ଖେଳ

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧ ହେବାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଟପ-୪ ଜଣଙ୍କ ମଧ୍ୟରେ ୩ ଜଣ ଭାରତୀୟ ଖେଳାଳି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ ପ୍ଲେଇଂ-୧୧ରେ ସୁଯୋଗ ପାଇ ନ ଥିବା କୁଲଦୀପ ଏବେ ଇଂଲଣ୍ଡର ଘରୋଇ କ୍ରିକେଟରେ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ ମୁଖ୍ୟତଃ ବୋଲର୍‌ ଏବଂ ଉଇକେଟ୍‌ କିପରମାନଙ୍କ ଉପରେ ପଡ଼ିବ। ସବୁଠାରୁ ବଡ଼ ନିଷ୍ପତ୍ତି…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I) ସିରିଜରେ ଡେବ୍ୟୁ କରିଥିଲେ। ସୂର୍ଯ୍ୟବଂଶୀଙ୍କ ପ୍ରଥମ ସିରିଜ କିଛି ବିଶେଷ ଭଲ ରହି…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ ଏହି ସିରିଜ୍‌ରେ ଭାରତ ଫେଭରାଇଟ୍‌ ନୁହେଁ, ବରଂ ଉଭୟ ଦଳ ପାଖରେ ସିରିଜ୍‌…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ ହୋଇଥିଲେ। ଦଳର ୨୬ ଖେଳାଳି ଓ କୋଚିଂ ଷ୍ଟାଫ୍‌ ରାଜଧାନୀରେ ପହଞ୍ଚିବା ପରେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ ଆୟର ଭାରତର ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ନେବା ପରଠାରୁ ଦଳ ଗୋଟିଏ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ ଏବଂ ପରେ ଦିନିକିଆ ସିରିଜରେ ଭାରତୀୟ ଦଳକୁ ୨-୧ରେ ହରାଇଛି। ଏହାପରେ ବର୍ତ୍ତମାନ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ ମୋଡ଼ ନେଇଛି। ତୃତୀୟ ଦିନିକିଆ ପୂର୍ବରୁ ଏପରି ଖବର ଥିଲା ଯେ ଏହା…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି, ବିସିସିଆଇ ସ୍ପଷ୍ଟ କରିଛି ଯେ ‘ହିଟମ୍ୟାନ’ ଏପର୍ଯ୍ୟନ୍ତ ଅବସର ନେଉନାହାଁନ୍ତି। ବର୍ତ୍ତମାନ, ପୂର୍ବତନ…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ ପରେ ପଞ୍ଜିକୃତ ଏକ ଅପରାଧିକ ମାମଲା ସମ୍ପର୍କରେ ଏହି ନିର୍ଦ୍ଦେଶ ଦିଆଯାଇଛି, ଯେଉଁଥିରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ ଥିଲା। ଏଥିରେ ୩୯ ବର୍ଷିୟ ଲିଓନେଲ ମେସି ଏବଂ ୧୯ ବର୍ଷିୟ ଲାମିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?