ଖେଳ

ବିବାହ କରିବେ ରେସଲର ବବିତା

ନୂଆଦିଲ୍ଲୀ, ୫ା୬ (ପି.ଟି.)-ପରିବାରର ସମ୍ମତି ମିଳିବା ପରେ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଚାମ୍ପିୟନ ରେସ୍‌ଲର ବବିତା କୁମାରୀ ଫୋଗତ ବିବେକ ସୁହାଗଙ୍କୁ ବିବାହ କରିବା ପକ୍କା ହୋଇଛି। ଏହି ପରିପ୍ରେକ୍ଷୀରେ ୨୯ବର୍ଷୀୟା ବବିତା ମଙ୍ଗଳବାର ତାଙ୍କ ଟୁଇଟର ପେଜ୍‌ରେ ଏକ ଫଟୋ ଶେୟାର…

୨୧ ବର୍ଷରୁ କମ୍‌ ମହିଳା ହକି: ଭାରତକୁ ଚତୁଃରାଷ୍ଟ୍ରୀୟ ଟାଇଟଲ

ଡବ୍‌ଲିନ୍‌ (ଆୟର୍ଲାଣ୍ଡ), ୫ା୬ (ପି.ଟି.)- ଭାରତୀୟ ଜୁନିୟର ମହିଳା ହକି ଦଳ କ୍ୟାଣ୍ଟର ଫିଜରଲାଡ୍‌ ୨୧ ବର୍ଷରୁ କମ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ଟାଇଟଲ ହାସଲ କରିଛି। ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଆୟର୍ଲାଣ୍ଡକୁ ୧-୦ ଗୋଲରେ ପରାସ୍ତ କରିଛି। ଭାରତ…

ଆଇସିସି ବିଶ୍ୱକପ୍‌: ଦକ୍ଷିଣ ଆଫ୍ରିକା ବିପକ୍ଷରୁ ଭାରତର ଅଭିଯାନ

ସାଉଥାମ୍ପଟନ,୪।୬ (ପି.ଟି.)- ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଚଳିତ ଦ୍ୱାଦଶ ସଂସ୍କରଣରେ ଭାରତ ବୁଧବାରଠାରୁ ଅଭିଯାନ ଆରମ୍ଭ କରିବ। ଭାରତ ତା’ର ପ୍ରଥମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ୧୩୦ କୋଟି ଲୋକଙ୍କ ଆଶା ଓ ଆକାଂକ୍ଷାକୁ ନେଇ ବିରାଟ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଟିମ ଇଣ୍ଡିଆର ନୂଆ ଜର୍ସି

ଭୁବନେଶ୍ୱର,୫।୬(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଆନ୍ତର୍ଜାତିକ ହକି ଫେହେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲରେ ଭାଗ ନେବାକୁ ଯାଉଥିବା ଘରୋଇ ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚତ ହୋଇଛି। ହକି ଇଣ୍ଡିଆ ମୁଖ୍ୟ…

ନୂଆ କୋଚ୍‌ ରିଡ୍‌ଙ୍କ ସହ ସହଜ ମନେ କରୁଛୁ : ମନପ୍ରୀତ

ଭୁବନେଶ୍ୱର,୫।୬(ସ୍ପୋଟର୍‌ସ ବ୍ୟୁରୋ)- ଆଉ ମାତ୍ର ଗୋଟିଏ ଦିନ ପରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ହକି କମ୍ପ୍ଲେକ୍ସରେ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତିକ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସିରିଜ ପାଇନାଲ୍ସ। ୨୦୨୦ ଟୋକିଓ ଅଲିମ୍ପିକ୍ସର ଯୋଗ୍ୟତା ହାସଲ କରିବାକୁ ଏହି ଟୁର୍ନାମେଣ୍ଟ ଭାରତ…

ଆଇସିସି ବିଶ୍ୱକପ୍‌: ଶ୍ରୀଲଙ୍କାର ପ୍ରଥମ ବିଜୟ

କାର୍ଡିଫ୍‌,୫।୬(ଏଏଫ୍‌ପି)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ଦ୍ୱାଦଶ ସଂସ୍କରଣର ବର୍ଷା ବାଧାପ୍ରାପ୍ତ ସପ୍ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୩୪ ରନରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ମଙ୍ଗଳବାର ଖେଳାଯାଇଥିବା ଲୋ- ସ୍କୋରିଂ ମ୍ୟାଚ୍‌ରେ…

