେ ଅନୁଷ୍ଠିତ ଆଇପିଏଲ ମ୍ୟାଚରେ ୩୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। କୋଲକାତା ପକ୍ଷରୁ ଧାର୍ଯ୍ୟ ୨୩୩ ରନ ବିଜୟ ଲକ୍ଷ୍ୟର ପିଛା କରି…

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

କଟକ ଅଫିସ, ୨୮ା୪-ଉଗାଣ୍ଡାର କାମ୍ପାଲା ସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଉଗାଣ୍ଡା ପାରା ବ୍ୟାଡମିଣ୍ଟନ ଅନ୍ତର୍ଜାତୀୟ ଚାମ୍ପିୟନଶିପ୍‌ରେ ଓଡ଼ିଶାର ପ୍ରମୋଦ ଭଗତ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ରାଉଣ୍ଡ ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛନ୍ତି। ଶନିବାର ଖେଳାଯାଇଥିବା ସିଙ୍ଗଲ୍ସ ବିଭାଗର…

ଆର୍ଚେରୀ ରିଫ୍ରେଶର ଟ୍ରେନିଂ ପ୍ରୋଗ୍ରାମ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି)- ଏସଜେଏଫଆଇ ଏବଂ ଏନଏସଏଫ ଜାତୀୟ ପ୍ରତିଯୋଗିତାଗୁଡ଼ିକୁ ଦୃଷ୍ଟିରେ ରଖି ପ୍ରତିଭା ସମ୍ପନ୍ନ ଖେଳାଳିଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ବିଭିନ୍ନ ପ୍ରତିଯୋଗିତା ପାଇଁ…

ଏସୀୟ ଜୁନିୟର କରାଟେରେ ଓଡ଼ିଶାର ୪ ପ୍ରତିଯୋଗୀ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି)- ମାଲେସିଆର କୋଟା ବିନାବାଲୁଠାରେ ଶନିବାରଠାରୁ ୧୮ତମ ଏ.କେ.ଏଫ. କ୍ୟାଡେଟ ଜୁନିୟର ଓ ୨୧ ବର୍ଷରୁ କମ୍‌ କରାଟେ ପ୍ରତିଯୋଗିତା ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାରୁ ୪ ପ୍ରତିଯୋଗୀ ଭାରତୀୟ ଦଳରେ ସାମିଲ ହୋଇଛନ୍ତି। ସମ୍ପ୍ରତି ଓଡ଼ିଶା ପୋଲିସରେ…

ସୁପର ଶଟ୍‌ ଲିଗ୍‌ ୨୭ରୁ

ଭୁବନେଶ୍ୱର, ୨୮।୪(କ୍ରୀଡ଼ା ପ୍ରତିନିଧି)- ଶୁଟରମାନଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଶୁଟିଂ ସ୍ପୋଟର୍‌ସରେ ପ୍ରଥମଥର ପାଇଁ ଓଡ଼ିଶାରେ ଏକ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଗନ୍‌ ଫର ଗ୍ଲୋରି (ଜିଏଫଜି) ଶୁଟିଂ ଏକାଡେମୀ ଏବଂ ଓଡ଼ିଶା ରାଇଫଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଓଡ଼ିଶା…

ଜସମିନ, ଆର୍ଯ୍ୟମାନଙ୍କୁ ଭବ୍ୟସ୍ବାଗତ

ଭୁବନେଶ୍ୱର, ୨୮।୪(ସ୍ପୋଟର୍‌ସ ବ୍ୟୁରୋ)- ଲାସ ଭେଗାସରେ ଚଳିତମାସ ୧୭ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ଆମେରିକା ଓପନ କରାଟେ ଚାମ୍ପିୟନଶିପ୍‌ରେ ଭାଗନେଇ ଶନିବାର ଫେରିଥିବା ଜସମିନ ପାର୍ଥସାରଥି ମିଶ୍ର ଓ ଆର୍ଯ୍ୟମାନ ମିଶ୍ରଙ୍କୁ ଏଠାରେ ଭବ୍ୟ ସ୍ବାଗତ କରାଯାଇଛି। ରାଜ୍ୟଗୋଷ୍ଠୀ ପଦକଧାରୀ ଓଡ଼ିଶା…

ରାଜସ୍ଥାନର ୫ମ ବିଜୟ

ଜୟପୁର, ୨୮।୫- ବୋଲରଙ୍କ ଆକର୍ଷଣୀୟ ପ୍ରଦର୍ଶନ ପରେ ଲିଆମ ଲିଭିଙ୍ଗଷ୍ଟୋନ ଓ ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି। ସନ୍‌ରାଇଜର୍ସ ପକ୍ଷରୁ…

ନେମାର ୩ଟି ମ୍ୟାଚରୁ ବାସନ୍ଦ

ଲାଉସାନେ, ୨୭ା୪ (ଏଏଫ୍‌ପି)-ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା) ଶୁକ୍ରବାର ବ୍ରାଜିଲ ଷ୍ଟାର ଖେଳାଳି ନେମାରଙ୍କୁ ଚାମ୍ପିୟନ୍ସ ଲିଗ୍‌ର ତିନୋଟି ମ୍ୟାଚରୁ ବାସନ୍ଦ କରିଛି। ଚାମ୍ପିୟନ୍ସ ଲିଗ୍‌ରେ ମାଞ୍ଚେଷ୍ଟର ୟୁନାଇଟେଡ୍‌ଠାରୁ ପ୍ୟାରିସ ସେଣ୍ଟ ଜର୍ମେନର ପରାଜୟ ମ୍ୟାଚରେ ସେ ମ୍ୟାଚ…

ଦିଲ୍ଲୀ ଡାଇନାମସ୍‌ର ଘରାମି ସସ୍‌ପେଣ୍ଡ

ନୂଆଦିଲ୍ଲୀ, ୨୭ା୪ (ପି.ଟି.)-ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବାରୁ ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା) ଦିଲ୍ଲୀ ଡାଇନାମସ ଖେଳାଳି ରାଣା ଘରାମିଙ୍କୁ ସାମୟିକ ସସ୍‌ପେଣ୍ଡ କରିଛି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର କୌଣସି ଫୁଟବଲର ଡୋପ୍‌ ଟେଷ୍ଟରେ ଧରାପଡ଼ିବା ଏହା ପ୍ରଥମ ଦୃଷ୍ଟାନ୍ତ।…

ପଂଘାଲଙ୍କୁ ସ୍ବର୍ଣ୍ଣ, ମହିଳାରେ ପୂଜା ଶ୍ରେଷ୍ଠ

ବ୍ୟାଙ୍କ୍‌କ, ୨୭ା୪ (ପି.ଟି.)-ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ରେ ଭରତୀୟ ପ୍ରତିଯୋଗୀମାନେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଅମିତ ପଂଘାଲ(୫୨କେଜି) ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ପୂଜା ରାଣୀ (୮୧କେଜି) ମହିଳାଙ୍କ ମଧ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛନ୍ତି। ଭାରତ ଦୁଇ ସ୍ବର୍ଣ୍ଣ, ୪ ରୌପ୍ୟ ଓ…

ସାକ୍ଷୀ, ଭିନେଶଙ୍କୁ ବ୍ରୋଞ୍ଜ ପଦକ

ଜିଆନ୍‌ (ଚାଇନା), ୨୬ା୪ (ପି.ଟି.)-ଏଠାରେ ଚାଲିଥିବା ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳାମାନେ ବିନା ସ୍ବର୍ଣ୍ଣରେ ସେମାନଙ୍କ ଅଭିଯାନ ଶେଷ କରିଛନ୍ତି। ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାକ୍ଷୀ ମଲିକ ଏବଂ ଏସିଆନ ଗେମ୍ସ ଚାମ୍ପିୟନ ଭିନେଶ ଫୋଗତଙ୍କୁ ବ୍ରେଞ୍ଜ…

ସାଇନା, ସିନ୍ଧୁ, ସମୀର ପରାସ୍ତ

ଉହାନ୍‌ (ଚାଇନା), ୨୭ା୪ (ପି.ଟି.)- ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳିମାନେ ଅଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ଶୁକ୍ରବାର ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲ କ୍ୱାର୍ଟରଫାଇନାଲରେ ପରାସ୍ତ ହୋଇଛନ୍ତି। ଫଳରେ ପ୍ରତିଯୋଗିତାରେ ଭାରତୀୟ ଅଭିଯାନ ଶେଷ ହୋଇଛି। ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?