ଖେଳ

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି ଏଭଳି କଳ୍ପନାଜଳ୍ପନା ଲାଗି ରହିଛି। ଏବେ ସେମାନେ ବାସ୍ତବରେ ସେଠାକୁ ଚାଲିଯିବେ ବୋଲି ସ୍ପଷ୍ଟ…

ଜୁନିୟର ବକ୍ସିଂ ଚାମ୍ପିୟନଶିପ୍‌: ୪୩ ପଦକ ପକ୍କା କଲା ଭାରତ

ଅମାନ(ଜୋର୍ଡାନ),୨୬ା୪: ଜୋର୍ଡାନରେ ଚାଲିଥିବା ୧୫ ବର୍ଷରୁ କମ୍‌ ଏବଂ ୧୭ ବର୍ଷରୁ କମ୍‌ ଉଦ୍‌ଘାଟନୀ ଏସିଆନ ଜୁନିୟମର ବକ୍ସିଂ ଚାମ୍ପୟନଶିପ୍‌ରେ ଭାରତର ଆଉ ୪ଜଣ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତୀୟ ପ୍ରତିଯୋଗୀମାନେ ୪୩ ପଦକ ପକ୍କା କରିଛନ୍ତି। ପ୍ରତ୍ୟେକ…

IPLର ଗୋଟିଏ ମ୍ୟାଚ୍‌ ପାଇଁ ମୋଟାଅଙ୍କର ଦରମା ନିଅନ୍ତି ଅମ୍ପାୟାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୪: ଭାରତରେ କ୍ରିକେଟରମାନେ ଘରୋଇ, ଅନ୍ତର୍ଜାତୀୟ କ୍ରିକେଟ ଏବଂ IPLରୁ ପ୍ରଚୁର ଟଙ୍କା ରୋଜଗାର କରନ୍ତି। ଏଠାରେ ଅମ୍ପାୟାରମାନେ ମଧ୍ୟ ଟଙ୍କା ରୋଜଗାର କରିବାରେ ପଛରେ ନାହାନ୍ତି। ସେ ପ୍ରତ୍ୟେକ IPL ମ୍ୟାଚରେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରନ୍ତି। କ୍ରିକେଟରେ…

ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍‌! ଚମକାଇଲା Fact Check

କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା ସହିତ, ଭାରତୀୟ ସେନା ପହଲଗାମ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଏହି…

ପ୍ରଥମ ବଲ୍‌ରେ ଇତିହାସ ରଚିଲେ ଶାମି, ପରେ କରିଦେଲେ ବଡ଼ ଭୁଲ; ଦେଖିବାକୁ ମିଳିଲା..  

ନୂଆଦିଲ୍ଲୀ,୨୫।୪: IPL ୨୦୨୫ର ୪୩ତମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ମହମ୍ମଦ ଶାମି ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ପ୍ରଥମ ବଲ୍‌ରେ ଇତିହାସ ରଚିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସର ଯୁବ ଓପନର୍‌ ଶେଖ ରସିଦଙ୍କ ଉଇକେଟ ନେଇଥିଲେ। ଆଇପିଏଲ୍‌ରେ…

ବାସ୍କେଟ ବଲ କ୍ରୀଡ଼ା ଉତ୍ସବ: ସାମିଲ ହେଲେ ୧୨ ବିଦ୍ୟାଳୟ

ସମ୍ବଲପୁର,୨୫ା୪(ବି.ଶଙ୍କର): ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନର ସମ୍ଭାଗସ୍ତରୀୟ ତିନିଦିନିଆ ବାସ୍କେଟ୍‌ ବଲ କ୍ରୀଡ଼ା ଉତ୍ସବ ସମ୍ବଲପୁରସ୍ଥିତ ପିଏମ୍‌ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଶୁକ୍ରବାର ଶୁଭାରମ୍ଭ ହୋଇଯାଇଛି। ବିଦ୍ୟାଳୟ ଅଧ୍ୟକ୍ଷ ରଣରଞ୍ଜୟ ସିଂହଙ୍କ ସଭାପତିତ୍ୱରେ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ଉପାଧ୍ୟକ୍ଷ ବଳରାମ…

ପଏଣ୍ଟ ଟେବୁଲର ତୃତୀୟ ସ୍ଥାନରେ ପହଞ୍ଚିଲା ଆର୍‌ସିବି, ଜାଣନ୍ତୁ କେଉଁ ଦଳ ପ୍ରଥମ, ଦ୍ୱିତୀୟ

ବେଙ୍ଗାଲୁରୁ,୨୫ା୪: ବିରାଟ କୋହଲିଙ୍କ ଅର୍ଦ୍ଧଶତକ ଓ ଜୋଶ ହାଜେଲଉଡଙ୍କ ୪ ଉଇକେଟ ସଫଳତା ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୧ ରନ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌)କୁ ପରାସ୍ତ କରିଛି। ଏହା ବେଙ୍ଗାଲୁରୁର ଷଷ୍ଠ ବିଜୟ ହୋଇଥିବା ବେଳେ ରାଜସ୍ଥାନ ଲାଗି…

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ କେବଳ ICC ଟୁର୍ଣ୍ଣାମେଣ୍ଟ କିମ୍ବା ACC ଟୁର୍ଣ୍ଣାମେଣ୍ଟରେ ପରସ୍ପରର ମୁହାଁମୁହିଁ ହୁଅନ୍ତି, କିନ୍ତୁ ପହଲଗାମରେ…

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଆଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB ଦଳ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୦୫ ରନ କରିଥିଲା। ବିରାଟ କୋହଲି…

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ ମଣ୍ଡପ ପଡିଆରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ ମା’ ମାନସା ଆର୍ମି ଏବଂ ସମଲେଶ୍ୱରୀ…

ଭାରତ ଆସିବେନି ନଦିମ

ନୂଆଦିଲ୍ଲୀ,୨୪ା୪: ଆସନ୍ତା ମେ’ ୨୪ ତାରିଖରୁ ବେଙ୍ଗାଲୁରୁରେ ହେବାକୁ ଥିବା ନୀରଜ ଚୋପ୍ରା କ୍ଲାସିକ ଇଭେଣ୍ଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପାକିସ୍ତାନର ଅଲିମ୍ପିକ ଚାମ୍ପିୟନ ଅର୍ଶଦ ନଦିମ ଭାରତ ଆସିବେ ନାହିଁ। ଏହି ପ୍ରତିଯୋଗିତା ଲାଗି ଭାରତୀୟ ଜାଭେଲିନ ଷ୍ଟାର ନୀରଜ ଚୋପ୍ରା…

ମାଡ୍ରିଡ୍‌ ଓପନରୁ ଓହରିଲେ ଅଲ୍‌କାରାଜ

ମାଡ୍ରିଡ୍‌,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍‌ କାର୍ଲୋସ ଅଲ୍‌କାରାଜ ମାଡ୍ରିଡ୍‌ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ ତାଙ୍କ ବାମ ଗୋଡ଼ରେ ଆଘାତ ଲାଗିଥିଲା। ୨୦୨୨ ଓ ୨୦୨୩ରେ ଦୁଇଥର ଚାମ୍ପିୟନ ଅଲ୍‌କାରାଜଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri