ବଡ଼ ଓଲଟପାଲଟ କଲା ଜିମ୍ବାଓ୍ବେ: ପାକିସ୍ତାନକୁ ଧୂଳି ଚଟେଇ…
ନୂଆଦିଲ୍ଲୀ,୨୫।୧୧:ପାକିସ୍ତାନ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଜିମ୍ବାୱେର ବୁଲାୱାୟୋରେ ଖେଳାଥିବା ପ୍ରଥମ ମ୍ୟାଚ୍ରେ ପାକିସ୍ତାନକୁ ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଜିମ୍ବାୱେ ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ଡିଏଲଏ ପଦ୍ଧତି ମାଧ୍ୟମରେ...
IPL Auction: ଏହି ସମସ୍ତ ଷ୍ଟାର ଖେଳାଳିଙ୍କୁ କିଣିଲେନି କୌଣସି ଟିମ୍
ଜେଦାହ,୨୪ା୧୧: ଇଣ୍ଡିଆନ ପରିମିୟର ଲିଗ୍ (ଆଇପିଏଲ) ୨୦୨୫ ସିଜିନ୍ ମେଗା ନିଲାମୀରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗି ଯାଇଛି। ଋଷଭ ପନ୍ତ ଆଇପିଏଲ ଇତିହାସର ସବୁଠୁ ମହଙ୍ଗା ଖେଳାଳି ହୋଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୨୭ କୋଟି ଟଙ୍କାରେ...
ଟ୍ରେଣ୍ଟ ବୋଲ୍ଟଙ୍କ ଲାଗି ଟଙ୍କା ବର୍ଷା କଲା ମୁମ୍ବାଇ: ସାମୀ, ନଟରାଜନ, ଜୋଫ୍ରା ଅର୍ଚ୍ଚରଙ୍କୁ କିଣିଲେ ଏହି ଟିମ୍
ଜେଦାହ,୨୪ା୧୧: ରବିବାର ସାଉଦି ଆରବର ଜେଦାହରେ ଅନୁଷ୍ଠିତ ମେଗା ଅକ୍ସନରେ ବିଦେଶୀ ଖେଳାଳିଙ୍କ ଚାହିଦାକୁ ଫିକା କରି ଦେଇଛନ୍ତି ଭାରତୀୟ ଖେଳାଳି। ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଆଇପିଏଲ୍ ଇତିହାସର ସବୁଠାରୁ ଦାମୀ ଖେଳାଳି ହୋଇଛନ୍ତି।...
ପୁଣି ଧୋନୀଙ୍କ ସହିତ ଖେଳିବେ ଅଶ୍ୱିନୀ: ଏହି ତିନି ବଡ଼ ଖେଳାଳିଙ୍କୁ ଦଳରେ ସାମିଲ କଲା ଚେନ୍ନାଇ
ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଷ୍ଟାର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ପୁଣିଥରେ ଦଳରେ ସାମିଲ କରିଛି। ରବିବାର ଅନୁଷ୍ଠିତ ନିଲାମୀରେ ଟିମ୍ ଅଶ୍ୱିନୀଙ୍କୁ ୯.୭୫ କୋଟି ଟଙ୍କାରେ କିଣିଛି। ଅଶ୍ୱିନୀ ଚେନ୍ନାଇରେ ତାଙ୍କର ଆଇପିଏଲ କ୍ୟାରିୟର ଆରମ୍ଭ କରିଥିବା ବେଳେ...
ବାରମ୍ବାର ଅନୁଷ୍କାଙ୍କୁ ଦେଖାଇବା ଯୋଗୁ ରାଗିଗଲେ ପ୍ରଶଂସକ
ପର୍ଥ,୨୪।୧୧: ପର୍ଥରେ ଗର୍ଜିଛି ବିରାଟଙ୍କ ବ୍ୟାଟ୍। ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମୁକାବିଲାର ତୃତୀୟ ଦିନରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରିଛନ୍ତି। ଏହି ସମୟରେ ମଇଦାନରେ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଉପସ୍ଥିତ ଥିଲେ। ବିରାଟ ଯେତେବେଳେ ଶତକ ମାରିଥିଲେ,...
ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ମିଲରଙ୍କୁ ମିଳିଲା ନୂଆ ଟିମ୍, ୭ ଗୁଣା ଦାମ୍ ଦେଇ କିଣିଲା…
ଦୁବାଇ,୨୪।୧୧: ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ମିଲରଙ୍କୁ ନୂଆ ଟିମ୍ ମିଳିଛି। ତାଙ୍କର ବେସ୍ ପ୍ରାଇସ୍ ଦେଢ଼ କୋଟି ଟଙ୍କା ଥିଲା। ଏହି ଖେଳାଳିଙ୍କୁ ୭ ଗୁଣା ଅଧିକ ଟଙ୍କା ଦେଇ ଲକ୍ଷ୍ନୌ ସୁପର ଜାଏଣ୍ଟସ କିଣିଛି। ୭.୫୦...
