ଖେଳ

ମଣ୍ଟେ କାର୍ଲୋ ମାଷ୍ଟର୍ସରୁ ଜୋକୋଭିଚ୍‌ଙ୍କ ବିଦାୟ

ମଣ୍ଟେ କାର୍ଲୋ, ୨୦।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ର୍‌ତିଯୋଗିତାରୁ ବିଦାୟ ନେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଡାନିଲ ମେଡଭେଡେଭ ୬-୩, ୪-୬,…

କୋହଲିଙ୍କ କମାଲ: ବାଙ୍ଗାଲୋର ବିଜୟୀ

କୋଲକାତା,୨୦।୪ (ପି.ଟି.)-ଅଧିନାୟକ ବିରାଟ କୋହଲିଙ୍କ ଧୂଆଁଧାର ଶତକ ବଳରେ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୩୫ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୧୦ ରନରେ ଘରୋଇ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରି ଦ୍ୱିତୀୟ ବିଜୟ ହାସଲ କରିଛି। ସ୍ଥାନୀୟ…

ଭାଗବତ ସପ୍ତାହ ପାରାୟଣ: ଶିଶୁଙ୍କ ଦ୍ୱାରା ନୃତ୍ୟ ନାଟିକା ଋକ୍ମିଣୀ ବିବାହ ମଞ୍ଚସ୍ଥ

ହେମଗିର, ୧୯।୪ (ଡି.ଏନ.ଏ)-ଆଧ୍ୟାତ୍ମିକତା ତଥା ଭଗବତ ପ୍ରେମକୁ ପ୍ରତ୍ୟେକ ମାନବ ଜୀବନରେ ପରିସ୍ଫଟ କରିବା ପାଇଁ ହେମଗିର ବ୍ଲକର ଲୁଆବାହାଲଠାରେ ପ୍ରତ୍ୟେକ ବର୍ଷପରି ଏବର୍ଷ ମଧ୍ୟ ଭାଗବତ ସପ୍ତାହ ପାରାୟଣ, ହରିହାଟର ଆୟୋଜନ କରାଯାଇଛି। ଏହା ଗତ ୧୧ରୁ ଆରମ୍ଭ ହୋଇ…

ଜୀବନର ଶେଷ ଭୋଟ ଦେଲେ ବୃଦ୍ଧା: ଭୋଟ ଦେଇସାରି ମତଦାନ କେନ୍ଦ୍ରରେ ଟଳି ପଡ଼ିଲେ

ସବ୍‌ଡେଗା, ୧୯।୪ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ସବ୍‌ଡେଗା ବ୍ଲକର କିରାଲଗା କସ୍ତୁରବା ବାଳିକା ବିଦ୍ୟାଳୟ ଭୋଟଗ୍ରହଣ କେନ୍ଦ୍ରର ବୁଥ ନଂ. ୧୬୫ରେ ଜୀବନର ଶେଷ ଭୋଟ ଦେଇଛନ୍ତି ଜଣେ ବୃଦ୍ଧା। ସେ ହେଉଛନ୍ତି ପଟିଆଓରା ଗ୍ରାମର ହଜିରା ମିଞ୍ଜ (୮୦)। ଗୁରୁବାର…

ମୁମ୍ବାଇ ୪୦ ରନରେ ବିଜୟୀ

ନୂଆଦିଲ୍ଲୀ,୧୯।୪(ପି.ଟି)- ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୪ତମ ମ୍ୟାଚ୍‌ରେ ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୦ ରନରେ ପରାସ୍ତ କରିଛି। ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌…

ଜୋକୋଭିଚ୍‌, ନାଡାଲ କ୍ୱାର୍ଟରରେ

ମଣ୍ଟେ କାର୍ଲୋ, ୧୯ା୪ (ଏଏଫ୍‌ପି)- ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌ ଏବଂ ୧୧ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ଖେଳାଳିଙ୍କ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ…

ଅଲ ଇଣ୍ଡିଆ ଓପନ ଚେସ୍‌: ଶୀର୍ଷରେ ରାକେଶ

କଟକ ଅଫିସ,୧୯ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଗୁରୁବାର ସୁଦ୍ଧା ଟୁର୍ନାମେଣ୍ଟର ୪ ରାଉଣ୍ଡ ଖେଳ ଶେଷ ହୋଇଛି । ଓଡ଼ିଶାର ଇଣ୍ଟରନ୍ୟାଶନାଲ ମାଷ୍ଟର…

ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ଦଳରେ ଅମଲା

କେପ୍‌ ଟାଉନ୍‌, ୧୯।୪- ଆଗାମୀ ବିଶ୍ୱକପ୍‌ ପାଇଁ ଦକ୍ଷିଣ ଆଫ୍ରିକା ଦଳ ଘୋଷଣା କରିଛି। ଆଉଟ୍‌ ଅଫ୍‌ ଫର୍ମ ଅଭିଜ୍ଞ ବ୍ୟାଟ୍ସମ୍ୟାନ ହାସିମ ଅମଲାଙ୍କୁ ଦଳରେ ସାମିଲ କରାଯାଇଛି। ତେବେ ଆଶ୍ଚର୍ଯ୍ୟଜନକ ଭାବେ ଷ୍ଟାର ଅଲରାଉଣ୍ଡର କ୍ରିସ୍‌ ମୋରିସ୍‌ଙ୍କୁ ଚୟନକର୍ତ୍ତା ଅଣଦେଖା…

ଧୋନୀଙ୍କୁ ବିରାଟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୧୯।୪(ପି.ଟି.)- ଜଣେ ଅଧିନାୟକଭାବେ ମହେନ୍ଦ୍ର ସିଂ ଧୋନୀ ଏକଦା ବିରାଟ କୋହଲିଙ୍କ ପ୍ରତି ଦୃଢ଼ ସମର୍ଥନ ଜଣାଇଥିଲେ। ଏହାକୁ ବିରାଟ ଭୁଲନ୍ତେ ବା କିପରି। ଏବେ ତାଙ୍କ ସମୟ ଆସିଛି। କୌଣସି ସମାଲୋଚନାକୁ ଖାତିର ନ କରି ସେ ଧୋନୀଙ୍କ…

ପାକିସ୍ତାନ ବିଶ୍ୱକପ୍‌ ଦଳରେ ଆମୀରଙ୍କ ସ୍ଥାନ ନାହିଁ

କରାଚୀ, ୧୯।୪(ପି.ଟି.)- ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ପାକିସ୍ତାନ ଦଳ ଘୋଷିତ ହୋଇଛି। ଆଉଟ୍‌ ଅଫ୍‌ ଫର୍ମ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଆମୀରଙ୍କୁ ଘୋଷିତ…

କର ବା ମର ସ୍ଥିତିରେ ବାଙ୍ଗାଲୋର

କୋଲକାତା,୧୯।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୫ତମ ମୁକାବିଲାରେ ଶୁକ୍ରବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ କୋଲକାତା ନାଇଟ ରାଇଡର୍ସ ପରସ୍ପରକୁ ଭେଟିବେ। ସ୍ଥାନୀୟ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବାଙ୍ଗାଲୋର…

ସଚିନଙ୍କ ସହ ଡିନର୍‌ କଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ, ୧୮।୪- ଆଇପିଏଲ୍‌ ଦ୍ୱାଦଶ ସଂସ୍କରଣରେ ଗୁରୁବାର ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ମ୍ୟାଚ୍‌ ଲାଗି ଉଭୟ ଦଳ ଜୋର୍‌ଦାର ପ୍ରସ୍ତୁତି କରିଛନ୍ତି। ତେବେ ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀର ଯୁବ ଓପନର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?