ଖେଳ

ଭାରତୀୟ ଦଳ ସହ ଗସ୍ତ କରିବେ ୪ ନେଟ୍‌ ବୋଲର

ନୂଆଦିଲ୍ଲୀ, ୧୬।୪- ଆଇସିସି ବିଶ୍ୱକପ୍‌ ଲାଗି ସୋମବାର ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା। ତେବେ ବିଶ୍ୱକପ୍‌ ସମୟରେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ନେଟ୍ସରେ ବୋଲିଂ ସହାୟତା କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ମୋଣ୍ଟେ-କାର୍ଲୋରୁ ଜୋକୋଭିଚ୍‌ ଭ୍ରାତାଙ୍କ ବିଦାୟ

ମୋନାକୋ (ଫ୍ରାନ୍ସ), ୧୬।୪- ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ତାଙ୍କ ଭ୍ରାତା ମାର୍କୋ ଏଠାରେ ଚାଲିଥିବା ମୋଣ୍ଟେ-କାର୍ଲୋ ମାଷ୍ଟର୍ସ ପ୍ରତିଯୋଗିତାର ପୁରୁଷ ଡବଲ୍ସ ଇଭେଣ୍ଟରୁ ବିଦାୟ ନେଇଛନ୍ତି। ପୁରୁଷ ଡବଲ୍ସ ପ୍ରଥମ ରାଉଣ୍ଡର ଏକ ମୁକାବିଲାରେ…

ପିତା-ଭଉଣୀ କଂଗ୍ରେସ, ସ୍ତ୍ରୀ ଭାଜପା: ଜାଡେଜା କହିଲେ, ‘ମୁଁ ଭାଜପାକୁ ସମର୍ଥନ କରୁଛି’

ନୂଆଦିଲ୍ଲୀ, ୧୬।୪: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଭାଜପାକୁ ସମର୍ଥନ କରି ଏକ ଟୁଇଟ କରିଛନ୍ତି। ବିଶ୍ୱକପ୍‌ ଦଳରେ ଚୟନ ହେବାର କିଛି ଘଣ୍ଟା ପରେ ସେ ନିଜ ଟୁଇଟର ଆକାଉଣ୍ଟରେ ଭାଜପାର ଦଳୀୟ ଚିହ୍ନ ‘ପଦ୍ମ’ ଅପଲୋଡ…

ଆଇସିସି ବିଶ୍ୱକପ୍‌: ଶାକିବ୍‌ଙ୍କୁ ଉପଅଧିନାୟକ ଦାୟିତ୍ୱ

ଢାକା, ୧୬।୪- ଆସନ୍ତା ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଲାଗି ମଙ୍ଗଳବାର ବାଂଲାଦେଶ ଦଳ ଘୋଷଣା କରାଯାଇଛି। ଅଭିଜ୍ଞ ଦ୍ରୁତ ବୋଲର ମାଶ୍ରାଫି ମୋର୍ତାଜାଙ୍କ ନେତୃତ୍ୱରେ ଘୋଷିତ ୧୫ ଜଣିଆ ଦଳରେ ନୂଆମୂହଁ…

ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମହିଳାଙ୍କ ପାଇଁ ରହିବ ସ୍ବତନ୍ତ୍ର ମତଦାନ କେନ୍ଦ୍ର

ମୁମ୍ବାଇ,୨୮।୩: ଆସନ୍ତା ମାସରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ମହିଳାମାନଙ୍କୁ ଅଧିକ ମାତ୍ରାରେ ସାମିଲ କରିବା ଲାଗି ମହାରାଷ୍ଟ୍ର ସରକାର ଏକ ଅଭିନବ ଉପାୟ ଚିନ୍ତା କରିଛନ୍ତି। ଏଥର ମହାରାଷ୍ଟ୍ରର ସମସ୍ତ ଲୋକ ସଭା ଆସନରେ ମତଦାନ ଲାଗି ମହିଳାମାନଙ୍କ…

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ ଏବଂ ସଞ୍ଜୟ ଖାଣ୍ଡେ। ଆକିବ୍‌ ଓ ବଶରତ୍‌ ପୁଲଓ୍ବାମାର ବାସିନ୍ଦା ଥିବାବେଳେ ସଞ୍ଜୟ ଶୋପିଆନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?