ଖେଳ

ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଓଡ଼ିଆ ଝିଅ ଝିଲ୍ଲୀଙ୍କୁ ରୌପ୍ୟ, ମୀରାବାଇ ନିରାଶ

ନିଙ୍ଗ୍‌ବୋ (ଚାଇନା), ୨୨।୪(ପି.ଟି.)- ପ୍ରାକ୍ତନ ବିଶ୍ୱ ବିଜୟିନୀ ମୀରାବାଇ ଚାଣୁ ଏଠାରେ ଚାଲିଥିବା ଏସିଆନ୍‌ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ ମଧ୍ୟ ୪ର୍ଥ ସ୍ଥାନରେ ରହି ଅଳ୍ପକେ ପଦକ ହାସଲରୁ ବଞ୍ଚତ୍ତ ହୋଇଛନ୍ତି। ତେବେ ଓଡ଼ିଆ ଝିଅ ଝିଲ୍ଲୀ…

ବାଙ୍ଗାଲୋର ୧ ରନରେ ବିଜୟୀ

ବେଙ୍ଗାଲୁରୁ, ୨୨।୪- ଧୋନୀ ଧମାକା ସତ୍ତ୍ୱେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ଅନୁଷ୍ଠିତ ମ୍ୟାଚରେ ୧ ରନରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ କରିଛି। ବାଙ୍ଗାଲୋର ପକ୍ଷରୁ ଧାର୍ଯ୍ୟ ୧୬୨ ରନ ବିଜୟ ଲକ୍ଷ୍ୟର ପିଛା କରିଥିବା ଚେନ୍ନାଇ…

ଦିଲ୍ଲୀ ୫ ଉଇକେଟରେ ବିଜୟୀ

ନୂଆଦିଲ୍ଲୀ,୨୧।୪(ପି.ଟି.)- ଆଇପିଏଲ୍‌ର ୩୭ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୨ଟି ବଲ ବାକିଥାଇ ୫ ଉଇକେଟରେ କିଙ୍ଗ୍ସ ଇଲେଭେନକୁ ପରାସ୍ତ କରିଛି। ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ପଞ୍ଜାବ…

ଗାଙ୍ଗୁଲିଙ୍କ ସପକ୍ଷରେ ବିସିସିଆଇ

ନୂଆଦିଲ୍ଲୀ, ୨୧ା୪ (ପି.ଟି.)-ସୌରଭ ଗାଙ୍ଗୁଲିଙ୍କ ବିରୋଧରେ ଆଗତ ସ୍ବାର୍ଥଜନିତ ମାମଲାର ଶୁଣାଣି ଶନିବାର ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅମ୍ବୁଡ୍‌ସମ୍ୟାନ ଜଷ୍ଟିସ ଡି.କେ.ଜୈନ ପୂର୍ବତନ ଭାରତୀୟ ଅଧିନାୟକଙ୍କଠାରୁ ଲିଖିତ ଜବାବ ଚାହିଁଛନ୍ତି। ଅନ୍ୟପକ୍ଷରେ ଏହି ମାମଲାରେ ବିସିସିଆଇ ଗାଙ୍ଗୁଲିଙ୍କ…

କିମ୍ବଦନ୍ତୀ ଚେସ୍‌ ଖେଳାଳି ଅରାତିଙ୍କ ବିୟୋଗ

ଭୁବନେଶ୍ୱର, ୨୧।୪(ସ୍ପୋଟର୍‌ସ ବ୍ୟୁରୋ)- ରାଜ୍ୟର କିମ୍ବଦନ୍ତୀ ଚେସ୍‌ ଖେଳାଳି ତଥା ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ (ଓଏସ୍‌ସିଏ)ର ଉପସଭାପତି ଓ ଭୁବନେଶ୍ୱର ଚେସ୍‌ ଆସୋସିଏଶନ (ସିବିଏ)ର ସମ୍ପାଦକ ଅରାତି ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି। ଶନିବାର ସକାଳେ ସହିଦ୍‌ ନଗରସ୍ଥିତ ଏକ…

ୟୁଥ୍‌ ଲିଗ୍‌ ନିମନ୍ତେ ଫାଓ ଏକାଡେମୀ ଦଳ ଘୋଷିତ

କଟକ ଅଫିସ,୨୧ା୪- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ ଜାମସେଦପୁରଠାରେ ଆସନ୍ତା ୨୨ରୁ ହିରୋ ୟୁଥ୍‌ ଲିଗ୍‌ ଆରମ୍ଭ ହେବ। ଏଥିନିମନ୍ତେ ଶନିବାର ଫାଓ ଏକାଡେମୀ ୧୫ବର୍ଷରୁ କମ୍‌ ଦଳ ଜାମସେଦପୁର ଯାତ୍ରା କରିଛି। ଫାଓ ଏକାଡେମୀ ଦଳ ରେଷ୍ଟ ଅଫ୍‌…

