ଋତୁରାଜ ତ ନାମକୁ ମାତ୍ର କ୍ୟାପଟେନ, ସବୁ ନିଷ୍ପତ୍ତି ନେଉଛନ୍ତି ଧୋନି, ଏହି ଅଭିଯୋଗକୁ ନେଇ ଧୋନି କହିଲେ…
ନୂଆଦିଲ୍ଲୀ,୨୪।୩: ଋତୁରାଜ ଗାୟକୱାଡ କେବଳ ନାମକୁ ମାତ୍ର ଅଧିନାୟକ, ଚେନ୍ନାଇ ସୁପର କିଙ୍ଗ୍ସର ସମସ୍ତ ନିଷ୍ପତ୍ତି ମହେନ୍ଦ୍ର ସିଂହ ଧୋନି ନିଅନ୍ତି। ଏମିତି ଏକ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଧୋନି। ଧୋନିଙ୍କ ଅଧିନାୟକତ୍ୱରେ ଚେନ୍ନାଇ ପାଞ୍ଚଟି IPL ଟାଇଟଲ ଜିତିଥିଲା, କିନ୍ତୁ…
କିଏ ସେହି ବିଗ୍ନେଶ ପୁଥୁର,ଯିଏ ଗୋଟିଏ ବି ଘରୋଇ ମ୍ୟାଚ୍ ନ ଖେଳି ଆଇପିଏଲ୍ରେ ଦେଖାଇଲେ ଜଲଓ୍ବା
ଚେନ୍ନାଇ,୨୪।୩: ରୋହିତ ଶର୍ମାଙ୍କ ସ୍ଥାନରେ ଦ୍ୱିତୀୟ ଇନିଂସରେ ଇମ୍ପାକ୍ଟ ପ୍ଲେୟାର ଭାବରେ ଆସିଥିବା ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ବିଗ୍ନେଶ ପୁଥୁରଙ୍କୁ ଆଇପିଏଲରେ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେ ଏହି ସୁଯୋଗର ସମ୍ପୂର୍ଣ୍ଣ ଫାଇଦା ଉଠାଇଥିଲେ ଏବଂ ତାଙ୍କର IPL ଡେବ୍ୟୁକୁ…
ହିନ୍ଦୀ କି ଇଂରାଜୀ ନୁହେଁ, ଏହି ଭାଷାରେ କମେଣ୍ଟ୍ରି ଶୁଣିବାକୁ ପସନ୍ଦ କରନ୍ତି ଧୋନୀ
ଚେନ୍ନାଇ,୨୪।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଆଞ୍ଚଳିକ ଭାଷାର ଭାଷ୍ୟକାର ପଦକ୍ଷେପକୁ ଭାରତର କିମ୍ବଦନ୍ତୀ କ୍ରିକେଟର ଏମଏସ ଧୋନୀ ପ୍ରଶଂସା କରିଛନ୍ତି। ସେ ଭୋଜପୁରୀ କମେଣ୍ଟ୍ରିକୁ ପ୍ରଶଂସା କରି ଏହାକୁ ‘ଏନରଜେଟିକ୍’ ବୋଲି କହିଛନ୍ତି। ଧୋନୀ କହିଛନ୍ତି, ଭୋଜପୁରୀ କମେଣ୍ଟ୍ରି ମୋତେ ପୁରୁଣା…
IPL 2025 ମଧ୍ୟରେ ସେଣ୍ଟ୍ରାଲ୍ କଣ୍ଟ୍ରାକ୍ଟ ଘୋଷଣା କଲା ବିସିସିଆଇ: ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ମହିଳା ଦଳର ସେଣ୍ଟ୍ରାଲ୍ କଣ୍ଟ୍ରାକ୍ଟ ଘୋଷଣା କରିଛି। ବୋର୍ଡ ୧୬ ଜଣ ଖେଳାଳିଙ୍କୁ ୩ଟି ବର୍ଗରେ ବିଭକ୍ତ କରିଛି। ଗ୍ରେଡ ଏରେ ସ୍ମୃତି ମନ୍ଧାନା ଏବଂ ହରମନପ୍ରୀତ କୌରଙ୍କ ସମେତ ୩…
IPL 2025ରେ ‘ବଲ୍ ଟ୍ୟାମ୍ପରିଂ’? ପୁଣି ବ୍ୟାନ୍ ହୋଇପାରେ CSK, କ୍ୟାମେରାରେ କଏଦ ଭିଡିଓ ଭାଇରାଲ୍
ଚେନ୍ନାଇ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (CSK) ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ ର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ (MI) ବିପକ୍ଷରେ ୪ ୱିକେଟରେ ବିଜୟ ହାସଲ କରିଛି। ଷ୍ଟମ୍ପ ପଛରେ MS ଧୋନିଙ୍କ ଷ୍ଟମ୍ପିଂ ସହିତ ଏହା…
ଅଧିନାୟକ ହେବା ଲାଗି ଏହି ପେସ୍ ବୋଲର ଆଗ୍ରହୀ
ନୂଆଦିଲ୍ଲୀ, ୨୩ା୩: ବିଶିଷ୍ଟ ପେସ୍ ବୋଲର କାଗିସୋ ରାବାଡା କହିଛନ୍ତି, ତାଙ୍କୁ ଯଦି ତାଙ୍କ ଦେଶ ଜାତୀୟ ଦଳର ଅଧିନାୟକ ପଦବୀ ଯଚା ଯାଏ ତେବେ ସେ ତାହାକୁ ଗ୍ରହଣ କରିବା ଲାଗି ଆଗ୍ରହୀ ଅଛନ୍ତି। ଯଶପ୍ରୀତ ବୁମ୍ରା ଓ ପ୍ୟାଟ୍…
