ଖେଳ

ଚାମ୍ପିୟନ୍ସ ଲିଗ୍‌: ଲିଭରପୁଲ-ବାର୍ସିଲୋନା ସେମିଫାଇନାଲ

ପୋର୍ଟୋ (ପର୍ତ୍ତୁଗାଲ), ୧୮।୪(ଏଏଫ୍‌ପି)- ୟୁରୋପର ବଛା ବଛା ଶ୍ରେଷ୍ଠ ଫୁଟ୍‌ବଲ କ୍ଲବଗୁଡ଼ିକୁ ନେଇ ଚାଲିଥିବା ଚାମ୍ପିୟନ୍ସ ଲିଗ୍‌ ପ୍ରତିଯୋଗିତାର ସେମିଫାଇନାଲରେ ଲିଭରପୁଲ ଦଳ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ୨ୟ ଲେଗ୍‌ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲିଶ କ୍ଲବ ଲିଭରପୁଲ ୪-୧…

ନାଡାଲଙ୍କ ବିଜୟ ଅଭିଯାନ

ମୋନାକୋ, ୧୮।୪- କ୍ଲେ କୋର୍ଟର ରାଜା ଭାବେ ପରିଚିତ ସ୍ପେନର ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସିଜନରେ ନିଜର ପ୍ରଥମ କ୍ଲେ କୋର୍ଟ ମ୍ୟାଚ୍‌ ଖେଳିଥିବା ନାଡାଲ ପୁରୁଷ ସିଙ୍ଗଲ୍ସ…

ନିଆରା ଢଙ୍ଗରେ ପିତା ଓ୍ବାର୍ଣ୍ଣରଙ୍କୁ ଚିୟର କଲେ କୁନି ଝିଅ

ହାଇଦ୍ରାବାଦ, ୧୮।୪: ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇସୁପର କିଙ୍ଗ୍ସ ମଧ୍ୟରେ ବୁଧବାର ଖେଳାଯାଇଥିବା ୩୩ତମ ମ୍ୟାଚରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଥମେ ଫିଲ୍ଡିଂ କରୁଥିବା ହାଇଦ୍ରାବାଦ୍‌ ଟିମ୍‌ ପଡିଆକୁ ଆସିଥିଲା। ଦଳର ଖେଳାଳି ଡେଭିଡ୍‌ ଓ୍ବାର୍ଣ୍ଣର ମଧ୍ୟ…

ହାଇଦ୍ରାବାଦର ସହଜ ବିଜୟ

ହାଇଦ୍ରାବାଦ, ୧୮।୪ (ପି.ଟି.)- ଘରୋଇ ପରିବେଶରୁ ଫାଇଦା ଉଠାଇ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୩୩ତମ ମ୍ୟାଚ୍‌ରେ ଟେବୁଲ ଟପ୍ପର ଚେନ୍ନାଇ ସୁପର କିଙ୍ଗ୍ସକୁ ୧୯ଟି ବଲ ବାକିଥାଇ ୬ ଉଇକେଟରେ ଅତି…

ରାୟୁଡୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବନି: ବିସିସିଆଇ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ବିଶ୍ୱକପ୍‌ ଦଳରେ ସ୍ଥାନ ନ ପାଇବା ପରେ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଟୁଇଟ୍‌ କରି ପରୋକ୍ଷରେ ଚୟନକର୍ତ୍ତାକୁ କଟୁ ସମାଲୋଚନା କରିଥିଲେ। ତେବେ ଏଥିପାଇଁ ରାୟୁଡୁଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି…

ଉପେକ୍ଷିତ ଖେଳାଳିଙ୍କୁ ଶାସ୍ତ୍ରୀଙ୍କ ସାନ୍ତ୍ୱନା

ଦୁବାଇ,୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳ ଚୟନ ନେଇ ପୂର୍ବତନ ଅଲରାଉଣ୍ଡର ତଥା କୋଚ୍‌ ରବି ଶାସ୍ତ୍ରୀ ମୁହଁ ଖେଲିଛନ୍ତି। ବିଶ୍ୱକପ୍‌ ପାଇଁ ଏକ ୧୫ ବଦଳରେ ଏକ ୧୬ ଜଣିଆ ଶକ୍ତିଶାଳୀ ଦଳ ଚୟନ ହୋଇଥିଲେ ଭଲ ହୋଇଥାନ୍ତ ବୋଲି ସେ…