ବିମାନ ବିଳମ୍ବ: ବିଶ୍ୱକପ୍‌ରୁ ଓହରିଲେ ଭାରତୀୟ ତୀରନ୍ଦାଜ

କୋଲକାତା,୨୧ା୪ (ପି.ଟି.)- ବିମାନ ବିଳମ୍ବ ଯୋଗୁ ଭାରତୀୟ ତୀରନ୍ଦାଜମାନେ ବିଶ୍ୱକପ୍‌ରୁ ଓହରିଯିବା ଲାଗି ବାଧ୍ୟ ହୋଇଛନ୍ତି। କଲମ୍ବିଆର ମେଡଲିନଠାରେ ସିଜନ ଆରମ୍ଭ ବିଶ୍ୱକପ୍‌ ଷ୍ଟେଜ୍‌ ଓ୍ବାନ ସୋମବାରଠାରୁ ହେବ। ଭାରତର ସିନିୟର ରିକର୍ଭ ଏବଂ କମ୍ପାଉଣ୍ଡ ଦଳ ଏଥିରେ ଭାଗ ନେଇଥାନ୍ତେ।…

ଲୋରେଟ୍‌ କପ୍‌ରେ ଭାଗନେଇ ଫେରିଲେ ଆର୍ଯ୍ୟନ

ଭୁବନେଶ୍ୱର, ୨୧।୪(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ମାସ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ସ୍ପେନରେ ଅନୁଷ୍ଠିତ ‘ଲୋରେଟ୍‌ କପ୍‌’ ଇଣ୍ଟରନ୍ୟାଶନାଲ ହ୍ୟାଣ୍ଡବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶାର ଆର୍ଯ୍ୟନ ବ୍ରାହ୍ମିନ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ଏହି ଟୁର୍ନାମେଣ୍ଟରେ ମୋଟ୍‌ ୧୬ଟି…

ଗୋଆକୁ ୧୦ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଗୋଆକୁ ୧୦ କୋଟି ଟଙ୍କା ଜରିମାନା ଦେବାକୁ କହିଛି। ୩୬ତମ ଜାତୀୟ ଗେମ୍ସ ଆୟୋଜନକୁ ବାରମ୍ବାର ଘୁଞ୍ଚାଇବା ଫଳରେ ଆଇଓଏ ଅସନ୍ତୋଷ ଜାହିର କରିବା ସହ ଏହି ନିର୍ଦ୍ଦେଶ ଦେଇଛି। ଖୁବ୍‌ ଶୀଘ୍ର…

ବିକାଶଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍‌

ନ୍ୟୁୟର୍କ, ୨୦ା୪ (ପି.ଟି.)-ଭାରତୀୟ ବକ୍ସର ବିକାଶ କ୍ରିଷନ ତାଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍‌ରେ ଆମେରିକାର ନୋଆ କିଡ୍‌ଙ୍କୁ ଭେଟିବେ। ଏହି ମୁକାବିଲା ଶନିବାର ସ୍ଥାନୀୟ ଆଇକନିକ ମାଡିସନ ସ୍କୋୟାର ଗାର୍ଡେନରେ ହେବ। ଭିଓ୍ବାନୀର ଏହି ୨୭ ବର୍ଷୀୟ ବକ୍ସର କିମ୍ବଦନ୍ତୀ ପ୍ରମୋଟର…

ସନ୍ତୋଷ ଟ୍ରଫି: ପଞ୍ଜାବ-ସର୍ଭିସେସ୍‌ ଫାଇନାଲ

ଲୁଧିଆନା, ୨୦।୪(ପି.ଟି.)-ଭାରତୀୟ ଘରୋଇ ଫୁଟ୍‌ବଲର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ଫାଇନାଲ ରବିବାର ପଞ୍ଜାବ ଓ ସର୍ଭିସେସ୍‌ ମଧ୍ୟରେ ହେବ। ଶୁକ୍ରବାର ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲରେ ଘରୋଇ ପଞ୍ଜାବ ୨-୧ ଗୋଲରେ ଗୋଆକୁ ପରାସ୍ତ…

ଚର୍ଚ୍ଚାରେ ପ୍ରଜ୍ଞା ଓଝାଙ୍କ ଟୁଇଟ୍‌

ହାଇଦ୍ରାବାଦ, ୨୦।୪- ଇଂଲଣ୍ଡରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ ଲାଗି ନିକଟରେ ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ଅଭିଜ୍ଞ ହାଇଦ୍ରାବାଦୀ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁଙ୍କୁ ଏହି ଦଳରେ ସ୍ଥାନ ମିଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?