ଅକ୍ସନରେ ଚହଲଙ୍କୁ ନେବାକୁ ଟଣାଓଟରା: ୯ ଗୁଣା ଅଧିକ ଦାମ୍ ଦେଇ କିଣିନେଲା ଏହି ଟିମ୍…
ଦୁବାଇ,୨୪।୧୧:ଆଇପିଏଲ୍ର ସବୁଠାରୁ ସଫଳ ବୋଲର୍ ଯୁଜବେନ୍ଦ୍ର ଚହଲଙ୍କୁ ମେଗା ଅକ୍ସନରେ ରାଜସ୍ଥାନ ରୟାଲ୍ସ ରିଟେନ୍ କରି ନ ଥିଲା। ଏମିତିରେ ସେ ମେଗା ଅକ୍ସନକୁ ଫେରିଥିଲେ। ରବିବାର କରାଯାଉଥିବା ଅକ୍ସନରେ ତାଙ୍କ ପାଇଁ ଏକାଧିକ ଟିମ୍ ନିଲାମ ଡାକିଥିଲେ। ସେ...
ନିଲାମ ଡାକିଲା ଆର୍ସିବି, ଦିଲ୍ଲୀ ଓହରିବା ପରେ ପନ୍ତଙ୍କୁ କିଣିଲା ଏହି ଟିମ୍
ଦୁବାଇ,୨୪।୧୧: ଆଇପିଏଲ୍ ୨୦୨୫ ନିଲାମରେ ଋଷଭ ପନ୍ତଙ୍କ କ୍ରେଜ୍। ଜୋରଦାର ନିଲାମ ଡାକରା ପରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ତାଙ୍କୁ ୨୭ କୋଟି ଟଙ୍କାରେ କିଣିଛି। ଏଭଳି ସେ ଆଇପିଏଲ୍ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ପାଲଟିଛନ୍ତି। କିଛି ସମୟ...
IPL Mega Auction 2025 Live: ଶ୍ରେୟାସଙ୍କୁ ଟପିଗଲେ ପନ୍ତ, ଚହଲ-ଶାମି-ସିରାଜଙ୍କୁ କିଣିଲା…
ଦୁବାଇ,୨୪।୧୧: ଅପେକ୍ଷାର ଅନ୍ତ ଘଟିଛି। ବହୁ ପ୍ରତିକ୍ଷିତ ଆଇପିଏଲ୍ ୨୦୨୫ ଲାଗି ନିଲାମ ରବିବାର ଅନୁଷ୍ଠିତ ହେଉଛି। ଏଥିରେ ୫୭୭ ଖେଳାଳି ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି। ଅକ୍ସନରେ ମୋଟ ୧୦ ଟିମ୍ ଭାଗ ନେଉଥିବା ବେଳେ ଖର୍ଚ୍ଚ କରିବାକୁ...
ଛକା ମାରି ସିକ୍ୟୁରିଟି ଗାର୍ଡଙ୍କ ମୁଣ୍ଡ ଫଟାଇଦେଲେ ବିରାଟ କୋହଲି !
ପର୍ଥ,୨୪।୧୧: ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆ ଦୃଢ଼ ସ୍ଥିତିରେ ପହଞ୍ଚିଛି। ଏହି ମୁକାବିଲାର ପ୍ରଥମ ଇନିଂସରେ ଟିମ୍ ଇଣ୍ଡିଆ ବିଫଳ ହେବା ପରେ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରୁଛି। ପ୍ରଥମେ ଯଶସ୍ବୀ ଜୈସଓ୍ବାଲଙ୍କ ଶତକ ପରେ...
ନିଜ ନାଁ ବଦଳାଇ ଦେଲେ ସଞ୍ଜୁ ସାମସନ୍, ନେଲେ ଚମକାଇବା ଭଳି ନିଷ୍ପତ୍ତି
ନୂଆଦିଲ୍ଲୀ,୨୩।୧୧: ନିଜର ନାଁ ବଦଳାଇ ଦେଇଛନ୍ତି ଭାରତୀୟ କ୍ରିକେଟର ସଞ୍ଜୁ ସାମସନ। ଗତ କିଛି ଦିନ ଧରି ଜବରଦସ୍ତ ଫର୍ମରେ ଥିବା ଏହି କ୍ରିକେଟର ଭିନ୍ନ କାରଣକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏବେ ସେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର...
ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…
ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର କାର୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦିଲ୍ଲୀ-ଡେରାଡୁନ ଜାତୀୟ ରାଜପଥରେ ତାଙ୍କ କାର୍ ଡିଭାଇଡରରେ...
Archives