ବିଶ୍ୱକପ୍‌: କରୁଣାରତ୍ନେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୧୮।୪(ପି.ଟି.)- ଆଗାମୀ ବିଶ୍ୱକପ୍‌ ପାଇଁ ଗୁରୁବାର ଶ୍ରୀଲଙ୍କା ଦଳ ଘୋଷଣା କରାଯାଇଛି। ତେବେ ଦଳ ଘୋଷଣା ହେବା ପୂର୍ବରୁ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗାଙ୍କଠାରୁ ନେତୃତ୍ୱ କାଢିନିଆଯାଇଛି। ତାଙ୍କ ସ୍ଥାନରେ ଟେଷ୍ଟ ଅଧିନାୟକ ଦିମୁଥ କରୁଣାରତ୍ନେ ଦଳର ଅଧିନାୟକ ନିଯୁକ୍ତ…

ହାଇଦ୍ରାବାଦ ବିପକ୍ଷରେ ଧୋନୀଙ୍କୁ ବିଶ୍ରାମ

ହାଇଦ୍ରାବାଦ, ୧୭।୪ (ପି.ଟି.)- ୨୦୧୦ ପରଠାରୁ ପ୍ରଥମଥର ପାଇଁ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇନାହାନ୍ତି। ବୁଧବାର ଖେଳାଯାଇଥିବା ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ ତାଙ୍କୁ ବିଶ୍ରାମ ଦିଆଯାଇଛି। ତାଙ୍କ ଅନୁପସ୍ଥିତିରେ…

ପାକିସ୍ତାନ ହକି ମହାସଂଘକୁ ଏଫ୍‌ଆଇଏଚ୍‌ର ଜରିମାନା

କରାଚୀ, ୧୮ା୪ (ପି.ଟି.)- ପ୍ରତିଶ୍ରୁତି ଦେଇ ମଧ୍ୟ ପ୍ରୋ-ଲିଗ୍‌ ମ୍ୟାଚ ପାଇଁ ଦଳ ପଠାଇ ନ ଥିବାରୁ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ପାକିସ୍ତାନ ହକି ମହାସଂଘକୁ ୧୭୦,୦୦୦ ୟୁରୋ ଜରିମାନା କରିଛି। ପାକିସ୍ତାନ ଏହାର ପ୍ରୋ-ଲିଗ୍‌ ମ୍ୟାଚଗୁଡ଼ିକ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ…

ପନ୍ତଙ୍କୁ ଉପେକ୍ଷା: ପଣ୍ଟିଂ ଚକିତ

ନୂଆଦିଲ୍ଲୀ, ୧୮।୪(ପି.ଟି.)- ଭାରତୀୟ ବିଶ୍ୱକପ୍‌ ଦଳରେ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କୁ ସ୍ଥାନ ନ ମିଳିବା ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ତଥା ଦିଲ୍ଲୀ କ୍ୟାପିଟାଲ୍ସ ହେଡ କୋଚ୍‌ ରିକି ପଣ୍ଟିଂକୁ ଚକିତ କରିଛି। ଅନ୍ତିମ ଏକାଦଶରେ ପନ୍ତ ଏକ୍ସ ଫ୍ୟାକ୍ଟର…

ଏସିଆନ ଚାମ୍ପିୟନଶିପ୍‌ ଭାରତୀୟ ଦଳରେ ଦୂତୀ, ପୂର୍ଣ୍ଣିମା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-ଦୋହାଠାରେ ଏପ୍ରିଲ ୨୧ରୁ ଆରମ୍ଭ ହେବାକୁଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଚୂଡ଼ାନ୍ତ ୪୩ ଜଣିଆ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ଦୂତୀ ଚାନ୍ଦ ଓ ପୂର୍ଣ୍ଣିମା ହେମ୍ବ୍ରମ ସ୍ଥାନ ପାଇଛନ୍ତି। ଦୂତୀ ମହିଳା ୧୦୦…

ଟିକସ ଫାଙ୍କି ମାମଲାରେ କୋଷ୍ଟା

ମାଡ୍ରିଡ, ୧୮ା୪ (ଏଏଫ୍‌ପି)- ସଦ୍ୟତମ ଫୁଟ୍‌ବଲ ଷ୍ଟାର ଖେଳାଳି ହିସାବରେ ଆଟ୍‌ଲେଟିକେ ମାଡ୍ରିଡ୍‌ ଷ୍ଟ୍ରାଇକର ଡିଏଗୋ କୋଷ୍ଟା ଟିକସ ଫାଙ୍କି ମାମଲାରେ ଫସିଛନ୍ତି। ‘ଇମେଜ୍‌-ରାଇଟ୍‌’ ବାବଦରେ ସେ ଯେତିକି ଟିକସ ଦେବା କଥା ତାହାର ସେ ଖିଲାପ କରିଛନ୍ତି। ସେ ୨୦୧୪ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?