ମ୍ୟାଚ ସମୟରେ ହୃଦଘାତର ଶିକାର ହେଲେ ତମିମ ଇକବାଲ, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୪।୩: ପୂର୍ବତନ ବାଂଲାଦେଶ ଅଧିନାୟକ ତମିମ ଇକବାଲ ହୃଦଘାତର ଶିକାର ହୋଇଛନ୍ତି। ମ୍ୟାଚ ଖେଳୁଥିବା ସମୟରେ ତମିମ ଇକବାଲଙ୍କୁ ହୃଦଘାତ ହୋଇଥିଲା, ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ତମିମ ଇକବାଲ ଢାକା ପ୍ରିମିୟର ଲିଗ…
ରେକର୍ଡ ଭାଙ୍ଗିଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୪ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ା ରେସ ଓ୍ବାକର ପ୍ରିୟଙ୍କା ଗୋସ୍ବାମୀ ମହିଳା ୩୫ କିମି ଇଭେଣ୍ଟରେ ଜାତୀୟ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ଲୋଭାକିଆର ଡୁଡିନ୍ସଠାରେ ଚାଲିଥିବା ଡୁଡିନସ୍କା ୫୦ ପ୍ରତିଯୋଗିତାରେ ସେ ଦୌଡ଼କୁ ୨:୫୬:୩୪ ସେକେଣ୍ଡରେ ଶେଷ କରିଥିଲେ। ସେ ୧୧ତମ ସ୍ଥାନରେ…
ପ୍ରଥମ ମ୍ୟାଚ୍ରେ ମୁମ୍ବାଇର ପରାଜୟ ଧାରା ଜାରି
ଚେନ୍ନାଇ,୨୩ା୩: ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ୪ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ)କୁ ପରାସ୍ତ କରିଛନ୍ତି। ୧୫୬ ରନ୍ର ଟାର୍ଗେଟକୁ ଚେନ୍ନାଇ ଅଧିନାୟକ ଋତୁରାଜ ଗାଏକ୍ୱାଡ ଏବଂ ରାଚିନ ରବୀନ୍ଦ୍ରଙ୍କ…
ସମାଲୋଚନା କଲେ ଓ୍ବାର୍ନର: ଜବାବ ରଖିଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୩ା୩: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ ଓ୍ବାର୍ନର ଶନିବାର ଏୟାର ଇଣ୍ଡିଆକୁ ସୋସିଆଲ ମିଡିଆ ଜରିଆରେ ସମାଲୋଚନା କରିଛନ୍ତି। ପାଇଲଟ ନ ଥିବା ବିମାନରେ ଆମକୁ ବସାଇ ଦିଆଯାଇଥିଲା। ଘଣ୍ଟା ଘଣ୍ଟା ଧରି ଆମେ ବିମାନରେ ଅପେକ୍ଷା କରି ରହିଥିଲୁ। ବିମାନ…
ବିଶାଳ ବିଜୟ ସହିତ ସିଜିନ ଆରମ୍ଭ କଲା ସନରାଇଜର୍ସ ହାଇଦ୍ରାବାଦ
ହାଇଦ୍ରାବାଦ,୨୩ା୩: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ରବିବାର ଅପରାହ୍ନରେ ରାଜସ୍ଥାନ ରୟାଲ୍ସ (ଆର୍ଆର୍) ବିପକ୍ଷରେ ଖେଳାଯାଇଥିବା ହାଇ ସ୍କୋରିଂ ଆଇପିଏଲ୍ ମ୍ୟାଚକୁ ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍ଏଚ୍) ୪୪ ରନରେ ଜିତି ନେଇଛି। ଇଶାନ କିଶନଙ୍କ ଅପରାଜିତ ଶତକ ବଳରେ ହାଇଦ୍ରାବାଦ…
IPL 2025 Ishan Kishan: ସନରାଇଜର୍ସ ପାଇଁ ଡେବ୍ୟୁ ମ୍ୟାଚ୍ରେ ଇଶାନ କିଶନଙ୍କ ବିସ୍ଫୋରକ ଇନିଂସ, ହାସଲ କଲେ ଐତିହାସିକ ଶତକ
ନୂଆଦିଲ୍ଲୀ,୨୩।୩: ଭାରତୀୟ ଦଳର ଷ୍ଟାର ଉଇକେଟ କିପର ବ୍ୟାଟର ଈଶାନ କିଷାନ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ୨୦୨୫ ସିଜିନ୍ ଆରମ୍ଭରୁ ଧମାଲ ମଚାଇ ଦେଇଛନ୍ତି। ଚଳିତ ବର୍ଷ ଈଶାନ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ପାଇଁ ଡେଭ୍ୟୁ କରିଥିଲେ ଏବଂ ନିଜର ପ୍ରଥମ ମ୍ୟାଚରେ…
Archives


