ଖେଳ

‘Virat Kohli ସାର୍‌ କହିଲେ ଶୀଘ୍ର ପଳା’,ଇଡେନ ଗାର୍ଡେନ ପଡ଼ିଆରେ ପ୍ରବେଶ କରିଥିବା ପ୍ରଶଂସକଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୫।୩: ଦେଶରେ, ପ୍ରଶଂସକଙ୍କ ମଧ୍ୟରେ କ୍ରିକେଟରଙ୍କ ପ୍ରତି କ୍ରେଜ ଶୀର୍ଷରେ ଅଛି। ପ୍ରଶଂସକମାନେ ସୁରକ୍ଷା ବଳୟ ପାର କରି ନିଜ ପ୍ରିୟ କ୍ରିକେଟରଙ୍କୁ ଭେଟିବା ପାଇଁ ପଡ଼ିଆରେ ପ୍ରବେଶ କରିବା ଘଟଣା ପ୍ରତିଥର ଦେଖିବାକୁ ମିଳେ। IPL ୨୦୨୫ର ଉଦଘାଟନୀ ମ୍ୟାଚରେ…

କିଏ ସେହି ଆଶୁତୋଷ ଶର୍ମା, ଯିଏ ଲକ୍ଷ୍ନୌ ବିପକ୍ଷରେ ପଲଟାଇଦେଲେ ବାଜି

ବିଶାଖାପାଟନମ୍‌,୨୫।୩: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିବା ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟସମ୍ୟାନ ଆଶୁତୋଷ ଶର୍ମା ପୁଣି ଥରେ ଆଇପିଏଲରେ ନିଜର ଶକ୍ତି ଦେଖାଇଛନ୍ତି। ଆଶୁତୋଷ ଗତବର୍ଷ ଲକ୍ଷ୍ନୌ ବିପକ୍ଷରେ ସମାନ ଇନିଂସ ଖେଳିଥିଲେ। ଆଶୁତୋଷ ୩୧ ବଲ୍‌ରେ ୫ ଚୌକା…

IPL 2025: ୫୦ ଲକ୍ଷ ଖେଳାଳିଙ୍କ ଆଗରେ ଫେଲ୍‌ ମାରିଲେ କୋଟି କୋଟି ଟଙ୍କାର ଖେଳାଳି

ନୂଆଦିଲ୍ଲୀ,୨୫।୩: IPL 2025ର ଚତୁର୍ଥ ମ୍ୟାଚ ରୋମାଞ୍ଚକରେ ପରିପୂର୍ଣ୍ଣ ଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ଗୋଟିଏ ସମୟରେ ଅସମ୍ଭବ ମନେ ହେଉଥିବା ଲକ୍ଷ୍ୟକୁ ତିନିଟି ବଲ ବାକି ଥାଇ ହାସଲ କରିନେଇଥିଲା। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ୨୦ ଓଭରରେ ୮…

କବାଡି ଖେଳାଳିଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫ା୩: ଭାରତୀୟ କବାଡି ଖେଳାଳିଙ୍କୁ ଖୁବ୍‌ଶୀଘ୍ର ଏକ ବଡ଼ ଆଶ୍ୱସ୍ତି ମିଳିବାକୁ ଯାଉଛି। ଭାରତୀୟ ଆମେଚର କବାଡି ମହାସଂଘ(ଏକେଏଫ୍‌ଆଇ) ଉପରୁ ଅନ୍ତର୍ଜାତୀୟ କବାଡି ମହାସଂଘ (ଆଇକେଏଫ୍‌) ଆସନ୍ତା ଜୁଲାଇରେ ବ୍ୟାନ ହଟାଇବ। ଏ ନେଇ ଆଇକେଏଫ୍‌ ସଭାପତି ବିନୋଦ କୁମାର ତିଓ୍ବାରୀ…

ଆଜି ଭାରତ-ବାଂଲାଦେଶ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ

ଶିଲଂ,୨୫ା୩: ଆଜି ଭାରତୀୟ ଦଳ ୨୦୨୭ ଏଏଫ୍‌ସି ଏସିଆନ କପ୍‌ କ୍ୱାଲିଫାଇଂ ରାଉଣ୍ଡର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବାଂଲାଦେଶକୁ ଭେଟିବ। ଗତ ୧୯ ତାରିଖରେ ଭାରତୀୟ ଦଳ ୩-୦ ଗୋଲରେ ମାଳଡିଭ୍ସକୁ ହରାଇଥିଲା। ଏହା ମାନୋଲୋ ମାର୍କ୍ୟୁଜଙ୍କ ମାର୍ଗଦର୍ଶନରେ ଦଳର ପ୍ରଥମ…

ଏହି ଦିନ IPLରେ ପ୍ରଥମଥର ହେବ ୩୦୦ ରନ୍‌: ବଡ଼ ଭବିଷ୍ୟବାଣୀ କଲେ ଡେଲ ଷ୍ଟେନ

ନୂଆଦିଲ୍ଲୀ,୨୫।୩: ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର ଡେଲ ଷ୍ଟେନ ଏକ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ କରିଛନ୍ତି। ସେ ଆଇପିଏଲ ମ୍ୟାଚରେ ପ୍ରଥମ ଥର ପାଇଁ ୩୦୦ ରନ ସ୍କୋର କେବେ ପାର ହେବ ତାହା ତାରିଖ କହିଛନ୍ତି। IPL 2025ର ଦ୍ୱିତୀୟ ମ୍ୟାଚରେ…