କୋଣ୍ଟାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି

ପ୍ୟାରିସ, ୪ା୬- ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ଜୋହାନା କୋଣ୍ଟା ତାଙ୍କ ଅସାଧାରଣ ପ୍ରଦର୍ଶନ ଜାରି ରଖିଛନ୍ତି। ୧୯୮୩ ପରେ ସେ ପ୍ରଥମ ବ୍ରିଟିଶ ମହିଳା ଖେଳାଳି ହିସାବରେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ୨୬ତମ ସିଡ୍‌ପ୍ରାପ୍ତ ବ୍ରିଟେନର ଏହି…

ଚାଇନା ଏଏଫ୍‌ସି ଏସିଆନ୍‌ କପ୍‌ ଆୟୋଜକ

ପ୍ୟାରିସ, ୪ା୬ (ଏଏଫ୍‌ପି)- ଚାଇନା ଏସିଆନ କପ୍‌ ୨୦୨୩ର ଆୟୋଜନ କରିବ। ଏସିଆନ ଫୁଟ୍‌ବଲ କନଫେଡେରେଶନ(ଏଏଫ୍‌ସି) ମଙ୍ଗଳବାର ସୂଚନା ଦିଆଯାଇଛି। ପ୍ରତି ୪ବର୍ଷ ବ୍ୟବଧାନରେ ହୋଇ ଆସୁଥିବା ଏହି ଟୁର୍ନାମେଣ୍ଟକୁ ଚାଇନା ଦ୍ୱିତୀୟ ଥର ଆୟୋଜନ କରିବ। ଏହା ପୂର୍ବରୁ ଦେଶ…

ବିଶ୍ୱକପ୍‌ରୁ ଷ୍ଟେଇନ୍‌ ଆଉଟ୍‌

ସାଉଥାମ୍ପଟନ୍‌, ୪।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳକୁ ମଙ୍ଗଳବାର ଶକ୍ତ ଧକ୍କା ଲାଗିଛି। ଦଳର ପ୍ରମୁଖ ତଥା ଅଭିଜ୍ଞ ଦ୍ରୁତ ବୋଲର ଡେଲ୍‌ ଷ୍ଟେଇନ୍‌ ଆଘାତଜନିତ ସମସ୍ୟା ଲାଗି ପୂରା ବିଶ୍ୱକପ୍‌ରୁ ବାଦ୍‌…

ପାକିସ୍ତାନକୁ ବିଜୟର ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲେ ସାନିଆ: ଲୋକେ କହିଲେ ୧୬କୁ କାହାକୁ କରିବ ସମର୍ଥନ

ନୂଆଦିଲ୍ଲୀ,୪।୬: ନିଜର ପ୍ରଥମ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍‌ଠାରୁ ହାରିବା ପରେ ପାକିସ୍ତାନ ନିଜର ଭୁଲ୍‌ ସୁଧାରିଛି। ସୋମବାର ଆଇସିସି ଓ୍ବାର୍ଲଡ କପ୍‌-୨୦୧୯ର ଦ୍ୱିତୀୟ ମ୍ୟାଚରେ ପାକିସ୍ତାନ ଦମ୍‌ଦାର ପ୍ରଦର୍ଶନ କରିଛି। ଫେଭରାଇଟ୍‌ ଦଳ ରୂପେ ଗଣାଯାଉଥିବା ଇଂଲଣ୍ଡକୁ ୧୪ ରନ୍‌ରେ ହରାଇଛି ପାକିସ୍ତାନ।…

କାତାରରେ କ୍ଲବ ବିଶ୍ୱକପ୍

ପ୍ୟାରିସ, ୪୬(ଏଏଫ୍ପି)- ଫିଫା ବିଶ୍ୱକପ୍ର ପରବର୍ତ୍ତୀ ସଂସ୍କରଣ ୨୦୨୨ରେ କାତାରରେ ଅନୁଷ୍ଠିତ ହେବ ତେବେ ଏଥତ୍ପୂର୍ବରୁ ୨୦୧୯ ଓ ୨୦୨୦ କ୍ଲବ ବିଶ୍ୱକପ୍ କାତାରରେ ଅାୟୋଜିତ ହେବ ବୋଲି ଫୁଟ୍ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି ୨୦୨୨…

ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି ସୋମବାର ଏଠାରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥତ୍ବା ଅାଇସିସି ବିଶ୍ୱକପ୍ର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?