ଖେଳ

ପଦାର୍ପଣ ପାଇଁ ସଚିନ ପ୍ରସ୍ତୁତ

ମୁମ୍ବାଇ, ୩୦।୫(ପି.ଟି.)- ଗୁରୁବାରଠାରୁ ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଆୟୋଜକ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଲଣ୍ଡନର ଦି ଓଭାଲ ଗ୍ରାଉଣ୍ଡରେ ହେବାକୁ ଥିବା ଏହି ମ୍ୟାଚ୍‌ରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ…

ପାକିସ୍ତାନକୁ ୨୦୨୦ ଏସିଆ କପ୍‌ ଟି୨୦ ଆୟୋଜନ ଅଧିକାର

ନୂଆଦିଲ୍ଲୀ, ୩୦।୫(ପି.ଟି.)- ୨୦୨୦ ଏସିଆ କପ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ ଅଧିକାର ପାକିସ୍ତାନକୁ ପ୍ରଦାନ କରାଯାଇଛି। ସିଙ୍ଗାପୁରରେ ଅନୁଷ୍ଠିତ ହୋଇଥିବା ଏସିଆନ କ୍ରିକେଟ କାଉନସିଲ୍‌ (ଏସିସି) ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତାବର୍ଷ ଖେଳାଯିବାକୁ ଥିବା ଏସିଆ କପ୍‌ର ଏହା…

୨୭ ବର୍ଷ ପରେ କୋଣ୍ଟା

ପ୍ୟାରିସ, ୩୦।୫- ବ୍ରିଟେନ ଟେନିସ ଷ୍ଟାର୍‌ ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଚଳିତ ବର୍ଷର ୨ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସର ୩ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଦ୍ୱିତୀୟ ରାଉଣ୍ଡର ଏକ ମୁକାବିଲାରେ ୨୮ ବର୍ଷୀୟା କୋଣ୍ଟା ୬-୩,…

ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ 

ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର…

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ,୩୦।୫(ଏଏଫ୍‌ପି)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଲଣ୍ଡନର କେନିଂଟନ ଓଭାଲ ଗ୍ରାଉଣ୍ଡରେ ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ। ଇଂଲଣ୍ଡର ଗତ ୪…

ଲର୍ଡସରେ କୋହଲିଙ୍କ ମହମ ପ୍ରତିମୂର୍ତ୍ତି ଉନ୍ମୋଚିତ

ଲଣ୍ଡନ,୩୦।୫(ପି.ଟି.)- ଆଇସିସି ବିଶ୍ୱକପ୍‌ ଶୁଭାରମ୍ଭ ଅବସରରେ ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଭାରତୀୟ ଅଧିନାୟକ ତଥା ବ୍ୟାଟିଂ ସୁପରଷ୍ଟାର ବିରାଟ୍‌ କୋହଲିଙ୍କ ମହମ ପ୍ରତିମୂର୍ତ୍ତୀ ଉନ୍ମୋଚନ କରାଯାଇଛି। ଜଣାଶୁଣା ଓ୍ବାକ୍ସ ମ୍ୟୁଜିୟମ ମ୍ୟାଡମ ତୁସାଦ ଏହାର ଉନ୍ମୋଚନ କରିଛି। ଗୁରୁବାରଠାରୁ ଜୁଲାଇ ୧୫…

୮ ଲକ୍ଷ ଟଙ୍କା ନ ଦେଲେ ରେସଲର ରୀନା ଆଜୀବନ ବାସନ୍ଦ ହେବେ

ନୂଆଦିଲ୍ଲୀ,୩୦।୫(ପି.ଟି.)- ୮ ଲକ୍ଷ ଟଙ୍କା ନ ଦେଲେ ଭାରତୀୟ ମହିଳା ରେସଲର ରୀନା ଆଜୀବନ ବାସନ୍ଦ ହେବେ। ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଜରିମାନା ଅର୍ଥ ୧୬ ଲକ୍ଷ ଟଙ୍କାର ଅଧା ଦେବାକୁ…

ଶୁଟିଂ ବିଶ୍ୱକପ୍‌: ମନୁ ଭାକର ୭ମ ଭାରତୀୟ

ମ୍ୟୁନିକ୍‌, ୩୦।୫(ପି.ଟି.)- ଦେଶର ୭ମ ଶୁଟର ଭାବେ ମନୁ ଭାକର ୨୦୨୦ ଟୋକିଓ ଅଲିମ୍ପିକ୍‌କୁ ଯୋଗ୍ୟତା ଅର୍ଜନ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ୧୦ ମିଟର ମହିଳା ଏୟାର ପିସ୍ତଲ ଇଭେଣ୍ଟରେ ୧୭ ବର୍ଷୀୟା ମନୁ…

ଫ୍ରେଞ୍ଚ୍‌ ଓପନ ଟେନିସ: ନାଡାଲ, ଫେଡରର ତୃତୀୟ ରାଉଣ୍ଡରେ

ପ୍ୟାରିସ, ୩୦।୫(ଏଏଫପି)- ସ୍ପେନର ରାଫାଲ ନାଡାଲ ଓ ସୁଇଜରଲାଣ୍ଡର ରୋଜର ଫେଡରର ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। କ୍ଲେ-କୋର୍ଟର ରାଜାଭାବେ ପରିଚିତ ନାଡାଲ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ଜର୍ମାନୀର ୟାନିକ୍‌…

କୁଜୁରଙ୍କ ଗୋଲରେ ଭାରତ ବିଜୟୀ

ଡବଲିନ(ଆୟର୍ଲାଣ୍ଡ), ୩୦।୫- ଶାର୍ମିଳା ଦେବୀ ଓ ଓଡ଼ିଶାର ମାରିଆନା କୁଜୁରଙ୍କ ଗୋଲ ବଳରେ ଭାରତୀୟ ଜୁନିୟର ମହିଳା ହକି ଦଳ ବୁଧବାର ୨-୦ ଗୋଲରେ ପ୍ରତିପକ୍ଷ କାନାଡ଼ାକୁ ପରାସ୍ତ କରିଛି। ମେ ୩୧ରୁ ଜୁ ୪ ପର୍ଯ୍ୟନ୍ତ ହେବାକୁଥିବା କାଣ୍ଟର ଫିଜ୍‌ଗେରାଲ୍ଡ…

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ, ୨୯।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି କ୍ରିକେଟ ମହାକୁମ୍ଭ। ଦୀର୍ଘ ଦେଢ଼ା ମାସଧରି ଏବେ ଦେଖିବାକୁ ମିଳିବ ବ୍ୟାଟ୍‌, ବଲ୍‌ର…

ଭାରତୀୟ ମହିଳା ହକି ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୨୯।୫(ପିଟି): ଆସନ୍ତା ୧୫ ତାରିଖରୁ ଜାପାନର ହିରୋଶିମାଠାରେ ଏଫ୍‌ଆଇଏଚ୍‌ ମହିଳା ସିରିଜ୍‌ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଖେଳାଯିବ। ଏଥିଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ବୁଧବାର ରାଣୀ ରାମ୍‌ପାଲଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ରାଣୀଙ୍କୁ ଗୋଲକିପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?