ଆଶୁତୋଷ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ: ରୋମାଞ୍ଚକର ମ୍ୟାଚରେ ଲକ୍ଷ୍ନୌକୁ ଧୂଳି ଚଟେଇଲା ଦିଲ୍ଲୀ କ୍ୟାପିଟାଲ୍ସ

ବିଶାଖପାଟନମ,୨୪/୩:ଆଇପିଏଲ୍ ,୨୦୨୫ ରେ ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ରେ ଦିଲ୍ଲୀ କ୍ୟାପିଟାଲ୍ସ ଶେଷ ଓଭରରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଥିଲା । ବିଶାଖପାଟନମରେ ଖେଳାଯାଇଥିବା ସିଜିନର ଚତୁର୍ଥ ମ୍ୟାଚ୍‌ରେ ଲକ୍ଷ୍ନୌ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୦୯…

ବାପା ହେଲେ କେ.ଏଲ୍‌ ରାହୁଲ: ପ୍ରଥମ ସନ୍ତାନ ଜନ୍ମ ଦେଲେ ଆଥିୟା

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟର କେଏଲ ରାହୁଲ ପିତା ହେବାର ସୌଭାଗ୍ୟଲାଭ କରିଛନ୍ତି। ତାଙ୍କ ପତ୍ନୀ ଆଥିୟା ସେଟ୍ଟୀ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ରାହୁଲ ଏବଂ ଆଥିୟା ଇନଷ୍ଟାଗ୍ରାମ ମାଧ୍ୟମରେ ପ୍ରଥମ ଥର ପାଇଁ ମାତାପିତା ହେବା ବିଷୟରେ ସୂଚନା…

୨୦୨୬ ଫିଫା ବିଶ୍ୱକପ୍‌ ଖେଳିବ ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୪ା୩: ନ୍ୟୁଜିଲାଣ୍ଡ ୨୦୨୬ ଫିଫା ବିଶ୍ୱକପ୍‌ ଖେଳିବ। ସୋମବାର ଓସେନିଆ କନ୍‌ଫେଡେରେଶନ କ୍ୱାଲିଫାଇଂ ସିରିଜ ଫାଇନାଲରେ ନ୍ୟୁ କାଲେଡୋନିଆକୁ ୩-୦ ଗୋଲ୍‌ରେ ପରାସ୍ତ କରିବା ପରେ ନ୍ୟୁଜିଲାଣ୍ଡ ୨୦୨୬ ଫିଫା ବିଶ୍ୱକପ୍‌ ଖେଳିବା ପାଇଁ ଯୋଗ୍ୟତା ହାସଲ କରିପାରିଛି। ଏହାକୁ ମିଶାଇ…

ୟୁନାଇଟେଡ୍‌ ଓ୍ବାଲର୍‌ଡ ରେସଲିଂ ଏସିଆ ବ୍ୟୁରୋ ସଦସ୍ୟ ଭାବେ ସଞ୍ଜୟ ସିଂ ନିର୍ବାଚିତ

ଅମ୍ମାନ(ଜର୍ଡାନ),୨୪ା୩: ଡବ୍ଲ୍ୟୁଏଫ୍‌ଆଇ ସଭାପତି ସଞ୍ଜୟ କୁମାର ସିଂ ସୋମବାର ୟୁନାଇଟେଡ୍‌ ଓ୍ବାଲର୍‌ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)-ଏସିଆର ବ୍ୟୁରୋ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ଏ ନେଇ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ପକ୍ଷରୁ ଘୋଷଣା କରାଯାଇଛି। ଅମ୍ମାନଠାରେ ୟୁଡବ୍ଲ୍ୟୁଡବ୍ଲ୍ୟୁ-ଏସିଆର ସାଧାରଣ ବୈଠକରେ ନିର୍ବାଚନ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏକ୍ସ ଓ୍ବାଇଫଙ୍କ ବିକିନି ଅବତାର ଖୁବ ଚର୍ଚ୍ଚାରେ, ଫ୍ୟାନ୍ସ କହିଲେ…

ନୂଆଦିଲ୍ଲୀ,୨୪।୩: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ IPL ୨୦୨୫ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଛନ୍ତି। ତଥାପି, ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ କ୍ରିକେଟ ପାଇଁ ଯେତିକି ଚର୍ଚ୍ଚାରେ ଅଛନ୍ତି, ତାଙ୍କ ପୂର୍ବତନ ପତ୍ନୀ ନତାସା ଷ୍ଟାନକୋଭିକ ତାଙ୍କ ସାହସିକତା ପାଇଁ ଅଧିକ ଚର୍ଚ୍ଚାରେ ଅଛନ୍ତି।…

କେବେ ଫେରିବେ ବୁମରା? ଜବାବ ଦେଲେ କୋଚ

ନୂଆଦିଲ୍ଲୀ,୨୪।୩: ସିଜିନର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଜସପ୍ରିତ ବୁମରାଙ୍କ ବିନା ଖେଳିଥିବା ମୁମ୍ବାଇ ଇଣ୍ଡିଆନ୍ସକୁ ଚେନ୍ନାଇ ସୁପର କିଙ୍ଗ୍ସ ୪ ୱିକେଟରେ ପରାସ୍ତ କରିଥିଲା। ଏବେ ମୁମ୍ବାଇ ଇଣ୍ଡିଆନ୍ସ ସେମାନଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri