IPL 2025 ଉଦଘାଟନୀ ମ୍ୟାଚ୍ ବାତିଲ ହେବାର ସମ୍ଭାବନା, ଛାଇଲା ବର୍ଷାର କଳା ବାଦଲ
କୋଲକାତା,୨୧ା୩: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଡିଫେଣ୍ଡିଂ ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ଶନିବାର ସିଜିନ୍ ର ପ୍ରଥମ ମୁକାବିଲାରେ ବିରାଟ କୋହଲିଙ୍କ ଅଭିନୀତ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସହିତ ମୁକାବିଲା କରିବାକୁ ଯାଉଛି। ଉଦଘାଟନୀ ସମାରୋହର ପ୍ରଦର୍ଶନ ମଧ୍ୟ ସୂଚୀବଦ୍ଧ…
୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କଲା ଭାରତ
ନୂଆଦିଲ୍ଲୀ, ୨୧ା୩: କ୍ରୀଡା ମନ୍ତ୍ରଣାଳୟ ସୂତ୍ର ଅନୁଯାୟୀ, ଭାରତ ୨୦ ମାର୍ଚ୍ଚ, ଗୁରୁବାର ଅହମ୍ମଦାବାଦ ସହରରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତରେ ୨୦୩୬ ଗ୍ରୀଷ୍ମକାଳୀନ କ୍ରୀଡ଼ା ଆୟୋଜନ କରିବାକୁ ଚାହିଁଥିବାରୁ…
କ୍ୟାପ୍ଟେନ୍ସ ମିଟ୍ରେ ହେଲା ବଡ଼ ନିଷ୍ପତ୍ତି: ଓଭର ହାର ଲାଗି ଅଧିନାୟକଙ୍କୁ…
ନୂଆଦିଲ୍ଲୀ,୨୦ା୩: ଆଇପିଏଲ୍ରେ ଓଭର ହାର ଅପରାଧ ଲାଗି ଅଧିନାୟକଙ୍କୁ ବ୍ୟନ୍ କରାଯିବ ନାହିଁ। ଏହା ବଦଳରେ ଡିମେରିଟ ପଏଣ୍ଟ ଦିଆଯିବ। ଗୁରୁବାର ଅନୁଷ୍ଠିତ କ୍ୟାପ୍ଟେନ୍ସ ମିଟ୍ରେ ଏହି ନିଷ୍ପତ୍ତି ନିଆଯାଇଛି। ୨୦୨୪ ସଂସ୍କରଣରେ ତୃତୀୟ ଓଭର ହାର ଅପରାଧ ଲାଗି ମୁମ୍ବାଇ…
ଡବ୍ଲ୍ୟୁଟିସିରେ ଲାଗୁ ହୋଇପାରେ ନୂଆ ବୋନସ ପଏଣ୍ଟ ସିଷ୍ଟମ
ନୂଆଦିଲ୍ଲୀ,୨୦ା୩: ଓ୍ବାଲର୍ଡ ଟେଷ୍ଟ ଚାମ୍ପିୟନଶିପ୍ର ୨୦୨୫-୨୭ ସାଇକେଲରେ ଏକ ନୂଆ ବୋନସ ପଏଣ୍ଟ ବ୍ୟବସ୍ଥା ଲାଗୁ କରାଯାଇପାରେ। ଯାହାଫଳରେ ଉଚ୍ଚ ର଼୍ୟାଙ୍କଧାରୀ ଦଳ ବିପକ୍ଷରେ ବିଜୟ ଲାଗି ଅତିରିକ୍ତ ପଏଣ୍ଟ ପ୍ରଦାନ କରାଯିବ। ଏହି ନୂଆ ବୋନସ ପଏଣ୍ଟ ବ୍ୟବସ୍ଥା ଉପରେ…
ବକ୍ସିଂ ମହାସଂଘ: ଅନୁରାଗଙ୍କ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର
ଶିମ୍ଳା,୨୦ା୩: ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରହିତାଦେଶ ପରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତ ବକ୍ସିଂ ମହାସଂଘ (ବିଏଫ୍ଆଇ) ସଭାପତି ପାଇଁ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର ହୋଇଛି। କୋର୍ଟ ଆହୁରି ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟସୀମା ବୃଦ୍ଧି କରିବା…
ଭାରତରେ ହେବ ଏସିଆନ ସୁଇମିଂ ଚାମ୍ପିୟନଶିପ୍
ନୂଆଦିଲ୍ଲୀ,୨୦ା୩: ଖୁସି ଖବର। ଭାରତ ଏସିଆନ ସୁଇମିଂ ଚାମ୍ପିୟନଶିପ୍ର ୧୧ଶ ସଂସ୍କରଣର ଆୟୋଜକ ହୋଇଛି। ଏହି ଇଭେଣ୍ଟ ଅହମ୍ମଦାବାଦସ୍ଥିତ ନାରଣପୁର ସ୍ପୋଟର୍ସ କମ୍ପ୍ଲେକ୍ସଠାରେ ଅକ୍ଟୋବର ୧ରୁ ୧୫ ପର୍ଯ୍ୟନ୍ତ ହେବ। ଜାତୀୟ ମହାସଂଘ ତରଫରୁ ଗୁରୁବାର ଏହା ଘୋଷଣା କରାଯାଇଛି। ଦେଶରେ…
