ଖେଳ

ଶେଷରେ ହାର୍‌ ମାନିବ ପାକିସ୍ତାନ! ଭାରତ କଥା ମାନି…

ନୂଆଦିଲ୍ଲୀ,୧୯।୧୧:ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନ ଦ୍ୱାରା ଆୟୋଜିତ ହେବ। କିନ୍ତୁ ଏହି ଟୁର୍ନାମେଣ୍ଟ ବିଷୟରେ ଏପର୍ଯ୍ୟନ୍ତ କୌଣସି ସମାଧାନ ମିଳିନାହିଁ। ଭାରତୀୟ କ୍ରିକେଟ ଦଳ ପଡୋଶୀ ଦେଶ ଭ୍ରମଣ କରିବାକୁ ମନା କରିସାରିଛି। ଏଥି ସହିତ ପାକିସ୍ତାନ ମଧ୍ୟ...

କୋହଲିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୦: ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ବିରାଟ କୋହଲିଙ୍କ ଫର୍ମ ତାଙ୍କୁ ଅନେକ ମ୍ୟାଚ ପାଇଁ ସମର୍ଥନ କରୁନାହିଁ। ୨୦୨୪ ବର୍ଷ ମଧ୍ୟ କୋହଲିଙ୍କ ପାଇଁ ଭଲ ବୋଲି ପ୍ରମାଣିତ ହୋଇନାହିଁ । କୋହଲିଙ୍କ ବ୍ୟାଟ ନା ବାଂଲାଦେଶ ବିପକ୍ଷ ଟେଷ୍ଟ...

ଆଜିର ଦିନରେ ମଉଳିଥିଲା ବିଶ୍ୱକପ ଆଶା, ଭାଙ୍ଗିଥିଲା ୧୪୦ କୋଟି ଭାରତୀୟଙ୍କ ହୃଦୟ

ନୂଆଦିଲ୍ଲୀ,୧୯।୧୧: ଭାରତୀୟ କ୍ରିକେଟ ଦଳ ଗତ ବର୍ଷ ଅର୍ଥାତ୍‌ ୨୦୨୩ ଏହି ଦିନ (୧୯ ନଭେମ୍ବର) ଦିନିକିଆ ବିଶ୍ୱକପର ଫାଇନାଲ ହରାଇଥିଲା। ଭାରତର ପରାଜୟ ଯୋଗୁ ୧୪୦ କୋଟି ଭାରତୀୟ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଯାଇଥିଲା। ଅଷ୍ଟ୍ରେଲିଆ ବିପକ୍ଷ ଭାରତକୁ...

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ସୋମବାର ପିସିବି ମୁଖ୍ୟ ମୋହସିନ୍‌ ନକ୍‌ଭୀ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।...

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ ବାସନ୍ଦ ଦଣ୍ଡ ଭୋଗି ସାରିଛନ୍ତି। ମାତ୍ର ନ୍ୟୁଜିଲାଣ୍ଡ ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ସୋମବାର...

‘ମୁଁ ହୋଇଥିଲେ…’, ରୋହିତ ଶର୍ମା ବାପା ହେବା ଉପରେ ଏମିତି କିଛି କହିଦେଲେ ଟ୍ରାଭିସ ହେଡ୍‌

ନୂଆଦିଲ୍ଲୀ,୧୮।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୋହିତ ଶର୍ମା ଖେଳିବେ ନାହିଁ ବୋଲି ନିଶ୍ଚିତ କରିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍‌ରାଙ୍କୁ ଟିମ ଇଣ୍ଡିଆର ଅଧିନାୟକ ନଜର ଆସିବେ। କହିରଖୁଛୁ ଯେ ରୋହିତ...

ଠକେଇ ମାମଲାରେ ଫସିଲେ ଗୌତମ ଗମ୍ଭୀର: ହାଇକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୧୧:ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଅଡୁଆ ଥମିବାର ନାଁ ଧରୁନି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଏବଂ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ହାରିବା ପରେ ସେ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ଦିଲ୍ଲୀ ହାଇକୋର୍ଟର...

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଆଇପିଏଲ ନିଲାମରେ ଆୟରଙ୍କୁ କିଣିବ ଏହି ଦଳ

ନୂଆଦିଲ୍ଲୀ,୧୮।୧୧: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୫ ପୂର୍ବରୁ ୬ ଜଣ ଖେଳାଳିଙ୍କୁ ରିଟେନ କରିଛି। କିନ୍ତୁ ଅଧିନାୟକ ଶ୍ରେୟସ ଆୟରଙ୍କୁ ରିଟେନ କରାଯାଇନାହିଁ। ତାଙ୍କୁ ରିଲିଜ୍‌ କରାଯାଇଛି। ବର୍ତ୍ତମାନ ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆୟରଙ୍କୁ ନେଇ...

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି। ଏହି ପରିପ୍ରେକ୍ଷୀରେ ଚେନ୍ନାଇରୁ ଏକ ବିମାନ ଯୋଗେ ଚାମ୍ପିୟନ ହକି ଟିମ୍‌ ରବିବାର...

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଟି ପାରନ୍ତି ନାହିଁ। ହେଲେ ଅଷ୍ଟ୍ରେଲିଆର ଏଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ଅଛନ୍ତି...

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଏହାସହିତ ଜାତୀୟ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ଟ୍ରଫି...

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ କ୍ରିକେଟ ବୋର୍ଡ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏସବୁ ମଧ୍ୟରେ ପାକିସ୍ତାନ କ୍ରିକେଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri