ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…
ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ ସେ ଲର୍ଡସରେ ତାଙ୍କର ଶେଷ ଦିନିକିଆ ମ୍ୟାଚ୍ ଖେଳିବେ । କିନ୍ତୁ ରୋହିତ…
Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର
ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି । ସେ ଏହି ଇଭେଣ୍ଟରେ ଭାରତ ପାଇଁ ପ୍ରଥମ ପଦକ ହାସଲ କରି…
ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍
ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା ମିଳିବାକୁ ଯାଉଛି। ରିପୋର୍ଟ ଅନୁଯାୟୀ, ବେନ୍ ଷ୍ଟୋକ୍ସଙ୍କ ପରେ ହ୍ୟାରି ବ୍ରୁକଙ୍କୁ…
ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ
ଗ୍ଲାସ୍ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍ଷ୍ଟ୍ରୋକ୍ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲେ। ଦୁଇଥର ଅଲିମ୍ପିଆନ ତଥା ଏକାଧିକ ଜାତୀୟ ରେକର୍ଡର ଅଧିକାରୀ…
ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍ ପଡ଼ିଲେ ଜୁଡୋକା ମାନ୍
ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍ଙ୍କୁ ଚଳିତ ଗ୍ଲ୍ାସ୍ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ ସେ ତାଙ୍କ ବର୍ତ୍ତମାନ ଠିକଣା (ହୋୟାର ଏବାଉଟ୍ସ)ଦେବାରେ ବିଫଳ ହୋଇଥିବାରୁ ନ୍ୟାଶନାଲ ଆଣ୍ଟି…
ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ
ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ କରିଥିଲେ। ଏହି ସଫଳତା ସହିତ, ବୈଭବ ଅନ୍ତର୍ଜାତୀୟ କ୍ରିକେଟରେ ଅର୍ଦ୍ଧଶତକ ହାସଲ କରିଥିବା…
ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର
ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ ଯେ, ଗୌତମ ଗମ୍ଭୀର ଏହି ମ୍ୟାଚରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଭାବରେ…
ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ
ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ଭାବେ ଶ୍ରେୟସ ଆୟାରଙ୍କ ଲାଗି ଏହା ପ୍ରଥମ ବିଜୟ। ମ୍ୟାଚ୍ରେ ସୂର୍ଯ୍ୟବଂଶୀ…
ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ ଯାଉଛନ୍ତି, ସେତେବେଳେ ଇତିହାସ ପୁନର୍ବାର ଲେଖାଯିବା ଆରମ୍ଭ ହୁଏ। 2026 ମସିହାରେ ଭାରତର…
୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ
ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ ବଲ୍ରେ ୱିକେଟ୍ ନେଇ ଇତିହାସ ରଚିଛନ୍ତି । ତାଙ୍କର ଉଚ୍ଚ ଗତି ପାଇଁ…
Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!
ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75 କିଲୋଗ୍ରାମ ବର୍ଗର ସେମିଫାଇନାଲରେ ସିଧାସଳଖ ପ୍ରବେଶ କରିଥିଲେ, ଯାହା ଫଳରେ ଭାରତ ପାଇଁ…
ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….
ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା ଅନୁଯାୟୀ ହୋଇନାହିଁ । ଆୟରଙ୍କ ନେତୃତ୍ୱରେ, ଟିମ୍ ଇଣ୍ଡିଆ ସାତଟି ଟି-୨୦ ମ୍ୟାଚ୍…