IPL 2025 କାର୍ଯ୍ୟସୂଚୀରେ ହେଲା ପରିବର୍ତ୍ତନ, କୋଲକାତା-ଲକ୍ଷ୍ନୌ ମ୍ୟାଚର ସ୍ଥାନ ହୋଇଛି ପରିବର୍ତ୍ତନ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୦।୩: ଏପ୍ରିଲ ୬ରେ ହେବାକୁ ଥିବା କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ (LSG) ମଧ୍ୟରେ ମ୍ୟାଚ ଏବେ କୋଲକାତା ପରିବର୍ତ୍ତେ ଗୁଆହାଟୀରେ ଅନୁଷ୍ଠିତ ହେବ। ରାମନବମୀକୁ ନେଇ କୋଲକାତା ପୋଲିସ ସେହି ଦିନ ମ୍ୟାଚ ପାଇଁ ପର୍ଯ୍ୟାପ୍ତ…
ସାକିବଙ୍କୁ ବଡ଼ ଆସ୍ବସ୍ତି
ଢାକା,୨୦ା୩:: ବାଂଲାଦେଶର ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କୁ ସନ୍ଦେହଜନକ ବୋଲିଂ ଆକ୍ସନରୁ ମୁକ୍ତ କରାଯାଇଛି। ସେ ଏବେ ଅନ୍ତର୍ଜାତୀୟ ଦିନିକିଆ ଓ ବିଶ୍ୱର ବିଭିନ୍ନ ଲିଗରେ ବାମହାତୀ ସ୍ପିନ ବୋଲିଂ କରିପାରିବେ। ଉଭୟ ଟେଷ୍ଟ ଓ ଟି୨୦ ଫର୍ମାଟରୁ ଅବସର…
ମାହିଙ୍କୁ ନେଇ ବଡ଼ ବୟାନ ଦେଲେ Zaheer Khan
ନୂଆଦିଲ୍ଲୀ,୨୦।୩: ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଜାହିର ଖାନ IPL-୨୦୨୫ରେ ଲକ୍ଷ୍ନୌ ସୁପରଜିଆଣ୍ଟସର ପରାମର୍ଶଦାତା। ସେ ନିକଟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏପରି କିଛି କହିଥିଲେ ଯାହା ଫ୍ରାଞ୍ଚାଇଜ ମାଲିକମାନଙ୍କୁ ଆଘାତ ଦେବ। ଏମଏସ ଧୋନିଙ୍କ ନାମ ନେଇ ସେ ଏପରି…
ଛାଡ଼ପତ୍ର ହେଉ ହେଉ ଧନଶ୍ରୀଙ୍କୁ ଉପହାସ କଲେ ଚହଲ
ମୁମ୍ବାଇ,୨୦।୩: ଛାଡପତ୍ର ପରେ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଏବେ ଅଲଗା ହୋଇଯାଇଛନ୍ତି। ଆଜି ଦୁହେଁ ଛାଡପତ୍ର ପାଇଁ ମୁମ୍ବାଇ ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ। ଏହି ସମୟରେ ୟୁଜଭେନ୍ଦ୍ର ଏବଂ ଧନଶ୍ରୀ ମାସ୍କ ପିନ୍ଧି ମୁହଁ ଲୁଚାଉଥିବାର ଦେଖାଯାଇଥିଲା।…
ମହମ୍ମଦ ଶାମିଙ୍କ ଅଭିଯୋଗ ପରେ ବଡ଼ ନିୟମ ପରିବର୍ତ୍ତନ କଲା BCCI, ହଟାଇଲା ପ୍ରତିବନ୍ଧକ…
ମୁମ୍ବାଇ,୨୦ା୩: ବିସିସିଆଇ ଗୁରୁବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗରେ ବଲ୍ ଉପରେ ଲାଳ ବ୍ୟବହାର ଉପରେ ପ୍ରତିବନ୍ଧକ ହଟାଇଛି। ଅଧିକାଂଶ ଅଧିନାୟକ ଏହାର ପ୍ରସ୍ତାବରେ ସହମତ ହେବା ପରେ ବିସିସିଆଇ ଏହି ନିଷ୍ପତ୍ତି ନେଇଛି। ମୁମ୍ବାଇରେ ଅଧିନାୟକ ମାନଙ୍କ ବୈଠକରେ ଏହି…
ଓକିଲ କଲେ ନିଶ୍ଚିତ: ଆନୁଷ୍ଠାନିକ ଭାବେ ଅଲଗା ହେଲେ ୟୁଜଭେନ୍ଦ୍ର ଚହଲ-ଧନଶ୍ରୀ ବର୍ମା
ମୁମ୍ବାଇ,୨୦ା୩: ସେଲିବ୍ରିଟି ଦମ୍ପତି ୟୁଜଭେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମାଙ୍କ ଛାଡ଼ପତ୍ର ରିପୋର୍ଟ ଗତ କିଛି ମାସ ଧରି ଖବରରେ ରହିଛି। ଗୁରୁବାର, ମୁମ୍ବାଇର ବାନ୍ଦ୍ରା ପରିବାର କୋର୍ଟରେ ଉଭୟ ଆନୁଷ୍ଠାନିକ ଭାବରେ ଛାଡ଼ପତ୍ର ହୋଇଥିଲା ବେଳେ ଓକିଲ ଏହା ନିଶ୍ଚିତ…
Archives


